Home Middle

୨୦୩ ଦିନରେ ୫୦ କୋଟିରୁ ଅଧିକ ଲୋକଙ୍କୁ ଟିକା…

ନୂଆଦିଲ୍ଲୀ,୭।୮: ଦେଶରେ ସାର୍ବଜନୀକ କରୋନା ଟିକାକରଣ ଅଭିଯାନରେ ଇତି ମଧ୍ୟରେ ୫୦ କୋଟି ଲୋକଙ୍କୁ ଡୋଜ୍‌ ପ୍ରଦାନ କରାଯାଇଛି। ଏଥି ଲାଗି ୨୦୩ ଦିନ ସମୟ ଲାଗିଛି ବୋଲି କେନ୍ଦ୍ରୀୟ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ଶୁକ୍ରବାର ସୁଦ୍ଧା…

ବଡଗାମ୍‌ରେ ଆତଙ୍କବାଦୀଙ୍କ ମୁଣ୍ଡ ଗଡ଼ିଲା…

ଶ୍ରୀନଗର,୭।୮: ଜମ୍ମୁ-କଶ୍ମୀରରେ ଜାରି ରହିଥିବା ଆତଙ୍କବାଦ ବିରୋଧୀ ଅପରେଶନ୍‌ରେ ମିଳିତ ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା ମିଳିଛି। ବଡଗାମ୍‌ର ମୋଚଓ୍ବା ଅଞ୍ଚଳରେ ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରରେ ଜଣେ ଆତଙ୍କବାଦୀଙ୍କ ମୁଣ୍ଡ ଗଡ଼ିଛି। ଏଠାରେ ଆତଙ୍କବାଦୀ ଲୁଚି ଥିବା ଖବର ମିଳିବା ପରେ କଶ୍ମୀର ଜୋନ୍‌…

ଗୋଗ୍ରାରୁ ହଟିଲେ ଭାରତ, ଚାଇନା ସୈନ୍ୟ

ନୂଆଦିଲ୍ଲୀ, ୭।୮: ପୂର୍ବ ଲଦାଖର ଗୋଗ୍ରା ଫ୍ରିକ୍ସନ ପଏଣ୍ଟରେ ଭାରତ ଓ ଚାଇନା ସୈନ୍ୟଙ୍କ ମଧ୍ୟରେ ମୁହାଁମୁହିଁ ସ୍ଥିତିର ପ୍ରାୟ ୧୫ ମାସ ପରେ ଉଭୟ ପକ୍ଷ ସେଠାରୁ ସେନା ପ୍ରତ୍ୟାହାର କରିନେଇଛନ୍ତି। ଏଥିସହିତ ସେଠାରେ ଦୁଇ ଦେଶର ସୈନ୍ୟବାହିନୀ ନିର୍ମାଣ…

ରାଜ୍ୟରେ କମିିଲା ସଂକ୍ରମଣ: ଗତ ୨୪ଘଣ୍ଟାରେ ୧,୦୯୬ଆକ୍ରାନ୍ତ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୭।୮(ବ୍ୟୁରୋ): ଗତ ଦୁଇ ଦିନ ହେଲା ଓଡ଼ିଶାରେ କରୋନା ଗ୍ରାଫ୍‌ ପୁଣି ଥରେ ତଳମୁହାଁ ହେବାରେ ଲାଗିଛି। ଶୁକ୍ରବାର ରାଜ୍ୟରେ ୧,୨୦୮ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଶନିବାର ଏହି ସଂଖ୍ୟାରେ ହ୍ରାସ ଘଟିଛି। ଗତ ୨୪ଘଣ୍ଟାରେ ରାଜ୍ୟରେ ୧,୦୯୬ନୂଆ କରୋନା…

ମା’ଙ୍କ ସାଙ୍ଗିଆ ବ୍ୟବହାର କରିପାରିବ ଶିଶୁ

ନୂଆଦିଲ୍ଲୀ,୬ା୮: ମା’ଙ୍କ ଅନୁସାରେ ଉପନାମ ବା ସାଙ୍ଗିଆ ରଖିବା ଅଧିକାର ପ୍ରତ୍ୟେକ ଶିଶୁଙ୍କର ରହିଛି ବୋଲି ଶୁକ୍ରବାର ଦିଲ୍ଲୀ ହାଇକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ଟିପ୍ପଣୀ ଦେଇଛନ୍ତି। ଜଣେ ନାବାଳିକାଙ୍କ ବାପା ହାଇକୋର୍ଟରେ ଏକ ପିଟିଶନ ଦାଏର କରିଥିଲେ। ଏଥିରେ ସେ ଝିଅର…

ମହିଳା ହକି ଟିମ୍‌ ସହ ଭିଡିଓ କଲ୍‌ରେ କଥା ହେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୬ା୮(ବ୍ୟୁରୋ): ମହିଳା ହକି ଟିମ୍‌ ସହ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କଲ୍‌ରେ କଥା ହେବା ସହ ସେମାନଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ଗ୍ରେଟ୍‌ ବ୍ରିଟେନ ବିରୋଧରେ ସଂଘର୍ଷପୂର୍ଣ୍ଣ ବ୍ରୋଞ୍ଚ ଲଢ଼େଇରେ ପରାସ୍ତ ହୋଇଥିଲେ ସୁଦ୍ଧା ମନୋବଳ ଦୃଢ଼ କରିବାକୁ ନବୀନ…

ଅଗଷ୍ଟ ୧୬ରୁ ଆରମ୍ଭ ହେବ ୟୁଜି, ପିଜି ଅଫ୍‌ଲାଇନ୍‌ ପାଠପଢ଼ା

ଭୁବନେଶ୍ୱର,୬ା୮(ବ୍ୟୁରୋ): କରୋନା ପରିସ୍ଥିତିକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଆଉ ଏକ ନିଷ୍ପତ୍ତି ନେଇଛନ୍ତି। ରାଜ୍ୟରେ ଅଗଷ୍ଟ ୧୬ରୁ ୟୁଜି ଓ ପିଜି ଅଫ୍‌ଲାଇନ ପାଠପଢ଼ା ଆରମ୍ଭ ହେବ। ଏଥିସହ ହଷ୍ଟେଲ ମଧ୍ୟ ଖୋଲିବାକୁ ଅନୁମତି ମିଳିଛି। ଏନେଇ ଶୁକ୍ରବାର ଉଚ୍ଚଶିକ୍ଷା…

ଏମିତି ଲଢେଇ ଜାରି ରହୁ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୬।୮(ବ୍ୟୁରୋ): ଅଲମ୍ପିକ୍ସରେ ପ୍ରଥମ ପଦକ ଜିତିବାରୁ ଅଳ୍ପକେ ବଞ୍ଚିତ ହୋଇଛି ଭାରତୀୟ ମହିଳା ହକି ଦଳ। ଟୋକିଓ ଅଲିମ୍ପିକ୍ସରେ ଆଜି ହୋଇଥିବା ବ୍ରୋଞ୍ଜ ପଦକ ଲେଇରେ ଦଳ ଗ୍ରେଟ ବ୍ରିଟେନ ଠାରୁ ୪-୩ ଗୋଲରେ ହାରିଯାଇଛି। ଏହି ମ୍ୟାଚ ହାରି ଭାରତୀୟ…

ଲଢେଇ କରି ହାରିଗଲେ ମହିଳା ହକି ଦଳ

ଟୋକିଓ,୬।୮: ଟୋକିଓ ଅଲିମ୍ପିକ୍ସରେ ଭାରତ ଏବଂ ଗ୍ରେଟ ବ୍ରିଟେନ ମଧ୍ୟରେ ଚାଲିଥିବା ବ୍ରୋଞ୍ଜ ପଦକ ମ୍ୟାଚ୍‌ରେ ଭାରତକୁ ପରାଜୟର ସାମ୍ନା କରିବାକୁ ପଡିଛି। ଫଳରେ ଅଲିମ୍ପିକ୍ସରେ ଭାରତର ପଦକ ଆଶା ଅଧୁରା ରହିଯାଇଛି। ଦ୍ୱିତୀୟ କ୍ୱାର୍ଟର ଆରମ୍ଭରେ ଗ୍ରେଟ ବ୍ରିଟେନ ଆଗରେ…

ସତ ହୋଇଥିଲେ ସାଂଘାତିକ

ନୂଆଦିଲ୍ଲୀ, ୬।୮(ପି.ଟି.):ପେଗାସସ୍‌ ଗୁପ୍ତଚରଗିରି ସମ୍ପର୍କିତ ଗଣମାଧ୍ୟମ ରିପୋର୍ଟ ଯଦି ସତ ହୋଇଥାଏ ତେବେ ଏହା ସାଂଘାତିକ ଅଭିଯୋଗ ବୋଲି ସୁପ୍ରିମକୋର୍ଟ ଗୁରୁବାର କହିଛନ୍ତି। ଇସ୍ରାଏଲି ସ୍ପାଏଓ୍ବେର ପେଗାସସ୍‌କୁ ସରକାର ରାଜନେତା, ସାମାଜିକ କର୍ମୀ ଏବଂ ଖବରଦାତାମାନଙ୍କ ବିରୋଧରେ ଗୁପ୍ତଚରଗିରି ପାଇଁ ବ୍ୟବହାର…

ହକି ଗଡ଼ରେ ଉତ୍ସବ

ସୁନ୍ଦରଗଡ଼,୫।୮(ଡି.ଏନ୍‌.ଏ.): ଟୋକିଓ ଅଲିମ୍ପିକ୍ସରେ ଜର୍ମାନୀକୁ ୫-୪ ଗୋଲରେ ହରାଇ ଭାରତ ପୁରୁଷ ହକି ଦଳ ବ୍ରୋଞ୍ଜପଦକ ହାସଲ କରିଛି ଭାରତୀୟ ଦଳ। ଏହାପରେ ଓଡ଼ିଶା ହକିର ଅନ୍ତୁଡିଶାଳ କୁହାଯାଉଥିବା ସୁନ୍ଦରଗଡ଼ରେ ଖୁସିର ଲହରି ଖେଳିଯାଇଛି। ଭାରତୀୟ ମହିଳା ଓ ପୁରୁଷ ହକିଦଳରେ…

ଟିମ୍‌ ଇଣ୍ଡିଆକୁ ପ୍ରଶଂସା କଲେ ପାକିସ୍ତାନ ଅଧିନାୟକ

ନୂଆଦିଲ୍ଲୀ,୫।୮: ଟୋକିଓ ଅଲିମ୍ପିକ୍ସରେ ବ୍ରୋଞ୍ଜ ପଦକ ଜିତିବା ପରେ ଭାରତୀୟ ପୁରୁଷ ହକି ଦଳକୁ ପ୍ରଶଂସାରେ ପ୍ରଧାନମନ୍ତ୍ରୀଙ୍କଠାରୁ ଆରମ୍ଭ କରି ଫିଲ୍ମ ଷ୍ଟାର, କ୍ରିକେଟର୍ସଙ୍କ ପର୍ଯ୍ୟନ୍ତ ଶତମୁଖ ହୋଇଛନ୍ତି। ଏପରି କି ଚିରପ୍ରତିଦ୍ୱନ୍ଦ୍ୱୀ ପାକିସ୍ତାନ ଦଳର ପୂର୍ବତନ ତଥା ମହାନ ଅଧିନାୟକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?