ଶ୍ରମ ଶକ୍ତିରେ ଅଧିକ ବୟସ୍କ
ନୂଆଦିଲ୍ଲୀ: ବର୍ତ୍ତମାନ ସମୟରେ ବେକାରି ଏକ ମୁଖ୍ୟ ସମସ୍ୟା ହୋଇଥିବା ବେଳେ ଏହି ସମୟରେ ଏକ ରୋଚକ ତଥ୍ୟ ସାମ୍ନାକୁ ଆସିଛି। ଦେଶରେ ବେକାର ହୋଇ ରହିଥିବା ସବୁ ବର୍ଗର ଲୋକମାନଙ୍କ ମଧ୍ୟରେ ଯୁବପିଢିଙ୍କ ସଂଖ୍ୟା ଢେର ଅଧିକ ରହିଛି। କରୋନା ମହାମାରୀ…
ଆତଙ୍କବାଦ ପଥ ଛାଡ଼ି ଘର ବାହୁଡ଼ି ଆସନ୍ତୁ ଯୁବବର୍ଗ
ଶ୍ରୀନଗର,୧୭।୧: ଜମ୍ମୁ-କଶ୍ମୀରରେ ସ୍ଥିତିରେ ଧୀରେଧୀରେ ପରିବର୍ତ୍ତନ ଆସିବାରେ ଲାଗିଛି। ତେବେ ଏବେ ବି ଏଠାରେ ୨୧୭ ଆତଙ୍କବାଦୀ ଲୁଚି ରହିଛନ୍ତି। ଗତ ୧୦ ବର୍ଷ ମଧ୍ୟରେ ଏହି ସଂଖ୍ୟା ସର୍ବନିମ୍ନ। ପାକିସ୍ତାନ ବିଭିନ୍ନ ପ୍ରଲୋଭନ ଦେଖାଇ ଏଠାକାର ଯୁବବର୍ଗଙ୍କୁ ଆତଙ୍କବାଦୀ ତାଲିମ…
ପିଏମ୍ କେୟାର୍ସ ପାଣ୍ଠିର ହିସାବ ଦିଅ: ମୋଦିଙ୍କୁ ଚିଠି ଲେଖିଲେ ୧୦୦ ଅବସରପ୍ରାପ୍ତ ପ୍ରଶାସନିକ ଅଧିକାରୀ
ନୂଆଦିଲ୍ଲୀ,୧୭।୧: ପିଏମ୍ କେୟାର୍ସ ପାଣ୍ଠିର ହିସାବ ମାଗିଛନ୍ତି ୧୦୦ ଜଣ ପ୍ରଶାସନିକ ଅଧିକାରୀ। ସେମାନେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଏନେଇ ଚିଠି ଲେଖିଛନ୍ତି। ପାଣ୍ଠିର ହିସାବରେ ସ୍ବଚ୍ଛତା ଉପରେ ସେମାନେ ପ୍ରଶ୍ନ କରିଛନ୍ତି। କରୋନା ମହାମାରୀ ପାଇଁ ୨୦୨୦ ମାର୍ଚ୍ଚରେ ପିଏମ୍…
ଦ୍ୱିତୀୟ ଲହର ରୋକିବ ଟିକା
ନୂଆଦିଲ୍ଲୀ, ୧୭।୧: ଭାରତରେ କରୋନା ସଂକ୍ରମଣ ହାର ଯଥେଷ୍ଟ ହ୍ରାସ ପାଇଥିବାବେଳେ ଶନିବାର ଟିକାକରଣ ଅଭିଯାନ ଆରମ୍ଭ ହୋଇଛି। ବ୍ରିଟେନର ନୂଆ ଷ୍ଟ୍ରେନ୍କୁ ନେଇ ସାରା ବିଶ୍ୱରେ ଉଦ୍ବେଗ ପ୍ରକାଶ ପାଇଥିବାବେଳେ ସମସ୍ତେ ଟିକା ନେବା ଜରୁରୀ ଏବଂ ଏହା ସଂକ୍ରମଣର…
୧.୯ ଲକ୍ଷ ନେଲେ
ନୂଆଦିଲ୍ଲୀ, ୧୭।୧(ପି.ଟି.): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ଦେଶରେ ବିଶ୍ୱର ସର୍ବବୃହତ୍ କୋଭିଡ୍ ଟିକାକରଣ ଅଭିଯାନ ଶୁଭାରମ୍ଭ କରିଛନ୍ତି। ପ୍ରଥମ ଦିନରେ ପ୍ରାୟ ୩ ଲକ୍ଷ ଜଣଙ୍କୁ ଟିକା ଦେବା ପାଇଁ ଧାର୍ଯ୍ୟ କରାଯାଇଥିବାବେଳେ ଅପରାହ୍ନ ୫ଟା ୩୦ ସୁଦ୍ଧା ୧,୯୧,୧୮୧…
ହ୍ବାଟ୍ସଆପ୍ ୟୁଜରଙ୍କୁ ଆଶ୍ୱସ୍ତି; ମେ ୧୫ ଯାଏ ଲାଗୁ ହେବନି ପ୍ରିଭେସି ପଲିସି
ନୂଆଦିଲ୍ଲୀ: ହ୍ବାଟ୍ସଆପ୍ର ନୂଆ ପ୍ରଭେସି ନୀତି ଏବଂ ସେବା ସଂକ୍ରାନ୍ତ ଅନ୍ୟ ନିୟମ ଚଳିତ ବର୍ଷ ମେ ମାସ ୧୫ ଯାଏ ଲାଗୁ ହେବ ନାହିଁ। କମ୍ପାନୀ ପକ୍ଷରୁ ଶନିବାର ଏ ନେଇ ଘୋଷଣା କରାଯାଇଛି। ପ୍ରିଭେସି ନିୟମ ସମ୍ପର୍କରେ କୌଣସି…
ଘନ କୁହୁଡ଼ି: ବିମାନ ଉଡ଼ାଣ ବାତିଲ, ରେଳ ସେବା ବ୍ୟାହତ, ଏକ୍ସପ୍ରେସ୍ ଓ୍ବେରେ ୨୫ ଗାଡ଼ି ଦୁର୍ଘଟଣା
ନୂଆଦିଲ୍ଲୀ,୧୬।୧: ଘନ କୁହୁଡି ଯୋଗୁ ଦିଲ୍ଲୀ ଏନ୍ସିଆର୍ରେ ସଙ୍କଟ ସୃଷ୍ଟି ହୋଇଛି। ୨-୩ ମିଟର ଦୂରରୁ ଦେଖିବା ମଧ୍ୟ ସମ୍ଭବ ହେଉ ନାହିଁ। ସୁରକ୍ଷା ଦୃଷ୍ଟିରୁ କେତେକ ବିମାନର ଉଡ଼ାଣକୁ ବାତିଲ କରାଯାଇଛି। ସେହିପରି ଟ୍ରେନ୍ ଚଳାଚଳ ମଧ୍ୟ ବ୍ୟାହତ ହୋଇଛି।…
୯୫ ପ୍ରତିଶତ ଡ୍ରାଇଭରଙ୍କୁ ଜଣା ନାହିଁ ଟ୍ରାଫିକ୍ ନିୟମ
ନୂଆଦିଲ୍ଲୀ,୧୬।୧: ଦେଶରେ ଘଟୁଥିବା ସଡ଼କ ଦୁର୍ଘଟଣା ପାଇଁ ଗାଡ଼ି ଡ୍ରାଇଭର ମୁଖ୍ୟତଃ ଦାୟୀ। ୯୫ ପ୍ରତିଶତ ଡ୍ରାଇଭରଙ୍କୁ ଟ୍ରାଫିକ୍ ନିୟମ ଜଣା ନାହିଁ। ପ୍ରଚଳିତ ୫୦ ପ୍ରତିଶତ ଟ୍ରାଫିକ୍ ନିୟମ ସମ୍ପର୍କରେ ଡ୍ରାଇଭରଙ୍କୁ ଅଜଣା। ଏକ୍ଷେତ୍ରରେ ଦିଲ୍ଲୀ ଏବଂ ବେଙ୍ଗାଲୁରୁର ଡ୍ରାଇଭର…
ନବୀନ ପୁଣି ନମ୍ବର ଓ୍ବାନ୍
ଭୁବନେଶ୍ୱର,୧୬।୧(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପୁଣି ନମ୍ବର ଓ୍ବାନ୍ ହୋଇଛନ୍ତି । ଦେଶର ସବୁଠୁ ଭଲ ଓ ଏକ ନମ୍ବର ମୁଖ୍ୟମନ୍ତ୍ରୀ ହେବାର ଗୌରବ ଅର୍ଜନ କରିଛନ୍ତି। ସି ଭୋଟର ଏବଂ ଏବିପି ଦେଶ୍କା ମୁଡ୍ ସର୍ଭେରୁ ଏହା ସ୍ପଷ୍ଟ ହୋଇଛି।…
ଆଜିଠୁ କରୋନା ସହ ନିର୍ଣ୍ଣାୟକ ଲଢ଼େଇ
ଭୁବନେଶ୍ୱର, ୧୬।୧(ବ୍ୟୁରୋ): ଏବେ କରୋନା ବିରୋଧରେ ନିର୍ଣ୍ଣାୟକ ଲଢ଼େଇ। ବଡ଼ଧରଣର ପ୍ରସ୍ତୁତି ପରେ ଶନିବାରଠାରୁ ଓଡ଼ିଶା ସମେତ ସାରା ଦେଶରେ ଆରମ୍ଭ ହେଉଛି ଟିକାକରଣ। ରାଜ୍ୟରେ ପୂର୍ବରୁ ସରକାରୀ ଡାକ୍ତରଖାନା ସହ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର, ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ଓ ଘରୋଇ ଡାକ୍ତରଖାନାକୁ…
ଦିଲ୍ଲୀ ଏମ୍ସ୍ର କରୋନା ଯୋଦ୍ଧା ନେଲେ ପ୍ରଥମ ଟିକା
ନୂଆଦିଲ୍ଲୀ,୧୬।୧: ଦେଶରେ ଶନିବାରଠାରୁ ସାର୍ବଜନୀକ କରୋନା ଟିକାକରଣ ଅଭିଯାନ ଆରମ୍ଭ ହୋଇଛି। ପ୍ରଥମ ଟିକା ଦିଲ୍ଲୀ ଏମ୍ସ୍ର କରୋନା ଯୋଦ୍ଧାଙ୍କୁ ଦିଆଯାଇଛି। ହସ୍ପିଟାଲର ସଫେଇ କର୍ମଚାରୀ ମନିଶ କୁମାର ପ୍ରଥମେ ଟିକା ନେଇଛନ୍ତି। ଏହି ଅବସରରେ କେନ୍ଦ୍ରୀୟ ସ୍ବାସ୍ଥ୍ୟମନ୍ତ୍ରୀ ହର୍ଷବର୍ଦ୍ଧନ, ଏମ୍ସ୍ର…
ପ୍ରତୀକ୍ଷାର ଅନ୍ତ ଘଟିଲା, ଆସିଲା କରୋନା ଟିକା: ମୋଦି
ନୂଆଦିଲ୍ଲୀ,୧୬।୧: ଶେଷରେ ପ୍ରତୀକ୍ଷାର ଅନ୍ତ ଘଟିଛି। ଏବେ ଦେଶବାସୀଙ୍କୁ କରୋନା ଟିକା ଦିଆଯିବାର ସମୟ ଆସିଛି ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ସାର୍ବଜନୀକ ଟିକାକରଣ ଅଭିଯାନର ଶୁଭାରମ୍ଭ ଭିଡ଼ିଓ କନଫରେନ୍ସିଂ ମାଧ୍ୟମରେ କରି ଏପରି କହିଛନ୍ତି। ଭାରତରେ ସର୍ବବୃହତ୍ ଟିକାକରଣ…
Archives


