କୃଷକଙ୍କ ପକ୍ଷରୁ ଦେଶବ୍ୟାପୀ ୪ ଘଣ୍ଟିଆ ରେଳ ରୋକ ଆନ୍ଦୋଳନ
ନୂଆଦିଲ୍ଲୀ,୧୮ ।୨: କୃଷକ ସଙ୍ଗଠନ ପକ୍ଷରୁ ଗୁରୁବାର ଦେଶବ୍ୟାପୀ ୪ ଘଣ୍ଟିଆ ରୋଳରୋକ ଆନ୍ଦୋଳନ ଡାକରା ଦିଆଯାଇଛି । କେନ୍ଦ୍ର ସରକାରଙ୍କ ନୂଆ କୃଷି ଆଇନକୁ ବିରୋଧ କରି ଏହି ଆନ୍ଦୋଳନ ଡାକରା ଦିଆଯାଇଛି । କିଷାନ ଆନ୍ଦୋଳନ କମିଟି ଗାଜିପୁର…
ଏଥର ୫ ଘଣ୍ଟିଆ ଅଧିବେଶନ
ଭୁବନେଶ୍ୱର, ୧୮ା୨(ବ୍ୟୁରୋ):ଷୋଡ଼ଶ ଓଡ଼ିଶା ବିଧାନସଭାର ଷଷ୍ଠ ଅଧିବେଶନ ସୁରୁଖୁରୁରେ ସମ୍ପନ୍ନ ପାଇଁ ବୁଧବାର ବିଧାନସଭା ନୂତନ ସମ୍ମିଳନୀ କକ୍ଷରେ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ରଙ୍କ ଅଧ୍ୟକ୍ଷତାରେ ସର୍ବଦଳୀୟ ବୈଠକ ଅନୁଷ୍ଠିତ ହୋଇଛି। ଏଥିରେ ବିଧାନସଭା ଅଧିବେଶନ ସଂକ୍ରାନ୍ତୀୟ ବିଭିନ୍ନ ପ୍ରସଙ୍ଗ ଉପରେ ସରକାରୀ…
‘ ସମ୍ମାନଠାରୁ ମର୍ଯ୍ୟାଦା ବଡ଼ ’
ନୂଆଦିଲ୍ଲୀ,୧୭ା୨- ସମାଜରେ ପ୍ରତିଷ୍ଠିତ ବ୍ୟକ୍ତିଙ୍କ ସମ୍ମାନର ଅଧିକାର ଆଗରେ ମହିଳାଙ୍କ ମର୍ଯ୍ୟାଦାକୁ ବଳି ପକାଯାଇ ପାରିବ ନାହିଁ। ସାମ୍ବାଦିକା ପ୍ରିୟା ରମାନୀଙ୍କୁ ଆପରାଧିକ ମାନହାନି ମାମଲାରେ ଛନ୍ଦିଥିବା ପୂର୍ବତନ କେନ୍ଦ୍ରମନ୍ତ୍ରୀ ଏମ୍.ଜେ. ଆକବରଙ୍କୁ ବୁଧବାର ଦିଲ୍ଲୀର ଏକ କୋର୍ଟ ଏହା ସ୍ପଷ୍ଟ…
ଗୁଟ୍ଖାଠୁ ଶସ୍ତା ମଣିଷ ଜୀବନ
ପାଟନା, ୧୭।୨ : ବିହାରର ରାଜଧାନୀ ଠାରୁ ୨୫୦ କିଲୋମିଟର ଦୂରରେ ଥିବା ସୁପାଲରୁ ଆସିଛି ଏକ ହୃଦୟ ବିଦାରକ ଘଟଣା। ବାକିରେ ଗୁଟ୍ଖା ଦେବାକୁ ମନା କରି ଦେବାରୁ ୩ ଜଣ ଦୁର୍ବୃତ୍ତ ଗୁଳି କରି ଜଣେ ଦୋକାନୀଙ୍କୁ ହତ୍ୟା…
ଅନ୍ୟ ଉପରେ ନିର୍ଭର କରୁଥିବା ଭାରତ ଏବେ ବାଣ୍ଟୁଛି କରୋନା ଟିକା: ମୋଦି
ନୂଆଦିଲ୍ଲୀ,୧୭।୨: ପୂର୍ବରୁ ବିଭିନ୍ନ କ୍ଷେତ୍ରରେ ଅନ୍ୟ ଦେଶ ଉପରେ ନିର୍ଭର କରୁଥିବା ଭାରତର ସ୍ଥିତି ଏବେ ବଦଳି ଯାଇଛି। ଆତ୍ମନିର୍ଭର ଭାରତ ଗଠନ ଉଦ୍ୟମ ସଫଳ ହୋଇଛି। କରୋନା ମହାମାରୀ କ୍ଷେତ୍ରରେ ଭାରତ ପ୍ରତିଷେଧକ ଟିକା ପ୍ରସ୍ତୁତ କରି ପୃଥିବୀରେ ଖ୍ୟାତି…
କଶ୍ମୀର ଗସ୍ତରେ ୨୪ ଦେଶର ପ୍ରତିନିଧି
ଶ୍ରୀନଗର,୧୭।୨: ଜମ୍ମୁ-କଶ୍ମୀରରୁ ୨୦୧୯ ଅଗଷ୍ଟ ୫ରେ ଅନୁଚ୍ଛେଦ ୩୭୦ ହଟିବା ପରେ ଚତୁର୍ଥ ଥର ପାଇଁ ବିଦେଶୀ ପ୍ରତିନିଧି ଦଳ ଏଠାରେ ପହଞ୍ଚିଛନ୍ତି। ଦଳରେ ୨୪ଟି ଦେଶର ପ୍ରତିନିଧି ଅଛନ୍ତି। ଏଥିରେ ଆଫ୍ରିକା, ମଧ୍ୟ-ପୂର୍ବ ଏବଂ ୟୁରୋପୀୟ ଦେଶର ପ୍ରତିନିଧିଙ୍କୁ ସାମିଲ…
ପ୍ରଥମ ଥର ପାଇଁ ମହିଳାଙ୍କୁ ଦିଆଯିବ ଫାଶୀ
ଲକ୍ଷ୍ନୌ,୧୭।୨: ଦେଶ ସ୍ବାଧୀନ ହେବା ପରେ ପ୍ରଥମ ଥର ପାଇଁ ଜଣେ ମହିଳାଙ୍କୁ ଫାଶୀ ଦିଆଯିବ। ଏନେଇ ଉତ୍ତରପ୍ରଦେଶର ମଥୁରା ଜେଲରେ ପ୍ରସ୍ତୁତି ଆରମ୍ଭ ହୋଇଛି। ୭ ଜଣ ପରିବାର ସଦସ୍ୟଙ୍କୁ ହତ୍ୟା କରିବା ଅଭିଯୋଗରେ ଦୋଷୀ ସାବ୍ୟସ୍ତ ହୋଇଥିବା ଶବନମ୍ଙ୍କୁ…
ଲାଲ୍ କିଲ୍ଲାରେ ଖଣ୍ଡା ବୁଲାଇଥିବା ଅଭିଯୁକ୍ତ ଗିରଫ
ନୂଆଦିଲ୍ଲୀ,୧୭।୨: ଜାନୁୟାରୀ ୨୬ରେ ଚାଷୀ ସଂଗଠନ ଗୁଡ଼ିକ ପକ୍ଷରୁ ହୋଇଥିବା ଟ୍ରାକ୍ଟର ରାଲି ସମୟରେ ଲାଲ୍ କିଲ୍ଲାରେ ଘଟିଥିବା ହିଂସାର ଅନ୍ୟ ଜଣେ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି। ଦିଲ୍ଲୀ ପୋଲିସ ଟିମ୍ ଅଭିଯୁକ୍ତ ମନିନ୍ଦର ସିଂ ଓରଫ ମନିଙ୍କୁ ଗିରଫ କରିଥିବା…
ଝଡ଼ବର୍ଷା ଆଶଙ୍କା, ୨୨ରୁ ବଢ଼ିବ ତାତି
ଭୁବନେଶ୍ୱର,୧୭।୨(ବ୍ୟୁରୋ):ଓଡ଼ିଶା ଉପର ଦେଇ ଏକ ଟ୍ରପ୍ ଲାଇନ ସୃଷ୍ଟି ହୋଇଛି। ଉଭୟ ଆରବ ଓ ବଙ୍ଗୋପ ସାଗର ଆଡୁ ଜଳୀୟ ବାଷ୍ପ ପ୍ରବାହିତ ହେଉଛି। ଏହାର ପ୍ରଭାବରେ ୧୭ରୁ ୨୦ ତାରିଖ ଯାଏ ରାଜ୍ୟର ଅଧିକାଂଶ ଜିଲାରେ ସ୍ବଳ୍ପରୁ ମଧ୍ୟମ ଧରଣର…
ପୁଡୁଚେରୀ ରାଜ୍ୟପାଳ ପଦରୁ ବିଦାହେଲେ କିରନ ବେଦୀ
ନୂଆଦିଲ୍ଲୀ,୧୬।୨: କିରନ ବେଦୀଙ୍କୁ ପୁଡୁଚେରୀର ଲ୍ୟୁଟନାଣ୍ଟ ଗଭର୍ନର ପଦରୁ ହଟାଇ ଦିଆଯାଇଛି। ଏ ନେଇ ମଙ୍ଗଳବାର ରାତିରେ ରାଷ୍ଟ୍ରପତି ଭବନ ପକ୍ଷରୁ ଜାରି କରାଯାଇଛି ଏକ ବିଜ୍ଞପ୍ତି। ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ କାର୍ଯ୍ୟାଳୟ ପକ୍ଷରୁ କୁହାଯାଇଛି ଯେ, ତେଲାଙ୍ଗାନା ରାଜ୍ୟପାଳ ତାମିଲାଇସାଇ…
୨୦୦ରୁ ଅଧିକ ୟୁଟ୍ୟୁବ୍ ଚ୍ୟାନେଲ୍ ଉପରେ କଡ଼ା ନଜର
ନୂଆଦିଲ୍ଲୀ,୧୬।୨: କେନ୍ଦ୍ର ସରକାରଙ୍କ କୃଷି ଆଇନକୁ ବିରୋଧ କରି ଦେଶରେ ଚାଷୀ ସଂଗଠନଗୁଡ଼ିକ ପକ୍ଷରୁ ଆନ୍ଦୋଳନ ଜାରି ରହିଛି। ଏପରିସ୍ଥଳେ ସୁରକ୍ଷା ଏଜେନ୍ସିର କଡ଼ା ନଜର ଏବେ ୨୦୦ରୁ ଅଧିକ ୟୁଟ୍ୟୁବ୍ ଚ୍ୟାନେଲ ଉପରେ ରହିଛି। ଏସବୁ ଚ୍ୟାନେଲରେ ବେଆଇନ ଭାବେ…
ରାଉରକେଲାରେ ସର୍ବବୃହତ୍ ହକି ଷ୍ଟାଡିୟମର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ
ସୁନ୍ଦରଗଡ,(ଡି.ଏନ.ଏ.)/ରାଉରକେଲା ଅଫିସ,୧୬।୨:ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ସୁନ୍ଦରଗଡ ଜିଲା ଗସ୍ତରେ ଆସି ରାଉରକେଲାଠାରେ ସର୍ବବୃହତ୍ ହକି ଷ୍ଟାଡିୟମର ଶିଳାନ୍ୟାସ କରିଛନ୍ତି। ଏହି ଷ୍ଟାଡିୟମକୁ ମହାନ ସ୍ବାଧୀନତା ସଂଗ୍ରାମୀ ବିର୍ସାମୁଣ୍ଡାଙ୍କ ନାମରେ ନାମିତ କରିଛନ୍ତି। ରାଉରକେଲା ବିଜୁପଟ୍ଟନାୟକ ବୈଷୟିକ ବିଶ୍ବବିଦ୍ୟାଳୟ ପରିସରରେ ଆୟୋଜିତ…
Archives


