Home Middle

ଆଫଗାନିସ୍ତାନରେ ଅଟକି ରହିଛନ୍ତି ୧୬୫୦ ଭାରତୀୟ, ଏୟାର ଲିଫ୍ଟ ପାଇଁ ଯୋଜନା…

ନୂଆଦିଲ୍ଲୀ,୧୮।୮: ଆଫଗାନିସ୍ତାନରେ ତାଲିବାନ ଶାସନ ଆରମ୍ଭ ପରଠାରୁ, ସେଠାରେ ଅଟକି ରହିଥିବା ଭାରତୀୟଙ୍କୁ ଫେରାଇ ଆଣିବା ନେଇ ଭାରତ ସରକାରଙ୍କ ପକ୍ଷରୁ ଉଦ୍ୟମ ଜାରି ରହିଛି। ଏପର୍ଯ୍ୟନ୍ତ ଭାରତୀୟ ଦୂତାବାସର ଅଧିକାରୀ, କର୍ମଚାରୀ, ସୁରକ୍ଷା କର୍ମୀଙ୍କୁ ସ୍ବଦେଶ ଫେରାଇ ଅଣାଯାଇଛି। ତେବେ…

‘କେନ୍ଦ୍ର ସତ୍ୟପାଠ ସନ୍ତୋଷଜନକ ନୁହେଁ’

ନୂଆଦିଲ୍ଲୀ, ୧୮ା୮: ସୁପ୍ରିମକୋର୍ଟଙ୍କ ତତ୍ତ୍ୱାବଧାନରେ ପେଗାସସ୍‌ ଗୁପ୍ତଚରଗିରି ଅଭିଯୋଗର ତଦନ୍ତ କରାଯିବା ପାଇଁ ଦାଖଲ ପିଟିଶନ ଆଧାରରେ କେନ୍ଦ୍ର ସରକାରଙ୍କୁ ଜବାବ ମାଗିଛନ୍ତି ସର୍ବୋଚ୍ଚ ଅଦାଲତ। ୧୦ ଦିନ ମଧ୍ୟରେ ଏହାର ଉତ୍ତର ରଖିବାକୁ ଭାରତର ପ୍ରଧାନ ବିଚାରପତି (ସିଜେଆଇ) ଏନ୍‌.…

‘ଆମେ କାହା ପାଇଁ ବିପଦ ଛିଡ଼ା କରିବୁ ନାହିଁ’

ନୂଆଦିଲ୍ଲୀ,୧୭।୮ : ଆଫଗାନିସ୍ତାନ ଗାଦିରେ ବସି ସାରିଛି ତାଲିବାନ। ଏହା ପୂରା ବିଶ୍ୱ ପାଇଁ ପାଲଟିଛି ଚିନ୍ତାର କାରଣ। କିନ୍ତୁ ତାଲିବାନ ନେତୃତ୍ୱାଧୀନ ସରକାର କୌଣସି ଦେଶ ପ୍ରତି ବିପଦ ଛିଡ଼ା କରିବ ନାହିଁ। ଏ ନେଇ ତାଲିବାନ ପ୍ରବକ୍ତା ଜାବିହୁଲା…

ନବୀନଙ୍କ ବଡ଼ ଘୋଷଣା: ଆଉ ୧୦ ବର୍ଷ ଭାରତୀୟ ହକି ଦଳର ପ୍ରାୟୋଜକ ରହିବ ଓଡ଼ିଶା

ଭୁବନେଶ୍ୱର,୧୭।୮: ହକିକୁ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ବଡ଼ ଘୋଷଣା କରିଛନ୍ତି। ଆହୁରୀ ୧୦ ବର୍ଷ ଯାଏ ଓଡ଼ିଶା ଭାରତୀୟ ହକି ଦଳର ପ୍ରାୟୋଜକ ରହିବ। ଭାରତୀୟ ପୁରୁଷ ଓ ମହିଳା ହକି ଦଳକୁ ସମ୍ବର୍ଦ୍ଧନା ଦେବା ସହ ନବୀନ…

ବିଚାରପତିଙ୍କ ସୁରକ୍ଷା ନେଇ ଟାସ୍କ୍‌ ଫୋର୍ସ ଗଠନ ଦାବି ପ୍ରତି କେନ୍ଦ୍ର ସରକାରଙ୍କ ଅସହମତି…

ନୂଆଦିଲ୍ଲୀ,୧୭।୮: ବିଚାରପତିମାନଙ୍କୁ ସୁରକ୍ଷା ଦେବା ପାଇଁ ଏକ ଟାସ୍କ୍‌ ଫୋର୍ସ ଗଠନ ଦାବିକୁ କେନ୍ଦ୍ର ସରକାର ଅଯୌକ୍ତିକ କହିଛନ୍ତି। ଏଥିରେ ଅସହମତି ପ୍ରକାଶ କେନ୍ଦ୍ର ସରକାର ସୁପ୍ରିମକୋର୍ଟଙ୍କୁ କହିଛନ୍ତି ଯେ, ରାଜ୍ୟମାନଙ୍କ ଦ୍ୱାରା ଏଭଳି ସ୍ବତନ୍ତ୍ର ଟାସ୍କ୍‌ ଫୋର୍ସ ଗଠନ କରାଯିବା…

ଜାମନଗର ପହଞ୍ଚିଲା ବାୟୁସେନା ସି-୧୭ ବିମାନ…

ଜାମନଗର,୧୭।୮: ଭାରତୀୟ ଦୂତାବାସ ଅଧିକାରୀଙ୍କୁ ନେଇ ଭାରତ ଅଭିମୁଖେ ଯାତ୍ରା କରିଥିବା ବାୟୁସେନା ବିମାନ ସି-୧୭ ଗୁଜରାଟର ଜାମନଗର ବିମାନ ବନ୍ଦରରେ ଅବତରଣ କରିଛି। ବିମାନରେ ୧୫୦ ଜଣ ଦୂତାବାସ କର୍ମଚାରୀ ଅଶାନ୍ତ ଆଫଗାନିସ୍ତାନରୁ ସ୍ବଦେଶ ଫେରିଛନ୍ତି। ୨ ଜଣ ଯାତ୍ରୀଙ୍କ…

କିଷାନ ସମ୍ମାନ ନିଧି ହେବ ୨ ଗୁଣା, ଚାଷୀଙ୍କ ଖାତାକୁ ୨ ହଜାର ବଦଳରେ ଯିବ ୪ ହଜାର…

ନୂଆଦିଲ୍ଲୀ,୧୭।୮: ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଯୋଜନା ହିତାଧିକାରୀଙ୍କ ପାଇଁ ଖୁବ୍‌ ଶୀଘ୍ର ଦିଲ୍ଲୀରୁ ଖୁସି ଖବର ଆସିବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ଏହା ଅନ୍ତର୍ଗତ ହିତାଧିକାରୀଙ୍କୁ ୨ ଗୁଣା ଆର୍ଥିକ ସହାୟତା ପ୍ରଦାନ କରିବାକୁ ଯୋଜନା କରୁଛନ୍ତି। ଖୁବ…

ଆଫଗାନିସ୍ତାନରେ ଯୌନ ଦାସତ୍ୱ ଆଶଙ୍କା ବଢ଼ିଲା…

କାବୁଲ,୧୭।୮: ଆଫଗାନିସ୍ତାନରେ ତାଲିବାନର ପ୍ରତ୍ୟାବର୍ତ୍ତନ ଦ୍ୱାରା ମହିଳାମାନେ ଅଧିକ ଭୟଭୀତ ହୋଇପଡ଼ିଛନ୍ତି। ଜୁଲାଇ ଆରମ୍ଭରେ, ସେ ତାଲିବାନ ସଦସ୍ୟଙ୍କ ସହିତ ଦେଶର ୧୫ ବର୍ଷ ବାଳିକାଙ୍କଠାରୁ ଆରମ୍ଭ କରି ଯୁବତୀ ଏବଂ ସ୍ବାମୀଙ୍କୁ ହରାଇ ଥିବା ୪୫ ବର୍ଷରୁ କମ ବୟସ୍କା…

୫ ମାସ ପରେ ଦୈନିକ ସଂକ୍ରମଣ ସର୍ବନିମ୍ନ…

ନୂଆଦିଲ୍ଲୀ,୧୭।୮: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଥମିବାରେ ଲାଗିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଦୈନିକ ସଂକ୍ରମଣ ୫ ମାସ ପରେ ସର୍ବନିମ୍ନ ହୋଇ ୩୦ ହଜାର ତଳେ ରହିଛି। ଗତ…

ଦୂତାବାସ କର୍ମଚାରୀଙ୍କୁ ଧରି କାବୁଲ ଛାଡ଼ିଲା ଭାରତୀୟ ବାୟୁସେନା ବିମାନ…

କାବୁଲ/ନୂଆଦିଲ୍ଲୀ,୧୭।୮: ଆଫଗାନିସ୍ତାନରେ ତାଲିବାନ ଦଖଲ ପରେ ଭାରତୀୟ ବାୟୁସେନାର ସି -୧୭ ବିମାନ କାବୁଲ ବିମାନବନ୍ଦରରେ ଜାରି ରହିଥିବା ବିଶୃଙ୍ଖଳା ମଧ୍ୟରେ ଭାରତୀୟ ଦୂତାବାସ ଅଧିକାରୀଙ୍କ ସହ ଭାରତ ଅଭିମୁଖେ ଯାତ୍ରା କରିଛି। କାବୁଲ ବିମାନବନ୍ଦରରେ ଆମେରିକାର ସୈନିକଙ୍କ ସୁରକ୍ଷା ମଧ୍ୟରେ…

୧ରୁ ବିଧାନସଭା ମୌସୁମୀ ଅଧିବେଶନ

ଭୁବନେଶ୍ୱର,୧୭।୮(ବ୍ୟୁରୋ): ସେପ୍ଟେମ୍ବର ପହିଲାରୁ ଓଡ଼ିଶା ବିଧାନସଭାର ମୌସୁମୀ ଅଧିବେଶନ ଆରମ୍ଭ ହେବ। ଏହା ସେପ୍ଟେମ୍ବର ୯ ତାରିଖ ଯାଏ ଚାଲିବ। ଏହି ଅଧିବେଶନରେ ମୋଟ ୮ଟି କାର୍ଯ୍ୟଦିବସ ରହିଛି। ୮ ଦିନରୁ ୭ ଦିନ ସରକାରୀ ଦିବସ ପାଇଁ ସମୟ ନିର୍ଘଣ୍ଟ…

ଲଡର୍‌ସ ଟେଷ୍ଟ ଜିତିଲା ଇଣ୍ଡିଆ

ଲଡର୍‌ସ,୧୬।୮: ପ୍ରଥମ ଟେଷ୍ଟରେ ବର୍ଷା ଇଂଲଣ୍ଡକୁ ବଞ୍ଚାଇ ଦେଇଥିଲା। କିନ୍ତୁ କ୍ରିକେଟର ଅନ୍ତୁଡିଶାଳ କୁହାଯାଉଥିବା ଲଡର୍‌ସ ଗ୍ରାଉଣ୍ଡରେ ଅନୁଷ୍ଠିତ ଦ୍ୱିତୀୟ ଟେଷ୍ଟରେ ଭାରତ ଇଂଲଣ୍ଡକୁ ୧୫୧ ରନ୍‌ରେ ହରାଇ ଦେଇଛି। ୨୭୨ ରନର ବିଜୟ ଲକ୍ଷ୍ୟ ନେଇ ପଡ଼ିଆକୁ ଓହ୍ଲାଇଥିବା ଘରୋଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?