Home Middle

ତାଲିକାରେ ଅଶ୍ୱିନୀ, ରାହୁଲ

ନୂଆଦିଲ୍ଲୀ, ୨୦ା୭: ଇସ୍ରାଏଲର ସାଇବର ସୁରକ୍ଷା କମ୍ପାନୀ ଏନ୍‌ଏସ୍‌ଓ ଗ୍ରୁପ୍‌ ଦ୍ୱାରା ପ୍ରସ୍ତୁତ ପେଗାସସ୍‌ ସ୍ପାଏଓ୍ବେର ଜାଲରେ ଛନ୍ଦି ହୋଇଛନ୍ତି ଭାରତର ବହୁ ଚର୍ଚ୍ଚିତ ବ୍ୟକ୍ତିତ୍ୱ। ଦେଶର ବରିଷ୍ଠ ବିଚାର ବିଭାଗୀୟ ଅଧିକାରୀ, ମନ୍ତ୍ରୀ, ବିରୋଧୀ ଦଳର ବରିଷ୍ଠ ନେତା, ଖବରଦାତାଙ୍କ…

ବାହୁଡ଼ିବେ ମହାବାହୁ

ପୁରୀ ଅଫିସ, ୨୦।୭: ମଙ୍ଗଳବାର ବାହୁଡ଼ା ଯାତ୍ରା। ଜନ୍ମବେଦି ଛାଡ଼ି ଦାରୁଦିଅଁ ଶ୍ରୀମନ୍ଦିର ରତ୍ନବେଦିକୁ ଫେରିବେ। ଏଥିପାଇଁ ସମସ୍ତ ପ୍ରସ୍ତୁତି ସରିଛି। ରଥ ଓ ପଥ ପ୍ରସ୍ତୁତ ହୋଇଥିବାବେଳେ ସେବାୟତମାନେ ରଥ ଟାଣିନେବାକୁ ଅପେକ୍ଷା କରି ରହିଛନ୍ତି। ବିନା ଭକ୍ତରେ ବାହୁଡ଼ା…

ପର୍ନ ଫିଲ୍ମ ମାମଲା: ରାଜ କୁନ୍ଦ୍ରା ଗିରଫ

ମୁମ୍ବାଇ,୧୯।୭: ବଲିଉଡ୍‌ ଅଭିନେତ୍ରୀ ଶିଳ୍ପା ସେଟ୍ଟୀଙ୍କ ସ୍ବାମୀ ତଥା ବିଶିଷ୍ଟ ବ୍ୟବସାୟୀ ରାଜ କୁନ୍ଦ୍ରାଙ୍କୁ ମୁମ୍ବାଇ ପୋଲିସ ସୋମବାର ରାତିରେ ଗିରଫ କରିଛି। ସେ ଅଶ୍ଳୀଳ ଫିଲ୍ମ (ପର୍ନ) ପ୍ରସ୍ତୁତ କରି ଏହାକୁ ବିଭିନ୍ନ ମୋବାଇଲ ଆପ୍‌ରେ ଛାଡୁଥିବା ଅଭିଯୋଗ ରହିଛି।…

ନୀଳାଚଳକୁ ବାହୁଡ଼ିବେ ମହାବାହୁ

ପୁରୀ ଅଫିସ, ୧୯।୭: ମଙ୍ଗଳବାର ବାହୁଡ଼ା ଯାତ୍ରା। ଜନ୍ମବେଦି ଛାଡ଼ି ଦାରୁଦିଅଁ ଶ୍ରୀମନ୍ଦିର ରତ୍ନବେଦିକୁ ଫେରିବେ। ଏଥିପାଇଁ ସମସ୍ତ ପ୍ରସ୍ତୁତି ସରିଛି। ରଥ ଓ ପଥ ପ୍ରସ୍ତୁତ ହୋଇଥିବାବେଳେ ସେବାୟତମାନେ ରଥ ଟାଣିନେବାକୁ ଅପେକ୍ଷା କରି ରହିଛନ୍ତି। ବିନା ଭକ୍ତରେ ବାହୁଡ଼ା…

ଅଗଷ୍ଟ ୨୭ରେ ହେବ ଓଏଏସ୍‌ ପ୍ରିଲିମ୍‌

କଟକ ଅଫିସ,୧୯।୭: ଅଗଷ୍ଟ ୨୭ରେ ହେବ ଓଏଏସ୍‌ ପ୍ରିଲିମ୍‌ ପରୀକ୍ଷା। ଓଡ଼ିଶା ଲୋକସେବା ଆୟୋଗ (ଓପିଏସ୍‌ସି) ପକ୍ଷରୁ ସୋମବାର ଏନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। ପରୀକ୍ଷା ୨ଟି ସିଟିଂରେ ହେବ। ପୂର୍ବାହ୍ନ ୧୦ଟାରୁ ମଧ୍ୟାହ୍ନ ୧୨ ପର୍ଯ୍ୟନ୍ତ ପ୍ରଥମ ସିଟିଂ ଏବଂ…

୬ ଜିଲାରେ ପ୍ରବଳ ବର୍ଷା

ଭୁବନେଶ୍ୱର, ୧୯।୭(ବ୍ୟୁରୋ): ରାଜ୍ୟର ବିଭିନ୍ନ ଜିଲାରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ପ୍ରବଳ ହେବାନେଇ ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୋମବାର ସତର୍କ ସୂଚନା ଜାରି କରାଯାଇଛି। ଏହି ଜିଲାଗୁଡିକ ହେଲା କନ୍ଧମାଳ, ନୟାଗଡ଼, ଗଞ୍ଜାମ, ଗଜପତି, କେନ୍ଦୁଝର ଓ…

୬ ବର୍ଷରେ ୩୨୬ ରାଜଦ୍ରୋହ ମାମଲା, ୬ ଜଣଙ୍କୁ ଦଣ୍ଡାଦେଶ…

ନୂଆଦିଲ୍ଲୀ,୧୯।୭: ଭାରତୀୟ ଦଣ୍ଡ ସଂହିତା(ଆଇପିସି) ଅନ୍ତର୍ଗତ ଧାରା ‘୧୨୪-ଏ’ ରାଜଦ୍ରୋହ ଉପରେ ପର୍ଯ୍ୟବେସିତ। ଏହି ଧାରରାକୁ ନେଇ ସୁପ୍ରିମ୍‌କୋର୍ଟଙ୍କ ଟିପ୍ପଣୀ ପରେ ଏବେ ଚର୍ଚ୍ଚା ଆରମ୍ଭ ହୋଇଛି। ଏହି ଧାରାର ଦୂରୁପଯୋଗ ହେଉଥିବା ନେଇ ସର୍ବୋଚ୍ଚ ନ୍ୟାୟାଳୟ ଚିନ୍ତା ବ୍ୟକ୍ତ କରିଛନ୍ତି।…

ଜଣେ କ୍ୟାଡର ମାଓବାଦୀ ଅଟକ

ବଲାଙ୍ଗୀର ଅଫିସ,୧୯ା୭: ବୌଦ୍ଧ-କନ୍ଧମାଳ ସୀମାନ୍ତ ଗୁଡ଼ଭେଲାରୁ ସୋମବାର ଜଣେ କ୍ୟାଡର ମାଓବାଦୀ ଅଟକ ରଖାଯାଇଥିବା ଜଣାପଡ଼ିଛି। ଖପ୍ରାପୋଲ ଯାଉଥିବା ସମୟରେ ବଲାଙ୍ଗୀର ପୋଲିସ ଦ୍ୱାରା କେକେବିଏନ୍‌ର ଏହି କ୍ୟାଡର ମାଓବାଦୀଙ୍କ ସହ ଅନ୍ୟ ଜଣେ ସହଯୋଗୀକୁ ମଧ୍ୟ ଅଟକ ରଖାଯାଇଛି। ତଦନ୍ତ…

ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ ସମୟରେ ବିରୋଧୀଙ୍କ ହଟ୍ଟଗୋଳ …

ନୂଆଦିଲ୍ଲୀ,୧୯।୭: ସଂସଦର ସୌମୁମୀ ଅଧିବେଶନ ସୋମବାରଠାରୁ ଆରମ୍ଭ ହୋଇଛି। ଲୋକ ସଭାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଭିଭାଷଣ ସମୟରେ ବିରୋଧୀ ସଦସ୍ୟଙ୍କ ପକ୍ଷରୁ ପ୍ରବଳ ହଟ୍ଟଗୋଳ ହେବା ସହିତ ହଙ୍ଗାମା କରାଯାଇଛି। କରୋନା ମହାମାରୀ ନିୟନ୍ତ୍ରଣ ଏବଂ ପେଟ୍ରୋଲ-ଡିଜେଲ-ଗ୍ୟାସ୍‌ ଦାମ ବୃଦ୍ଧି…

ମାଡ଼ି ଆସୁଛି ବିପଦ, ପୃଥିବୀ ମୁହାଁ ଜଳନ୍ତା ଗ୍ରହାଣୁପିଣ୍ଡ …

ଓ୍ବାଶିଂଟନ,୧୯।୭: ପୃଥିବୀ ଉପରେ ନୂଆ ବିପଦ ମାଡ଼ିଆସୁଛି। ଜଳନ୍ତା ଗ୍ରହାଣୁପିଣ୍ଡ ୨୦୦୮-ଜିଓ-୨୦ ସେକେଣ୍ଡ ପ୍ରତି ୮ କିଲୋମିଟର ବେଗରେ ପୃଥିବୀ ମୁହାଁ ହୋଇଛି। ଜୁଲାଇ ୨୫ରେ ଭାରତୀୟ ସମୟ ରାତ୍ର ୨ଟାରେ ଏହା ପୃଥିବୀର କକ୍ଷପଥ ନିକଟରେ ଅତିକ୍ରମ କରିବ ବୋଲି…

କଟକଣା ମଧ୍ୟରେ ଖୋଲିିବ ସ୍କୁଲ

ଭୁବନେଶ୍ୱର,୧୯ା୭(ବ୍ୟୁରୋ): ରାଜ୍ୟରେ ଆସନ୍ତା ୨୬ ତାରିଖରୁ ଦଶମ ଓ ଦ୍ୱାଦଶ ଶ୍ରେଣୀ ପିଲାଙ୍କ ପାଇଁ ସ୍କୁଲ ଖୋଲିବ। ବହୁଦିନ ପରେ ଅଫ୍‌ଲାଇନ୍‌ରେ ପାଠପଢ଼ିବେ ପିଲା। ସ୍କୁଲ କିପରି ଖୋଲିବ ସେ ନେଇ ବିଭାଗ ପକ୍ଷରୁ ଯୋଜନା ହୋଇସାରିଛି। ଏ ନେଇ ରବିବାର…

୪୦ ହଜାର ତଳେ ଦୈନିକ ସଂକ୍ରମଣ, ମୁତ୍ୟୁ ସଂଖ୍ୟା ୫ ଶହରୁ କମ୍‌…

ନୂଆଦିଲ୍ଲୀ,୧୯।୭: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଥମିବାରେ ଲାଗିଛି। ଧୀରେଧୀରେ ସୁଧାର ଆସିଲେ ମଧ୍ୟ ସ୍ଥିତି ସଙ୍କଟ ଜନକ ରହିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଶନିବାର ନୂଆ ଆକ୍ରାନ୍ତଙ୍କ ସଂଖ୍ୟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?