Home Middle

ନୂର ମୁକଦ୍ଦମ୍‌: ପୌରୁଷତ୍ୱର ପୁନର୍ବିଚାର

ଇସ୍‌ଲାମାବାଦ,୨୯ା୭ :ପାକିସ୍ତାନରେ ପ୍ରତ୍ୟହ ମହିଳା ବିରୋଧୀ ଅପରାଧ ସାମ୍ନାକୁ ଆସିଥାଏ। କିନ୍ତୁ ନୂର ମୁକଦ୍ଦମ୍‌ଙ୍କ ନୃଶଂସ ହତ୍ୟାର କାହାଣୀ କେବଳ ପାକିସ୍ତାନକୁ ଥରାଇ ଦେଇନାହିଁ, ବରଂ ସାରା ବିଶ୍ୱର ସଭ୍ୟ ସମାଜକୁ ବିଚଳିତ କରିଛି। ପୂର୍ବରୁ ଏଭଳି ହତ୍ୟାକାଣ୍ଡ କେବେ ଦେଖାଯାଇ…

ରାଜ୍ୟରେ କମୁଛି ସଂକ୍ରମଣ: ଗତ ୨୪ଘଣ୍ଟାରେ ୧,୬୧୫ଆକ୍ରାନ୍ତ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୨୯।୭(ବ୍ୟୁରୋ): ଗତ କିଛି ଦିନ ହେଲା ଓଡ଼ିଶାରେ କରୋନା ଗ୍ରାଫ୍‌ ତଳ ମୁହାଁ ହୋଇଥିବା ବେଳେ ଦୈନିକ ସଂକ୍ରମଣ ମଧ୍ୟ ୨ହଜାର ତଳେ ରହୁଛି। ଇତିମଧ୍ୟରେ ବୁଧବାର ରାଜ୍ୟରେ ୧,୭୦୩ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଗୁରୁବାର ଏହି ସଂଖ୍ୟାରେ ହ୍ରାସ…

୩୧ରେ +୨ ବିଜ୍ଞାନ, ବାଣିଜ୍ୟ ରେଜଲ୍ଟ

ଭୁବନେଶ୍ୱର,୨୮।୭: ୩୧ ତାରିଖ ସନ୍ଧ୍ୟାରେ ପ୍ରକାଶ ପାଇବ +୨ ବିଜ୍ଞାନ ଏବଂ ବାଣିଜ୍ୟ ପରୀକ୍ଷା ଫଳ। ଏନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ବୁଧବାର ଘୋଷଣା କରାଯାଇଛି । ତେବେ କଳା ଏବଂ ଧନ୍ଦାମୂଳକ ପାଠ୍ୟକ୍ରମର ଫଳାଫଳ ପରବର୍ତ୍ତୀ ସମୟରେ…

ଲୋକ ସଭାରେ କାଗଜ ପିଙ୍ଗା, ୧୦ କଂଗ୍ରେସ ଏମ୍‌ପି ହୋଇପାରନ୍ତି ନିଲମ୍ବିତ…

ନୂଆଦିଲ୍ଲୀ,୨୮।୭: ଲୋକ ସଭାରେ ବିଭିନ୍ନ ପ୍ରସଙ୍ଗକୁ ନେଇ ବିରୋଧୀ ଦଳ ସଦସ୍ୟମାନେ ପ୍ରବଳ ହଟ୍ଟଗୋଳ କରିବା ଯୋଗୁ ବୁଧବାର ଗୃହର ସାଧାରଣ କାର୍ଯ୍ୟ ବ୍ୟାହତ ହୋଇଥିଲା। କଂଗ୍ରେସର କେତେକ ସଦସ୍ୟ ଗୃହରେ କାଗଜ ଫିଙ୍ଗିବାର ଦେଖିବାକୁ ମିଳିଥିଲା। ଏସମସ୍ତ ସଦସ୍ୟଙ୍କୁ ନିଲମ୍ବିତ…

ପେଗାସସ୍‌ ଗୁପ୍ତଚରୀ ରାଷ୍ଟ୍ରବିରୋଧୀ…

ନୂଆଦିଲ୍ଲୀ,୨୮।୭: ପେଗାସସ୍‌ ଗୁପ୍ତଚରୀ ନେଇ ବିରୋଧି ଦଳଙ୍କ ପକ୍ଷରୁ ସରକାରଙ୍କୁ ଘେରିବା ଆରମ୍ଭ ହୋଇଛି। ଏନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସରକାର ହରଡ଼ଘଣାରେ ପଡ଼ିଛନ୍ତି। କଂଗ୍ରେସ ପକ୍ଷରୁ ରାହୁଲ ଗାନ୍ଧୀ କହିଛନ୍ତି ଯେ, ପେଗାସସ୍‌ ଦ୍ୱାରା ଗୁପ୍ତଚରୀ ରାଷ୍ଟ୍ରବିରୋଧୀ। ସରକାର ଏହି…

ଧୋଲାଭିରା ୟୁନେସ୍କୋ ଐତିହ୍ୟ ତାଲିକାରେ…

ନୂଆଦିଲ୍ଲୀ,୨୮।୭: ଗୁଜରାଟର କଚ୍ଛଠାରେ ଥିବା ହରପ୍ପାନ୍‌ ସଭ୍ୟତା ସମୟର ପୁରାତନ ସହର ଧୋଲାଭିରାକୁ ଜାତିସଂଘର ଶିକ୍ଷା, ବୈଜ୍ଞାନିକ ଏବଂ ସାଂସ୍କୃତିକ ସଂଗଠନ (ୟୁନେସ୍କୋ)ର ବିଶ୍ୱ ଐତିହ୍ୟ ତାଲିକାରେ ସ୍ଥାନୀତ କରାଯାଇଛି। ଏନେଇ ବୁଧବାର ରାଜ୍ୟ ସଭା ଅଧ୍ୟକ୍ଷ ଭେଙ୍କେୟା ନାଇଡୁ ଦେଶବାସୀଙ୍କୁ…

କେନ୍ଦ୍ର ସରକାରଙ୍କୁ ଘେରିବା ପାଇଁ ୧୪ ବିରୋଧୀ ଏକଜୁଟ…

ନୂଆଦିଲ୍ଲୀ,୨୮।୭: ପେଗାସସ୍‌ ମାମଲାକୁ ନେଇ କେନ୍ଦ୍ର ସରକାର ହରଡ଼ଘଣାରେ ପଡ଼ିଛନ୍ତି। ଲୋକ ସଭା ଏବଂ ରାଜ୍ୟ ସଭାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କୁ ଘେରିବା ଲାଗି କଂଗ୍ରେସ ନେତୃତ୍ୱରେ ୧୪ଟି ବିରୋଧୀ ଦଳ ଏକଜୁଟ ହୋଇଛନ୍ତି। ଏହି ମାମଲାରେ କୌଣସି ବୁଝାମଣା…

ଶପଥ ନେଲେ ବୋମାଇ…

ବେଙ୍ଗାଲୁରୁ,୨୮।୭: କର୍ନାଟକର ନୂଆ ମୁଖ୍ୟମନ୍ତ୍ରୀ ଭାବେ ବାସବରାଜ ବୋମାଇ ବୁଧବାର ପୂର୍ବାହ୍ନ ୧୧ଟାରେ ଶପଥ ଗ୍ରହଣ କରିଛନ୍ତି। ରାଜ୍ୟପାଳଥାଓ୍ବାର ଚାନ୍ଦ ଗେହଲଟ୍‌ ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି। ମନ୍ତ୍ରୀମଣ୍ଡଳର ସମ୍ପ୍ରସାରଣ ପରେ କରାଯିବ ବୋଲି କୁହାଯାଉଛି। ରାଜ୍ୟର…

୭ ମାସରେ ଦେଶ ଛାଡ଼ିଛନ୍ତି ୨ ଲକ୍ଷ ୭୦ ହଜାରରୁ ଅଧିକ ଲୋକ…

କାବୁଲ୍‌,୨୮।୭: ଆଫଗାନିସ୍ତାନରେ ତାଲିବାନ ଶାସନ ପୁଣି ଫେରିବାକୁ ଯାଉଛି। ଫଳରେ ଏବେ ଦେଶର ସାଧାରଣ ଲୋକଙ୍କ ସମ୍ଭୁଖରେ କ୍ଷୁଧା, ଅସହାୟତା, ରୋଗ ଏବଂ ମୃତ୍ୟୁର ଆତଙ୍କରେ ଲୋକେ ଆତଙ୍କିତ ହୋଇପଡ଼ିଛି। ଛୋଟପିଲା, ବୃଦ୍ଧ, ଯୁବତୀ,ଯୁବକ ମହିଳା ସଭିଏଁ କୋକୁଆ ଭୟରେ ଦିନ…

୧୦ ହଜାର ପାକିସ୍ତାନୀ ଆତଙ୍କବାଦୀ ଆଫଗାନିସ୍ତାନରେ…

କାବୁଲ୍‌,୨୮।୭: ଆଫଗାନିସ୍ତାନରୁ ଆମେରିକା ସୈନ୍ୟ ସ୍ବଦେଶ ଫେରୁଥିବାରୁ ଦେଶରେ ପୁଣି ତାଲିବାନ ସକ୍ରିୟ ହେବାରେ ଲାଗିଛି। ଆଫଗାନିସ୍ତାନର ଅସ୍ଥିର ସ୍ଥିତିରୁ ପାକିସ୍ତାନ ଲାଭ ଉଠାଇବାର ଉଦ୍ୟମ କରୁଛି। ସମ୍ପ୍ରତି ୧୦ ହଜାରରୁ ଅଧିକ ପାକିସ୍ତାନୀ ଆତଙ୍କବାଦୀ ଆଫଗାନିସ୍ତାନରେ ପ୍ରବେଶ କରିସାରିଛନ୍ତି। ସେମାନେ…

ଲଗାତର ଦ୍ୱିତୀୟ ମ୍ୟାଚ୍‌ ଜିତିଲେ ସିନ୍ଧୁ: ପଦକ ଆଶା ବଢିଲା

ଟୋକିଓ,୨୮।୭: ଟୋକିଓ ଅଲିମ୍ପିକ୍ସରେ ବ୍ୟାଡମିଣ୍ଟନରେ ପିଭି ସିନ୍ଧୁ ତୃତୀୟ ରାଉଣ୍ଡରେ ପହଞ୍ଚିବା ପାଇଁ ହଂକଂର ଚିଆଙ୍ଗ ନାଗାନ ୟିଙ୍କୁ ୨-୦ରେ ପରାସ୍ତ କରି ଲଗାତର ଦ୍ୱିତୀୟ ବିଜୟ ହାସଲ କରିଥିଲେ। ବ୍ୟାଡମିଣ୍ଟନ ଇଭେଣ୍ଟରେ ପଦକ ଜିତିବାର ଭାରତର ଆଶା ଅକ୍ଷୁର୍ଣ୍ଣ ରହିଛି।…

ପୁଣି ବଢ଼ିଲା ଦୈନିକ ସଂକ୍ରମଣ-ମୃତ୍ୟୁ ସଂଖ୍ୟା…

ନୂଆଦିଲ୍ଲୀ,୨୮।୭: ଦଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଥମିବାରେ ଲାଗିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଲଗାତାର ୪ ଦିନ ଧରି ଦୈନିକ ସଂକ୍ରମଣ ୪୦ ହଜାର ତଳେ ରହିବା ପରେ ପୁଣି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?