Home Middle

ଲାଲ୍‌ କିଲ୍ଲାରେ ପତାକା ଉଡାଇଲେ ଆନ୍ଦୋଳନକାରୀ !

ନୂଆଦିଲ୍ଲୀ, ୨୬/୧: କୃଷି ଆଇନକୁ ବିରୋଧ କରି ଆନ୍ଦୋଳନକାରୀଙ୍କ ପକ୍ଷରୁ ଦିଲ୍ଲୀରେ ଟ୍ରାକ୍ଟର ରାଲି ହୋଇଛି। କେତେକ ଆନ୍ଦୋଳନକାରୀ ଲାଲ୍‌ କିଲ୍ଲାରେ ପ୍ରବେଶ କରି ପତାକା ଉଡାଇଥିଲେ। ସେମାନେ ପୋଲିସ ବାଧାକୁ ଖାତିର ନ କରି ଏଭଳି କରିଥିଲେ। ତେବେ ଆନ୍ଦୋଳନକାରୀମାନେ…

ମନ୍ତ୍ରମୁଗ୍ଧ କଲା କଳାହାଣ୍ଡିର ‘ବଜାସାଲ’ ଲୋକନୃତ୍ୟ

ନୂଆଦିଲ୍ଲୀ, ୨୬।୧: ଦିଲ୍ଲୀ ରାଜପଥରେ ଗଣତନ୍ତ୍ର ଦିବସ ପରେଡରେ ବିଭିନ୍ନ ରାଜ୍ୟର ସଂସ୍କୃତିର ଝଲକ ଦେଖିବାକୁ ମିଳିଛି। ଚଳିତ ଥର କଳାହାଣ୍ଡିର ଲୋକନୃତ୍ୟ ‘ବଜାସାଲ’ ପରେଡରେ ସାମିଲ ହୋଇଛିି। ସାଂସ୍କୃତିକ ଅନୁଷ୍ଠାନ ‘ପ୍ରତିଭା’ ପକ୍ଷରୁ ୮୦ ଜଣିଆ ନୃତ୍ୟଦଳ ରାଜପଥରେ ମାଦଳର…

ଆରମ୍ଭ ହେଲା ଟ୍ରାକ୍ଟର ରାଲି: କୃଷକ ପୋଲିସ ମୁହାଁମୁହିଁ

ନୂଆଦିଲ୍ଲୀ,୨୬ ।୧: ଗୋଟିଏ ପଟେ ଦେଶ ୭୨ ତମ ସାଧାରଣତନ୍ତ୍ର ଦିବସ ପାଳନ କରୁଥିବା ବେଳେ ରାଜଧାନୀ ରାଜପଥରେ ସମାରୋହକୁ ଉପଭୋଗ କରୁଛନ୍ତି ଦେଶବାସୀ । ଅନ୍ୟପଟେ କେନ୍ଦ୍ର ସରକାରଙ୍କ କୃଷି ଆଇନକୁ ବିରୋଧ କରି ବିଭିନ୍ନ ରାଜ୍ୟର କୃଷକ ଦିଲ୍ଲୀରେ…

ଶକ୍ତି ପ୍ରଦର୍ଶନ କଲେ ତିନି ସେନା: ପରେଡରେ ବ୍ରହ୍ମୋସ୍ କ୍ଷେପଣାସ୍ତ୍ର ସାମିଲ

ନୂଅ।ଦିଲ୍ଳୀ,୨୬୧: ମଙ୍ଗଳବାର ୭୨ ତମ ଗଣତନ୍ତ୍ର ଦିବସ ପାଳନ ଅବସରରେ ଦିଲ୍ଲୀର ରାଜପଥରେ ତିନି ସେନା ପରେଡ଼ କରିଛନ୍ତି। ଏହି ଅବସରରେ ବିଭିନ୍ନ ସାମରିକ ଅସ୍ତ୍ରଶସ୍ତ୍ର ପ୍ରଦର୍ଶନ କରାଯାଇଛି । ପରେଡ଼ରେ ବ୍ରହ୍ମୋସ୍ ଏବଂ ତେଜସ୍ କ୍ଷେପଣାସ୍ତ୍ରକୁ ସାମିଲ କରାଯାଇଛି ।…

୬ ଓଡ଼ିଆଙ୍କୁ ପଦ୍ମ

ଭୁବନେଶ୍ୱର,୨୬।୧(ବ୍ୟୁରୋ): ୨୦୨୧ ବର୍ଷ ପାଇଁ ଦେଶର ସର୍ବୋଚ୍ଚ ବେସାମରିକ ସମ୍ମାନ ପଦ୍ମ ପୁରସ୍କାର ଘୋଷଣା କରାଯାଇଛି। ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ପ୍ରକାଶିତ ତାଲିକାରେ ଏଥର ୬ ଜଣ ଓଡ଼ିଆ ପଦ୍ମ ପୁରସ୍କାର ପାଇବାକୁ ମନୋନୀତ ହୋଇଛନ୍ତି। ଚଳିତବର୍ଷ ପାଇଁ ଦେଶରେ ୭…

୭୨ତମ ସାଧାରଣତନ୍ତ୍ର ଦିବସ ପାଳନ: ରାଜ୍ୟପାଳ କଲେ ପତାକା ଉତ୍ତୋଳନ

ଭୁବନେଶ୍ୱର,୨୬।୧(ବ୍ୟୁରୋ): ସାରା ଦେଶ ଆଜି ୭୨ତମ ସାଧାରଣତନ୍ତ୍ର ଦିବସ ପାଳନ କରୁଛି। ଏହି ଅବସରରେ ଭୁବନେଶ୍ୱରରେ ରାଜ୍ୟସ୍ତରୀୟ ସାଧାରଣ ଦିବସ ପାଳିତ ହୋଇଯାଇଛି। ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ପତାକା ଉତ୍ତୋଳନ କରିଥିଲେ। ଏହାସହ…

ବିସ୍ତାରବାଦୀ ଉଦ୍ୟମକୁ ପଣ୍ଡ କରିଛନ୍ତି ଆମ ବୀର ଯବାନ- ରାଷ୍ଟ୍ରପତି

ନୂଆଦିଲ୍ଲୀ,୨୫।୧: ଭାରତ ସବୁବେଳେ ଶାନ୍ତି ପାଇଁ ପ୍ରତିଶ୍ରୁତିବଦ୍ଧ ରହିଆସିଛି। ଏହା ସତ୍ତ୍ୱେ ବିସ୍ତାରବାଦୀ ଶକ୍ତି ସୀମାନ୍ତ ଅଞ୍ଚଳ କବ୍‌ଜା କରିବା ଲାଗି ଉଦ୍ୟମ ଚଳାଇଛନ୍ତି। ସେମାନଙ୍କର ଏହି ଉଦ୍ୟମକୁ ଆମ ବୀର ଯବାନମାନେ ପଣ୍ଡ କରିଦେଇଛନ୍ତି। ଗତବର୍ଷ ଲଦାଖରେ ଚାଇନାର ବିସ୍ତାରବାଦୀ…

ଓଡ଼ିଶାର ନବମ ଶ୍ରେଣୀ ଛାତ୍ରଙ୍କୁ ପୁରସ୍କୃତ କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୨୫।୧: ଚଳିତ ବର୍ଷ ପ୍ରଧାନମନ୍ତ୍ରୀ ରାଷ୍ଟ୍ରୀୟ ବାଲ ପୁରସ୍କାର ପାଇଛନ୍ତି ଓଡ଼ିଶାର ନବମ ଶ୍ରେଣୀ ଛାତ୍ର ଅନ୍ବେଷ ଶୁଭମ ପ୍ରଧାନ। ମେଧାବୀ ଛାତ୍ର ଭାବେ ତାଙ୍କୁ ଏହି ପୁରସ୍କାର ପ୍ରଦାନ କରାଯାଇଛି। ଅନ୍ବେଷଙ୍କ ଘର ଢେଙ୍କାନାଳ ଜିଲାରେ। କିଛି ବର୍ଷ ହେଲା…

ମୋଦିଙ୍କ କରୋନା କୂଟନୀତିକୁ ଭୟ: ମିଥ୍ୟା ପ୍ରଚାର ଆରମ୍ଭ କଲା ଗ୍ଲୋବାଲ ଟାଇମ୍ସ୍‌

ନୂଆଦିଲ୍ଲ/ବେଜିଂ, ୨୫।୧: କରୋନା ମହାମାରୀ ସଂକ୍ରମଣରୁ ଦୂରେଇ ରହିବା ଲାଗି ଭାରତରେ ସାର୍ବଜନୀକ ଭାବେ ଟିକାକରଣ ଜାରି ରହିଛି। ଏହା ସହିତ ଭାରତ ପକ୍ଷରୁ ବାଂଲାଦେଶ, ନେପାଳ, ଭୁଟାନ ଆଦି ପଡୋଶୀଙ୍କୁ ଟିକା ଯୋଗାଇ ଦିଆଯାଇଛି। ସେହିପରି ବ୍ରାଜିଲ୍‌ ସମେତ ଅନ୍ୟ…

ଲକ୍‌ଡାଉନ୍‌ରେ ଭାରତୀୟ ଧନକୁବେର ହୋଇଛନ୍ତି ଅଧିକ ଧନୀ

ନୂଆଦିଲ୍ଲୀ, ୨୫।୧: କରୋନା ମହାମାରୀ ସଂକ୍ରମଣରୁ ଦୂରେଇ ରହିବା ଲାଗି ଭାରତରେ ଲକ୍‌ଡାଉନ୍‌ ଘୋଷଣା କରାଯାଇଥିଲା। ଏହି ସମୟରେ ସାଧାରଣ ଲୋକଙ୍କ ପାଇଁ ବହୁ ସମସ୍ୟା ସୃଷ୍ଟି ହୋଇଥିଲା। ଗରିବଙ୍କ ପାଖରେ ଟଙ୍କାର ଅଭାବ ସହିତ ଖାଇବାକୁ ଖାଦ୍ୟ ନ ଥିଲା।…

ସୀମାରେ ଉତ୍ତେଜନା: ୨୦ ଚାଇନା ସୈନ୍ୟ ଆହତ

ନୂଆଦିଲ୍ଲୀ, ୨୫।୧: ପୂର୍ବ ଲଦାଖର ଏଲ୍‌ଏସିରେ ଭାରତ ଚାଇନା ମଧ୍ୟରେ ଉତ୍ତେଜନା ବଢ଼ିବାରେ ଲାଗିଛି। ଏପରି ସ୍ଥଳେ ସିକିମ୍‌ରେ ଭାରତୀୟ ସେନା ଏବଂ ଚାଇନା ସୈନ୍ୟ ମୁହାଁମୁହିଁ ହୋଇଛନ୍ତି। ଏହି ଘଟଣାରେ ୨୦ ଚାଇନା ସୈନ୍ୟ ଆହତ ହୋଇଥିବା କୁହାଯାଉଛି। ସିକିମ୍‌ର…

ଦିଲ୍ଲୀକୁ ଅନ୍ଧାର କରିବା ଲାଗି ଷଡ଼ଯନ୍ତ୍ର: ପାକିସ୍ତାନୀ ଟୁଇଟର ହ୍ୟାଣ୍ଡେଲ ୩୦୮ ଉପରେ କଡ଼ା ନଜର

ନୂଆଦିଲ୍ଲୀ, ୨୫।୧: ଜାନୁୟାରୀ ୨୬ ଅବସରରେ ରାଜଧାନୀ ଦିଲ୍ଲୀରେ ପାଓ୍ବାର କଟ୍‌ କରି ଅନ୍ଧାର କରିବା ଲାଗି ଖଲିସ୍ତାନ ସମର୍ଥନ ଶିଖ୍‌ ଫର୍‌ ଜଷ୍ଟିସ୍‌ ସଂଗଠନ ପକ୍ଷରୁ ଷଡ଼ଯନ୍ତ୍ର ରଚାଯାଇଛି। ଏନେଇ ଗୋଇନ୍ଦା ବିଭାଗ ପକ୍ଷରୁ ଗୁପ୍ତ ସୂଚନା ପ୍ରଦାନ କରାଯାଇଛି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri