Home Middle

କ୍ଷେତ୍ରୀୟ ଅଖଣ୍ଡତା ବଜାୟ ରଖିବା ପାଇଁ ଭାରତ ସର୍ବଦା ପ୍ରସ୍ତୁତ: ରାଜନାଥ

ବେଙ୍ଗାଲୁରୁ, ୩।୨: କ୍ଷେତ୍ରୀୟ ଅଖଣ୍ଡତା ବଜାୟ ରଖିବା ପାଇଁ ଭାରତ ସର୍ବଦା ପ୍ରସ୍ତୁତ ରହିଛି। ଦେଶବାସୀଙ୍କ ସୁରକ୍ଷା ଲାଗି ଯେ କୌଣସି ସ୍ଥିତିର ମୁକାବିଲା କରାଯିବ ବୋଲି ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ବୁଧବାର ଏରୋ ଇଣ୍ଡିଆ ଇଣ୍ଟରନ୍ୟାଶନାଲ ଏୟାର ଶୋରେ…

ଲାଲ୍‌ କିଲ୍ଲା ହିଂସା: ଦୀପ୍‌ ସିଦ୍ଧୁଙ୍କ ଧରାଇଦେଲେ ମିଳିବ ଲକ୍ଷେ ଟଙ୍କା

ନୂଆଦିଲ୍ଲୀ, ୩।୨: ଲାଲ୍‌ କିଲ୍ଲା ହିଂସା ନେଇ ଦିଲ୍ଲୀ ପୋଲିସ ପକ୍ଷରୁ ଦୀପ୍‌ ସିଦ୍ଧୁଙ୍କୁ ଧରାଇଦେଲେ ଲକ୍ଷେ ଟଙ୍କାର ପୁରସ୍କାର ପ୍ରଦାନ କରାଯିବ ବୋଲି ବୁଧବାର ଘୋଷଣା କରାଯାଇଛି। ଦୀପ୍‌ଙ୍କ ସହିତ ଜୁଗରାଜ ସିଂ, ଗୁଜରୋଟ ସିଂ ଏବଂ ଗୁଜରୋଣ୍ଟ୍‌ ସିଂଙ୍କ…

ହାଲ୍‌ ଯୋଗାଇବ ୮୩ ତେଜସ୍‌ ଯୁଦ୍ଧ ବିମାନ

ବେଙ୍ଗାଲୁରୁ, ୩।୨: କର୍ନାଟକର ବେଙ୍ଗାଲୁରୁରେ ଜାରି ରହିଥିବା ଏରୋ ଇଣ୍ଡିଆ ଇଣ୍ଟରନ୍ୟାଶନାଲ ଏୟାର ଶୋରେ ହିନ୍ଦୁସ୍ଥାନ ଏରୋନ୍ୟୁଟିକ୍ସ୍‌ ଲିମିଟେଡ୍‌(ହାଲ୍‌)କୁ ୮୩ ତେଜସ୍‌ ଯୁଦ୍ଧ ବିମାନ ଯୋଗାଇବା ପାଇଁ ଠିକା ମିଳିଛି। ପ୍ରତିରକ୍ଷା ମନ୍ତ୍ରଣାଳୟ ପକ୍ଷରୁ ବୁଧବାର ଏନେଇ ୪୮, ୦୦୦କୋଟି ଟଙ୍କାର…

ରାଜ୍ୟସଭାରେ ହଙ୍ଗାମା: ଏଏପିର ୩ ଏମ୍‌ପିଙ୍କୁ ବାହାର କଲେ ମାର୍ଶଲ

ନୂଆଦିଲ୍ଲୀ,୩।୨: କୃଷି ଆଇନକୁ ନେଇ ବୁଧବାର ମଧ୍ୟ ରାଜ୍ୟସଭା ଅଚଳ ହୋଇପଡ଼ିଛି। ବିରୋଧୀ ଦଳ ସଦସ୍ୟ କୃଷି ଆଇନକୁ ନେଇ ଗୃହରେ ହଙ୍ଗାମା ଆରମ୍ଭ କରିଛନ୍ତି। ଗୃହରେ ହଟ୍ଟଗୋଳ ସୃଷ୍ଟି କରି କାର୍ଯ୍ୟରେ ବାଧା ସୃଷ୍ଟି କରୁ ଥିବା ଆମ୍‌ ଆଦ୍‌ମୀ…

ଆନ୍ଦୋଳନକୁ ସମର୍ଥନ କଲେ ରିହାନା-ଗ୍ରେଟା

ଓ୍ବାଶଂଟନ,୩।୨: କୃଷି ଆଇନକୁ ନେଇ ଭାରତରେ ଜାରି ରହିଥିବା ଚାଷୀ ସଂଗଠନଙ୍କ ଆନ୍ଦୋଳନକୁ ଏବେ ସେଲିବ୍ରିଟିଙ୍କ ସମର୍ଥନ ମିଳିବାରେ ଲାଗିଛି।  ଆମେରିକା ପପ୍‌ ଷ୍ଟାର ରିହାନା ମଙ୍ଗଳବାର ସନ୍ଧ୍ୟାରେ ଏହାକୁ ଟୁଇଟ କରି ସମର୍ଥନ କରିଥିଲେ। ଏବେ ପରିବେଶକର୍ମୀ ଗ୍ରେଟା ଥନବର୍ଗ…

ପ୍ରକାଶ ପାଇଲା ସିବିଏସ୍‌ଇ ଦଶମ, ଦ୍ୱାଦଶ ବୋର୍ଡ ପରୀକ୍ଷାର ସୂଚୀ

ନୂଆଦିଲ୍ଲୀ,୨।୨- ସିବିଏସ୍‌ଇ ଦଶମ ଓ ଦ୍ୱାଦଶ ଶ୍ରେଣୀର ଛାତ୍ରୀଛାତ୍ରଙ୍କ ପାଇଁ ମଙ୍ଗଳବାର ପ୍ରକାଶ ପାଇଛି ବୋର୍ଡ ପରୀକ୍ଷାର ସୂଚୀ। ଆସନ୍ତା ମେ’୪ରୁ ଜୁନ୍‌ ୧୧ ତାରିଖ ପର୍ଯ୍ୟନ୍ତ ଉଭୟ ଶ୍ରେଣୀର ବୋର୍ଡ ପରୀକ୍ଷା ହେବ। ଏ ନେଇ କେନ୍ଦ୍ର ଶିକ୍ଷାମନ୍ତ୍ରୀ ରମେଶ…

‘ଆତ୍ମନିର୍ଭରଭାରତ’ ୨୦୨୦ର ଶବ୍ଦ ଭାବେ ଅକ୍ସଫୋର୍ଡ ଡିକ୍ସିନାରୀରେ ସାମିଲ

ନୂଆଦିଲ୍ଲୀ, ୨।୨: ଅକ୍ସଫୋର୍ଡ ଡିକ୍ସିନାରୀରେ ‘ଆତ୍ମନିର୍ଭରଭାରତ’କୁ ୨୦୨୦ର ଶବ୍ଦ ଭାବେ ଅନ୍ତର୍ଭୁକ୍ତ କରାଯାଇଛି। ଏହାର ଅର୍ଥ ସେଲ୍ଫ-ରିଲାଏନ୍ସ୍‌ ବୋଲି ଡିକ୍ସିନାରୀରେ ଉଲ୍ଲେଖ କରାଯାଇଛି। ଏହି ହିନ୍ଦୀ ଶବ୍ଦକୁ ଚୟନ କରିବା ଲାଗି ଭାଷା ବିଶେଷଜ୍ଞ କ୍ରିତିକା ଅଗ୍ରଓ୍ବାଲ, ପୁନମ ନିଗମ୍‌ ଶାହାୟ…

କୃଷି ଆଇନ ନେଇ ରାଜ୍ୟସଭା ଅଚଳ

ନୂଆଦିଲ୍ଲୀ,୨।୨: କୃଷି ଆଇନକୁ ନେଇ ମଙ୍ଗଳବାର ରାଜ୍ୟସଭା ଅଚଳ ହୋଇପଡ଼ିଛି। ବିରୋଧୀ ଦଳ ସଦସ୍ୟ କୃଷି ଆଇନ ଭଳି କଳା ଆଇନକୁ ସରକାର ଫେରାଇ ନେବା ଆବଶ୍ୟକ ବୋଲି ହଟ୍ଟଗୋଳ କରିଛନ୍ତି। ଏହି ପ୍ରସଙ୍ଗ ଉପରେ ଆଲୋଚନା ପାଇଁ ଦାବି କରି…

ନିର୍ବାଚନ ଉପରେ ନଜର

ନୂଆଦିଲ୍ଲୀ,୨।୨: ଚଳିତ ବର୍ଷ ପଶ୍ଚିମବଙ୍ଗ, ଆସାମ, କେରଳ ଏବଂ ତାମିଲନାଡ଼ୁରେ ବିଧାନସଭା ନିର୍ବାଚନ ଥିବାବେଳେ ବଜେଟରେ ଏହି ରାଜ୍ୟକୁ ଗୁରୁତ୍ୱ ଦେଇଛନ୍ତି କେନ୍ଦ୍ର ସରକାର। ପ୍ରଥମେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ତାଙ୍କ ଭାଷଣରେ ପଶ୍ଚିମବଙ୍ଗ ଜନ୍ମିତ ନୋବେଲ ପୁରସ୍କାରପ୍ରାପ୍ତ କବି ରବୀନ୍ଦ୍ରନାଥ…

ବଜେଟ ୨୦୨୧-୨୨

ମୁଖ୍ୟାଂଶ ସ୍ବାସ୍ଥ୍ୟ ବଜେଟ ୯୪,୦୦୦ କୋଟିରୁ ୨.୩୮ ଲକ୍ଷ କୋଟିକୁ ବୃଦ୍ଧି ଆରମ୍ଭ ହେବ ପ୍ରଧାନମନ୍ତ୍ରୀ ଆତ୍ମନିର୍ଭର ସ୍ବସ୍ଥ ଭାରତ ଯୋଜନା କୋଭିଡ୍‌ ଟିକା ପାଇଁ ୩୫,୦୦୦ କୋଟି ବୀମା କ୍ଷେତ୍ରରେ ବିଦେଶୀ ପୁଞ୍ଜି ବିନିଯୋଗ ୪୯%ରୁ ୭୪%କୁ ବଢ଼ିଲା ରେଲଓ୍ବେକୁ…

ଠକିଗଲେ ଚାଷୀକୁଳ

ନୂଆଦିଲ୍ଲୀ,୨ା୨:୩ ନୂଆ କୃଷି ଆଇନକୁ ନେଇ ମୁହଁାମୁହିଁ ସ୍ଥିତିରେ କେନ୍ଦ୍ର ସରକାର ଓ କୃଷକ ସଙ୍ଗଠନ। ଏହି ବିବାଦୀୟ ଆଇନ ପ୍ରତ୍ୟାହାର ଦାବିରେ ଦିଲ୍ଲୀର ସିଙ୍ଘୁ, ଟିକ୍ରି ଓ ଗାଜିପୁର ସୀମାରେ ଲକ୍ଷାଧିକ କୃଷକ ଆନ୍ଦୋଳନରତ। ଚାଷୀଙ୍କ ଧାରଣା ୭୧ ଦିନରେ…

କାମକୁ ନୁହେଁ, ନାମକୁ

ନୂଆଦିଲ୍ଲୀ,୨ା୨: କରୋନା ଭୂତାଣୁ ଓ ଏହାର ମୁକାବିଲା ପାଇଁ ପର୍ଯ୍ୟାୟକ୍ରମେ ଜାରି ଲକ୍‌ଡାଉନ୍‌ ସାରା ଦେଶର ଅର୍ଥନୀତିକୁ ଉଜାଡ଼ି ଦେଇଥିବାବେଳେ ଅର୍ଥ ବ୍ୟବସ୍ଥାକୁ ସଜାଡ଼ିବା କେନ୍ଦ୍ର ସରକାରଙ୍କ ପ୍ରଥମ କର୍ତ୍ତବ୍ୟ। କଳକାରଖାନା ବନ୍ଦ ହୋଇଯିବା ଓ ଆର୍ଥିକ ଗତିବିଧିରେ ତାଲା ପଡ଼ିବା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri