Home Middle

ମନ୍ତ୍ରୀଙ୍କ ହାତରୁ କାଗଜ ଛଡାଇ ଚିରି ଦେଲେ ଟିଏମ୍‌ସି ଏମ୍‌ପି

ନୂଆଦିଲ୍ଲୀ,୨୨।୭: ସଂସଦର ମୌସୁମୀ ଅଧିବେଶନ ଚାଲିଥିବାବେଳେ ବିରୋଧୀଙ୍କ ହଙ୍ଗାମା ଯୋଗୁ ଉଭୟ ଗୃହ ଅଚଳ ହୋଇପଡିଛି। ଇସ୍ରାଏଲ ସଫ୍ଟୱେୟାର ପେଗାସସରେ ୩୦୦ ଜଣ ଭାରତୀୟଙ୍କ ଗୁପ୍ତଚର ଅଭିଯୋଗରେ ଗୁରୁବାର ସଂସଦରେ ଉତ୍ତେଜନା ଦେଖାଦେଇଥିଲା। ରାଜ୍ୟ ସଭାରେ ସୂଚନା ପ୍ରଯୁକ୍ତିବିଦ୍ୟା ଏବଂ ଯୋଗାଯୋଗ…

କରୋନା ମୃତ୍ୟୁ ସଂଖ୍ୟା, କରାଯାଉଛି ଅପପ୍ରଚାର…

ନୂଆଦିଲ୍ଲୀ,୨୨।୭: ଦେଶରେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ସଂଖ୍ୟା ନେଇ ଅପପ୍ରଚାର କରାଯାଉଥିବା କେନ୍ଦ୍ର ସରକାରଙ୍କ କହିଛନ୍ତି। ପ୍ରକାଶ ପାଇଥିବା କେତେକ ରିପୋର୍ଟରେ କରୋନା ମୃତ୍ୟୁ ସଂଖ୍ୟା ନେଇ ଭ୍ରମାତ୍ମକ ତଥା ମିଥ୍ୟା ତଥ୍ୟ ପ୍ରଦାନ କରାଯାଇଛି। ଏହି ରିପୋର୍ଟ ତଥ୍ୟ ଭିତ୍ତିକ…

ରାଜଧାନୀରେ ଯୋଗୀଙ୍କ ବୁଲ୍‌ଡୋଜର, ୧୫୦ କୋଟିର ଜମିରୁ ହଟିଲା ଜବର ଦଖଲ…

ନୂଆଦିଲ୍ଲୀ,୨୨।୭: ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ରାଜ୍ୟରେ ଜବର ଦଖଲ ହଟାଇବା ଅଭିଯାନ ଜାରି ରଖିଛନ୍ତି। ଏବେ ଯୋଗୀ ଦିଲ୍ଲୀରେ ପହଞ୍ଚିଛନ୍ତି। ଏଠାରେ ମଦନପୁର ଖାଦରଠାରେ ଥିବା ରୋହିଙ୍ଗା କ୍ୟାମ୍ପ୍‌କୁ ହଠାଇ ଦିଆଯାଇଛି। ଉତ୍ତରପ୍ରଦେଶ ଜଳସେଚନ ବିଭାଗର ୨.୧୦ ହେକ୍ଟର ଜମି…

ସଂସଦର ଉଭୟ ଗୃହରେ ହଟ୍ଟଗୋଳ…

ନୂଆଦିଲ୍ଲୀ,୨୨।୭: ଜୁଲାଇ ୧୯ଠାରୁ ସଂସଦର ମୌସୁମୀ ଅଧିବେଶନ ଆରମ୍ଭ ହୋଇଛି। ତେବେ ବିରୋଧୀ ଦଳଙ୍କ ବିଭିନ୍ନ ଦାବି ଯୋଗୁ ଉଭୟ ରାଜ୍ୟ ସଭା ଏବଂ ଲୋକ ସଭାରେ ଅଚଳାବସ୍ଥା ସୃଷ୍ଟି ହୋଇଛି। କରୋନା ନିୟନ୍ତ୍ରଣ ନେଇ ବିରୋଧୀ ଦଳଗୁଡ଼ିକ ପକ୍ଷରୁ ସରକାରଙ୍କୁ…

ଗ୍ରାମ ପଞ୍ଚାୟତରେ ସ୍ଥାପିତ ହେବ ସଚିବାଳୟ, ମୁଖ୍ୟମନ୍ତ୍ରୀଙ୍କ ବଡ଼ ନିଷ୍ପତ୍ତି…

ଲକ୍ଷ୍ନୌ,୨୨।୭: ଏବେ ପ୍ରତି ଗ୍ରାମ ପଞ୍ଚାୟତରେ ଗ୍ରାମ ସଚିବାଳୟ ସ୍ଥାପନ କରାଯିବ। ଏନେଇ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ପକ୍ଷରୁ ବଡ଼ ନିଷ୍ପତ୍ତି ଗ୍ରହଣ କରାଯାଇଛି। ଆଗାମୀ ୬ମାସ ମଧ୍ୟରେ ଏସମ୍ପର୍କିତ ସମସ୍ତ କାର୍ଯ୍ୟ ଶେଷ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।…

ଆଜି ଶ୍ରୀଜିଉଙ୍କ ଅଧରପଣା

ପୁରୀ ଅଫିସ,୨୨ା୭: ସୁନାବେଶ ପରଦିନ ରଥ ଉପରେ ହୋଇଥାଏ ଶ୍ରୀଜିଉଙ୍କ ଅଧରପଣା ନୀତି। ରତ୍ନ ସିଂହାସନ ଛାଡ଼ି ରଥରେ ଅବତରଣ କରିବା ପରେ ମହାପ୍ରଭୁଙ୍କୁ ଦର୍ଶନ ସହ ମୁକ୍ତି ପାଇଁ ଚଣ୍ଡିଚାମୁଣ୍ଡା, ଅଶରିରୀମାନେ ଘୂରି ବୁଲୁଥାନ୍ତି । ଏମାନଙ୍କୁ ତୃପ୍ତ କରିବା…

ସହକାରୀ ବନ ସଂରକ୍ଷକ ସୌମ୍ୟରଞ୍ଜନଙ୍କ ସରକାରୀ ବାସଭବନରେ କ୍ରାଇମବ୍ରାଞ୍ଚ

ପାରଳାଖେମୁଣ୍ଡି,୨୨ା୭(ଡି.ଏନ୍‌.ଏ.): ଗଜପତି ଜିଲା ପାରଳାଖେମୁଣ୍ଡି ସହକାରୀ ବନ ସଂରକ୍ଷକ ସୌମ୍ୟରଞ୍ଜନ ମହାପାତ୍ରଙ୍କ ମୃତ୍ୟୁକୁ ୯ ଦିନ ପୂରିଥିଲେ ମଧ୍ୟ ମୃତ୍ୟୁ ରହସ୍ୟ ଉପରୁ ପରଦା ହଟୁନି। ଦିନକୁ ଦିନ ସୌମ୍ୟଙ୍କ ମୃତ୍ୟୁ ମାମଲା ଭିନ୍ନ ମୋଡ଼ ନେଉଛି। ଏହାର ସତ୍ୟାସତ୍ୟ ଯାଞ୍ଚ…

ଜୁଲାଇରେ ୧୬ ଏନ୍‌କାଉଣ୍ଟର, ୩୬ ଆତଙ୍କବାଦୀଙ୍କ ମୁଣ୍ଡ ଗଡ଼ିଛି…

ଶ୍ରୀନଗର,୨୨।୭: ଜମ୍ମୁ-କଶ୍ମୀରରେ ଆତଙ୍କବାଦ ବିରୋଧ ଅପରେଶନ୍‌ ଜାରି ରହିଛି। ଚଳିତ ଜୁଲାଇ ମାସରେ ବର୍ତ୍ତମାନ ସୁଦ୍ଧା ମିଳିତ ସୁରକ୍ଷାକର୍ମୀଙ୍କ ପକ୍ଷରୁ ୧୬ଥର ଅନ୍‌କାଉଣ୍ଟର୍‌ କରାଯାଇଛି। ଏଥିରେ ୩୬ ଆତଙ୍କବାଦୀଙ୍କ ମୁଣ୍ଡ ଗଡିଛି। ଗତ ୬ ସପ୍ତାହ ମଧ୍ୟରେ ଜମ୍ମୁ-କଶ୍ମୀରରେ ଆତଙ୍କବାଦୀମାନେ ସକ୍ରିୟ…

ସହଯୋଗକାରୀଙ୍କୁ ଅସହଯୋଗ

ତାଳଚେର,୨୨ା୭: ଯୁଦ୍ଧ ହେଉ ଅବା ପ୍ରାକୃତିକ ବିପର୍ଯ୍ୟୟ, ଜନସାଧାରଣଙ୍କ ଆଡ଼କୁ ଲମ୍ବିବ ଅଧିକ ସହଯୋଗର ହାତ। ପୋଲିସ, ଅଗ୍ନିଶମ, ଓଡ୍ରାଫ୍ଟ ଓ ସେନା କର୍ମଚାରୀଙ୍କ ପରି ତାଲିମପ୍ରାପ୍ତ ସ୍ବେଚ୍ଛାସେବୀମାନେ ବିପଦ ବେଳର ବନ୍ଧୁ ସାଜିବେ। ଧନଜୀବନ ସୁରକ୍ଷାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ନିର୍ବାହ…

କରୋନା ସଂକ୍ରମଣ ପରେ ୯ ମାସ ପର୍ଯ୍ୟନ୍ତ ରୁହେ ଆଣ୍ଟିବଡ଼ି …

ରୋମ୍‌,୨୨।୭: କରୋନା ମହାମାରୀ ସଂକ୍ରମଣ ଯୋଗୁ ପୃଥିବୀରେ ଆତଙ୍କ ସୃଷ୍ଟି ହୋଇଛି। ସଂକ୍ରମଣରୁ ଦୂରେଇ ରହିବା ଲାଗି ସାର୍ବଜନୀନ ଟିକାକରଣ ଅଭିଯାନ ବିଭିନ୍ନ ଦେଶରେ ଜାରି ରହିଛି। ଭାକ୍ସିନ୍‌ ନେବା ଦ୍ୱାରା ଲୋକଙ୍କ ଶରୀରରେ କରୋନା ଭୂତାଣୁ ପ୍ରତିରୋଧୀ ଆଣ୍ଟିବଡ଼ି ସୃଷ୍ଟି…

ପୁଣି ବଢ଼ିଲା ଦୈନିକ ସଂକ୍ରମଣ…

ନୂଆଦିଲ୍ଲୀ,୨୨।୭: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଥମିବାରେ ଲାଗିଛି। ଧୀରେଧୀରେ ସୁଧାର ଆସିଲେ ମଧ୍ୟ ସ୍ଥିତି ସଙ୍କଟ ଜନକ ରହିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଗତ ୨୪ ଘଣ୍ଟାରେ ନୂଆ…

ରାଜ୍ୟରେ ଗତ ୨୪ଘଣ୍ଟାରେ ୧୯୪୮ ଆକ୍ରାନ୍ତ ଚିହ୍ନଟ: ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୨୨।୭(ବ୍ୟୁରୋ): ଗତ ଦୁଇଦିନରୁ ଓଡ଼ିଶାରେ କରୋନା ଗ୍ରାଫ୍‌ ତଳ ମୁହାଁ ହୋଇଥିବା ବେଳେ ଦୈନିକ ସଂକ୍ରମଣ ୨ହଜାର ତଳେ ରହୁଛି। ଇତିମଧ୍ୟରେ ଗୁରୁବାର ରାଜ୍ୟରେ ଗତ ୨୪ଘଣ୍ଟାରେ ୧୯୪୮ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ତେବେ ଚିହ୍ନଟ ହୋଇଥିବା ନୂଆ ଆକ୍ରାନ୍ତଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?