ମ୍ୟାନ୍ମାର୍ରେ କ୍ଷମତା ଦଖଲ କଲା ସୈନ୍ୟ ବାହିନୀ
ନାପିତ୍ୱ,୧।୨: ମ୍ୟାନ୍ମାର୍ରେ ସୈନ୍ୟ ବାହିନୀ ପକ୍ଷରୁ କ୍ଷମତା ଦଖଲ କରାଯାଇଛି। ଦେଶର ସର୍ବୋଚ୍ଚ ନେତା ଷ୍ଟେଟ୍ କାଉନସିଲର ଆଙ୍ଗ ସାନ୍ ସୁକି, ରାଷ୍ଟ୍ରପତି ଓ୍ବିନ୍ ମିଣ୍ଟ୍ ଏବଂ ଶାସକ ଦଳର ବରିଷ୍ଠ ନେତାଙ୍କୁ ଅଟକ ରଖାଯାଇଛି। ବର୍ଷେ ପାଇଁ ଦେଶରେ ଜରୁରିକାଳୀନ…
ଅର୍ଥନୀତିକୁ ଭାକ୍ସିନ୍ ଲୋଡ଼ା
ଭୁବନେଶ୍ୱର,୧।୨ (ବ୍ୟୁରୋ): କରୋନା ମହାମାରୀ ସାରା ବିଶ୍ୱର ଅର୍ଥ ବ୍ୟବସ୍ଥାକୁ କବଳିତ କରି ରଖିଛି। ଏହା ଯୋଗୁ ଚଳିତ ଆର୍ଥତ୍କ ବର୍ଷ ପ୍ରଥମ ତ୍ରୈମାସରେ ଭାରତର ମୋଟ ଘରୋଇ ଉତ୍ପାଦ(ଜିଡିପି) -୨୩.୯% ଏବଂ ଦ୍ୱିତୀୟ ତ୍ରୈମାସରେ ୭.୭% ଖସିଛି। ଭାରତୀୟ ଅର୍ଥ…
ସାଧାରଣ ବଜେଟ-୨୦୨୧: ନଜରରେ ୫ ପ୍ରମୁଖ କ୍ଷେତ୍ର
ନୂଆଦିଲ୍ଲୀ,୧ା୨: ବଜେଟ ୨୦୨୧ ଅର୍ଥ ବ୍ୟବସ୍ଥା ଲାଗି ଅନେକ ଗୁରୁତ୍ୱ ବହନ କରେ। ପୂର୍ବର ବଜେଟଗୁଡ଼ିକ ତୁଳନାରେ ୨୦୨୧-୨୨ ଆର୍ଥତ୍କ ବର୍ଷର ବଜେଟ ଭିନ୍ନ ହେବ ବୋଲି ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ପୂର୍ବରୁ କହିସାରିଛନ୍ତି। ଭାରତକୁ ଏକ ପ୍ରମୁଖ ଅଭିବୃଦ୍ଧିଶୀଳ ଅର୍ଥ…
ଦଶାହ କାର୍ଯ୍ୟ ଶେଷ କରି ଫେରୁଥିବା ବେଳେ ପିକ୍ଅପ୍ ଭ୍ୟାନ୍ ଓଲଟି ୯ମୃତ
କୋଟପାଡ଼, ୩୧।୧: କୋରାପୁଟ ଜିଲା କୋଟପାଡ଼ ଥାନା ମୂର୍ତ୍ତାହାଣ୍ଡିରେ ରବିବାର ରାତି ପ୍ରାୟ ସାଢେ ୮ଟାରେ ପିକ୍ଅପ୍ ଭ୍ୟାନ୍ ଓଲଟି ୯ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୯ରୁ ଊର୍ଦ୍ଧ୍ୱ ଆହତ ହୋଇଥିବା ସୂଚନା ମିଳିଛି। ମୃତକମାନଙ୍କ ପରିଚୟ ମିଳି ନ…
ତ୍ରିରଙ୍ଗାର ଅପମାନ ନେଇ ଦେଶ ହୋଇଛି ଦୁଃଖୀ: ମୋଦି
ନୂଆଦିଲ୍ଲୀ, ୩୧।୧: ଜାନୁୟାରୀ ୨୬ରେ ଭାରତର ଜାତୀୟ ପତାକା ତ୍ରିରଙ୍ଗାର ଅପମାନ ନେଇ ଦେଶ ଦୁଃଖୀ ହୋଇଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର କହିଛନ୍ତିି। ଅଲ୍ ଇଣ୍ଡିଆ ରେଡ଼ିଓର ୭୩ତମ ମନ୍ କି ବାତ୍ କାର୍ଯ୍ୟକ୍ରମରେ ସେ ଏଭଳି କହି ଦୁଃଖ…
ଗାଜିପୁର ବର୍ଡରରେ ରାତାରାତି ୧୨ସ୍ତରୀୟ ବ୍ୟାରିକେଡିଂ: ଏନ୍ଏଚ୍-୨୪ ବନ୍ଦ
ନୂଆଦିଲ୍ଲୀ,୩୧।୧: କୃଷି ଆଇନକୁ ବିରୋଧ କରି ବିଭିନ୍ନ ଚାଷୀ ସଂଗଠନ ପକ୍ଷରୁ ୨ମାସରୁ ଅଧିକ ଦିନ ଧରି ଆନ୍ଦୋଳନ ଜାରି ରହିଛି। ଗାଜିପୁର ବର୍ଡରରେ ଆନ୍ଦୋଳନକାରୀଙ୍କ ସଂଖ୍ୟା ବୃଦ୍ଧିକୁ ଦୃଷ୍ଟିରେ ରଖି ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରିବା ପାଇଁ ଏଠାରେ ରାତାରାତି…
ନକଲି ଡିଗ୍ରୀ ବିକ୍ରି ମାମଲା: ୧୭ ରାଜ୍ୟକୁ ଲମ୍ବିଛି ଚେର
ସୋଲାନ,୩୧।୧: ହିମାଚଳପ୍ରଦେଶର ସୋଲାନରେ ଥିବା ମାନବ ଭାରତୀ ବିଶ୍ୱବିଦ୍ୟାଳୟରେ ହୋଇଥିବା ନକଲି ଡିଗ୍ରୀ ମାମଲା ନେଇ ୭୫ଟି ସ୍ଥାନରେ ଏସ୍ଆଇଟି ଟିମ୍ ପକ୍ଷରୁ ଚଢ଼ାଉ ଜାରି ରହିଛି। ୨୭୫ ଜଣଙ୍କୁ ଏନେଇ ପଚରାଉଚରା ମଧ୍ୟ ଜାରି ରହିଛି। ମୋଟ ୧୯୪ କୋଟି…
କେବଳ ଏକ ଫୋନ୍ କଲ୍ର ଦୂରତା
ନୂଆଦିଲ୍ଲୀ,୩୧ା୧(ପି.ଟି.): ୩ ନୂଆ କୃଷି ଆଇନକୁ ନେଇ କୃଷକ ସଙ୍ଗଠନଗୁଡ଼ିକ ସହ ଆଲୋଚନା ପାଇଁ ସରକାର ଏବେ ମଧ୍ୟ ପ୍ରସ୍ତୁତ। ଆମେ କେବଳ ଚାଷୀ ନେତାଙ୍କ ଗୋଟିଏ ଫୋନ୍ କଲ୍ ଦୂରରେ ରହିଛୁ ବୋଲି ଶନିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସ୍ପଷ୍ଟ…
ବିକାଶ ଖୋଜୁଛି ବୁଦ୍ଧେଶ୍ୱର ପୀଠ
ଭୁବନ, ୩୧।୧(ଡି.ଏନ.ଏ.) ଇତିହାସ ଏବଂ କିମ୍ବଦନ୍ତୀକୁ ନେଇ ସମୃଦ୍ଧ। ପର୍ଯ୍ୟଟନସ୍ଥଳୀର ମାନ୍ୟତା ମଧ୍ୟ ମିଳିଛି। ଅନୁଦାନ ଆସୁଛି। ଶ୍ରଦ୍ଧାଳୁ ଦେଉଛନ୍ତି ଲକ୍ଷାଧିକ ଟଙ୍କା ଦାନ। ହେଲେ ଅର୍ଥର ସଦ୍ବିନିଯୋଗ ହୋଇପାରୁ ନ ଥିବାରୁ ଐତିହାସିକ ବୁଦ୍ଧେଶ୍ୱର ଶୈବପୀଠର ବିକାଶ ଅଟକିଛି। ଅବଧି ସରିଯାଇଥିବାବେଳେ…
ଆଲାପ୍ ଆପ୍ ଲୋକାର୍ପଣ
ଭୁବନେଶ୍ୱର,୩୧।୧: ଭାରତୀୟ ଟେକ୍ନୋଲୋଜିରେ ନିର୍ମିତ ସୋସିଆଲ ମିଡିଆ ଆପ୍ ‘ଆଲାପ୍’ର ଲୋକାର୍ପଣ ଉତ୍ସବ ସ୍ଥାନୀୟ ଝାରପଡା ଅଞ୍ଚଳର ଏକ ହୋଟେଲ ପରିସରରେ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ‘ଆଲାପ୍’ର ସିଇଓ ଲୋକନାଥ ରେଡ୍ଡୀ, କୋ-ଫାଉଣ୍ଡର ଅମିତ କୁମାର ମିଶ୍ର ଏବଂ ଓଲିଉଡ୍…
ବିସ୍ଫୋରଣ ପାଇଁ ଆତଙ୍କବାଦୀ ସଂଗଠନ ଜୈଶ୍-ଉଲ୍-ହିନ୍ଦ୍ ଦାୟୀ !
ନୂଆଦିଲ୍ଲୀ, ୩୦।୧: ରାଜଧାନୀ ଦିଲ୍ଲୀରେ ଇସ୍ରାଏଲ୍ ଦୂତାବାସ ନିକଟରେ ଘଟିଥିବା ବିସ୍ଫୋରଣ ପାଇଁ ଆତଙ୍କବାଦୀ ସଂଗଠନ ଜୈଶ୍-ଉଲ୍-ହିନ୍ଦ୍ ଦାୟୀ ନିଜକୁ ଦାୟୀ କରିଛି। ସଂଗଠନର ସୋସିଆଲ୍ ମିଡ଼ିଆ ପ୍ଳାଟଫର୍ମରେ ଏନେଇ ସୂଚନା ଦିଆଯାଇଛି। ଘଟଣାସ୍ଥଳରୁ ମିଳିଥିବା ବନ୍ଦ ଲଫାପାରେ ଥିବା ଏକ…
ଚାଷୀ ସଂଗଠନ ପକ୍ଷରୁ ୮ ଘଣ୍ଟିଆ ଉପବାସ: ଗାଜିପୁରରେ ଇଣ୍ଟରନେଟ୍ ସେବା ବନ୍ଦ
ନୂଆଦିଲ୍ଲୀ, ୩୦।୧: ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ୭୩ତମ ପୁଣ୍ୟତିଥି ଅବସରରେ କୃଷି ଆଇନ ବିରୋଧରେ ଆନ୍ଦୋଳନ କରୁଥିବା ଚାଷୀ ସଂଗଠନ ପକ୍ଷରୁ ଶନିବାର ୮ ଘଣ୍ଟିଆ ଉପବାସ କରିଛନ୍ତି। ପୂର୍ବାହ୍ନ ୯ଟାଠାରୁ ଉପବାସ ଆରମ୍ଭ ହୋଇଥିବାବେଳେ ଏହା ଅପରାହ୍ନ ୫ଟା…
Archives


