Home Middle

ଖୁସି ଖବର, ଦୈନିକ ସଂକ୍ରମଣ ୩୦ ହଜାର ତଳେ…

ନୂଆଦିଲ୍ଲୀ,୧୦।୮: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଥମିବାରେ ଲାଗିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ସଂକ୍ରମଣ ବଢୁଥିବାରୁ ତୃତୀୟ ଲହର ନେଇ ଲୋକଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି ହେବାରେ ଲାଗିଛି। ଦେଶର…

୧୨୨ ରାଜନେତାଙ୍କ ବିରୋଧରେ ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ମାମଲା…

ନୂଆଦିଲ୍ଲୀ,୧୦।୮: ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ସୁପ୍ରିମକୋର୍ଟଙ୍କୁ କହିଛନ୍ତି ଯେ ଦେଶରେ ୧୨୨ ଜଣ ରାଜନେତାଙ୍କ ବିରୋଧରେ ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ମାମଲା ରହିଛି। ସେମାନଙ୍କ ମଧ୍ୟରେ ବର୍ତ୍ତମାନ ଏବଂ ପୂର୍ବତନ ଏମ୍‌ପି ତଥା ବିଧାୟକଙ୍କ ନାମ ରହିଛି। ଇଡି ପକ୍ଷରୁ…

ସିଆର୍‌ପିଏଫ୍‌ ଟିମ୍‌ ଉପରେ ଆତଙ୍କବାଦୀ ଆକ୍ରମଣ…

ଶ୍ରୀନଗର,୧୦।୮: ଜମ୍ମୁ-କଶ୍ମୀରରେ ସିଆର୍‌ପିଏଫ୍‌ ଟିମ୍‌ ଉପରେ ଆତଙ୍କବାଦୀ ଆକ୍ରମଣ ହୋଇଛି। ଏଥିରେ ଜଣେ ଯବାନ ଆହତ ହୋଇଥିବା କଶ୍ମୀର ଜୋନ୍‌ ପୋଲିସ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ଆହତ ଯବାନଙ୍କୁ ଚିକିତ୍ସା ଲାଗି ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଦକ୍ଷିଣ କଶ୍ମୀର ଶୋପିଆନ୍‌…

ଇଲେକ୍ଟୋରାଲ ବଣ୍ଡ୍‌ରୁ ଭାଜପା ପାଇଛି ୨୫୫୫ କୋଟି

ନୂଆଦିଲ୍ଲୀ, ୧୦ା୮: ଇଲେକ୍ଟୋରାଲ ବଣ୍ଡ୍‌ ମାଧ୍ୟମରେ ୨୦୧୯-୨୦ ବର୍ଷରେ ଭାଜପା ୨,୫୫୫ କୋଟି ଟଙ୍କା ସଂଗ୍ରହ କରିଛି, ଯାହା କି ମୋଟ ବଣ୍ଡ୍‌ର ୭୬ ପ୍ରତିଶତ। ନିର୍ବାଚନ କମିଶନର ତଥ୍ୟ ଆଧାରରେ ଜାତୀୟ ଗଣମାଧ୍ୟମରେ ପ୍ରକାଶିତ ରିପୋର୍ଟ ଅନୁଯାୟୀ, ୨୦୧୯-୨୦ ବର୍ଷରେ…

ଭାରତରେ ବଢ଼ିବ ଗ୍ରୀଷ୍ମ ପ୍ରବାହ

ନୂଆଦିଲ୍ଲୀ, ୧୦।୮: ଆଗାମୀ ଦଶନ୍ଧିଗୁଡ଼ିକରେ ଭାରତରେ ଗ୍ରୀଷ୍ମ ପ୍ରବାହ ବଢ଼ିବା ସହ ଅନାବୃଷ୍ଟି, ଅତିବୃଷ୍ଟି ଦେଖାଦେବ। ଏଥିସହିତ ଦେଶ ଅଧିକ ବାତ୍ୟାର ସମ୍ମୁଖୀନ ହେବ ବୋଲି ଜଳବାୟୁ ପରିବର୍ତ୍ତନ ଉପରେ ଆନ୍ତଃସରକାରୀ କମିଟି (ଆଇପିସିସି) ରିପୋର୍ଟରେ କୁହାଯାଇଛି। ଆଇପିସିସି ଓ୍ବାର୍କିଂ ଗ୍ରୁପ୍‌-୧…

ବାଂଲାଦେଶରେ ଭାଙ୍ଗିଦେଲେ ୪ ହିନ୍ଦୁ ମନ୍ଦିର

ଢାକା,୯।୮: ବାଂଲାଦେଶର ଖୁଲ୍‌ନା ଜିଲାରେ ଦୁର୍ବୃତ୍ତମାନେ ୪ଟି ହିନ୍ଦୁ ମନ୍ଦିର ଉପରେ ଆକ୍ରମଣ କରିଛନ୍ତି। ଏଥିସହ ସେମାନେ ସଂଖ୍ୟାଲଘୁ ହିନ୍ଦୁମାନଙ୍କ କେତେକ ଦୋକାନ ଓ ଘର ଭାଙ୍ଗିଛନ୍ତି। ପୋଲିସ ୧୦ ଜଣଙ୍କୁ ଗିରଫ କରିବା ସହ ଉକ୍ତ ଅଞ୍ଚଳରେ ସୁରକ୍ଷା ବ୍ୟବସ୍ଥା…

ଏବେ ଖୋଲିବନି ଲିଙ୍ଗରାଜ ମନ୍ଦିର

ଭୁବନେଶ୍ୱର,୯।୮(ବ୍ୟୁରୋ): ଶୈବକ୍ଷେତ୍ରର ପ୍ରସିଦ୍ଧ ଶ୍ରୀ ଲିଙ୍ଗରାଜ ମନ୍ଦିର। କିଛି ମାସ ହେଲା କୋଭିଡ୍‌ କଟକଣା ଯୋଗୁ ମନ୍ଦିର ବନ୍ଦ ରହିଛି। ମନ୍ଦିର କେବେ ଖୋଲିବ ତାହା ନେଇ କିଛି ସ୍ପଷ୍ଟ ସୂଚନା ମିଳିନାହିଁ। ଯଦିଓ ମନ୍ଦିରମାଳିନୀ ସହରର ଅନ୍ୟାନ୍ୟ ଧାର୍ମିକ ଅନୁଷ୍ଠାନ…

ରାଜ୍ୟରେ ନିର୍ମାଣ ହେବ ୮୯ ଇନ୍‌ଡୋର ଷ୍ଟାଡିୟମ

ଭୁବନେଶ୍ୱର,୯।୮(ବ୍ୟୁରୋ): ଆଗକୁ ରାଜ୍ୟରେ ହେବ ପଞ୍ଚାୟତ ଏବଂ ପୌର ନିର୍ବାଚନ। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ବିଭିନ୍ନ ଜିଲାରେ ୮୯ଟି ବହୁମୁଖୀ ଇନ୍‌ଡୋର ଷ୍ଟାଡିୟମ ନିର୍ମାଣ ସହ ୧୬ଟି ପ୍ରସ୍ତାବକୁ କ୍ୟାବିନେଟ ବୈଠକରେ ଅନୁମୋଦନ କରିଛନ୍ତି। ସୋମବାର ସନ୍ଧ୍ୟାରେ ଅନୁଷ୍ଠିତ…

ସ୍କୁଲ ନ ଖୋଲିବା ଅତ୍ୟନ୍ତ ବିପଦଜ୍ଜନକ ହୋଇପାରେ: ପାର୍ଲାମେଣ୍ଟାରୀ କମିଟି

ନୂଆଦିଲ୍ଲୀ,୯।୮: କରୋନା ମହାମାରୀ ଯୋଗୁ ଗତ ଦେଢ଼ ବର୍ଷରୁ ଊର୍ଦ୍ଧ୍ୱ ହେବ ଦେଶରେ ସ୍କୁଲ ବନ୍ଦ ରହିଥିବାରୁ ପିଲାଙ୍କ ଭବିଷ୍ୟତ ନଷ୍ଟ ହେବା ସହ ପାଠପଢ଼ାରେ ବହୁତ କ୍ଷତି ହୋଇଛି। ଏନେଇ ସୋମବାର ପାର୍ଲାମେଣ୍ଟାରୀ କମିଟି ପ୍ରତିକ୍ରିୟା ରଖିଛି। କମିଟି ପକ୍ଷରୁ…

ପାର୍ବଣ ଋତୁ ଲାଗି ରାଜ୍ୟ ସରକାରଙ୍କ କୋଭିଡ୍‌ ଗାଇଡଲାଇନ: ଜାଣନ୍ତୁ କ’ଣ ରହିଛି ଏଥିରେ

ଭୁବନେଶ୍ୱର,୯।୮(ବ୍ୟୁରୋ): ଆଗକୁ ପାର୍ବଣ ଋତୁ ଆସୁଥିବାରୁ କରୋନାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଗାଇଡଲାଇନ ଜାରି କରିଛନ୍ତି। ଆଗକୁ ଗଣେଶ ପୂଜା, ଦୁର୍ଗା ପୂଜା, ଲକ୍ଷ୍ମୀ ପୂଜା ଓ କାଳୀ ପୂଜା ଆଦି ପଡ଼ୁଥିବା ବେଳେ ସରକାର ବିଭିନ୍ନ କଟକଣା ସହିତ…

ଓବିସି ସଂଶାଧନ ବିଲ୍‌ ଲୋକ ସଭାରେ ପାରିତ, ମିଳିଲା ବିରୋଧୀଙ୍କ ସମର୍ଥନ…

ନୂଆଦିଲ୍ଲୀ,୯।୮: କେନ୍ଦ୍ରୀୟ ସାମାଜିକ ନ୍ୟାୟ ଏବଂ ସଶକ୍ତିକରଣ ମନ୍ତ୍ରୀ ଡକ୍ଟର ବିରେନ୍ଦ୍ର କୁମାର ଖାଟିକଙ୍କ ଦ୍ୱାରା ସୋମବାର ଲୋକସଭାରେ ଆଗତ ହୋଇଥିବା ଓବିସି ସଂଶାଧନ ବିଲ୍‌-୨୦୨୧ ପାସ୍‌ ହୋଇଛି। ଏହାକୁ ବିରୋଧୀ ଦଳ ମଧ୍ୟ ସମର୍ଥନ କରିଛନ୍ତି। ଏହି ସଂଶାଧନ ବିଲ…

ଚାଷୀଙ୍କ ଖାତାକୁ ଗଲା ନବମ କିସ୍ତିର ୨୦୦୦ ଟଙ୍କା..

ନୂଆଦିଲ୍ଲୀ,୯।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ମଧ୍ୟାହ୍ନ ୧୨ଟା ୩୦ରେ ୯.୭୫ କୋଟି ଚାଷୀଙ୍କ ଖାତାକୁୁ କୃଷକ ସମ୍ମାନ ନିଧି ଯୋଜନା ଅନ୍ତର୍ଗତ ନବମ କିସ୍ତିର ଟଙ୍କା ପଠାଇଛନ୍ତି। ମୋଟ ୧୯,୫୦୦କୋଟି ଟଙ୍କା ଚାଷୀଙ୍କ ଖାତାକୁ ଯାଇଛି। ଏହି ଯୋଜନା ଅନ୍ତର୍ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?