Home Middle

ମୋଦି ନେଲେ କରୋନା ଟିକା

ନୂଆଦିଲ୍ଲୀ,୧।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର କରୋନା ଟିକା ନେଇଛନ୍ତି। ସାର୍ବଜନୀକ ଟିକାକରଣ ଅଭିଯାନର ଦ୍ୱିତୀୟ ପର୍ଯ୍ୟାୟରେ ପ୍ରଧାନମନ୍ତ୍ରୀ ସକାଳେ ଦିଲ୍ଲୀ ଏମ୍ସ୍‌ରେ ପହଞ୍ଚି ଟିକା ନେବା ସହିତ ଦେଶବାସୀଙ୍କ ଏଭଳି କରିବାକୁ ଅପିଲ୍‌ କରିଛନ୍ତି। ସ୍ବଦେଶୀ ଜ୍ଞାନକୌଶଳରେ ପ୍ରସ୍ତୁତ ହୋଇଥିବା…

ଆକର୍ଷଣ ହରାଉଛି ଡଗରା ବେଳାଭୂମି

ବାଲିଆପାଳ,୧ା୩-ବଙ୍ଗୋପସାଗର କୂଳରେ ଥିବା ବାଲେଶ୍ୱର ଜିଲା ବାଲିଆପାଳ ବ୍ଲକର ଡଗରା ବେଳାଭୂମିର ବିକାଶ ଲାଗି ଆଖିଦୃଶିଆ ପଦକ୍ଷେପ ନିଆଯାଉନାହିଁ। ଫଳରେ ଏହା ଧୀରେ ଧୀରେ ଆକର୍ଷଣ ହରାଇବାରେ ଲାଗିଛି। ପ୍ରାକୃତିକ ସୌନ୍ଦର୍ଯ୍ୟରେ ଭରପୂର ଏହି ବେଳାଭୂମିରେ ଅମାନିଆ ପର୍ଯ୍ୟଟକଙ୍କ ଅବାଧ ବାଇକଚାଳନା…

ଜଙ୍ଗଲ ସୁରକ୍ଷାରେ ୧୧୦ ପରିବାର

ବାରିପଦା ଅଫିସ,୧।୩- ମୟୂରଭଞ୍ଜ ଜିଲା ବଡ଼ସାହି ବ୍ଲକ ଅଧୀନ ଜାରକାଣୀ ପଞ୍ଚାୟତ ଇଟାମୁଣ୍ଡିଆ ଗ୍ରାମର ୧୧୦ ପରିବାର ଉଜୁଡ଼ା ଜଙ୍ଗଲକୁ ସବୁଜିମାରେ ଭରପୁର କରି ସମାଜକୁ ଦେଇଛନ୍ତି ସୁସ୍ଥ ପରିବେଶର ବାର୍ତ୍ତା। ଏହାର ମଙ୍ଗ ଧରିଛନ୍ତି ୬୪ ବର୍ଷୀୟ ଗୋପୀନାଥ ସିଂ।…

କୋଭିଡ୍‌ ପରେ ତେଲ ୩୦% ମହଙ୍ଗା

ନୂଆଦିଲ୍ଲୀ,୧।୩:  ପେଟ୍ରୋଲ ଏବଂ ଡିଜେଲ ଦର ବଢ଼ିବା ପରେ କମ୍ପାନୀଙ୍କ ମାନୁଫାକଚରିଂ କଷ୍ଟ ବଢ଼ିଚାଲିଛି। ଏହାର ସିଧାସଳଖ ପ୍ରଭାବ ଖାଉଟିଙ୍କ ଉପରେ ପଡୁଛି। ତେଲ ଦର ବଢ଼ିଥିବାରୁ ଏହାର ପ୍ରଭାବ ବଜାର ଉପରେ ପଡିବ ବୋଲି ନିକଟରେ ରିଜର୍ଭ ବ୍ୟାଙ୍କ ଗଭର୍ନର ଶକ୍ତିକାନ୍ତ…

ପୃଥିବୀ ପାଇଁ ନୂଆ ବିପଦ: ଭାଙ୍ଗିଲା ବିରାଟ ହିମ ପାହାଡ଼

ଓ୍ବାଶିଂଟନ,୨୮।୨: ପୃଥିବୀ ଉପରେ ପୁଣି ନୂଆ ବିପଦ ମାଡ଼ି ଆସୁଛି। ଅଣ୍ଟାର୍କଟିକାରେ ଏକ ବିରାଟ ହିମ ପାହାଡ଼ ଭାଙ୍ଗି ପଡ଼ିଛି। ଏହାର ଆକାର ୧୨୭୦ ବର୍ଗ କିଲୋମିଟର। ଯାହାକି ରାଜଧାନୀ ଦିଲ୍ଲୀର ଆକାର ସହିତ ପ୍ରାୟ ସମାନ। ଦିଲ୍ଲୀର ଆକାର ୧୨୯୨…

ଜଳ ପାରସ ମଣିଠାରୁ ବି ମୂଲ୍ୟବାନ: ମୋଦି

ନୂଆଦିଲ୍ଲୀ,୨୮।୨: ଦେଶରେ ଜଳ ସଂରକ୍ଷଣ ଜରୁରୀ। ଏହା ଜୀବନ ତଥା ବିକାଶ ପାଇଁ ଗୁରୁତ୍ୱପୂର୍ଣ୍ଣ। ପାରସ ମଣି ଲୁହାକୁ ମଧ୍ୟ ସୁନାରେ ପରିଣତ କରିଥାଏ ବୋଲି କୁହାଯାଇଥାଏ। ସେହିପରି ଜଳର ପ୍ରତି ବୁନ୍ଦାର ସ୍ପର୍ଶ ଜୀବନ ଲାଗି ମୂଲ୍ୟବାନ। ସରକାରଙ୍କ ପକ୍ଷରୁ…

ଆନ୍ଧ୍ର-ଓଡ଼ିଶାର ଅବହେଳିତ ସୀମା ବିବାଦ: କୋଟିଆର କାନ୍ଦ

ଉତ୍କଳର ଯୋଗ୍ୟ ସନ୍ତାନ ନିଜ ଜୀବନକୁ ବାଜି ଲଗାଇ ୧୯୩୬ ଏପ୍ରିଲ ୧ରେ ଓଡ଼ିଶାକୁ ସ୍ବତନ୍ତ୍ର ରାଜ୍ୟ ଭାବେ ପରିଚୟ ଦେଇଥିଲେ। କଟକ, ପୁରୀ, ବାଲେଶ୍ୱର, ସମ୍ବଲପୁର, ଗଞ୍ଜାମ ଓ କୋରାପୁଟ ପରି ୬ ଜିଲାକୁ ନେଇ ଏହାର ରୂପରେଖ ସଜେଇ…

ମହାକାଶ ମୁହାଁ ଆମାଜୋନିଆ-୧

ଶ୍ରୀହରିକୋଟା,୨୮।୨: ଆନ୍ଧ୍ରପ୍ରଦେଶର ନେଲୋର ଜିଲାର ଶ୍ରୀହରିକୋଟାସ୍ଥିତ ସତୀଶ ଧାଓ୍ବନ ମହାକାଶ କେନ୍ଦ୍ରରୁ ରବିବାର ପୂର୍ବାହ୍ନ ୧୦ଟା ୨୪ରେ ଉପଗ୍ରହ ଆମାଜୋନିଆ-୧ର ଉତ୍‌କ୍ଷେପଣ କରାଯାଇଛି। ୨୦୨୧ର ପ୍ରଥମ ମିଶନରେ ଇସ୍ରୋକୁ ସଫଳତା ମିଳିଛି। ପିଏସ୍‌ଏଲଭି-ସି-୫୧ ରକେଟ ସହାୟତାରେ ବ୍ରାଜିଲର ଏହି ଅପ୍ଟିକାଲ ଅବଜରଭେଶନ…

ନିଯୁକ୍ତି ମାଗୁଛନ୍ତି ଆଶାୟୀ

ନୂଆଦିଲ୍ଲୀ, ୨୮ା୨ : ମାଇକ୍ରୋବ୍ଲଗିଂ ପ୍ଲାଟ୍‌ଫର୍ମ ଟୁଇଟର୍‌ରେ ଏବେ ନମ୍ବର ଓ୍ବାନ ଟ୍ରେଣ୍ଡ ପାଲଟିଛି ହାଶଟ୍ୟାଗ୍‌ ମୋଦି ଜବ୍‌ ଦୋ, ହାଶଟ୍ୟାଗ୍‌ ମୋଦି ରୋଜଗାର ଦୋ। ୫୦ ଲକ୍ଷରୁ ଅଧିକ ଛାତ୍ରୀଛାତ୍ର ତଥା ଚାକିରି ଆଶାୟୀ ଏହି ହାଶଟ୍ୟାଗ୍‌ ବ୍ୟବହାର କରି…

ଦିନିକିଆ ସିରିଜରେ ଦର୍ଶକଙ୍କୁ ମନା

ପୁଣେ,୨୭।୨: ପୁଣେରେ ଇଂଲଣ୍ଡ ଓ ଭାରତ ମଧ୍ୟରେ ୩ ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜ ଖେଳାଯିବ। ତେବେ ସିରିଜର ମ୍ୟାଚ୍‌ଗୁଡିକ ବିନା ଦର୍ଶକରେ ହେବ। ମହାରାଷ୍ଟ୍ରରେ କୋଭିଡ୍‌-୧୯ର ନୂତନ ଷ୍ଟ୍ରେନ ବୃଦ୍ଧିକୁ ଦୃଷ୍ଟିରେ ରଖି ଏହି ନିଷ୍ପତ୍ତି ନିଆଯାଇଛି ବୋଲି ରାଜ୍ୟ…

ଆମାଜୋନିଆ-୧ ଉତ୍‌କ୍ଷେପଣ ପାଇଁ କାଉଣ୍ଟଡାଉନ୍‌ ଆରମ୍ଭ

ଶ୍ରୀହରିକୋଟା,୨୭।୨: ଆନ୍ଧ୍ରପ୍ରଦେଶର ନେଲୋର ଜିଲାର ଶ୍ରୀହରିକୋଟାସ୍ଥିତ ସତୀଶ ଧାଓ୍ବନ ମହାକାଶ କେନ୍ଦ୍ରରୁ ରବିବାର ପୂର୍ବାହ୍ନ ୧୦ଟା ୨୪ରେ ଉପଗ୍ରହ ଆମାଜୋନିଆ-୧ର ଉତ୍‌କ୍ଷେପଣ କରାଯିବ। ଏନେଇ ଶନିବାର ୮ଟା ୫୪ରୁ ସାଢ଼େ ୨୫ ଘଣ୍ଟିଆ କାଉଣ୍ଟଡାଉନ୍‌ ଆରମ୍ଭ ହୋଇଛି। ପିଏସ୍‌ଏଲଭି-ସି-୫୧ ରକେଟ ସହାୟତାରେ…

ବେକାବୁ ହେଉଛି କରୋନା: ୨୪ଘଣ୍ଟାରେ ୧୧୩ ଜଣଙ୍କ ମୃତ୍ୟୁ

ନୂଆଦିଲ୍ଲୀ,୨୭।୨: ଦେଶର ୬ଟି ରାଜ୍ୟରେ କରୋନା ସଂକ୍ରମଣ ବଢ଼ିବାରେ ଲାଗିଛି। କରୋନାର ସ୍ଥିତି ବେକାବୁ ହେଉଥିବା ବେଳେ ଗତ ୨୪ ଘଣ୍ଟାରେ ୧୧୩ ଜଣଙ୍କ ମୃତ୍ୟୁ ଘଟିଛି। ସେହିପରି ଏହି ସମୟ ମଧ୍ୟରେ ୧୬,୪୮୮ ଜଣ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri