Home Middle

ଆତଙ୍କବାଦୀ ଶିବିରରୁ ଚାଇନା ପିସ୍ତଲ ଜବତ

ଶ୍ରୀନଗର, ୨୩।୧: ଜମ୍ମୁ-କଶ୍ମୀରର ପୁଞ୍ଚ୍‌ ଜିଲାରେ ଥିବା ଏକ ଆତଙ୍କବାଦୀ ଶିବିରକୁ ବିଏସ୍‌ଏଫ୍‌ ଏବଂ ସେନାର ମିଳିତ ଅପରେଶନରେ ଧ୍ୱଂସ ହୋଇଛି। ଏଠାରୁ ବିପୁଳ ପରିମାଣର ଗୋଳା ବାରୁଦ ଜବତ କରାଯାଇଛି। ଏହା ସହିତ ଗୋଟିଏ ଏକେ-୪୭ ଏବଂ ଏହାର ମାଗାଜିନ୍‌,…

ଏଲ୍‌ଓସିର ପାନସରରେ ୧୫୦ ମିଟର ଲମ୍ବ ସୁଡ଼ଙ୍ଗ ଠାବ

ଶ୍ରୀନଗର, ୨୩।୧: ଜମ୍ମୁ-କଶ୍ମୀର ଭାରତ ପାକିସ୍ତାନ ନିୟନ୍ତ୍ରଣ ରେଖା (ଏଲ୍‌ଓସି)ରେ ପୁଣି ଏକସୁଡ଼ଙ୍ଗ ଠାବ କରାଯାଇଛି। କଠୁଆ ଜିଲାର ହୀରନଗରର ପାନସରଠାରେ ୧୫୦ ମିଟର ଲମ୍ବ ସୁଡ଼ଙ୍ଗକୁ ବିଏସ୍‌ଏଫ୍‌ ଯବାନମାନେ ଠାବ କରିଛନ୍ତି। ଗତ ୧୦ ଦିନ ମଧ୍ୟରେ ଏଲ୍‌ଓସିରେ ଦ୍ୱିତୀୟ…

ଖୋଲା ବଜାରରେ ମିଳିବନି କରୋନା ଟିକା

ନୂଆଦିଲ୍ଲୀ, ୨୩।୧: ଭାରତରେ ସାର୍ବଜନୀକ କରୋନା ଟିକାକରଣ ଅଭିଯାନ ଜାରି ରହିଛି। ଏପରିସ୍ଥଳେ କରୋନା ଟିକା ଖୋଲା ବଜାରରେ ମିଳିବ କି ନାହିଁ, ସେନେଇ ଲୋକଙ୍କ ମଧ୍ୟରେୀ ନାନା କଳ୍ପନା ଜଳ୍ପନା ବୃଦ୍ଧି ପାଉଛି। ତେବେ କେନ୍ଦ୍ରୀୟ ସ୍ବାସ୍ଥ୍ୟ ସଚିବ ରାଜେଶ…

ଖାନ୍‌ନଗରରେ ନିର୍ମାଣ ହେବ ବିଶ୍ୱସ୍ତରୀୟ ‘ନେତାଜୀ ବସ୍‌ ଟର୍ମିନାଲ’: ଭିତ୍ତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

କଟକ ଅଫିସ,୨୩।୧: ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ଜୟନ୍ତୀ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କଟକ ଖାନ୍‌ନଗର ଅଞ୍ଚଳର ୧୨ ଏକର ପରିମିତ ଜମିରେ ନିର୍ମାଣ ହେବାକୁ ଥିବା ଅତ୍ୟାଧୁନିକ ବସ୍‌ ଟର୍ମିନାଲର ଶିଳାନ୍ୟାସ କରିଛନ୍ତି। ଏହି ଅବସରରେ ଶନିବାର ଆୟୋଜିତ…

ନେତାଜୀ ଜୟନ୍ତୀରେ ପଶ୍ଚିମବଙ୍ଗରେ ଟିଏମ୍‌ସି-ଭାଜପା ମୁହାଁମୁହିଁ

କୋଲକାତା,୨୩।୧: ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ଜୟନ୍ତୀରେ ପଶ୍ଚିମବଙ୍ଗରେ ଭାଜପା ଏବଂ ଶାସକ ତୃଣମୂଳ କଂଗ୍ରେସ (ଟିଏମ୍‌ସି) ମୁହଁାମୁହିଁ ହୋଇଛନ୍ତି। ଆସନ୍ତା ବିଧାନସଭା ନିର୍ବାଚନକୁ ଦୃଷ୍ଟିରେ ରଖି ଭାଜପା ପକ୍ଷରୁ ମିଶନ ପଶ୍ଚିମବଙ୍ଗ ଉପରେ ଗୁରୁତ୍ୱାରୋପ କରାଯାଉଛି। ଭାଜପା ନେତାଜୀଙ୍କ ଜୟନ୍ତୀକୁ…

ପୁଣି ତେଜିଲା ସିଏଏ ନିଆଁ

ନୂଆଦିଲ୍ଲୀ/ଗୁଆହାଟୀ,୨୩ା୧: ୨୦୧୯ ଡିସେମ୍ବର ୧୧ରେ ପାର୍ଲାମେଣ୍ଟରେ ଗୃହୀତ ହୋଇଥିଲା ନାଗରିକତ୍ୱ ସଂଶୋଧନ ଆଇନ (ସିଏଏ)। ଏହି ବିବାଦୀୟ ଆଇନ ପ୍ରତ୍ୟାହାର ଦାବିରେ ଶତାଧିକ ଲୋକଙ୍କ ଜୀବନ ଯାଇଥିବାବେଳେ ଆଗକୁ ପଶ୍ଚିମବଙ୍ଗ ଓ ଆସାମରେ ହେବାକୁ ଥିବା ବିଧାନସଭା ନିର୍ବାଚନକୁ ଦୃଷ୍ଟିରେ ରଖି…

କାମକୁ ନୁହେଁ ବୈଠକ

ନୂଆଦିଲ୍ଲୀ, ୨୩।୧: ୨୦୨୦ ସେପ୍ଟେମ୍ବରରେ କେନ୍ଦ୍ର ସରକାର ଚାଷୀଙ୍କ ଆୟ ବୃଦ୍ଧିର ପ୍ରତିଶ୍ରୁତି ଦେଇ ୩ କୃଷି ଆଇନ ଆଣିଥିଲେ। ଏହାକୁ ବିରୋଧ କରି କୃଷକମାନେ ୨ ମାସରୁ ଊର୍ଦ୍ଧ୍ୱ ସମୟ ଧରି ଦିଲ୍ଲୀ ସୀମାରେ ଆନ୍ଦୋଳନ ଚଳାଇଛନ୍ତି। ଅକ୍ଟୋବର ୧୪ରେ…

ଆସାମ ଗସ୍ତରେ ମୋଦି: ଭୂମିହୀନଙ୍କୁ ବାଣ୍ଟିଲେ ଜମି ପଟ୍ଟା

ନୂଆଦିଲ୍ଲୀ,୨୩ ।୧: ମିଶନ ବଙ୍ଗାଲ ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ପ୍ରଥମେ ଆସାମ ଗସ୍ତ କରିଛନ୍ତି । ସେଠାରେ ସେ ପାଖାପାଖି ୧ଲକ୍ଷ ୬ ହଜାର ଭୂମିହୀନଙ୍କୁ ଜମି ପଟ୍ଟା ବଣ୍ଟନ କରିଛନ୍ତି । ସେଠାରେ ସେ ଏକ ଜନସଭାକୁ…

କୃଷି ଆନ୍ଦୋଳନ: ବାହାରିଲା ନାହିଁ କୌଣସି ସମାଧାନ

ନୂଆଦିଲ୍ଲୀ,୨୨ ।୧: କେନ୍ଦ୍ରର କୃଷି ଆଇନକୁ ନେଇ କୃଷକମାନଙ୍କ ଆନ୍ଦୋଳନ ୫୮ ଦିନରେ ପହଞ୍ଚିଛି । ଶୁକ୍ରବାର ପୁଣିଥରେ କେନ୍ଦ୍ର ସରକାର ଓ କୃଷକଙ୍କ ମଧ୍ୟରେ ବୈଠକ ବସିଛି । ହେଲେ ଏଥିରେ କୌଣସି ସମାଧାନ ବାହାରି ନ ଥିବା ଜଣାପଡିଛି…

ରେଭେନ୍‌ଶାର କୁଳପତି ହେଲେ ପ୍ରଫେସର ସଞ୍ଜୟ ନାୟକ

ଭୁବନେଶ୍ୱର,୨୨।୧(ବ୍ୟୁରୋ):  ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍‌ ପ୍ରଫେସର ସଞ୍ଜୟ କୁମାର ନାୟକଙ୍କୁ ରେଭେନ୍‌ଶା ବିଶ୍ୱବିଦ୍ୟାଳୟର କୁଳପତି ଭବେ ନିଯୁକ୍ତି ଦେଇଛନ୍ତି। ସେ ୪ ବର୍ଷ ପାଇଁ କାର୍ଯ୍ୟଭାର ଗ୍ରହଣ କରିବେ । ପ୍ରଫେସର ନାୟକ ବର୍ତ୍ତମାନ ଚେନ୍ନାଇର ସେଣ୍ଟ୍ରାଲ ଇନଷ୍ଟିଚ୍ୟୁଟ୍‌ ଅଫ…

ଭିଡିଓ କନଫରେନସିଂ ଜରିଆରେ କରୋନା ୱାରିୟର୍ସଙ୍କୁ ସମ୍ବୋଧିତ କଲେ ମୋଦି

ବାରାଣସୀ,୨୨ ।୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ବାରାଣସୀର କରୋନା ଯୋଦ୍ଧାଙ୍କୁ ସମ୍ବୋଧିତ କରିଛନ୍ତି । ମୋଦି କହିଥିଲେ ୨୦୨୧ର ଆରମ୍ଭ ଶୁଭ ରହିଛି । ଦେଶରେ ଏବେ ବିଶ୍ୱର ସବୁଠାରୁ ବଡ ଟିକାକରଣ କାର୍ଯ୍ୟକ୍ରମ ଚାଲୁ ରହିଛି । ଦେଶରେ…

ସରକାରଙ୍କ ୧୮ ମାସ ସ୍ଥଗିତ ରଖିବା ପ୍ରସ୍ତାବକୁ ପ୍ରତ୍ୟାଖ୍ୟାନ କଲେ କୃଷକ ସଂଘ

ନୂଆଦିଲ୍ଲୀ,୨୧।୧: ୩ ନୂଆ ଚାଷୀ ଆଇନର କାର୍ଯ୍ୟକାରିତାକୁ ୧୮ ମାସ ପାଇଁ ସ୍ଥଗିତ ରଖିବାକୁ ସରକାରଙ୍କ ପକ୍ଷରୁ ଦିଆଯାଇଥିବା ପ୍ରସ୍ତାବକୁ ଗୁରୁବାର ପ୍ରତ୍ୟାଖ୍ୟାନ କରିଛନ୍ତି ଆନ୍ଦୋଳନରତ କୃଷକ ସଂଘ। ଆଇନର ପ୍ରତ୍ୟାହାର ଦାବିରେ କୃଷକାମାନେ ଅଢ଼ି ବସିଛନ୍ତି। ନୂଆ ଆଇନ ପ୍ରତ୍ୟାହାର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri