ଇତିହାସ ରଚିଲେ ସିନ୍ଧୁ
ଟୋକିଓ,୧।୮: ଇତିହାସ ରଚିଲେ ଭାରତୀୟ ମହିଳା ଶଟଲର ପି ଭି ସିନ୍ଧୁ। ପ୍ରଥମ ଭାରତୀୟ ମହିଳା ଖେଳାଳି ଭାବେ ସିନ୍ଧୁ ଜିତିଛନ୍ତି ଦୁଇଟି ଅଲିମ୍ପିକ୍ସ ପଦକ। ରିଓ ଅଲିମ୍ପିକ୍ସରେ ରୌପ୍ୟ ପଦକ ବିଜୟନୀ ସିନ୍ଧୁ ଟୋକିଓ ଅଲିମ୍ପିକ୍ସରେ ହାତେଇଛନ୍ତି ବ୍ରୋଞ୍ଜ ପଦକ।…
ଜୁଲାଇରେ କରୋନା ନେଲା ୨୫ ହଜାରରୁ ଅଧିକ ଜୀବନ…
ନୂଆଦିଲ୍ଲୀ,୧।୮: ଜୁଲାଇ ମାସରେ ଦେଶରେ କରୋନା ମହାମାରୀ ସଂକ୍ରମଣରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ହ୍ରାସ ପାଇଥିଲା ବେଳେ ମୃତ୍ୟୁ ସଂଖ୍ୟା ଜାରି ରହିଥିଲା। ଜୁଲାଇ ମାସର ଶେଷ ସପ୍ତାହରେ, ସକ୍ରିୟ ସଂଖ୍ୟା ୩୦ ରୁ ୪୦ ହଜାର ମଧ୍ୟରେ ଥିଲା। ଜୁଲାଇରେ…
ତାଲିବାନ ଉପରେ ଏୟାରଷ୍ଟ୍ରାଇକ୍…
କାବୁଲ,୧।୮: ତାଲିବାନ ବିରୋଧରେ ଆଫଗାନିସ୍ତାନ ବାୟୁସେନା ପକ୍ଷରୁ ଏକ ବଡ଼ ପଦକ୍ଷେପ ଗ୍ରହଣ କରାଯାଇଛି। ତାଲିବାନ ଉପରେ ଏୟାରଷ୍ଟ୍ରାଇକ୍ କରାଯାଇଛି। ପୃଥକ ପୃଥକ ଆକ୍ରମଣରେ ଆଫଗାନିସ୍ତାନ ବାୟୁସେନା ପକ୍ଷରୁ ହୋଇଥିବା ବୋମାମାଡ଼ରେ ୨୫୪ ତାଲିବାନ ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଛି। ୯୭ରୁ ଅଧିକ…
ନାବାଳିକାଙ୍କ ହାତ ଧରି ପ୍ରେମ ନିବେଦନ କରିବା ନୁହେଁ ଯୌନ ନିର୍ଯାତନା, କହିଲେ କୋର୍ଟ…
ମୁମ୍ବାଇ,୧।୮: ନାବାଳିକାଙ୍କ ହାତ ଧରି ପ୍ରେମ ନିବେଦନ କରିବା ଯୌନ ନିର୍ଯାତନା ଅନ୍ତର୍ଗତ ନୁହେଁ ବୋଲି ମୁମ୍ବାଇର ଏକ ପୋକ୍ସୋ କୋର୍ଟ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି। ଏହା ସହିତ କୋର୍ଟ ୨୮ ବର୍ଷ ବୟସ୍କ ଅଭିଯୁକ୍ତଙ୍କୁ ନିର୍ଦ୍ଦୋଷରେ ଖଲାସ କରିଛନ୍ତି। ୨୦୧୭ରେ…
ଭାରତ ହାତରେ ସୁରକ୍ଷା ପରିଷଦ ଡୋର, ପାକିସ୍ତାନର ବଢ଼ିଲା ଚିନ୍ତା…
ଜେନେଭା,୧।୮: ଭାରତ ହାତରେ ଏବେ ମାସେ ପାଇଁ ଜାତିସଂଘ ସୁରକ୍ଷା ପରିଷଦ ଡୋର ରହିବ। ସମ୍ପୂର୍ଣ୍ଣ ମାସେ ପାଇଁ ଜାତିସଂଘ ସୁରକ୍ଷା ପରିଷଦ ଭାରତ ନିର୍ଦ୍ଦେଶରେ କାର୍ଯ୍ୟ କରିବ। ଭାରତ ଜାତିସଂଘ ସୁରକ୍ଷା ପରିଷଦର ଅଧ୍ୟକ୍ଷତା ଅଗଷ୍ଟ୧ରୁ ଗ୍ରହଣ କରିଛି। ଅଗଷ୍ଟ୨ରୁ…
ରାଜ୍ୟରେ ୧୪୩୭ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ; ଚିନ୍ତା ବଢ଼ାଉଛି ଖୋର୍ଦ୍ଧା-କଟକ-ପୁରୀ
ଭୁବନେଶ୍ୱର,୧।୮(ବ୍ୟୁରୋ): ଗତ ୨୪ ଘଣ୍ଟାରେ ରାଜ୍ୟରେ ୧୪୩୭ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୮୩୨ ଜଣ କ୍ୱାରେଣ୍ଟାଇନ୍ରେ ଥିବା ବେଳେ ବାକି ୬୦୫ ଲୋକାଲ କେସ୍। ୧୪୩୭ ଟି ନୂଆ କେସ ସହିତ ରାଜ୍ୟରେ ମୋଟ କରୋନା…
୧୦ ପ୍ରତିଶତରୁ ଅଧିକ ପ୍ରଜିଟିଭ୍ ଥିବା ଜିଲାରେ ଲାଗୁ ହେବ କଡ଼ା କଡ଼କଣା, ସରକାରଙ୍କ ନିର୍ଦ୍ଦେଶ…
ନୂଆଦିଲ୍ଲୀ,୧।୮: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଥମିବାରେ ଲାଗିଛି। ସାର୍ବଜନୀକ ଟିକାକରଣ ଜାରି ରହିବା ସହିତ ସଂକ୍ରମଣ ନେଇ କେନ୍ଦ୍ର ସରକାର ସତର୍କ ଅଛନ୍ତି। ସଂକ୍ରମଣକୁ ନିୟନ୍ତ୍ରଣ କରିବା ଲାଗି କେନ୍ଦ୍ର ସରକାରଙ୍କ ପକ୍ଷରୁ ରାଜ୍ୟଗୁଡ଼ିକୁ ସ୍ବତନ୍ତ୍ର ନିର୍ଦ୍ଦେଶ…
ଥମୁଛି ସଂକ୍ରମଣ ବଢୁଛି ଭିଡ଼…
ନୂଆଦିଲ୍ଲୀ,୧।୮: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଥମିବାରେ ଲାଗିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଗତ ୨୪ ଘଣ୍ଟାରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇ ୪୧ ହଜାର ୮୩୧ ରେ…
ନିଜ ଇଛା ଅନୁସାରେ ଧର୍ମ ପରିବର୍ତ୍ତନ କରିବା ସହିତ ପସନ୍ଦର ବିବାହ ସାମ୍ବିଧାନିକ ଅଧିକାର…
ପ୍ରୟାଗରାଜ,୧।୮: ଅପହରଣ, ଷଡଯନ୍ତ୍ର ଏବଂ ଧର୍ମ ପରିବର୍ତ୍ତନ ଆଇନକୁ ନେଇ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ପ୍ରଦାନ କରିଛନ୍ତି। ଅଭିଯୁକ୍ତଙ୍କ ଜାମିନ ଆବେଦନ ଶୁଣାଣି ସମୟରେ କୋର୍ଟ କହିଛନ୍ତି ଯେ ପ୍ରତ୍ୟେକ ନାଗରିକ କୌଣସି ଧର୍ମ ଗ୍ରହଣ କରିବାର ଅଧିକାର ଅଛି। ନିଜର…
ସ୍ପାଏଓ୍ବେର ବ୍ଲକ୍ କଲା ଏନ୍ଏସ୍ଓ
ଓ୍ବାଶିଂଟନ, ୧।୮(ପି.ଟି.): ପେଗାସସ୍ ଗୁପ୍ତଚରଗିରି ବିବାଦକୁ ନେଇ ଭାରତ ସମେତ ବିଭିନ୍ନ ଦେଶରେ ଜୋର୍ଦାର ପ୍ରତିକ୍ରିୟା ପ୍ରକାଶ ପାଇଛି। ଏହି ବିବାଦର କେନ୍ଦ୍ରବିନ୍ଦୁ ପାଲଟିଥିବା ଇସ୍ରାଏଲ୍ ସାଇବର ସିକ୍ୟୁରିଟି କମ୍ପାନୀ ଏନ୍ଏସ୍ଓ ଗ୍ରୁପ୍ ବିଭିନ୍ନ ସରକାରଙ୍କୁ ଯୋଗାଇଥିବା ଏହି ସ୍ପାଏଓ୍ବେରକୁ ସାମୟିକ…
ପ୍ରକାଶ ପାଇଲା + ୨ ରେଜଲ୍ଟ
ଭୁବନେଶ୍ୱର,୩୧।୭(ବ୍ୟୁରୋ): ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(ସିଏଚ୍ଏସ୍ଇ) ଦ୍ୱାରା ପରିଚାଳିତ ଯୁକ୍ତ ୨ ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷାଫଳ ଶନିବାର ସନ୍ଧ୍ୟାରେ ପ୍ରକାଶ ପାଇଛି। ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ଯୁକ୍ତ ୨ ପରୀକ୍ଷାଫଳ ପୁସ୍ତିକା ଉନ୍ମୋଚନ କରିଛନ୍ତି। ସମୁଦାୟ ୯୪,୫୩୨…
ଆସିଲା ଅଗଷ୍ଟ ଗାଇଡ୍ଲାଇନ୍: ଜାଣନ୍ତୁ କ’ଣ ହେବ ଖୋଲା, କ’ଣ ରହିବ ବନ୍ଦ
ଭୁବନେଶ୍ୱର,୩୧ା୭(ବ୍ୟୁରୋ): ଆଂଶିକ ଲକ୍ଡାଉନ୍ ସରୁଥିବାରୁ ଅଗଷ୍ଟ ମାସ ପାଇଁ ଶନିବାର ନୂଆ ଗାଇଡ୍ଲାଇନ ଘୋଷଣା କରିଛନ୍ତି ସ୍ବତନ୍ତ୍ର ରିଲିଫ କମିଶନର(ଏସ୍ଆର୍ସି) ପ୍ରଦୀପ ଜେନା। ଏହା ସେପ୍ଟେମ୍ବର ପହିଲା ପର୍ଯ୍ୟନ୍ତ ବଳବତ୍ତର ରହିବ। ରାଜ୍ୟରେ କରୋନା ମହାମାରୀକୁ ସମ୍ପୂର୍ଣ୍ଣ ଭାବେ ନିୟନ୍ତ୍ରଣକୁ ଆଣିବା…

