Home Middle

କାହାକୁ କେଉଁ ଟିକା ଦିଆଯିବ ସରକାର ନେବେ ନିଷ୍ପତ୍ତି

ନୂଆଦିଲ୍ଲୀ,୧୩।୧: ଜାନୁୟାରୀ ୧୬ରୁ ଦେଶରେ ସାର୍ବଜନୀକ କରୋନା ଟିକାକରଣ ଅଭିଯାନ ଆରମ୍ଭ ହେବାକୁ ଯାଉଛି। ଏବେ ଦେଶରେ କୋଭିଶିଲ୍ଡ୍‌ ଏବଂ କୋଭାକ୍ସିନ୍‌ କରୋନା ଟିକା ଉପଲବ୍ଧ ହେଉଛି। ତେବେ ଲୋକେ କେଉଁ ଟିକା ନେବେ ତାହାକୁ ପସନ୍ଦ କରିପାରିବେ ନାହିଁ। ସରକାର…

ପୋଲିଓ ଟିକାକରଣ କାର୍ଯ୍ୟକ୍ରମ ସ୍ଥଗିତ

ନୂଆଦିଲ୍ଲୀ,୧୩।୧: ଜାନୁୟାରୀ ୧୬ରୁ ଦେଶରେ କରୋନା ପ୍ରତିଷେଧକ ଟିକାଦାନ ପ୍ରକ୍ରିୟା ଆରମ୍ଭ ହେବ। ଏହାକୁ ଦୃଷ୍ଟିରେ ରଖି ଜାନୁୟାରୀ ୧୭ଠାରୁ ଆରମ୍ଭ ହେବାକୁ ଥିବା ପୋଲିଓ ଟିକାକରଣ କାର୍ଯ୍ୟକ୍ରମ ଉପରେ ସରକାରଙ୍କ ପକ୍ଷରୁ ରୋକ ଲଗାଯାଇଛି। ଏହି ଦିନଟିକୁ ଜାତୀୟସ୍ତରରେ ପୋଲିଓ…

ଆତଙ୍କବାଦ ବିରୋଧରେ ଭାରତର ୮ ସୂତ୍ରୀ ଯୋଜନା

ଜାତିସଂଘ,୧୩।୧: ଆତଙ୍କବାଦ ବିରୋଧୀ ଲଢ଼େଇରେ ଭାରତ ଜାତିସଂଘ ସୁରକ୍ଷା ପରିଷଦରେ ୮ ସୂତ୍ରୀ ଯୋଜନା ଉପସ୍ଥାପନ କରିଛି। ଆତଙ୍କବାଦକୁ କେବେ ସହ୍ୟ କରାଯିବ ନାହିଁ। ଏଥିପାଇଁ ଭାରତ ପକ୍ଷରୁ ଜିରୋ ଟୋଲରେନ୍ସ୍‌ ନୀତି ଉପରେ ଗୁରତ୍ୱାରୋପ କରାଯାଉଛି। ଅନ୍ତର୍ଜାତୀୟ ଶାନ୍ତି ଏବଂ…

ରାୟକୁ ସ୍ବାଗତ, ହଟିବୁ ନାହିଁ

ନୂଆଦିଲ୍ଲୀ,୧୩ା୧: ସୁପ୍ରିମକୋର୍ଟ କୃଷି ଆଇନ ଉପରେ ମଙ୍ଗଳବାର ସ୍ଥଗିତାଦେଶ ଜାରି କରି ଦେଇଥିବା ରାୟକୁ କୃଷକ ସଙ୍ଗଠନଗୁଡ଼ିକ ସ୍ବାଗତ କରିଛନ୍ତି। ତେବେ ସମ୍ପୂର୍ଣ୍ଣ ଆଇନକୁ ପ୍ରତ୍ୟାହାର କରା ନ ଯିବା ଯାଏ ସେମାନେ ଆନ୍ଦୋଳନରୁ ହଟିବେ ନାହିଁ ବୋଲି ଚେତାବନୀ ଦେଇଛନ୍ତି।…

କୃଷକଙ୍କୁ ଭେଟିବା ପାଇଁ ପ୍ରଧାନମନ୍ତ୍ରୀଙ୍କୁ କହିପାରିବୁ ନାହିଁ

ନୂଆଦିଲ୍ଲୀ,୧୩ା୧(ଆଇଏଏନ୍‌ଏସ୍‌): କୃଷକମାନଙ୍କ ପକ୍ଷରୁ ପ୍ରତିନିଧିତ୍ୱ କରୁଥିବା ଜଣେ ଆଇନଜୀବୀଙ୍କ ଯୁକ୍ତିକୁ ମଙ୍ଗଳବାର ସୁପ୍ରିମକୋର୍ଟ ପ୍ରତ୍ୟାଖ୍ୟାନ କରିଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିବାଦୀୟ କୃଷି ଆଇନ ସମ୍ପର୍କରେ ଆଲୋଚନା ପାଇଁ ଆନ୍ଦୋଳନରତ କୃଷକମାନଙ୍କ ପାଖକୁ ଯାଇନାହାନ୍ତି ବୋଲି ଓକିଲ ଏମ୍‌.ଏଲ୍‌. ଶର୍ମା ଖଣ୍ଡପୀଠଙ୍କୁ…

ମାଟ୍ରିକ୍‌ ପରୀକ୍ଷା ଫି’ ଛାଡ୍‌

ଭୁବନେଶ୍ବର,୧୨।୧: ଚଳିତ ବର୍ଷ ମାଧ୍ୟମିକ ଶିକ୍ଷା ବୋର୍ଡ ଦ୍ବାରା ପରିଚାଳିତ ହେବାକୁ ଥିବା ମାଟ୍ରିକ ପରୀକ୍ଷା ନିମନ୍ତେ ଛାତ୍ରୀଛାତ୍ରଙ୍କ ପରୀକ୍ଷା ଫି’ ଛାଡ କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ନିର୍ଦ୍ଦେଶ ଦେଇଛନ୍ତି। ଏହାଦ୍ବାରା ୬ ଲକ୍ଷରୁ ଅଧିକ ଛାତ୍ରଛାତ୍ରୀ…

ଏଲ୍‌ଏସିରୁ ପଛଘୁଞ୍ଚା ଦେଲେ ୧୦ ହଜାର ଚାଇନା ସୈନ୍ୟ

ଲେହ,୧୨।୧: ପୂର୍ବ ଲଦାଖର ଏଲ୍‌ଏସିରେ ଭାରତ ଚାଇନା ମଧ୍ୟରେ ମୁହାଁମୁହିଁ ସ୍ଥିତି ସୃଷ୍ଟି ହୋଇଛି। ତେବେ ଏଠାର ପ୍ରବଳ ଥଣ୍ଡା ସହି ନ ପାରି ଚାଇନା ସୈନ୍ୟ ପଛଘୁଞ୍ଚାମାନେ ପଛଘୁଞ୍ଚା ଦେଇଛନ୍ତି। ୧୦ ହଜାର ଚାଇନା ସୈନ୍ୟ ଏଲ୍‌ଏସିଠାରୁ ୨୦୦ କିଲୋମିଟର…

ମୋଦି ସରକାରଙ୍କୁ ବଡ଼ ଝଟ୍‌କା: କୃଷି ଆଇନ ଉପରେ ଲାଗିଲା ରୋକ

ନୂଆଦିଲ୍ଲୀ,୧୨।୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କୁ ମଙ୍ଗଳବାର ବଡ଼ ଝଟ୍‌କା ଲାଗିଛି। କେନ୍ଦ୍ର ସରକାରଙ୍କୁ କୃଷି ଆଇନ ଉପରେ ସୁପ୍ରିମ୍‌କୋର୍ଟ ପକ୍ଷରୁ ରୋକ ଲଗାଯାଇଛି। ଏହା ସହିତ ଏନେଇ ଏକ ୪ ଜଣିଆ କମିଟି ମଧ୍ୟ ଗଠନ କରାଯାଇଛି। କମିଟିରେ ଭାରତୀୟ…

ଯେ କୌଣସି ସ୍ଥିିତିର ମୁକାବିଲା ପାଇଁ ପ୍ରସ୍ତୁତ ଭାରତୀୟ ସେନା

ନୂଆଦିଲ୍ଲୀ,୧୨।୧: ଭାରତ ଚାଇନା ମଧ୍ୟରେ ଏଲ୍‌ଏସିରେ ଉତ୍ତେଜନା ବଢ଼ିବାରେ ଲାଗିଛି। ଏପରିସ୍ଥଳେ ସେନା ମୁଖ୍ୟ ମନୋଜ ମୁକୁନ୍ଦ ନରାଓ୍ବଣେ କହିଛନ୍ତି ଯେ, କେବଳ ପୂର୍ବ ଲଦାଖ ନୁହେଁ ସମ୍ପୂର୍ଣ୍ଣ ଏଲ୍‌ଏସିରେ ଯେ କୌଣସି ସ୍ଥିିତିର ମୁକାବିଲା ପାଇଁ ଭାରତୀୟ ସେନା ପ୍ରସ୍ତୁତ…

ହର୍ଡ ଇମ୍ୟୁନିଟି ପାଇଁ ଲାଗିବ ସମୟ

ଜେନେଭା,୧୨।୧: ପୃଥିବୀରେ କେତେକ ଦେଶରେ କରୋନା ମହାମାରୀ ସଂକ୍ରମଣ ପାଇଁ ପ୍ରତିଷେଧକ ଟିକାକରଣ ଜାରି ରହିଛି। ଏବେ ଭାରତରେ ସାର୍ବଜନୀକ ଟିକାକରଣ ଆରମ୍ଭ ହେବାକୁ ଯାଉଛି। ତେବେ ଟିକାକରଣ ସତ୍ତ୍ୱେ ହର୍ଡ ଇମ୍ୟୁନିଟି ସୃଷ୍ଟି ହେବାଲାଗି ସମୟ ଲାଗିବ। ହର୍ଡ ଇମ୍ୟୁନିଟି…

ଭାରତର ସାମର୍ଥ୍ୟ ସମ୍ପର୍କରେ ସୂଚନା ଦେଇଥିଲେ ବିବେକାନନ୍ଦ

ନୂଆଦିଲ୍ଲୀ,୧୨।୧: ଭାରତର ପ୍ରକୃତ ସାମର୍ଥ୍ୟ ସମ୍ପର୍କରେ ସ୍ବାମୀ ବିବେକାନନ୍ଦ ସୂଚନା ଦେଇଥିଲେ। ତାଙ୍କର ଅମର ବାଣୀ ଦେଶବାସୀଙ୍କୁ ସବୁବେଳେ ପ୍ରେରଣା ଦେଉଥିବ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଛନ୍ତି। ମଙ୍ଗଳବାର ସ୍ବାମୀ ବିବେକାନନ୍ଦଙ୍କ ଜୟନ୍ତୀ ଅବସରରେ ଆୟୋଜିତ ଜାତୀୟ ଯୁବ ସଂସଦ…

ଦିଲ୍ଲୀ ପହଞ୍ଚିଲା କରୋନା ଭ୍ୟାକ୍ସିନ

ନୂଆଦିଲ୍ଲୀ,୧୨ ।୧: ରାଜଧାନୀ ଦିଲ୍ଲୀରେ କରୋନା ଭ୍ୟାକ୍ସିନ ପହଞ୍ଚିଯାଇଛି । ଏହାସହ ୧୬ ଜାନୁୟାରୀରେ ଦେଶବ୍ୟାପି ଆରମ୍ଭ ହେବାକୁ ଥିବା କରୋନା ଟିକାକରଣ ପାଇଁ କାଉଣ୍ଟଡାଉନ ବି ଆରମ୍ଭ ହୋଇଗଲାଣି । ପୁଣେ ସ୍ଥିତ ସିରମ ଇନଷ୍ଟିଚ୍ୟୁଟ ଅଫ୍ ଇଣ୍ଡିଆରୁ ଦେଶର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri