ଦିଲ୍ଲୀ ସମେତ ୧୦ ରାଜ୍ୟରେ ବାର୍ଡ ଫ୍ଲୁ
ନୂଆଦିଲ୍ଲୀ, ୧୨।୧: କରୋନା ମହାମାରୀ ଦୂର ହୋଇ ନ ଥିବାବେଳେ ଏବେ ବାର୍ଡ ଫ୍ଲୁ ସରକାରଙ୍କ ଚିନ୍ତା ବଢ଼ାଇ ଦେଇଛି। ଇତିମଧ୍ୟରେ ଆଭିଆନ୍ ଇନ୍ଫ୍ଲୁଏଞ୍ଜା ୧୦ଟି ରାଜ୍ୟକୁ ବ୍ୟାପି ସାରିଲାଣି। ଉତ୍ତରପ୍ରଦେଶ, କେରଳ, ରାଜସ୍ଥାନ, ମଧ୍ୟପ୍ରଦେଶ, ହିମାଚଳପ୍ରଦେଶ, ହରିୟାଣା ଓ ଗୁଜରାଟରେ…
ପ୍ରଥମ ପର୍ଯ୍ୟାୟ ଟିକା ଖର୍ଚ୍ଚ କେନ୍ଦ୍ର ଦେବ
ନୂଆଦିଲ୍ଲୀ, ୧୨।୧(ପି.ଟି.): ଆସନ୍ତା ୧୬ ତାରିଖରୁ ଦେଶରେ କୋଭିଡ୍ ଟିକାକରଣ ଆରମ୍ଭ ହେବାକୁ ଯାଉଥିବାବେଳେ ପ୍ରଥମ ପର୍ଯ୍ୟାୟରେ ପାଖାପାଖି ୩ କୋଟି ସ୍ବାସ୍ଥ୍ୟକର୍ମୀ ଓ ଆଗଧାଡ଼ିର କର୍ମଚାରୀମାନଙ୍କୁ ଟିକା ଦିଆଯିବ। ପ୍ରଥମ ପର୍ଯ୍ୟାୟ ଟିକାଦାନ ଖର୍ଚ୍ଚ କେନ୍ଦ୍ର ସରକାର ବହନ କରିବେ…
କୃଷି ଆଇନ ସ୍ଥଗିତ ରଖ
ନୂଆଦିଲ୍ଲୀ, ୧୨ା୧: ନୂଆ କୃଷି ଆଇନ ବିରୋଧରେ ଚାଷୀ ଆନ୍ଦୋଳନ ଜାରି ରହିଥିବାବେଳେ ଏହାର ସମାଧାନ କରିବାରେ କେନ୍ଦ୍ର ସରକାର ବିଫଳ ହୋଇଥିବାରୁ ସୁପ୍ରିମକୋର୍ଟ ସୋମବାର ଅସନ୍ତୋଷ ବ୍ୟକ୍ତ କରିଛନ୍ତି। ୩ ବିବାଦୀୟ ଆଇନକୁ ସ୍ଥଗିତ ରଖିବ ନା ଆମେ ସ୍ଥଗିତାଦେଶ…
‘୩ କୋଟି ଲୋକଙ୍କୁ ମିଳିବ ମାଗଣା ଟିକା’
ନୂଆଦିଲ୍ଲୀ୧୧।୧: ଆସନ୍ତା ୧୬ ତାରିଖରୁ ସମଗ୍ର ଦେଶରେ ଆମ୍ଭର ହେବ କରୋନା ଟିକାକରଣ। ପ୍ରଥମ ପର୍ଯ୍ୟାୟରେ ୩ କୋଟି ଲୋକଙ୍କୁ ମାଗଣାରେ ମିଳିବ କରୋନା ଟିକା। କେନ୍ଦ୍ର ସରକାର ପ୍ରଥମେ ସରକାରୀ ଓ ବେସରକାରୀ ହସ୍ପିଟାଲରେ କାମ କରୁଥିବା ସ୍ବାସ୍ଥ୍ୟକର୍ମୀ ଏବଂ…
ଅଷ୍ଟ୍ରେଲିଆକୁ ମ୍ୟାଚ୍ ଜିତାଇ ଦେଲେନି
ସିଡନୀ,୧୧।୧: ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଖେଳାଯାଉଥିବା ବର୍ଡର-ଗାଭାସ୍କର ଟ୍ରଫିର ତୃତୀୟ ମ୍ୟାଚ୍ ବିନା ହାର୍ ଜିତ୍ରେ ଶେଷ ହୋଇଛି। ୪୦୭ ରନ୍ର ବିଜୟ ଲକ୍ଷ୍ୟ ପିଛା କରି ଭାରତୀୟ ବ୍ୟାଟ୍ସମ୍ୟାନ୍ ହାର୍ ନ ମାନି ମ୍ୟାଚ୍କୁ ଡ୍ର’ କରିବାରେ ସକ୍ଷମ…
ବିଶ୍ୱବିଦ୍ୟାଳୟରେ ଟାଇଟ୍ ଜିନ୍ସ୍ ପିନ୍ଧିବା, ମେକ୍ ଅପ୍ ନେବା ମନା
ଇସଲାମାବାଦ,୧୧।୧: ପାକିସ୍ତାନର ହାଜାରା ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ ନୂଆ ତୋଗଲକୀ ଆଇନ ଜାରି କରିଛନ୍ତି। ପସ୍ତୁନଖ୍ବା ପ୍ରଦେଶରେ ଥିବା ଏହି ବିଶ୍ୱବିଦ୍ୟାଳୟରେ ଛାତ୍ରୀଛାତ୍ରଙ୍କ ପାଇଁ ନୂଆ ଡ୍ରେସ୍ କୋଡ୍ ଜାରି କରାଯାଇଛି। ଛାତ୍ରୀଛାତ୍ରଙ୍କୁ ଟାଇଟ୍ ଜିନ୍ସ୍ ଏବଂ ଟି-ସର୍ଟ ପିନ୍ଧିବାକୁ ବାରଣ କରାଯାଇଛି।…
ଜମ୍ମୁ-କଶ୍ମୀରରେ କମିଛି ଆତଙ୍କବାଦୀ କାର୍ଯ୍ୟକଳାପ
ନୂଆଦିଲ୍ଲୀ,୧୧।୧: ଜମ୍ମୁ-କଶ୍ମୀରରେ ୨୦୨୦ରେ ଆତଙ୍କବାଦୀ କାର୍ଯ୍ୟକଳାପ କମିଛି। ଏନେଇ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ଏକ ରିପୋର୍ଟ ପ୍ରକାଶ ପାଇଛି। ରାଜ୍ୟରେ ଆତଙ୍କବାଦୀ କାର୍ଯ୍ୟ ୬୩.୯୩ ପ୍ରତିଶତ କମିଥିବା ରିପୋର୍ଟରେ ଉଲ୍ଲେଖ କରାଯାଇଛି। ୨୦୨୦ ନଭେମ୍ବର ୧୫ ସୁଦ୍ଧା ଘଟିଥିବା ଘଟଣା ଆଧାରରେ…
ଆଜି ସବୁ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେବେ ମୋଦି
ନୂଆଦିଲ୍ଲୀ,୧୧।୧: ସବୁ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଲୋଚନା କରିବେ। ଆସନ୍ତା ୧୬ ତାରିଖରେ ହେବାକୁ ଥିବା ଟିକାକରଣକୁ ନେଇ ଭିଡିଓ କନଫରେନ୍ସିଂ ଜରିଆରେ ଏହି ଭର୍ଚୁଆଲ ବୈଠକ ଅନୁଷ୍ଠିତ ହେବ। ଅପରାହ୍ନ ୪ଟାରେ ଏହି ଆଲୋଚନା…
ଦିଲ୍ଲୀରେ କମିଲା ଚିକେନ ଦାମ୍
ନୂଆଦିଲ୍ଲୀ,୧୧।୧: ରାଜଧାନୀ ଦିଲ୍ଲୀରେ କରୋନା ମହାମାରୀ ସଂକ୍ରମଣ ଥମି ନ ଥିବାବେଳେ ଏବେ ବାର୍ଡ ଫ୍ଲୁ ଆତଙ୍କ ଦେଖାଦେଇଛି। ଏଠାରେ ୧୫ ପାର୍କରେ ୯୧ କାଉ ଏବଂ ୨୭ ବତକଙ୍କର ମୃତ୍ୟୁ ଘଟିଥିଲା। ୮ମୃତ ପକ୍ଷୀଙ୍କ ଠାରେ ବାର୍ଡ ଫ୍ଲୁ ଭୂତାଣୁ…
ମହାରାଷ୍ଟ୍ରରେ ସର୍ବାଧିକ କରୋନା ବର୍ଜ୍ୟ
ନୂଆଦିଲ୍ଲୀ,୧୧।୧: ଦେଶର ଗତ ୭ ମାସ ମଧ୍ୟରେ ୩୨ ହଜାର ୯୯୪ ଟନ୍ କରୋନା ବର୍ଜ୍ୟ ଜମା ହୋଇଛି। ସେଥିମଧ୍ୟରେ ପିପିଇ କିଟ୍, ମାସ୍କ୍, ଜୋତା କଭର, ଗ୍ଲୋଭସ୍, ପରୀକ୍ଷା କରାଯାଇଥିବା ରକ୍ତ ଏବଂ ଶରୀରର ଅନ୍ୟ ବର୍ଜ୍ୟ ପଦାର୍ଥ ରହିଛି।…
ଭାରତକୁ ସହାୟତା ମାଗିଲେ ୧୦ ଦେଶ
ନୂଆଦିଲ୍ଲୀ,୧୧।୧: କରୋନା ମହାମାରୀ ଲଢ଼େଇରେ ପୃଥିବୀରେ ଭାରତ ଆଗୁଆ ରହିଛି। ସାର୍ବଜନୀକ ଭାବେ ଦେଶରେ କୋଭିଶିଲ୍ଡ୍ ଏବଂ କୋଭାକ୍ସିନ୍ କରୋନା ଟିକା ଦେବାଲାଗି ପ୍ରସ୍ତୁତି ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଛି। ଏପରିସ୍ଥଳେ ଭାରତକୁ ୧୦ ଟି ଦେଶ ସହାୟତା ମାଗିଛନ୍ତି। ବ୍ରାଜିଲ୍, ମରକ୍କୋ,…
ବର୍ଷେ ପରେ ବି ଫିଟିନି ରହସ୍ୟ
ଉହାନ,୧୧ା୧: ଚାଇନାରେ ପ୍ରଥମ କରୋନା ମୃତ୍ୟୁର ବର୍ଷେ ପରେ ମଧ୍ୟ ଏହି ଘାତକ ଭୂତାଣୁ ବୈଜ୍ଞାନିକମାନଙ୍କ ପାଇଁ ଏକ ରହସ୍ୟ ହୋଇ ରହିଛି। ଉହାନ ସହରକୁ କୋଭିଡ୍-୧୯ ଭାଇରସ୍ର ଉତ୍ପତ୍ତିସ୍ଥଳ ବୋଲି କୁହାଯାଉଥିଲେ ହେଁ ପ୍ରକୃତରେ ଏହା କେଉଁଠୁ ବାହାରିଛି ସେନେଇ…
Archives


