ଶହୀଦ୍ଙ୍କ ବଳିଦାନ ଦେବ ପ୍ରେରଣା…
ନୂଆଦିଲ୍ଲୀ,୨୬।୭: ଦେଶ ମାତୃକାର ସୁରକ୍ଷା ପାଇଁ ବଳିଦାନ ଦେଇଥିବା ବୀର୍ ଶହୀଦ୍ଙ୍କ ଅମର ଗାଥା ସବୁବେଳେ ଦେଶବାସୀଙ୍କୁ ଦେଶସେବା ଲାଗି ପ୍ରେରଣା ପ୍ରଦାନ କରୁଥିବ। କାରଗୀଲ୍ ବିଜୟ ଦିବସର ୨୨ ବର୍ଷ ପୂରଣ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏଭଳି କହି…
ଶହୀଦ୍ଙ୍କୁ ଶ୍ରଦ୍ଧାଞ୍ଜଳି ଦେଲେ ପ୍ରତିରକ୍ଷାମନ୍ତ୍ରୀ…
ନୂଆଦିଲ୍ଲୀ,୨୬।୭: କାରଗୀଲ୍ ବିଜୟ ଦିବସର ୨୨ ତମ ବର୍ଷ ପୂରଣ ଅବସରରେ ପ୍ରତିରକ୍ଷାମନ୍ତ୍ରୀ ରାଜନାଥ ସିଂ ଦିଲ୍ଲୀ ସ୍ଥିତ ଜାତୀୟ ଯୁଦ୍ଧ ସ୍ମାରକୀଠାରେ ସୋମବାର ପୂର୍ବାହ୍ନରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ପ୍ରତିରକ୍ଷା ରାଷ୍ଟ୍ରମନ୍ତ୍ରୀ ଅଜୟ ଭଟ୍ଟ ମଧ୍ୟ ଶହୀଦ୍ଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ…
ଖରାପ ପାଗ ଯୋଗୁ ଯୁଦ୍ଧ ସ୍ମାରକୀ ଗଲେନି ରାଷ୍ଟ୍ରପତି…
ଶ୍ରୀନଗର,୨୬।୭: ଖରାପ ପାଗ ଯୋଗୁ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଡ୍ରାସ୍ସ୍ଥିତ କାରଗୀଲ ଯୁଦ୍ଧ ସ୍ମାରକୀରେ ପହଞ୍ଚିପାରି ନାହାନ୍ତି। ରାଷ୍ଟ୍ରପତିଙ୍କ ଗସ୍ତକୁ ବାତିଲ କରାଯାଇଛି। କାରଗୀଲ୍ ବିଜୟ ଦିବସର ୨୨ ବର୍ଷ ପୂରଣ ଅବସରରେ ରାଷ୍ଟ୍ରପତି ଯୁଦ୍ଧ ସ୍ମାରକୀରେ ଶହୀଦ୍ଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ…
ଦୈନିକ ମୃତ୍ୟୁ ସଂଖ୍ୟା ୫ ଶହ ତଳେ…
ନୂଆଦିଲ୍ଲୀ,୨୬।୭: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଥମିବାରେ ଲାଗିଛି। ଧୀରେଧୀରେ ସୁଧାର ଆସିଲେ ମଧ୍ୟ ସ୍ଥିତି ସଙ୍କଟ ଜନକ ରହିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଲଗାତାର ୩ ଦିନ ଧରି…
ଆଜିଠୁ ଖୋଲିବ ଦଶମ, ଦ୍ୱାଦଶ ଶ୍ରେଣୀ
ଭୁବନେଶ୍ୱର,୨୬।୭(ବ୍ୟୁରୋ: କୋଭିଡ୍-୧୯ ମହାମାରୀ ସଂକ୍ରମଣ ଯୋଗୁ ଦୀର୍ଘଦିନ ହେବ ସ୍କୁଲ ବନ୍ଦ ରହିଥିଲା। ସୋମବାରଠାରୁ ରାଜ୍ୟରେ ଦଶମ ଓ ଦ୍ୱାଦଶ ଶ୍ରେଣୀ ଖୋଲିବ। ସେଥିପାଇଁ ସ୍କୁଲଗୁଡ଼ିକୁ ସାନିଟାଇଜ କରାଯାଇଛି। ରାଜ୍ୟ ସରକାର ଜାରି କରିଥିବା ଷ୍ଟାଣ୍ଡାର୍ଡ ଅପରେଟିଂ ପ୍ରୋସିଜିଓର(ଏସ୍ଓପି) ଅନୁଯାୟୀ ସ୍କୁଲ…
ମହାମୁକାବିଲାରୁ ଆରମ୍ଭ ହେବ ଆଇପିଏଲ୍
ନୂଆଦିଲ୍ଲୀ,୨୫।୭: ସେପ୍ଟେମ୍ବର ୧୯ରୁ ଖେଳାଯିବାକୁ ଥିବା ଆଇପିଏଲ୍-୧୪’ର ବଳକା ମ୍ୟାଚ୍ର କାର୍ଯ୍ୟସୂଚୀ ରବିବାର ପ୍ରକାଶ ପାଇଛି। ବଳକା ଥିବା ୩୧ ମ୍ୟାଚ୍ର ପ୍ରଥମ ମୁକାବିଲାରେ ପରସ୍ପରକୁ ଭେଟିବେ ଡିଫେଣ୍ଡିଂ ଚାମ୍ପିୟନ ମୁମ୍ବାଇ ଇଣ୍ଡିଆନ୍ସ ଓ ୩ ଥର ଚାମ୍ପିୟନ ଚେନ୍ନାଇ ସୁପର…
ଜମ୍ମୁ-କଶ୍ମୀରରେ ରାଷ୍ଟ୍ରପତି, ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି…
ଶ୍ରୀନଗର,୨୫।୭: ରାଷ୍ଟ୍ରପତି ରାମନାଥ କୋବିନ୍ଦ ୪ ଦିନିଆ ଜମ୍ମୁ-କଶ୍ମୀର, ଲଦାଖ ଗସ୍ତରେ ରବିବାର ୧୧ଟା ୧୫ରେ ଶ୍ରୀନଗର ବିମାନ ବନ୍ଦରରେ ପହଞ୍ଚିଛନ୍ତି। ଉପରାଜ୍ୟପାଳ ମନୋଜ ସିହ୍ନା ରାଷ୍ଟ୍ରପତିଙ୍କୁ ସ୍ବାଗତ କରିବା ସହିତ ପାଛୋଟି ନେଇଛନ୍ତି। ଗସ୍ତକାଳରେ ରାଷ୍ଟ୍ରପତି ଜୁଲାଇ ୨୬ରେ କାରଗୀଲ୍…
ଅନ୍ଲକ୍-୮, ଖୋଲିବ ସିନେମା ହଲ୍…
ନୂଆଦିଲ୍ଲୀ,୨୫।୭: ସୋମବାରଠାରୁ ଦିଲ୍ଲୀରେ ଅନ୍ଲକ୍-୮ ଆରମ୍ଭ ହେବାକୁ ଯାଉଛି। ଜୁଲାଇ ୨୬ଠାରୁ ଦିଲ୍ଲୀର ସମସ୍ତ ସିନେମା ହଲ୍, ଥିଏଟର, ମଲ୍ଟିପ୍ଲେକ୍ସ୍ ୫୦ ପ୍ରତିଶତ କ୍ଷମତାରେ ଖୋଲିବାକୁ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ବାଲଙ୍କ ସରକାରଙ୍କ ପକ୍ଷରୁ ମାର୍ଗଦର୍ଶିକା ଜାରି ହୋଇଛି। ସେହିପରି ମେଟ୍ରୋ ଏବଂ…
ପୋଲିସ-ମାଓବାଦୀ ଗୁଳି ବିନିମୟ: ଜଣେ ମାଓବାଦୀ ମୃତ
ମାଲକାନଗିରି,୨୫ା୭(ଡି.ଏନ୍.ଏ.): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ର ସୁକୁମା ଜିଲାର ଚିନ୍ତାଗୁମ୍ଫା ଅଞ୍ଚଳ ନିକଟ ଜଙ୍ଗଲରେ ରବିବାର ପୋଲିସ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଥିଲା। ଏଥିରେ ଜଣେ ମାଓବାଦୀଙ୍କ ମୃତ୍ୟୁ ଘଟିଥିବା ପୋଲିସ ପକ୍ଷରୁ ସୂଚନା ମିଳିଛି। ତେବେ ମାଓବାଦୀମାନଙ୍କ…
ମୋବାଇଲ୍ ସିମ୍ ଭଳି ବିଦ୍ୟୁତ୍ ସଂଯୋଗ ବି ବଦଳାଇ ପାରିବେ ଉପଭୋକ୍ତା…
ନୂଆଦିଲ୍ଲୀ,୨୫।୭: କେନ୍ଦ୍ର ସରକାରଙ୍କ ପକ୍ଷରୁ ଆଗାମୀ କିଛି ଦିନ ମଧ୍ୟରେ ବିଦ୍ୟୁତ୍ ସଂଶୋଧନ ବିଲ୍, ୨୦୨୧ ଅଣାଯିବାର ଯୋଜନା ରହିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ କ୍ୟାବିନେଟ ସମ୍ମୁଖରେ ଅନୁମୋଦନ ପାଇଁ ଏହାକୁ ଉପସ୍ଥାପନ କରାଯିବାର ସମ୍ଭାବନା ରହିଥିବା ନେଇ ଚର୍ଚ୍ଚା ହେଉଛି।…
୧୧୦ କୋଟି ଲୋକଙ୍କୁ ମିଳିବ ଦୃଷ୍ଟିଶକ୍ତି, ଜାତିସଂଘ ଯୋଗାଇଦେବ ସହାୟତା…
ଜେନେଭା,୨୫।୭: ପୃଥିବୀର ୧୧୦ କୋଟି ଲୋକଙ୍କୁ ଏବେ ଦୃଷ୍ଟିଶକ୍ତି ମିଳିବ। ଏନେଇ ଜାତିସଂଘ ପକ୍ଷରୁ ଆବଶ୍ୟକ ସହାୟତା ଯୋଗାଇ ଦିଆଯିବ। ଜାତିସଂଘର ସାଧାରଣ ସଭାରେ ଏସମ୍ପର୍କିତ ଏକ ପ୍ରସ୍ତାବକୁ ୧୦୦ରୁ ଅଧିକ ସଦସ୍ୟ ରାଷ୍ଟ୍ର ସମର୍ଥନ କରିଛନ୍ତି। ପୃଥିବୀର ସମସ୍ତ ଲୋକଙ୍କ…
ଅଲମ୍ପିକ୍ରେ ତ୍ରିରଙ୍ଗା ଦେଖି ଦେଶବାସୀ ରୋମାଞ୍ଚିତ…
ନୂଆଦିଲ୍ଲୀ,୨୫।୭: ଟୋକିଓ ଅଲମ୍ପିକ୍ରେ ଭାରତୀୟ ଜାତୀୟ ପତାକା ତ୍ରିରଙ୍ଗାକୁ ଦେଖି ଦେଶବାସୀ ରୋମାଞ୍ଚିତ ହୋଇଉଠିଛନ୍ତି। କରୋନା ମହାମାରୀରେ ବି ଲୋକଙ୍କ ମଧ୍ୟରେ ଉତ୍ସାହ ବୃଦ୍ଧି ପାଇଛି ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୭୯ ତମ ମନ୍ କି ବାତ୍ କାର୍ଯ୍ୟକ୍ରମରେ ରବିବାର…

