Home Middle

କଙ୍ଗୋ ନାଗରିକଙ୍କ ହାଜତ ମୃତ୍ୟୁ

ବେଙ୍ଗାଲୁରୁ,୪ା୮: କେନ୍ଦ୍ରୀୟ ଆଫ୍ରିକୀୟ ରାଷ୍ଟ୍ର କଙ୍ଗୋର ଜଣେ ନାଗରିକଙ୍କ ବେଙ୍ଗାଲୁରୁ ପୋଲିସ ହାଜତରେ ମୃତ୍ୟୁ ଘଟିଛି। ଏହାକୁ ନେଇ ମଙ୍ଗଳବାର ବିକ୍ଷୋଭ ଚାଲିଥିବାବେଳେ ପୋଲିସ ଲାଠିଚାର୍ଜ କରିଛି। ଏଥିରେ ଅନେକେ ଆହତ ହୋଇଛନ୍ତି। ହିଂସା ଭିଆଇବା ଅଭିଯୋଗରେ ପୋଲିସ ୫ ବିକ୍ଷୋଭକାରୀଙ୍କୁ…

ମହାମାରୀ ବିଗାଡ଼ିଲା ମହିଳାଙ୍କ ନିଯୁକ୍ତି

ନୂଆଦିଲ୍ଲୀ, ୪ା୮: କରୋନା ମହାମାରୀ ସାରା ବିଶ୍ୱକୁ ସଙ୍କଟ ମଧ୍ୟକୁ ଠେଲିଦେଇଛି। ଏହା ବଜାର ବ୍ୟବସ୍ଥାକୁ କ୍ଷତିଗ୍ରସ୍ତ କରିଥିବାବେଳେ ଲକ୍‌ଡାଉନ ଯୋଗୁ କଳକାରଖାନା ଏବଂ ଦୋକାନ ବଜାର ତାଲା ଝୁଲିବା ଅବସ୍ଥାକୁ ଚାଲିଆସିଛି। ଅନେକଙ୍କୁ ଚାକିରି ହରାଇବାକୁ ପଡ଼ିଛି। ନୂଆଦିଲ୍ଲୀରେ ସାବିତ୍ରୀ…

ମମତାଙ୍କ ପୁତୁରା ଅଭିଷେକଙ୍କ ଗାଡ଼ି ଉପରେ ଆକ୍ରମଣ ଘଟଣାକୁ ନେଇ ୨ ଭାଜପା କର୍ମୀଙ୍କୁ ହତ୍ୟା

କୋଲକାତା,୩ା୮: ପଶ୍ଚିମବଙ୍ଗରେ ଦୁଇ ଜଣ ଭାଜପା କର୍ମୀଙ୍କୁ ତୃଣମୂଳ କଂଗ୍ରେସ (ଟିଏମ୍‌ସି) ହତ୍ୟା କରିଛି। ମଙ୍ଗଳବାର ଏଭଳି ଗୁରୁତର ଅଭିଯୋଗ ଆଣିଛି ବିରୋଧୀ ଭାଜପା। ଦିନକ ପୂର୍ବରୁ ସୋମବାର ଏକ ଭିଡିଓ ଶେୟାର କରିଥିଲେ ଟିଏମ୍‌ସିର ଜାତୀୟ ସାଧାରଣ ସମ୍ପାଦକ ଅଭିଷେକ…

ମହିଳା ହକି ଇତିହାସରେ ଭାରତକୁ ଶ୍ରେଷ୍ଠ ମାନ୍ୟତା

ନୂଆଦିଲ୍ଲୀ,୩।୮: ଟୋକିଓ ଅଲିମ୍ପିକ୍ସରେ ଭାରତୀୟ ମହିଳା ହକି ଦଳ ସୋମବାର ଶକ୍ତିଶାଳୀ ଅଷ୍ଟ୍ରେଲିଆକୁ ହରାଇ ଇତିହାସରେ ପ୍ରଥମ ଥର ପାଇଁ ସେମିଫାଇନାଲରେ ପ୍ରବେଶ କରିଛି। ଏଭଳି ପ୍ରଦର୍ଶନ ଯୋଗୁ ଟିମ୍‌ ଇଣ୍ଡିଆର ର଼୍ୟାଙ୍କିଙ୍ଗ୍‌ରେ ଆସିଛି ଉଲ୍ଲେଖନୀୟ ଉନ୍ନତି। ପୂର୍ବରୁ ମହିଳା ଦଳଗତ…

କେବଳ ବିବାହ ପାଇଁ ଧର୍ମ ପରିବର୍ତ୍ତନ ନୁହେଁ ଠିକ୍‌, ଟିପ୍ପଣୀ ଦେଲେ କୋର୍ଟ…

ପ୍ରୟାଗରାଜ,୩।୮: ଉତ୍ତରପ୍ରଦେଶରେ ଲଭ ଜିହାଦ ଘଟଣା ବଢ଼ିବାରେ ଲାଗିଛି। ସମ୍ପ୍ରତି ଏଭଳି ମାମଲାଗୁଡ଼ିକରେ ଐତିହାସିକ ଚିରିତ୍ର ଆକବର ଏବଂ ଯୋଧାବାଈଙ୍କ କାହାଣୀକୁ ଅନ୍ତର୍ଭୁକ୍ତ କରାଯାଇଛି। ଆହ୍ଲାବାଦ ହାଇକୋର୍ଟ ମଙ୍ଗଳବାର ବିବାହ ପାଇଁ ଧର୍ମ ପରିବର୍ତ୍ତନକୁ ନେଇ ଚିନ୍ତା ପ୍ରକଟ କରିଛନ୍ତି। କେବଳ…

ଅଲିମ୍ପିକ୍‌ ଟିମ୍‌ ଅଗଷ୍ଟ ୧୫ରେ ଯିବେ ଲାଲ୍‌ କିଲ୍ଲା, ନିମନ୍ତ୍ରଣ କରିବେ ପ୍ରଧାନମନ୍ତ୍ରୀ…

ନୂଆଦିଲ୍ଲୀ,୩।୮: ଟୋକିଓ ଅଲିମ୍ପିକ୍‌ରେ ଯୋଗଦେବାକୁ ଯାଇଥିବା ଭାରତୀୟ ଟିମ୍‌ ଅଗଷ୍ଟ ୧୫ରେ ସ୍ବାଧୀନତା ଦିବସ ଅବସରରେ ସ୍ବତନ୍ତ୍ର ଅତିଥି ଭାବେ ଲାଲ୍‌ କିଲ୍ଲାରେ ଯିବେ। ଏନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପକ୍ଷରୁ ଭାରତୀୟ ଅଲିମ୍ପିକ୍‌ ଟିମ୍‌କୁ ନିମନ୍ତ୍ରଣ କରାଯିବ। ପ୍ରଧାନମନ୍ତ୍ରୀ ଏହି…

ବେଆଇନ ମଦ କାରବାର ଦୋଷୀଙ୍କୁ ହେବ ଆଜୀବନ ଜେଲ୍‌-ମୃତ୍ୟୁ ଦଣ୍ଡାଦେଶ, ସୂଚନା ଦେଲେ ମୁଖ୍ୟମନ୍ତ୍ରୀ…

ଭୋପାଳ,୩।୮: ଏଣିକି ବେଆଇନ ମଦ କାରବାରେରେ ଦୋଷୀ ସାବ୍ୟସ୍ତ ହେଲେ ତାଙ୍କ ପ୍ରତି କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ଦୋଷୀଙ୍କ ପ୍ରତି ଆଜୀବନ ଜେଲ୍‌ ଅବା ମୃତ୍ୟୁ ଦଣ୍ଡାଦେଶ କରାଯିବ ବୋଲି ମଧ୍ୟପ୍ରଦେଶର ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହ୍ବାନଙ୍କ ସରକାରଙ୍କ ପକ୍ଷରୁ…

ପ୍ରକାଶ ପାଇଲା ସିବିଏସ୍‌ଇ ଦଶମ ରେଜଲ୍ଟ

ନୂଆଦିଲ୍ଲୀ,୩।୮: କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ(ସିବିଏସ୍‌ଇ)ର ଦଶମର ଲକ୍ଷାଧିକ ପରୀକ୍ଷାର୍ଥୀଙ୍କ ଅପେକ୍ଷାର ଅନ୍ତ ଘଟିଛି। ମଙ୍ଗଳବାର ମଧ୍ୟାହ୍ନ ୧୨ଟାରେ ସିବିଏସ୍‌ଇ ବୋର୍ଡ ପକ୍ଷରୁ ଦଶମ ରେଜଲ୍ଟ ପ୍ରକାଶ ପାଇଛି। ସିବିଏସ୍‌ଇ ବୋର୍ଡ ପକ୍ଷରୁ ଫଳାଫଳ ଘୋଷଣା କରାଯିବା ପରେ ଓ୍ବେବସାଇଟ୍‌ରେ ଏହା…

ରଞ୍ଜିତ ସାଗର ଡ୍ୟାମ୍‌ରେ ସେନା ହେଲିକପ୍ଟର ଖସିଲା…

ଶ୍ରୀନଗର,୩।୮: ଜମ୍ମୁ-କଶ୍ମୀର କଠୁଆ ଜିଲାରେ ଥିବା ରଞ୍ଜିତ ସାଗର ଡ୍ୟାମ୍‌ରେ ଭାରତୀୟ ସେନାର ଏକ ହେଲିକପ୍ଟର ଦୁର୍ଘଟଣା ଗ୍ରସ୍ତ ହେବା ପରେ ଖସିପଡ଼ିଛି। ହେଲିକପ୍ଟରଟି ଡ୍ୟାମ୍‌ ଉପରେ ଉଡ଼ି ବୁଲୁଥିଲା। ମଙ୍ଗଳବାର ପୂର୍ବାହ୍ନ ୧୦ଟା ୨୦ରେ ସେନାର ହେଲିକପ୍ଟର ୨୫୪ ଆର୍ମି…

ବିରୋଧୀଙ୍କ ହଟ୍ଟଗୋଳ ଯୋଗୁ ସଂସଦ ଅଚଳ, ରାଜ୍ୟ ସଭା ମୁଲତବୀ…

ନୂଆଦିଲ୍ଲୀ,୩।୮: ବିରୋଧୀ ଦଳଙ୍କ ପକ୍ଷରୁ ଦରଦାମ୍‌ ବୃଦ୍ଧି, ମୁଦ୍ରାସ୍ଫୀତି, କୃଷକ ସମସ୍ୟା ଏବଂ ପେଗାସସ୍‌ ଆଦି ମାମଲାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କୁ ଘେରିବା ଜାରି ରହିଛି। ବିରୋଧୀଙ୍କ ହଟ୍ଟଗୋଳ ଯୋଗୁ ମୌସୁମୀ ଅଧିବେଶନରେ ଲୋକ ସଭା ଏବଂ ରାଜ୍ୟ ସଭାର…

ଅନାଥଙ୍କୁ ମିଳିବ ମାସକୁ ଅଢ଼େଇ ହଜାର, ମୁଖ୍ୟମନ୍ତ୍ରୀ କଲେ ଘୋଷଣା…

ଲକ୍ଷ୍ନୌ,୩।୮: ଏଣିକି ଅନାଥଙ୍କୁ ମାସକୁ ଅଢ଼େଇ ହଜାର ଟଙ୍କାର ଆର୍ଥିକ ସହାୟତା ମିଳିବ। ଏନେଇ ସରକାରଙ୍କ ପକ୍ଷରୁ ଘୋଷଣା କରାଯାଇଛି। ଉତ୍ତରପ୍ରଦେଶର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ସରକାର ପକ୍ଷରୁ ଏଭଳି ଘୋଷଣା କରାଯାଇଛି। କୋଭିଡ-୧୯ କାରଣରୁ ଅନାଥ ହୋଇଥିବା ଅନାଥ ପିଲାମାନଙ୍କୁ…

ରାହୁଲଙ୍କ ଜଳଖିଆ ଚର୍ଚ୍ଚାରୁ ଏଏପି-ବିଏସ୍‌ପି ବାହାର…

ନୂଆଦିଲ୍ଲୀ,୩।୮: ଉତ୍ତରପ୍ରଦେଶ ନିର୍ବାଚନ ଏବଂ ସଂସଦର ମୌସୁମୀ ଅଧିବେଶନରେ କେନ୍ଦ୍ର ସରକାରଙ୍କୁ ଘେରିବାକୁ ଦୃଷ୍ଟିରେ ରଖି ବିରୋଧୀ ଦଳଗୁଡ଼ିକୁ ଏକାଠି କରିବା ପାଇଁ କଂଗ୍ରେସ ପୁଣି ଥରେ ଅଭିଯାନ ଆରମ୍ଭ କରିଛି। କଂଗ୍ରେସ ନେତା ରାହୁଲ ଗାନ୍ଧୀ ନୂଆ ରଣନୀତି ଆପଣେଇବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?