ମଧ୍ୟରାତ୍ରରୁ ଏଲଓସିରେ ଫାୟରିଂ ବନ୍ଦ
ନୂଆଦିଲ୍ଲୀ,୨୫।୨: ଫେବୃୟାରୀ ୨୪-୨୫ ମଧ୍ୟରାତ୍ରରୁ ଭାରତ ପାକିସ୍ତାନ ନିୟନ୍ତ୍ରଣ ରେଖା (ଏଲ୍ଓସି)ରେ ଫାୟରିଂ ବନ୍ଦ ହୋଇଛି। ସୀମାରେ ଅସ୍ତ୍ରବିରତି ନେଇ ଦୁଇପକ୍ଷଙ୍କ ମଧ୍ୟରେ ସହମତି ପ୍ରକାଶ ପାଇଛି। ଦୁଇଦେଶ ମଧ୍ୟରେ ହଟ୍ଲାଇନ୍ରେ ସମ୍ପର୍କ ରହିବ। ଏହା ସହିତ ସୀମାରେ ଫ୍ଲାଗ୍ ମିଟିଂ…
ଭାରତ ବନ୍ଦ: ୮ କୋଟିରୁ ଅଧିକ ବ୍ୟବସାୟୀ ହେବେ ସାମିଲ
ନୂଆଦିଲ୍ଲୀ,୨୫।୨: ଫେବୃୟାରୀ ୨୬ରେ ସର୍ବଭାରତୀୟ ବ୍ୟବସାୟୀ ମହାସଂଘ (ସିଏଆଇଟି) ପକ୍ଷରୁ ଭାରତବନ୍ଦ ଡାକରା ଦିଆଯାଇଛି। ଜିଏସ୍ଟିରେ ହୋଇଥିବା କେତେକ ସଂଶୋଧନ ବିରୋଧରେ ୮ କୋଟିରୁ ଅଧିକ ବ୍ୟବସାୟୀ ଏହି ବନ୍ଦରେ ସାମିଲ ହେବେ। ଏକ କୋଟିରୁ ଅଧିକ ପରିବହନକାରୀ ସଂସ୍ଥା ମଧ୍ୟ…
ଭାରତ ବିରୋଧରେ ଛାୟାଯୁଦ୍ଧ ଆରମ୍ଭ କରିଛି ପାକିସ୍ତାନ
ଜେନେଭା,୨୫।୨: ଆତଙ୍କବାଦୀ ସଂଗଠନଗୁଡ଼ିକର ସହାୟତାରେ ପାକିସ୍ତାନ ଭାରତ ବିରୋଧରେ ଛାୟାଯୁଦ୍ଧ ଆରମ୍ଭ କରିଛି। ଜାତିସଂଘ ମାନବାଧିକାର ବଠକରେ ଏଭଳି ଅଭିଯୋଗ କରି ପାକିସ୍ତାନକୁ ଘେରିଛି। ଜାତିସଂଘରେ ଅବସ୍ଥାପିତ ଥିବା ଭାରତ ସ୍ଥାୟୀ ପ୍ରତିନିଧି ନାଗରାଜ ନାଇଡୁ ପାକିସ୍ତାନର ନାମ ନ ନେଇ…
ପୁଣି କରୋନା ଆତଙ୍କ: ସ୍କୁଲ ହଷ୍ଟେଲର ୧୯୦ ଛାତ୍ର ଆକ୍ରାନ୍ତ
ମୁମ୍ବାଇ,୨୫।୨: ଦେଶର କରୋନା ସଂକ୍ରମଣ ନେଇ ପୁଣି ଆତଙ୍କ ସୃଷ୍ଟି ହୋଇଛି। ମହାରାଷ୍ଟ୍ର, କେରଳ, ପଞ୍ଜାବ, ମଧ୍ୟପ୍ରଦେଶ, ଛତିଶଗଡ଼ ଆଦି ରାଜ୍ୟରେ କରୋନା ସଂକ୍ରମଣ ବୃଦ୍ଧି ପାଉଥିବାରୁ କେନ୍ଦ୍ର ସରକାରଙ୍କ ଚିନ୍ତା ବଢ଼ିବାରେ ଲାଗିଛି। ମହାରାଷ୍ଟ୍ରର ଓ୍ବାଶିମ୍ ଜିଲାର ରେସୋଡ ତହସିଲ୍ର…
ନେପାଳରୁ ଚୋରାରେ ଆସୁଛି ତେଲ
ନୂଆଦିଲ୍ଲୀ,୨୫ା୨: ଭାରତରେ ତେଲ ଦରରେ ନିଆଁ ଲାଗିଛି। ଦେଶର କେତେକ ଭାଗରେ ପେଟ୍ରୋଲ ଲିଟର ପିଛା ୧୦୦ରୁ ଅଧିକ ଟଙ୍କାରେ ବିକ୍ରି ହେଉଛି। ପେଟ୍ରୋଲ ପ୍ରଥମ ଥର ପାଇଁ ତିନି ଅଙ୍କ ଛୁଇଁଥିବାବେଳେ ଡିଜେଲ ମଧ୍ୟ ଚଢ଼ା ଦାମରେ ବିକ୍ରି ହେଉଛି।…
ସ୍ବୀକୃତି ମିଳିଛି, ସୁବିଧା ମିଳୁନି
ଅନୁଗୋଳ ଅଫିସ, ୨୫।୨: ଶିଳ୍ପ ପାଇଁ ସମୃଦ୍ଧ ଅନୁଗୋଳ ସହରରେ ଥିବା ୨୭ ବସ୍ତି ମଧ୍ୟରୁ ୧୩ଟିକୁ ମିଳିଛି ସରକାରୀ ସ୍ବୀକୃତି। ଏସବୁ ବସ୍ତିରେ ରହିଛି ୨,୬୬୨ ଘର। ଅନୁଗୋଳ ପୌରପାଳିକା ପକ୍ଷରୁ ସ୍ବୀକୃତିପ୍ରାପ୍ତ ବସ୍ତିଗୁଡ଼ିକୁ ସମସ୍ତ ଆନୁଷଙ୍ଗିକ ସୁବିଧା ସୁଯୋଗ ଯୋଗାଇ…
ଆଜିଠୁ ପ୍ରସିଦ୍ଧ ମାଘମେଳା
ଢେଙ୍କାନାଳ ଅଫିସ, ୨୫।୨: ଢେଙ୍କାନାଳ ଜିଲା ଯୋରନ୍ଦାସ୍ଥିତ ମହିମାଗାଦିରେ ଗୁରୁବାରଠାରୁ ଆରମ୍ଭ ହେଉଛି ବିଶ୍ୱପ୍ରସିଦ୍ଧ ମାଘମେଳା। ନୂଆ ରୂପରେ ଫେରିଥିବା କରୋନା ଭୂତାଣୁ ଅଧିକ ମାରାତ୍ମକ ହୋଇଥିବାରୁ ସତର୍କତାମୂଳକ ପଦକ୍ଷେପ ସ୍ବରୂପ ସରକାରୀ ଗାଇଡ୍ ଲାଇନ ଅନୁଯାୟୀ ପ୍ରଶାସନ ପକ୍ଷରୁ ଜିଲା ସମେତ…
ପ୍ରଦୀପଙ୍କୁ ମିଳିଲା ଜାମିନ୍
କଟକ ଅଫିସ,୨୪।୨: କ୍ରାଇମ୍ବ୍ରାଞ୍ଚ ପକ୍ଷରୁ ହୋଇଥିବା ମାମଲାରେ ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କୁ ମିଳିଛି ସର୍ତ୍ତମୂଳକ ଜାମିନ୍। ୫ ଲକ୍ଷ ଟଙ୍କା ଲେଖାଏ ୨ ଜଣ ଜାମିନଦାରଙ୍କ ବଦଳରେ ବୁଧବାର ତାଙ୍କୁ ହାଇକୋର୍ଟ ଜାମିନ ଦେଇଛନ୍ତି। ଏଥିସହ ୨୪ ଲକ୍ଷ ଟଙ୍କା…
ନରେନ୍ଦ୍ର ମୋଦି ଷ୍ଟାଡିୟମ୍ ହେଲା ମୋଟେରା
ଅହମଦାବାଦ,୨୪।୨: ପୃଥିବୀର ସର୍ବବୃହତ୍ କ୍ରିକେଟ ଷ୍ଟାଡିୟମ୍ ମୋଟେରାକୁ ନରେନ୍ଦ୍ର ମୋଦି ଷ୍ଟାଡିୟମ ଭାବେ ନାମକରଣ କରାଯାଇଛି। ଏନେଇ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ସୂଚନା ଦେଇଛନ୍ତି। ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ହେବାକୁଥିବା ତୃତୀୟ ଟେଷ୍ଟ ମ୍ୟାଚ୍ ପୂର୍ବରୁ ଶାହା ଷ୍ଟାଡିୟମ୍ର ନୂଆ…
ସର୍ବବୃହତ୍ କ୍ରିକେଟ ଷ୍ଟାଡିୟମ୍ ଲୋକାର୍ପିତ
ଅହମଦାବାଦ,୨୪।୨: ପୃଥିବୀର ସର୍ବବୃହତ୍ କ୍ରିକେଟ ଷ୍ଟାଡିୟମ୍ ଲୋକାର୍ପିତ ହୋଇଛି। ଗୁଜରାଟର ମୋଟେରା ଷ୍ଟାଡିୟମ୍କୁ ରାଷ୍ଟ୍ରପତି ରାମନାଥ କୋବିନ୍ଦ ବୁଧବାର ଲୋକାର୍ପଣ କରିଛନ୍ତି। ଏହି ଅବସରରେ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ଉପସ୍ଥିତ ଥିଲେ। ଏହାର ନିର୍ମାଣରେ ୮୦୦ କୋଟି ଟଙ୍କା ଖର୍ଚ୍ଚ ହୋଇଛି।…
୪ ଆତଙ୍କବାଦୀଙ୍କ ମୁଣ୍ଡ ଗଡ଼ିଲା
ଶ୍ରୀନଗର,୨୪।୨: ଜମ୍ମୁ-କଶ୍ମୀର ଅନନ୍ତନାଗରେ ମିଳିତ ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା ମିଳିଛି। ସର୍ଚ୍ଚ ଅପରେଶନ ସମୟରେ ୪ ଜଣ ଆତଙ୍କବାଦୀଙ୍କୁ ଏନ୍କାଉଣ୍ଟର କରାଯାଇଛି। ଦକ୍ଷିଣ କଶ୍ୱୀର ଅନନ୍ତନାଗର ଶ୍ରୀଗୁଫଓ୍ବାରାର ଶାଲଗୁଲ ଅଞ୍ଚଳରେ ଆତଙ୍କବାଦୀମାନେ ଲୁଚିଥିବା ଖବର ମିଳିଥିଲା। ଖବର ପାଇ ମିଳିତ ସୁରକ୍ଷାକର୍ମୀଙ୍କ…
କରୋନା ନୂଆ ଷ୍ଟ୍ରେନ୍: ଅଧିକ ମାରାତ୍ମକ ହେବା ଆଶଙ୍କା
ନୂଆଦିଲ୍ଲୀ,୨୪।୨: ଦେଶରେ ପୁଣି କରୋନା ଆତଙ୍କ ଆରମ୍ଭ ହୋଇଛି। ମହାରାଷ୍ଟ୍ର,କେରଳ ଏବଂ ତେଲଙ୍ଗାନାରେ କରୋନାର ନୂଆ ଷ୍ଟ୍ରେନ୍ ଚିହ୍ନଟକ ହୋଇଛି। ଭାରତରେ ମିଳିଥିବା ନୂଆ ଷ୍ଟ୍ରେନ୍ ବ୍ରିଟେନଠାରୁ ଅଧିକ ମାରାତ୍ମକ ହେବାର ଆଶଙ୍କା ରହିଥିବା ବିଶେଷଜ୍ଞ ଚେତାବନୀ ଦେଇଛନ୍ତି। ଚଣ୍ଡିଗଡ଼ ପିଜିଆଇଏମ୍ଇଆର୍…
Archives


