Home Middle

ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୫।୮(ବ୍ୟୁରୋ): ଟୋକିଓ ଅଲିମ୍ପିକ୍ସରେ ଭାରତୀୟ ହକି ଦଳର ଐତିହାସିକ ବିଜୟ ପରେ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ୪୧ବର୍ଷ ପରେ ହକିରେ ଭାରତର ଏହି ବିଜୟକୁ ନେଇ ମୁଖ୍ୟମନ୍ତ୍ରୀ ଫୋନ ମାଧ୍ୟମରେ ଭାରତୀୟ ହକି ଦଳ ସହ କଥା ହୋଇ…

ଦିନେ କମିଲେ ପୁଣି ବଢୁଛି, ଅନ୍‌ଲକ୍‌ ଯୋଗୁ ବଢୁଛି ଭିଡ଼…

ନୂଆଦିଲ୍ଲୀ,୫।୮: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଥମିବାରେ ଲାଗିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ସଂକ୍ରମଣ ବଢୁଥିବାରୁ ତୃତୀୟ ଲହର ନେଇ ଲୋକଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି ହେବାରେ ଲାଗିଛି। ଦେଶର…

ଟିମ୍‌ ଇଣ୍ଡିଆକୁ ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି-ପ୍ରଧାନମନ୍ତ୍ରୀ…

ଟୋକିଓ/ନୂଆଦିଲ୍ଲୀ,୫।୮: ଦୀର୍ଘ ୪୧ ବର୍ଷ ପରେ ଭାରତୀୟ ହକିିଦଳ ପୁଣି ଥରେ ଅଲିମ୍ପିକ୍‌ରେ ଦେଶ ପାଇଁ ଗୌରବ ଆଣିଛି। ଭାରତ ଜର୍ମାନୀକୁ ୫-୪ ଗୋଲରେ ହରାଇ ବ୍ରୋଞ୍ଜ ପଦକ ହାସଲ କରିଛି। ଏହି ଐତିହାସିକ ବିଜୟ ପାଇଁ ରାଷ୍ଟ୍ରପତି ରାମନାଥ କୋବିନ୍ଦ…

‘ସ୍ପୋର୍ଟସ୍‌ ହବ୍‌’ ସ୍ବପ୍ନ ଅଧୁରା

ଢେଙ୍କାନାଳ ଅଫିସ, ୫।୮: ତୀରନ୍ଦାଜୀଠାରୁ ଟେନିସ୍‌। କ୍ରିକେଟରୁ ଆରମ୍ଭ କରି ଫୁଟବଲ୍‌। କ୍ରୀଡ଼ାକ୍ଷେତ୍ରକୁ ନେଇ ଢେଙ୍କାନାଳ ଜିଲାରେ ରହିଛି ପର୍ଯ୍ୟାପ୍ତ ସମ୍ଭାବନା। ପ୍ରତିଭା କି ଭିତ୍ତିଭୂମିର ଅଭାବ ନାହିଁ। ଅଜସ୍ର ଟଙ୍କା ମଧ୍ୟ ମଞ୍ଜୁର ହେଉଛି। ହେଲେ ଦୂରଦୃଷ୍ଟି ଏବଂ ସମନ୍ବୟ…

ବ୍ୟବସ୍ଥିତ ନୁହେଁ ବ୍ୟବସ୍ଥା

ଅନୁଗୋଳ ଅଫିସ, ୫ା୮: ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟକୁ ଆସୁଥିବା ରୋଗୀ ଓ ସମ୍ପର୍କୀୟଙ୍କୁ କରାଯାଉଛି ଶୋଷଣ। ଏଠାରେ ବୁଲୁଥିବା ଦଲାଲମାନେ ସହଯୋଗ ଆଳରେ ସେମାନଙ୍କୁ ଠକେଇ କରୁଛନ୍ତି। କେତେବେଳେ ସରକାରୀ ଯୋଜନାରେ ଉପକୃତ କରାଇଦେବାକୁ କହି ଟଙ୍କା ନେଉଛନ୍ତି ତ…

୪୧ ବର୍ଷ ପରେ ହକିରେ ଅଲିମ୍ପିକ୍ସ ମେଡାଲ

ଟୋକିଓ,୫।୮: ଦୀର୍ଘ ୪୧ ବର୍ଷ ପରେ ଭାରତ ଅଲିମ୍ପିକ୍ସରେ ହକିରେ ପୁଣି ପଦକ ଜିତିଛି। ପୁରୁଷ ହକିରେ ଭାରତକୁ ଐତିହାସିକ ବିଜୟ ହୋଇଛି। ଜର୍ମାନୀକୁ ହରାଇ ପୁରୁଷ ହକି ଦଳ ବ୍ରୋଞ୍ଜ ପଦକ ହାତେଇଛି। ଭାରତୀୟ ପୁରୁଷ ହକି ଦଳ ଜର୍ମାନୀକୁ…

ରାଜ୍ୟରେ ପୁଣି ବଢ଼ିଲା ସଂକ୍ରମଣ: ଗତ ୨୪ଘଣ୍ଟାରେ ୧,୩୪୨ଆକ୍ରାନ୍ତ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୫।୮(ବ୍ୟୁରୋ): ଗତ ଦୁଇ ତିନି ଦିନ ହେଲା ଓଡ଼ିଶାରେ କରୋନା ଗ୍ରାଫ୍‌ ପୁଣି ଥରେ ଉପରମୁହାଁ ହୋଇଛି। ଯାହାକୁ ନେଇ ବିଶେଷଜ୍ଞ ଚିନ୍ତା ପ୍ରକଟ କରିଛନ୍ତି। ରାଜ୍ୟରେ ଯଦି ପୁଣି ଥରେ ସଂକ୍ରମଣ ବୃଦ୍ଧି ପାଏ ତେବେ ଖୁବ୍‌ଶୀଘ୍ର ତୃତୀୟ ଲହର…

ପ୍ରଶ୍ନପତ୍ର ଅଦଳବଦଳର ତଦନ୍ତ ନିର୍ଦ୍ଦେଶ

ଭୁବନେଶ୍ୱର,୫।୮(ବ୍ୟୁରୋ): ମାଟ୍ରିକ୍‌ ପରୀକ୍ଷାରେ ରେଗୁଲାର ପରୀକ୍ଷାର୍ଥୀଙ୍କୁ ଏକ୍ସରେଗୁଲାର ପ୍ରଶ୍ନପତ୍ର ମିଳିବା ଘଟଣାର ତଦନ୍ତ ପାଇଁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଶାସନ ସଚିବଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ତଦନ୍ତ ପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ବୁଧବାର ବିଦ୍ୟାଳୟ ଓ ଗଣଶିକ୍ଷା…

୨୩ରୁ ସାଧାରଣ ଭକ୍ତଙ୍କ ପାଇଁ କାଳିଆ ଦର୍ଶନ

ପୁରୀ ଅଫିସ୍‌,୪।୮: ଆସନ୍ତା ୧୬ତାରିଖ ଖୋଲିବ ଶ୍ରୀମନ୍ଦିର। ୧୬ରୁ ୨୦ ପର୍ଯ୍ୟନ୍ତ ୫ ଦିନ ଧରି ପୁରୀବାସୀଙ୍କୁ କାଳିଆ ଦର୍ଶନ ପାଇଁ ଛଡାଯିବ। ୨୧ ଓ ୨୨ ତାରିଖ ଶଟ୍‌ଡାଉନ ଥିବାରୁ ଭକ୍ତଙ୍କୁ ମନ୍ଦିରରେ ପ୍ରବେଶ ମନା କରାଯାଇଛି। ସେହି ୨…

ଆଜି ସନ୍ଧ୍ୟା ୭ଟାରେ ରାଜ୍ୟବାସୀଙ୍କୁ ସମ୍ବୋଧିତ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୪ା୮(ବ୍ୟୁରୋ): ଆଜି ସନ୍ଧ୍ୟା ୭ଟାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ସମ୍ବୋଧିତ କରିବେ। କୋଭିଡ୍‌ ସମ୍ପର୍କରେ କିଛି ଗୁରୁତ୍ୱପୂର୍ଣ୍ଣ ଘୋଷଣା କରିପାରନ୍ତି ବୋଲି କୁହାଯାଉଛି। ତେବେ ସନ୍ଧ୍ୟା ୭ଟାରେ ରାଜ୍ୟବାସୀଙ୍କ ନଜର ନବୀନଙ୍କ ଘୋଷଣା ଉପରେ ରହିଛି।

୯ କୋଟି ଚାଷୀଙ୍କୁ ୧୮ ହଜାର କୋଟି ବାଣ୍ଟିବେ ପ୍ରଧାନମନ୍ତ୍ରୀ…

ନୂଆଦିଲ୍ଲୀ,୪।୮: ଅଗଷ୍ଟ ଦ୍ୱିତୀୟ ସପ୍ତାହରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କୃଷକ ସମ୍ମାନ ନିଧି ଯୋଜନା ଅନ୍ତର୍ଗତ ୯ କୋଟି ଚାଷୀଙ୍କୁ ୧୮ ହଜାର କୋଟି ଟଙ୍କା ବାଣ୍ଟିବେ। ଏହି ଯୋଜନା ଅନ୍ତର୍ଗତ ପ୍ରତି ଚାଷୀଙ୍କ ବ୍ୟାଙ୍କ ସଞ୍ଚୟ ଖାତାକୁ ୨ ହଜାର…

ଇତିହାସ ରଚିଲେ ରବି କୁମାର: ଭାରତ ପାଇଁ ଆଉ ଗୋଟିଏ ପଦକ ପକ୍କା

ଟୋକିଓ, ୪।୮: ଆଜି ଟୋକିଓ ଅଲିମ୍ପିକ୍ସର ୧୩ ତମ ଦିନ। ଭାରତୀୟ କୁସ୍ତିଯୋଦ୍ଧାମାନେ ଆଜି ଭଲ ପ୍ରଦର୍ଶନ କରିଛନ୍ତି। ରବି କୁମାର ଦାହିୟା ୫୭ କିଲୋଗ୍ରାମ ବର୍ଗରେ କାଜାଖସ୍ତାନର ନୁର ଇସଲାମ ସାନାୟେଭଙ୍କୁ ହରାଇ ଫାଇନାଲରେ ସ୍ଥାନ ପାଇଛନ୍ତି। ଏଥସହ ଟୋକିଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?