Home Middle

ଟ୍ରାକ୍ଟର ରୁଟ୍‌ ଉଲ୍ଲଂଘନ ଅଭିଯୋଗ: ୨ ଚାଷୀ ନେତା ନିଲମ୍ବିତ

ନୂଆଦିଲ୍ଲୀ, ୭।୨: ଚାଷୀ ସଂଗଠନ ଗୁଡ଼ିକ ପକ୍ଷରୁ ଜାନୁୟାରୀ ୨୬ରେ ଟ୍ରାକ୍ଟର ରାଲି କରାଯାଇଥିଲା। ତେବେ ରାଲି ସମୟରେ ଧାର୍ଯ୍ୟ କରାଯାଇଥିବା ଶାନ୍ତିପୂର୍ଣ୍ଣ ପ୍ରଦର୍ଶନ ବଦଳରେ ହିଂସାକାଣ୍ଡ ସୃଷ୍ଟି ହୋଇଥିଲା। ଟ୍ରାକ୍ଟର ରାଲିର ରୁଟ୍‌ ପରିବର୍ତ୍ତନ ଯୋଗୁ ଏଭଳି ହୋଇଥିବା ମିଳିତ…

ବୁରାଡ଼ି ହିଂସା: ୨୪ ଆନ୍ଦୋଳନକାରୀଙ୍କ ଫଟୋ ଜାରି

ନୂଆଦିଲ୍ଲୀ, ୭।୨: ଜାନୁୟାରୀ ୨୬ରେ କୃଷି ଆଇନକୁ ବିରୋଧ କରି ଚାଷୀ ସଂଗଠନଗୁଡ଼ିକ ପକ୍ଷରୁ ଟ୍ରାକ୍ଟର ରାଲି ଅନୁଷ୍ଠିତ ହୋଇଥିଲା। ଏହି ସମୟରେ ବୁରାଡ଼ିରେ ଘଟିଥିବା ହିଂସାରେ ସମ୍ପୃକ୍ତ ଥିବା ୨୪ ଜଣ ଆନ୍ଦୋଳନକାରୀଙ୍କ ଫଟୋ ଦିଲ୍ଲୀ ପୋଲିସ ପକ୍ଷରୁ ଜାରି…

ରାଜ୍ୟ ସଭାରେ ଗୁଲାମ ନବୀଙ୍କ ବିକଳ୍ପ ଖୋଜୁଛି କଂଗ୍ରେସ

ନୂଆଦିଲ୍ଳୀ,୭।୨: ଏବେ କଂଗ୍ରେସ ପକ୍ଷରୁ ରାଜ୍ୟ ସଭାରେ ଗୁଲାମ ନବୀ ଆଜାଦଙ୍କ ବିକଳ୍ପ ଖୋଜା ଆରମ୍ଭ ହୋଇଛି। ଫେବୃୟାରୀ ୧୫ରେ ଗୁଲାମ ନବୀଙ୍କ କାର୍ଯ୍ୟକାଳ ଶେଷ ହେଉଛି। ତାଙ୍କ ସ୍ଥାନରେ ରାଜ୍ୟ ସଭାରେ କଂଗ୍ରେସ ପକ୍ଷରୁ ବିରୋଧୀ ଦଳ ନେତା କିଏ…

ମଲ୍ଟି ମୋଡାଲ ହବ୍‌ ହେବ ଭୁବନେଶ୍ୱର ଷ୍ଟେଶନ

ନୂଆଦିଲ୍ଲୀ,୭।୨:  ଭୁବନେଶ୍ୱର ରେଳ ଷ୍ଟେଶନକୁ ବିଶ୍ୱସ୍ତରୀୟ ମଲ୍ଟି ମୋଡାଲ ହବ୍‌ରେ ପରିଣତ କରାଯିବ ବୋଲି ଶୁକ୍ରବାର ରାଜ୍ୟ ସଭାରେ କେନ୍ଦ୍ର ରେଳମନ୍ତ୍ରୀ ପୀୟୂଷ ଗୋୟଲ ସୂଚନା ଦେଇଛନ୍ତି। ରାଜ୍ୟ ସଭା ସଦସ୍ୟ ଅମର ପଟ୍ଟନାୟକଙ୍କ ଏକ ଲିଖିତ ପ୍ରଶ୍ନର ଉତ୍ତର ଦେଇ କେନ୍ଦ୍ରମନ୍ତ୍ରୀ…

ମହାପଞ୍ଚାୟତରୁ ମହାସଂଗ୍ରାମ

ନୂଆଦିଲ୍ଲୀ,୭ା୨: ଅନଶନରେ ବସିବି। ଗାଁରୁ ପାଣି ନ ଆସିବା ଯାଏ ଜଳ ସ୍ପର୍ଶ କରିିବି ନାହିଁ। ଜାନୁୟାରୀ ୨୮ରେ ଗାଜିପୁର ସୀମାରେ କୃଷକ ନେତା ରାକେଶ ଟିକାଏତ୍‌ ଦେଇଥିବା ଏହି ଆବେଗପୂର୍ଣ୍ଣ ଆହ୍ବାନ ପରେ ଚାରିଆଡ଼ୁ ପାଣିର ସୁଅ ଛୁଟିଥିଲା ଆନ୍ଦୋଳନସ୍ଥଳକୁ।…

ଆଜି ରାଜଧାନୀରୁ ୫ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୬ା୨(ବ୍ୟୁରୋ): ଶନିବାର ରାଜଧାନୀରୁ ୫ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେହିପରି ୧୦ ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବିଏମ୍‌ସି ଟୁଇଟ୍‌ କରି ସୂଚନା ଦେଇଛି। ଜଣେ ଆକ୍ରାନ୍ତ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବା ବେଳେ ଆଉ ୪ ଜଣ ସ୍ଥାନୀୟ ସଂକ୍ରମିତ…

୩ ଘଣ୍ଟିଆ ଚକା ଜାମ୍‌: ଦିଲ୍ଲୀ ସୀମା ସିଲ୍‌-୧୦ ମେଟ୍ରୋ ଷ୍ଟେଶନ ବନ୍ଦ

ନୂଆଦିଲ୍ଲୀ, ୬।୨: କୃଷି ଆଇନକୁ ବିରୋଧ କରି ଦେଶବ୍ୟାପି ଚାଷୀ ସଂଗଠନଗୁଡ଼ିକ ପକ୍ଷରୁ ଶନିବାର ୩ ଘଣ୍ଟିଆ ଚକା ଜାମ୍‌ ମଧ୍ୟାହ୍ନ ୧୨ଟାଠାରୁ ଆରମ୍ଭ ହୋଇ ଅପରାହ୍ନ ୩ଟାରେ ଶେଷ ହୋଇଥିଲା। ଉତ୍ତରପ୍ରଦେଶ ଏବଂ ଉତ୍ତରାଖଣ୍ଡ ବ୍ୟତିତ ଦେଶରେ ଅନ୍ୟ ରାଜ୍ୟ…

ସାମ୍ବିଧାନିକ ବ୍ୟବସ୍ଥାକୁ ସୁଦୃଢ଼ କରିଥାଏ ନ୍ୟାୟପାଳିକା: ମୋଦି

ନୂଆଦିଲ୍ଲୀ, ୬।୨: ସାମ୍ବିଧାନିକ ବ୍ୟବସ୍ଥାକୁ ସୁରକ୍ଷା ଯୋଗାଇ ଦେବା ଏବଂ ସୁଦୃଢ଼ କରିବା କ୍ଷେତ୍ରରେ ନ୍ୟାୟପାଳିକା ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥାଏ। ଏହା ଦ୍ୱାରା ନାଗରିକ ଅଧିକାର ସୁରକ୍ଷିତ ହୋଇପାରିଥାଏ ବୋଲି ଶନିବାର ପ୍ରଧାନମନ୍ତୀ ନରେନ୍ଦ୍ର ମୋଦି ଏଭଳି କହିଛନ୍ତି। ସମସ୍ୟା…

ରାଲି ପାଇଁ ତୃଣମୂଳକୁ ଅନୁମତି ଭାଜପାକୁ ମନା

କୋଲକାତା, ୬।୨: ଆଗକୁ ପଶ୍ଚିମବଙ୍ଗରେ ବିଧାନସଭା ନିର୍ବାଚନ। ରାଜ୍ୟରେ କ୍ଷମତା ଦଖଲ ପାଇଁ ଶାସକ ତୃଣମୂଳ ମୂଳ କଂଗ୍ରେସ ଏବଂ ଭାଜପା ମଧ୍ୟରେ ମୁହାଁମୁହିଁ ସ୍ଥିତି ସୃଷ୍ଟି ହୋଇଛି। ଭାଜପା ପକ୍ଷରୁ ଶନିବାରଠାରୁ ପରିବର୍ତ୍ତନ ରଥଯାତ୍ରା ଆରମ୍ଭ ହେବାର ଥିଲା। ଏହି…

ଟିକାକରଣରେ ଭାରତ ଆଗରେ

ନୂଆଦିଲ୍ଲୀ, ୬।୨: କରୋନା ମହାମାରୀ ବିରୋଧରେ ଭାରତରେ ସାର୍ବଜନୀକ ଟିକାକରଣ ଅଭିଯାନ ଜାରି ରହିଛି। ପୃଥିବୀରେ ଟିକାକରଣ କ୍ଷେତ୍ରରେ ଭାରତ ଆଗୁଆ ରହିଛି। ଦେଶରେ ୨୧ ଦିନ ମଧ୍ୟରେ ୫୨ ଲକ୍ଷ ୯୦ ହଜାର ୪୭୪ ଜଣ ଲୋକଙ୍କୁ ଟିକାଦାନ କରାଯାଇଥିବା…

କୋଟିଆକୁ ୧୮ କୋଟି

ଭୁବନେଶ୍ୱର (ବ୍ୟୁରୋ)/ପଟ୍ଟାଙ୍ଗୀ(ଡି.ଏନ.ଏ.) ୬।୨: କୋରାପୁଟ ଜିଲା ପଟ୍ଟାଙ୍ଗୀ ବ୍ଲକ ଅଧୀନ କୋଟିଆ ପଞ୍ଚାୟତର ୩ ସୀମାବର୍ତ୍ତୀ ଗ୍ରାମକୁ ନେଇ ଆନ୍ଧ୍ର ଏବଂ ଓଡ଼ିଶା ମଧ୍ୟରେ ବିବାଦ ଲାଗି ରହିଛି। ଉକ୍ତ ଗ୍ରାମଗୁଡ଼ିକୁ ନିଜର ଦାବି କରି ଆନ୍ଧ୍ର ସରକାର ନିର୍ବାଚନ ପାଇଁ…

୫୦ ହଜାର ଯବାନଙ୍କ ହାତରେ ସୁରକ୍ଷା ଦାୟିତ୍ୱ

ନୂଆଦିଲ୍ଳୀ,୬।୨: କୃଷି ଆଇନକୁ ଫେରାଇନେବା ଏବଂ ସର୍ବନିମ୍ନ ସହାୟକ ମୂଲ୍ୟ ଗ୍ୟାରେଣ୍ଟି ଦାବି କରି ଚାଷୀ ସଂଗଠନ ଗୁଡ଼ିକ ପକ୍ଷରୁ ଶନିବାର ମଧାହ୍ନ ୧୨ଟା ଠାରୁ ଅପରାହ୍ନ ୩ଟା ପର୍ଯ୍ୟନ୍ତ ଚକାବନ୍ଦ ଡାକରା ଦିଆଯାଇଛି। ତେବେ ଦିଲ୍ଲୀ ଏନ୍‌ସିଆର୍‌ରେ ଏହା କରାଯିବ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri