ବାଲ୍ୟବିବାହରେ ନିଖୋଜ ଜୀବନ
କାଠମାଣ୍ଡୁ,୧୦।୩: ଜଣେ ସରକାରୀ ଅଫିସର ହେବାକୁ ସ୍ବପ୍ନ ଦେଖୁଥିଲେ ସ୍ବପ୍ନା। ପ୍ରତି ରାତିରେ ଧୂଳିଧୂସରିତ ରାସ୍ତାକଡ଼ରେ ଥିବା କୁଡ଼ିଆ ଭିତରେ ଏହି ୧୭ ବର୍ଷୀୟା ଝିଅ ଏକ ସୌର ବଲ୍ବ ଜଳାଇ ବହି ଖଣ୍ଡେ ଧରି ବସୁଥିଲେ। ସେ ମନେ ମନେ…
ମୈତ୍ରୀ ସେତୁ ଲୋକାର୍ପିତ
ନୂଆଦିଲ୍ଲୀ,୯।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ମୈତ୍ରୀ ସେତୁ ଲୋକାର୍ପିତ କରିଛନ୍ତି। ଏହା ଦ୍ୱାରା ଏଣିକି ତ୍ରିପୁରାରୁ ବାଂଲାଦେଶ ଯିବା ସହଜ ହୋଇ ପାରିବ। ସେତୁ ନିର୍ମାଣ ଯୋଗୁ ତ୍ରିପୁରାର ବିକାଶ ସମ୍ଭବ ହୋଇପାରିବ ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି। ୧.୯ କିଲୋମିଟର…
ଦରଦାମ୍ ବୃଦ୍ଧି ନେଇ ପାର୍ଲାମେଣ୍ଟ ଅଚଳ
ନୂଆଦିଲ୍ଲୀ,୯।୩: ଦେଶରେ ଅତ୍ୟାବଶ୍ୟକ ସାମଗ୍ରୀର ଦରଦାମ୍ ବୃଦ୍ଧି ଯୋଗୁ ସଙ୍କଟ ଦେଖାଦେଇଛି। ଏହି ପ୍ରସଙ୍ଗକୁ ନେଇ ବିରୋଧୀଦଳ ରାଜ୍ୟ ସଭା ଏବଂ ଲୋକ ସଭାରେ ଶାସକ ଦଳକୁ ଘେରିବା ଜାରି ରଖିଛନ୍ତି। ଉଭୟ ଗୃହରେ ବିରୋଧି ସଦସ୍ୟମାନେ ମଙ୍ଗଳବାର ପ୍ରବଳ ହଟ୍ଟଗୋଳ…
ମୁମ୍ବାଇରେ କରୋନା ସଂକ୍ରମଣ ୮୯ ପ୍ରତିଶତ ବୃଦ୍ଧି
ମୁମ୍ବାଇ,୯।୩: କରୋନା ସଂକ୍ରମଣ ଯୋଗୁ ମହାରାଷ୍ଟ୍ରରେ ଆତଙ୍କ ଦେଖାଦେଇଛି। ମୁମ୍ବାଇରେ ଗତ ୨୪ ଘଣ୍ଟା ମଧ୍ୟରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୮୯.୨୫ ପ୍ରତିଶତ ବୃଦ୍ଧି ଘଟିଛି। ସୁରକ୍ଷା ଦୃଷ୍ଟିରୁ ମୁମ୍ବାଇ ଏବଂ ଏହାର ଆଖପାଖ ଅଞ୍ଚଳରେ କଡ଼ା କଟକଣା ଜାରି କରାଯାଇଛି।…
ବ୍ରିଟିଶ୍ ସଂସଦରେ କୃଷକ ଆନ୍ଦୋଳନ ଚର୍ଚ୍ଚା: ଭାରତ ପକ୍ଷରୁ ବିରୋଧ
ନୂଆଦିଲ୍ଲୀ/ଲଣ୍ଡନ,୯।୩: କୃଷି ଆଇନ ବିରୋଧରେ ଭାରତରେ କୃଷକ ସଂଗଠନଗୁଡ଼ିକ ପକ୍ଷରୁ ଆନ୍ଦୋଳନ ଜାରି ରହିଛି। ଏହାକୁ ନେଇ ବ୍ରିଟିଶ୍ ସଂସଦରେ ଆଲୋଚନା କରାଯାଇଛି। ଏଭଳି ଆଲୋଚନାକୁ ଭାରତ ପକ୍ଷରୁ ବିରୋଧ କରାଯାଇଛି। ଲଣ୍ଡନରେ ଅବସ୍ଥାପିତ ଥିବା ଭାରତୀୟ ଉଚ୍ଚାୟୁକ୍ତ ଏହାର କଡ଼ା…
ନିର୍ବାଚନ ପୂର୍ବରୁ ଶେଷ ହୋଇପାରେ ଅଧିବେଶନ
ନୂଆଦିଲ୍ଲୀ,୯।୩ (ପି.ଟି.): ପାର୍ଲାମେଣ୍ଟର ବଜେଟ ଅଧିବେଶନ କାଟଛାଣ୍ଟ ହୋଇପାରେ। ପ୍ରଥମ ପର୍ଯ୍ୟାୟ ନିର୍ବାଚନ ମାର୍ଚ୍ଚ ୨୭ରେ ଅନୁଷ୍ଠିତ ହେବାକୁ ଥିବାବେଳେ ଏହା ପୂର୍ବରୁ ଅଧିବେଶନ ଶେଷ ହୋଇପାରେ ବୋଲି ଜଣାପଡ଼ିଛି। ମଙ୍ଗଳବାରଠାରୁ ଉଭୟ ଗୃହ ସ୍ବାଭାବିକ ଭାବେ ପୂର୍ବାହ୍ନ ୧୧ଟାରୁ ଆରମ୍ଭ…
ବାଟଲା ହାଉସ୍ ଏନ୍କାଉଣ୍ଟର: ଆତଙ୍କବାଦୀ ଆରିଜ୍ ଦୋଷୀ ସାବ୍ୟସ୍ତ
ନୂଆଦିଲ୍ଲୀ,୮।୩: ବାଟଲା ହାଉସ୍ ଏନ୍କାଉଣ୍ଟର ମାମଲାରେ ଦିଲ୍ଲୀର ଏକ କୋର୍ଟ ଅଭିଯୁକ୍ତ ଆତଙ୍କବାଦୀ ଆରିଜ୍ ଖାଁଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି। ଆରିଜ୍ଙ୍କ ଦଣ୍ଡାଦେଶ ସମ୍ପର୍କରେ ଘୋଷଣା ମାର୍ଚ୍ଚ ୧୫ରେ କରାଯିବ ବୋଲି କୋର୍ଟ ପକ୍ଷରୁ ସୋମବାର ସୂଚନା ଦିଆଯାଇଛି। ଆରିଜ୍ ଇଣ୍ଡିଆନ୍…
ନାରୀଶକ୍ତିଙ୍କୁ ସମ୍ମାନ ଜଣାଇଲେ ରାଷ୍ଟ୍ରପତି-ମୋଦି-ରାହୁଲ
ନୂଆଦିଲ୍ଲୀ,୮।୩: ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ ଦେଶର ନାରୀଶକ୍ତିଙ୍କୁ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଶୁଭେଚ୍ଛା ଜଣାଇଛନ୍ତି। ସେ ଟୁଇଟ୍ କରି କହିଛନ୍ତି ଯେ, ମହିଳା ବହୁବିଧ କ୍ଷେତ୍ରରେ କୀର୍ତ୍ତି ସ୍ଥାପନ କରିଛନ୍ତି। ଏହା ଦେଶ ପାଇଁ ଅତ୍ୟନ୍ତ ଗୌରବର ବିଷୟ। ସେହିପରି…
କରୋନା ଆତଙ୍କ: ୯ ରାଜ୍ୟ ସରକାରଙ୍କୁ ସତର୍କ ରହିବାକୁ ପରାମର୍ଶ
ନୂଆଦିଲ୍ଲୀ,୮।୩: ଭାରତରେ କରୋନା ପୁଣି ଆତଙ୍କ ସୃଷ୍ଟି କରିଛି। ପୂର୍ବରୁ ମହାରାଷ୍ଟ୍ର ଏବଂ ପଞ୍ଜାବ ପ୍ରତିଦିନ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଥିବାବେଳେ ଏବେ ଏହି ତାଲିକାରେ କେରଳ, ତାମିଲନାଡୁ, ମଧ୍ୟପ୍ରଦେଶ, ଦିଲ୍ଲୀ, ଗୁଜରାଟ, କର୍ନାଟକ ଏବଂ ହରିୟାଣା ଆଦି ରାଜ୍ୟ…
ଅନ୍ତର୍ଜାତୀୟ ମହିଳା ଦିବସର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୮।୩: ଆଜି ଅନ୍ତର୍ଜାତୀୟ ମହିଳା ଦିବସ ପାଳନ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମସ୍ତ ମହିଳାଙ୍କୁ ଗଭୀର ସମ୍ମାନ ଜଣାଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ଆଜିର ମହିଳା ଆତ୍ମନିର୍ଭରଶୀଳ, ପ୍ରଗତିକାମୀ, ଉଦ୍ୟମୀ ଏବଂ ସଶକ୍ତ। ବିଶେଷକରି କୋଭିଡ୍ ସଂଗ୍ରାମରେ ପୁରୁଷଙ୍କ ସହିତ ସହଭାଗୀ…
ପେଟ୍ରୋଲ-ଡିଜେଲ ଦାମ ବୃଦ୍ଧି ନେଇ ରାଜ୍ୟ ସଭା ଅଚଳ
ନୂଆଦିଲ୍ଲୀ,୮।୩: ବଜେଟ ଅଧିବେଶନର ଦ୍ୱିତୀୟ ପର୍ଯ୍ୟାୟ ସୋମବାରଠାରୁ ଆରମ୍ଭ ହୋଇଛି। ପ୍ରଥମ ଦିନରେ ପେଟ୍ରୋଲ ଏବଂ ଡିଜେଲ ଦାମ ବୃଦ୍ଧି ନେଇ ବିରୋଧି ଦଳଙ୍କ ପକ୍ଷରୁ ପ୍ରବଳ ହଟ୍ଟଗୋଳ ହୋଇଛି। କଂଗ୍ରେସ ପକ୍ଷରୁ ମଲ୍ଲିକାର୍ଜୁନ ଖଡ୍ଗେ ଶୂନ୍ୟକାଳ ନିଲମ୍ବିତ କରିବା ଲାଗି…
ପ୍ରବାସୀଙ୍କୁ ପର କରିଦେଲା କେନ୍ଦ୍ର
ନୂଆଦିଲ୍ଲୀ, ୮ା୩: ବିଦେଶରେ ରହୁଥିବା ଭାରତର ନାଗରିକ(ଓସିଆଇ)ମାନଙ୍କୁ ଚକିତ କରିଦେବା ଭଳି ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ଏକ ବିଜ୍ଞପ୍ତି ଜାରି କରିଛି। ନାଗରିକତ୍ୱ ଆଇନ, ୧୯୫୫ ଧାରା ୭ ‘ବି’ ଅଧୀନରେ ମାର୍ଚ୍ଚ ୪ରେ ପ୍ରକାଶିତ ଉକ୍ତ ବିଜ୍ଞପ୍ତି ଫଳରେ ଭାରତର ଦରିଆପାରି…
Archives


