Home Middle

ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ପଦ୍ମଶ୍ରୀ ଡି. ପ୍ରକାଶ ରାଓଙ୍କ ଶେଷକୃତ୍ୟ ସମ୍ପନ୍ନ

କଟକ ଅଫିସ,୧୪।୧: ପଞ୍ଚଭୂତରେ ବିଲୀନ ହେଲା ପଦ୍ମଶ୍ରୀ ଡି. ପ୍ରକାଶ ରାଓଙ୍କ ମରଶରୀର। ରାଷ୍ଟ୍ରୀୟ ମର୍ଯ୍ୟାଦା ସହ କଟକ କାଳିଆବୋଦା ଶ୍ମଶାନରେ ତାଙ୍କର ଶେଷକୃତ୍ୟ ସମ୍ପନ୍ନ ହୋଇଛି। ବୁଧବାର ଅପରାହ୍ନରେ କଟକ ଏସ୍‌ସିବି କୋଭିଡ୍‌ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ପରଲୋକ…

କୋର୍ଟ କାନ୍ଧରେ ବନ୍ଧୁକ ରଖି ଅନ୍ନଦାତାଙ୍କ ଉପରେ ଚଳାଇଲେ ମୋଦି: ଶିବସେନା

ମୁମ୍ବାଇ,୧୪।୧: କୃଷି ଆଇନ ନେଇ ସୁପ୍ରିମ୍‌କୋର୍ଟଙ୍କ ରାୟ ଉପରେ ଶିବସେନା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କୁ ଘେରିବା ଆରମ୍ଭ କରିଛିି। ମୋଦି ସୁପ୍ରିମ୍‌କୋର୍ଟ କାନ୍ଧରେ ବନ୍ଧୁକ ରଖି ଅନ୍ନଦାତାଙ୍କ ଉପରେ ଚଳାଇଥିବା ଶିବସେନା ମୁଖପତ୍ର ସାମନାରେ ପ୍ରକାଶ ପାଇଛି। ଅନ୍ନଦାତାଙ୍କୁ ଆଲୋଚନାରେ…

୪ ଭାଷାରେ ଦେଶବାସୀଙ୍କୁ ଶୁଭକାମନା ଜଣାଇଲେ ମୋଦି

ନୂଆଦିଲ୍ଲୀ,୧୪।୧: ମକର ସଂକ୍ରାନ୍ତି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ନିଜ ଟୁଇଟର ହ୍ୟାଣ୍ଡେଲରୁ ସେ ୪ଟି ଭାଷାରେ ଟୁଇଟ୍‌ କରିଛନ୍ତି। ପ୍ରଥମେ ସେ ହିନ୍ଦୀରେ ଶୁଭକାମନା ଜଣାଇଥିବାବେଳେ ପରବର୍ତ୍ତୀ ସମୟରେ ଇଂଲିଶ୍‌ ଏବଂ ତାମିଲ ଭାଷାରେ ମଧ୍ୟ…

କୃଷି ଆଇନ କପି ଜାଳିଲେ ଚାଷୀ

ନୂଆଦିଲ୍ଲୀ,୧୪ା୧(ପି.ଟି.): ଲୋହଡ଼ି ପର୍ବରେ ଆନ୍ଦୋଳନରତ ଚାଷୀମାନେ କେନ୍ଦ୍ରର କୃଷି ଆଇନ କପି ଜାଳିଛନ୍ତି। କେବଳ ସିଙ୍ଘୁ ସୀମାରେ ବିବାଦୀୟ ୩ କୃଷି ଆଇନର ୧ ଲକ୍ଷ କପି ପୋଡ଼ାଯାଇଥିବା ସାମ୍ମୁଖ୍ୟ କିଷାନ ମୋର୍ଚ୍ଚାର ପରମଜିତ୍‌ ସିଂ ସୂଚନା ଦେଇଛନ୍ତି। ଦିଲ୍ଲୀ-ହରିୟାଣା ସୀମାର…

କଳଙ୍କିତ ସୁଶାସନ

ପାଟନା,୧୪ା୧: ବିହାରରେ ଦିନକୁ ଦିନ ଅପରାଧ ବଢ଼ିବାରେ ଲାଗିଛି। ମୁଜାଫରପୁର ସହରରେ ଅପରାଧୀମାନେ ବୁଧବାର ଜଣେ ନାବାଳିକାଙ୍କୁ ଗଶବଳାତ୍କାର କରିବା ପରେ ଘରେ ପଶି ଜିଅନ୍ତା ଜାଳି ଦେଇଛନ୍ତି। ମୃତ ପୀଡ଼ିତାଙ୍କ ବାପା ୪ ଅଭିଯୁକ୍ତଙ୍କ ନାମରେ ଥାନାରେ ଏତଲା ଦେଇଛନ୍ତି।…

ଭାରତୀୟମାନେ ଗିନି ପିଗ୍‌ ନୁହନ୍ତି

ନୂଆଦିଲ୍ଲୀ,୧୪ା୧: ମହାମାରୀ କରୋନାରୁ ମୁକ୍ତି ପାଇଁ କେନ୍ଦ୍ର ସରକାର ଭାକ୍ସିନ ଆମଦାନୀ କରି ବିଭିନ୍ନ ସହରକୁ ପଠାଉଥିବାବେଳେ ଏହାର ରିଲିଜ୍‌କୁ ନେଇ ବିବାଦ ଆରମ୍ଭ ହୋଇଛି। ଇଣ୍ଡିଆନ୍‌ କାଉନ୍‌ସିଲ୍‌ ଅଫ୍‌ ମେଡିକାଲ୍‌ ରିସର୍ଚ୍ଚ (ଆଇସିଏମ୍‌ଆର୍‌)ର ସହଭାଗିତାରେ ହାଇଦ୍ରାବାଦସ୍ଥିତ ଭାରତ ବାୟୋଟେକ୍‌ ପକ୍ଷରୁ…

ଉଡ଼ି ଉଡ଼ି ଉଡ଼ି..

ଢେଙ୍କାନାଳ ଅଫିସ, ୧୪।୧: ‘ଉଡ଼ି ଉଡ଼ି ଉଡ଼ି ଯାରେ ଉଡ଼ି… ଏ ମୋର ଗୁଡ଼ି…’ ଆଜି ବି ଏହି ଗୀତ ଶ୍ରୋତାଙ୍କୁ ନେଇଯାଏ ସତୁରି ଦଶକକୁ। ସୁର ସମ୍ରାଟ ଅକ୍ଷୟ ମହାନ୍ତିଙ୍କ କଣ୍ଠରୁ ଝରି ଆସିଥିବା ଏହି ଗୀତ ବାଜିଲେ ଆଖି ଆଗରେ…

ସ୍କୁଲ ଖୋଲୁ ଖୋଲୁ ଶିକ୍ଷୟିତ୍ରୀଙ୍କୁ କରୋନା

ବରଗଡ଼ ଅଫିସ୍‌,୧୩।୧: ରାଜ୍ୟରେ ଗତ ୮ ତାରିଖରୁ ହାଇସ୍କୁଲଗୁଡ଼ିକ ଖୋଲିଛି। କେବଳ ଦଶମ ଶ୍ରେଣୀ ଛାତ୍ରୀଛାତ୍ର ପାଠପଢ଼ା ଚାଲିଛି। ନିୟମିତ ଛାତ୍ରୀଛାତ୍ର ମଧ୍ୟ ସ୍କୁଲକୁ ଆସୁଛନ୍ତି । ତେବେ ସ୍କୁଲ ଖୋଲିବା ପରେ ବରଗଡ଼ ଜିଲାର ଏକ ବାଳିକା ହାଇସ୍କୁଲରେ ଜଣେ…

ପରଲୋକରେ ପଦ୍ମଶ୍ରୀ ଡି. ପ୍ରକାଶ ରାଓ

କଟକ ଅଫିସ,୧୩।୧: ବିଶିଷ୍ଟ ସମାଜସେବୀ ତଥା ପଦ୍ମଶ୍ରୀ ଡି. ପ୍ରକାଶ ରାଓଙ୍କ ବୁଧବାର ପରଲୋକ ଘଟିଛି। ସେ କରୋନାରେ ଆକ୍ରାନ୍ତ ହୋଇ ଏସ୍‌ସିବି କୋଭିଡ୍‌ ହସ୍ପିଟାଲ୍‌ରେ ଚିକିତ୍ସିତ ହେଉଥିଲେ। ଦୀର୍ଘ ୨୦ ଦିନ ଧରି ସେ ଚିକିତ୍ସିତ ହେଉଥିବା ବେଳେ ଅପରାହ୍ନରେ…

ଜାନୁୟାରୀ ୧୬ରେ କୋ-ଓ୍ବିନ୍‌ ଆପ୍‌ର ଲୋକାର୍ପଣ କରିବେ ମୋଦି

ନୂଆଦିଲ୍ଲୀ,୧୩।୧: ଦେଶରେ କରୋନା ମହାମାରୀ ବିରୋଧରେ ଲଢ଼େଇ ନିର୍ଣ୍ଣାୟକ ମୋଡ଼ରେ ପହଞ୍ଚିଛି। ଏନେଇ ସାର୍ବଜନୀକ ପ୍ରତିଷେଧକ ଟିକାକରଣ ଜାନୁୟାରୀ ୧୬ରୁ ଆରମ୍ଭ ହେବ। ଏହି କାର୍ଯ୍ୟକ୍ରମର ଶୁଭାରମ୍ଭ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ୱାରା କରାଯିବ। ଏହି ଦିନ ମୋଦି କୋ-ଓ୍ବିନ୍‌ ଆପ୍‌ର…

ଏଲ୍‌ଓସିରେ ୧୫୦ ମିଟର ଲମ୍ବ ସୁଡ଼ଙ୍ଗ ଠାବ

ଶ୍ରୀନଗର,୧୩।୧: ପାକିସ୍ତାନର ଏକ ବଡ଼ ଷଡ଼ଯନ୍ତ୍ରର ପର୍ଦ୍ଦାଫାଶ୍‌ ହୋଇଛି। ଜମ୍ମୁ-କଶ୍ମୀରର ଭାରତ ପାକିସ୍ତାନ ନିୟନ୍ତ୍ରଣ ରେଖାଠାରେ ଏକ ସୁଡ଼ଙ୍ଗର ସନ୍ଧାନ ମିଳିଛି। ବୁଧବାର କଠୁଆ ଜିଲାର ଏଲ୍‌ଓସି ନିକଟବର୍ତ୍ତୀ ବୋବିଆ ଗାଁରେ ଏହି ସୁଡ଼ଙ୍ଗଠାବ ହୋଇଛି। ଏହାର ଲମ୍ବ ୧୫୦ ମିଟର…

ଏପ୍ରିଲ୍‌ ସୁଦ୍ଧା ଭାରତକୁ ମିଳିପାରେ ୫ ନୂଆ କରୋନା ଟିକା

ନୂଆଦିଲ୍ଲୀ,୧୩।୧: ଏବେ ଭାରତକୁ ଦୁଇଟି କରୋନା ଟିକା ମିଳିଛି। କୋଭିଶିଲ୍ଡ୍‌ ଏବଂ କୋଭାକ୍ସିନ୍‌ ଟିକାର ସାର୍ବଜନୀକ ଟିକାକରଣ ଜାନୁୟାରୀ ୧୬ରୁ ଆରମ୍ଭ ହେବାକୁ ଯାଉଛି। ତେବେ ଆସନ୍ତା ଏପ୍ରିଲ୍‌ ସୁଦ୍ଧା ଦେଶରେ ୫ଟି ନୂଆ ଟିକା ଉପଲବ୍ଧ ହେବ ବୋଲି କୁହାଯାଉଛି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri