Home Middle

ମୋଦି ସରକାରଙ୍କ ଡିଜିଟାଲ ଷ୍ଟ୍ରାଇକ୍‌: ୨୯ ପ୍ରତିଶତକୁ କମିଲା ଚାଇନା ଆପ୍‌ ବଜାର

ନୂଆଦିଲ୍ଲୀ,୧୬।୨: କରୋନା ମହାମାରୀ ସଂକ୍ରମଣ ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ଚାଇନା ଉପରେ ଡିଜିଟାଲ ଷ୍ଟ୍ରାଇକ୍‌ କରିଥିଲେ। ୫୯ ଚାଇନା ଆପ୍‌କୁ ବ୍ୟାନ୍‌ କରାଯାଇଥିଲା। ଏହାଦ୍ୱାରା ଭାରତୀୟ ଆପ୍‌ ବଜାରରେ ଚାଇନା ଆପ୍‌ର ଚାହିଦା କମି ୨୯ ପ୍ରତିଶତରେ ସୀମିତ…

ସୁନ୍ଦରଗଡ଼ରେ ଅଭିବାଦନ ରଖିଲେ ମୁଖ୍ୟମନ୍ତ୍ରୀ: ବିର୍ସା ମୁଣ୍ଡାଙ୍କ ନାମରେ ଘୋଷଣା କଲେ ହକି ଷ୍ଟାଡିୟମ

ଭୁବନେଶ୍ୱର,୧୬।୨(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ସୁନ୍ଦରଗଡ଼ ଜିଲା ଗସ୍ତରେ ଯାଇଛନ୍ତି। ରାଉରକେଲାଠାରେ ଦେଶର ସର୍ବବୃହତ୍‌ ହକି ଷ୍ଟାଡିୟମ ସହ ଜିଲାର ୧୭ଟି ବ୍ଲକରେ ଆଷ୍ଟ୍ରୋଟର୍ଫ ନିର୍ମାଣ ହେବ। ଜିଲାର ବିକାଶ ଲାଗି ସରକାର ପ୍ରାୟ ୪,୮୦୦ କୋଟି ଟଙ୍କାର ବିଭିନ୍ନ…

ସିଆର୍‌ପିଏଫ୍‌ ଯବାନଙ୍କୁ ଟାର୍ଗେଟ: ଆଇଇଡ଼ି ବିସ୍ଫୋରଣ କଲେ ଆତଙ୍କବାଦୀ

ଶ୍ରୀନଗର,୧୬।୨: ଜମ୍ମୁ-କଶ୍ମୀରରେ ଆତଙ୍କବାଦୀମାନେ ସିଆର୍‌ପିଏଫ୍‌ ଯବାନଙ୍କୁ ଟାର୍ଗେଟ୍‌ କରିଛନ୍ତି। ମଙ୍ଗଳବାର ଦକ୍ଷିଣ କଶ୍ମୀରର ଅନନ୍ତନାଗ ଜିଲାର ବିଜ୍‌ବିହାରାର ପାଜାଲପୋରାରେ ସିଆର୍‌ଆର୍‌ପିଏଫ୍‌ ରୋଡ୍‌ ଓପନିଂ ପାର୍ଟିକୁ କ୍ଷତି ପହଞ୍ଚାଇବା ଉଦ୍ଦେଶ୍ୟ ରଖି ଏକ ଗାଡ଼ିରେ ଆଇଇଡ଼ି ରଖାଯାଇଥିଲା। ରୋଡ୍‌ ଓପନିଂ ପାର୍ଟି ଏହା…

ଇଂଲଣ୍ଡକୁ ଧୂଳି ଚଟାଇଲା ଭାରତ

ଚେନ୍ନାଇ,୧୬।୨: ଜବରଦସ୍ତ ବୋଲିଂ ଓ ବ୍ୟାଟିଂ ବଳରେ ଟିମ ଇଣ୍ଡିଆ ଚେନ୍ନାଇ ଟେଷ୍ଟରେ ବିଜୟ ହାସଲ କରିଛି। ଫଳରେ ଚାଟି ମ୍ୟାଚ୍‌ ବିଶିଷ୍ଟ ଟେଷ୍ଟ ସିରିଜ୍‌ ଏବେ ୧-୧ ସ୍ଥିତିକୁ ଆସିଛି। ମ୍ୟାଚର ତୃତୀୟ ଦିବସରେ ରବିଚନ୍ଦ୍ରନ ଅଶ୍ୱିନଙ୍କ ଦମଦାର ଶତକ…

୧୫ ଦେଶରେ ନେତୃତ୍ୱ ପଦବୀରେ ୨୦୦ରୁ ଅଧିକ ଭାରତୀୟ ବଂଶୋଦ୍ଭବ

ନୂଆଦିଲ୍ଲୀ/ଓ୍ବାଶିଂଟନ,୧୬।୨: ପୃଥିବୀର ୧୫ ଦେଶରେ ନେତୃତ୍ୱ ପଦବୀରେ ୨୦୦ରୁ ଅଧିକ ଭାରତୀୟ ବଂଶୋଦ୍ଭବ ରହିଛନ୍ତି। ସେମାନଙ୍କ ମଧ୍ୟରୁ ୬୦ ଜଣ କ୍ୟାବିନେଟ୍‌ ପଦବୀରେ କାର୍ଯ୍ୟ କରୁଛନ୍ତି। ଆମେରିକା ଏବଂ ବ୍ରିଟେନ୍‌ ସମେତ ଅଷ୍ଟ୍ରେଲିଆ, କାନାଡ଼ା, ସିଙ୍ଗାପୁର, ଦକ୍ଷିଣ ଆଫ୍ରିକା, ୟୁଏଇ ଆଦି…

ମିଳିତ କୃଷକ ମୋର୍ଚ୍ଚାର ନୂଆ ରଣନୀତି

ନୂଆଦିଲ୍ଳୀ,୧୬।୨: ମିଳିତ କୃଷକ ମୋର୍ଚ୍ଚା ପକ୍ଷରୁ କୃଷି ଆଇନକୁ ବିରୋଧ କରାଯାଇ ଦିଲ୍ଲୀ ସୀମାରେ ଧାରଣା ଜାରି ରହିଛି। ତେବେ ଏବେ ମୋର୍ଚ୍ଚା ପକ୍ଷରୁ ଏହାର ରଣନୀତିରେ କେତେକ ପରିବର୍ତ୍ତନ କରାଯାଇଛି। ସୀମାରେ ଧାରଣା ଦେଉଥିବା ଚାଷୀଙ୍କ ସଂଖ୍ୟା କମାଇବା ଲାଗି…

ପୁଣି ଫେରିବେ ଦିଦି: ଚମତ୍କାର ଆଶାରେ ଭାଜପା

କୋଲକାତା,୧୬।୨: ପଶ୍ଚିମବଙ୍ଗରେ ଆଗକୁ ବିଧାନସଭା ନିର୍ବାଚନ ହେବ। ରାଜ୍ୟରେ ତୃଣମୂଳ କଂଗ୍ରେସର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ସରକାରଙ୍କୁ ହଟାଇବା ପାଇଁ ଭାଜପା ପକ୍ଷରୁ ଯୋଜନା କରାଯାଉଛି। ତେବେ ପୁଣି ମମତା ଦିଦି କ୍ଷମତା ଦଖଲ କରିବେ ବୋଲି ଓପିନିୟନ ପୋଲ୍‌ରୁ ଅନୁମାନ…

କେନାଲକୁ ଖସିଲା ଯାତ୍ରୀବାହୀ ବସ୍‌

ସିଦ୍ଧି,୧୬।୨: ମଧ୍ୟପ୍ରଦେଶ ସିଦ୍ଧି ଜିଲାରେ ମଙ୍ଗଳବାର ସକାଳ ୭ଟା ୩୦ରେ ଏକ ଅଭାବନୀୟ ଘଟଣା ଘଟିଛି। ୫୪ ଜଣ ଯାତ୍ରୀଙ୍କୁ ନେଇ ଯାଉଥିବା ଏକ ଯାତ୍ରୀବାହୀ ବସ କେନାଲକୁ ଖସି ପଡ଼ିଛି। ଖବର ପାଇ ଘଟଣାସ୍ଥଳରେ ଏନ୍‌ଡିଆର୍‌ଏଫ୍‌ ଏବଂ ପୋଲିସ ପହଞ୍ଚି…

ନିଖୋଜଙ୍କ ଜୀବିତ ଆଶା ଏବେ ବୃଥା: ବଢୁଛି ମୃତଦେହ, କମୁଛି ନିଖୋଜଙ୍କ ସଂଖ୍ୟା

ଡେରାଡୁନ୍‌,୧୬।୨: ଉତ୍ତରାଖଣ୍ଡ ହିମସ୍ଖଳନରେ ନିଖୋଜ ଥିବା ଲୋକଙ୍କ ଜୀବିତ ରହିଥିବା ଆଶା ଏବେ ନିରାଶରେ ପରିଣତ ହେବାରରେ ଲାଗିଛି। ପ୍ରତିଦିନ ଉଦ୍ଧାରକାରୀଦଳ କେବଳ ମୃତଦେହ ଉଦ୍ଧାର କରୁଛନ୍ତି। ଇତିମଧ୍ୟରେ ୫୬ ମୃତଦେହ ଉଦ୍ଧାର କରାଯାଇଛି। ତେବେ ବି ନିଖୋଜଙ୍କୁ ଜୀବିତ ଫେରି…

ଲୋକଙ୍କ ପଛରେ ଲାଗିବେ ଲୋକେ

ନୂଆଦିଲ୍ଲୀ,୧୬।୨: ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ଏକ ନୂଆ କାର୍ଯ୍ୟକ୍ରମ ଆରମ୍ଭ କରିଛି, ଯେଉଁଥିରେ ନାଗରିକମାନଙ୍କୁ ଭଲ୍ୟୁଣ୍ଟିୟର ଭାବେ ନିଯୁକ୍ତି ଦିଆଯିବ। ସେମାନେ ସୋସିଆଲ ମିଡିଆ ପ୍ଲାଟଫର୍ମଗୁଡ଼ିକରେ ଶିଶୁଙ୍କୁ ନେଇ ଅଶ୍ଳୀଳ ଫଟୋ ଓ ଭିଡିଓ, ବଳାତ୍କାର ଅପରାଧ, ଆତଙ୍କବାଦ ଏବଂ ଦେଶ ବିରୋଧୀ…

କ୍ଷମତାର ଅପବ୍ୟବହାର

ନୂଆଦିଲ୍ଲୀ,୧୬ା୨: ସମାଜରେ ସଚେତନତାର ବାର୍ତ୍ତା ବାଣ୍ଟୁଥିବା ଯୁବ କ୍ଲାଇମେଟ୍‌ ଚେଞ୍ଜ ଆକ୍ଟିଭିଷ୍ଟ ଦିଶା ରବିଙ୍କୁ ଦିଲ୍ଲୀ ପୋଲିସ ବେଙ୍ଗାଲୁରୁରୁ ରାତିଅଧିଆ ଉଠାଇନେବା ସମସ୍ତଙ୍କୁ ଚକିତ କରିଛି। ପଟିଆଲା ହାଉସ୍‌ କୋର୍ଟରେ ଦିଶାଙ୍କୁ ହାଜର କରିବା ବେଳେ ତାଙ୍କ ପକ୍ଷ ରଖିବା ପାଇଁ…

ଭାଜପା ପାଇଁ ସହଜ ନୁହେଁ

ନୂଆଦିଲ୍ଲୀ/ଗୁଆହାଟୀ,୧୬ା୨: ଏପ୍ରିଲ-ମେ’ରେ ପଶ୍ଚିମବଙ୍ଗ, କେରଳ, ତାମିଲନାଡୁ, ଆସାମ ଓ କେନ୍ଦ୍ରଶାସିତ ଅଞ୍ଚଳ ପଣ୍ଡିଚେରୀରେ ବିଧାନସଭା ନିର୍ବାଚନ ହେବ। ଏଥିରୁ ଆସାମରେ କ୍ଷମତାସୀନ ଭାଜପା ପୁଣିଥରେ ନିର୍ବାଚନ ଜିତିବାକୁ ଆଶା ବାନ୍ଧିଥିବାବେଳେ ଉତ୍ତର-ପୂର୍ବର ଏହି ରାଜ୍ୟରେ ମଧ୍ୟ ଗୈରିକ ଦଳକୁ ଦୋହରା ଚ୍ୟାଲେଞ୍ଜର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri