Home Middle

ଲଗାଣ ବର୍ଷା: ବାଲେଶ୍ୱର ସହର ସ୍ଥିତି ଅସମ୍ଭାଳ

ବାଲେଶ୍ୱର ଅଫିସ,୧୨।୮-ଲଗାଣ ବର୍ଷା ଯୋଗୁ ବାଲେଶ୍ୱର ସହରରେ ଅସମ୍ଭାଳ ସ୍ଥିତି ସୃଷ୍ଟି ହୋଇଛି। ସହରର ତଳିଆ ଅଞ୍ଚଳ ଜଳମଗ୍ନ ହୋଇଛି। ଜିଲାରେ ବୁଧବାର ଅପରାହ୍ନ ୩ଟାରୁ ପ୍ରବଳ ବର୍ଷା ଆରମ୍ଭ ହୋଇଥିଲା। ପରେ ବିଜୁଳି ଓ ଘଡ଼ଘଡ଼ି ସହ ବର୍ଷା ଲାଗି…

ଟିକା ନେବା ପରେ ୪୦ ହଜାର ସଂକ୍ରମିତ

ନୂଆଦିଲ୍ଲୀ,୧୧।୮: କେରଳରେ କୋଭିଡ୍‌ ଟିକାର ୨ଟି ଡୋଜ୍‌ ନେଇଥିବା ୪୦ ହଜାରରୁ ଊର୍ଦ୍ଧ୍ୱ ଲୋକ ପୁଣିଥରେ କରୋନାରେ ସଂକ୍ରମିତ ହୋଇଛନ୍ତି। ସମସ୍ତ ମାମଲାର ନମୁନା ଜିନୋମ୍‌ ସିକ୍ୱେନ୍ସିଂ ପାଇଁ ପଠାଇବାକୁ କେନ୍ଦ୍ର ସରକାର କେରଳକୁ ନିର୍ଦ୍ଦେଶ ଦେଇଛନ୍ତି। ଯଦି ଭୂତାଣୁ ଅଧିକ…

୧୧ରେ ପହଞ୍ଚିଲା ମୃତ୍ୟୁ ସଂଖ୍ୟା, ଫସିଛନ୍ତି ୨୫ରୁ ଊର୍ଦ୍ଧ୍ୱ

ଶିମଲା,୧୧।୮ : ହିମାଚଳ ପ୍ରଦେଶର କିନୋରଠାରେ ବୁଧବାର ଭୂଶ୍ଖଳନ ଘଟିବାରୁ ୧୧ ଜଣଙ୍କ ମୃତ୍ୟୁ ଘଟିଛି। ଆହୁରି ୩୦ ଜଣ ନିଖୋଜ ଅଛନ୍ତି। ମାଟି ଅତଡ଼ା ତଳେ ବହୁ ଗାଡ଼ି, ବସ୍‌ ଚାପି ହୋଇ ରହିଛି। ରେକଙ୍ଗ୍‌ ପେଓ-ଶିମଲା ହାଇଓ୍ବେରେ ଚଳାଚଳ…

ଭୂସ୍ଖଳନ ଯୋଗୁ ମାଟି ତଳେ ଦବିଗଲା ଯାତ୍ରୀବାହୀ ବସ୍‌-କାର୍‌, ଉଦ୍ଧାର କାର୍ଯ୍ୟରେ ସେନା…

ଚାମୋଲି,୧୧।୮: ହିମାଚଳ ପ୍ରଦେଶରେ ଭୂସ୍ଖଳନ ଯୋଗୁ ବସ ଏବଂ କାର ମାଟି ତଳେ ଦବି ଯାଇଛି। ୪୦ରୁ ଅଧିକ ଲୋକଙ୍କ ସହିତ ସ୍ଥଳଭାବରେ ଯୋଗାଯୋଗା ବିଚ୍ଛିନ୍ନ ହୋଇ ଯାଇଛି। ଉଦ୍ଧାର କାର୍ଯ୍ୟ ପାଇଁ ଭାରତୀୟ ସେନାର ସହାୟତା ଲୋଡା ଯାଇଛି। ବୁଧବାର…

ଅଲିମ୍ପିକ୍ସରେ ଚମକିଥିବା ଓଡ଼ିଶାର ହକି ଖେଳାଳିଙ୍କୁ ୨.୫ କୋଟି ପୁରସ୍କାର ସହ ଡିଏସ୍‌ପି ଚାକିରି

ଭୁବନେଶ୍ୱର,୧୧।୮(ବ୍ୟୁରୋ): ଟୋକିଓ ଅଲିମ୍ପିକ୍ସରେ ଇତିହାସ ସୃଷ୍ଟି କରିଥିଲା ଭାରତୀୟ ହକି ଦଳ। ଏଥିରେ ସାମିଲ ଥିବା ଓଡ଼ିଶାର ଖେଳାଳିମାନଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅଭିନନ୍ଦନ ଜଣାଇଛନ୍ତି। ବୁଧବାର କଳିଙ୍ଗ ଷ୍ଟାଡିୟମରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ପୁରୁଷ ଦଳରେ ସାମିଲ ଥିବା ବୀରେନ୍ଦ୍ର…

ଶ୍ରୀମନ୍ଦିର ଖୋଲିବା ନେଇ ଜାରି ହେଲା ଏସ୍‌ଓପି: ୧୬ରୁ ଜଗା ଦର୍ଶନ

ପୁରୀ ଅଫିସ,୧୧ା୮: ଶ୍ରୀମନ୍ଦିର ଖୋଲିବା ନେଇ ଏସ୍‌ଓପି ଜାରି ହୋଇଛି। ଗୁରୁବାରଠୁ ଦୁଇଦିନ ସେବାୟତମାନଙ୍କ ପରିବାରକୁ ଦର୍ଶନ ପାଇଁ ଅନୁମତି ରହିଛି। ଆସନ୍ତା ୧୬ରୁ ୨୦ ତାରିଖ ପର୍ଯ୍ୟନ୍ତ ପୁରୀବାସୀଙ୍କୁ ଦର୍ଶନ ପାଇଁ ଅନୁମତି ରହିଛି। ଆସନ୍ତା ୨୩ ତାରିଖରୁ ସର୍ବସାଧାରଣଙ୍କୁ…

ଲୋକ ସଭା ଅନିର୍ଦ୍ଦିଷ୍ଟ କାଳ ପାଇଁ ସ୍ଥଗିତ…

ନୂଆଦିଲ୍ଲୀ,୧୧।୮: ଲୋକ ସଭାକୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ବୁଧବାର ସ୍ଥଗିତ ରଖାଯାଇଛି। ମୌସୁମୀ ଅଧିବେଶନରେ ବିରୋଧୀଙ୍କ ପ୍ରବଳ ହଟ୍ଟଗୋଳ ମଧ୍ୟରେ ଗୃହର ସାଧାରଣ କାର୍ଯ୍ୟରେ ବ୍ୟାଘାତ ସୃଷ୍ଟି ହୋଇଥିଲା। ସେହିପରି ରାଜ୍ୟ ସଭାରେ ବିରୋଧୀଙ୍କ ହଙ୍ଗାମା ଯୋଗୁ ଗୃହକୁ ମୁଲତବୀ ରଖାଯାଇଛି।…

୭୨ ଘଣ୍ଟାରେ କରୋନାରୁ ମୁକ୍ତି,ଘୋଡ଼ା ଆଣ୍ଟିବଡ଼ିରୁ ପ୍ରସ୍ତୁତ ହେଉଛି ଔଷଧ…

କୋହ୍ଲାପୁର,୧୧।୮: କରୋନା ମହାମାରୀ ଭୂତାଣୁୁ ବିରୋଧରେ ପୃଥିବୀର ବିଭିନ୍ନ ଦେଶରେ ବୈଜ୍ଞାନିକମାନେ ଦିନରାତି ଗବେଷଣା ଜାରି ରଖିଛନ୍ତି। ମହାରାଷ୍ଟ୍ରର କୋହ୍ଲାପୁରରେ ଅବସ୍ଥିତ ଆଇସେରା ବାୟୋଲୋଜିକାଲ ନାମକ ଏକ ଚାରି ବର୍ଷ ପୁରୁଣା ବାୟୋ ସାଇନ୍ସ କମ୍ପାନୀ କରୋନା ଭୂତାଣୁ ସଂକ୍ରମଣର ଚିକିତ୍ସା…

ପାକିସ୍ତାନ ଷଡ଼ଯନ୍ତ୍ରର ପର୍ଦ୍ଦାଫାଶ୍‌, ଲଞ୍ଚପ୍ୟାଡ୍‌ରେ ଆତଙ୍କବାଦୀ ସକ୍ରିୟ…

ଶ୍ରୀନଗର, ୧୧।୮: ଅଗଷ୍ଟ ୧୫ ପୂର୍ବରୁ ଜମ୍ମୁ-କଶ୍ମୀରରେ ପାକିସ୍ତାନର ଏକ ବଡ ଆତଙ୍କବାଦୀ ଷଡଯନ୍ତ୍ରର ପର୍ଦ୍ଦାଫାଶ୍‌ ହୋଇଛି। ଭାରତ-ପାକିସ୍ଥାନ ସୀମାରେ ଏହାର ଲଞ୍ଚପ୍ୟାଡ୍‌କୁ ପୁଣି ଥରେ ସକ୍ରିୟ କରାଯାଇଛି। ଏବଂ ପ୍ରାୟ ୨୫୦ ଆତଙ୍କବାଦୀ ଏହି ଲଞ୍ଚ ପ୍ୟାଡରେ ଅନୁପ୍ରବେଶ କରିବାକୁ…

ବଡ଼ ନିଷ୍ପତ୍ତି, କୋଭାକ୍ସିନ୍‌-କୋଭିଶିଲ୍ଡ ମିଶ୍ରିତ ଡୋଜ୍‌ ଉପରେ ଗବେଷଣା ପାଇଁ ଅନୁମତି…

ନୂଆଦିଲ୍ଲୀ, ୧୧।୮: ଦେଶରେ କରୋନା ମହାମାରୀ ସଂକ୍ରମଣରୁ ଦୂରେଇ ରହିବା ଲାଗି ସାର୍ବଜନୀକ ଟିକାରକଣ ଅଭିଯାନ ଜାରି ରହିଛି। ଏପରିସ୍ଥଳେ ଦିଲ୍ଲୀରୁ ଖୁସି ଖବର ମିଳିଛି। ମିଶ୍ରିତ ଡୋଜ୍‌ ଉପରେ ଅଧିକ ଗବେଷଣା ଲାଗି ଡ୍ରଗ୍‌ କଣ୍ଟ୍ରୋଲର ଜେନେରାଲ ଅଫ୍‌ ଇଣ୍ଡିଆ…

ପୁଣି ବଢ଼ିଲା ଦୈନିକ ସଂକ୍ରମଣ…

ନୂଆଦିଲ୍ଲୀ,୧୧।୮: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଥମିବାରେ ଲାଗିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଗତ ୨୪ ଘଣ୍ଟାରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୩୮ ହଜାର ୩୫୩ ରେ ପହଞ୍ଚିଛି। ଏହି…

କେହି ସୀମା ଲଂଘିବା ଅନୁଚିତ

ନୂଆଦିଲ୍ଲୀ,୧୧ା୮: ଇସ୍ରାଏଲର ଏନ୍‌ଏସ୍‌ଓ ଗ୍ରୁପ୍‌ ପକ୍ଷରୁ ପ୍ରସ୍ତୁତ ପେଗାସସ୍‌ ସ୍ପାଏଓ୍ବେରର ସରକାରୀ ବ୍ୟବହାର ନେଇ ତଦନ୍ତ କରାଇବା ଲାଗି ଦାଏର ଏକାଧିକ ଜନସ୍ବାର୍ଥ ମାମଲା (ପିଆଇଏଲ୍‌)ର ଶୁଣାଣିକୁ ସୁପ୍ରିମକୋର୍ଟ ଆସନ୍ତା ୧୬ ତାରିଖ ପର୍ଯ୍ୟନ୍ତ ଘୁଞ୍ଚାଇ ଦେଇଛନ୍ତି। ମଙ୍ଗଳବାର ଶୁଣାଣି ବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?