Home Middle

ଭାରତରେ ନୂଆ ଷ୍ଟ୍ରେନ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୯୦ ଛୁଇଁଲା

ନୂଆଦିଲ୍ଲୀ,୯।୧: ଦେଶରେ କରୋନା ମହାମାରୀର ନୂଆ ଷ୍ଟ୍ରେନ୍‌ ଆକ୍ରାନ୍ତଙ୍କୁ ନେଇ ସରକାରଙ୍କ ଚିନ୍ତା ବଢ଼ିବାରେ ଲାଗିଛି। ପ୍ରତିଦିନ ନୂଆ ଷ୍ଟ୍ରେନ୍‌ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଶନିବାର ସୁଦ୍ଧା ସ୍ବଦେଶ ଫେରିଥିବା ବ୍ରିଟେନ୍‌ ଫେରନ୍ତାଙ୍କ ମଧ୍ୟରୁ ୯୦ ଜଣଙ୍କଠାରେ ନୂଆ…

ଭାଜପାର ମିଶନ ପଶ୍ଚିମବଙ୍ଗ: ଘରଘର ବୁଲି ଏକ ମୁଠା ଚାଉଳ ସଂଗ୍ରହ କରିବେ ନଡ୍ଡା

କୋଲକାତା,୯।୧: ଆଗକୁ ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ। ଏହାକୁ ଦୃଷ୍ଟିରେ ରଖି ଭାଜପା ପକ୍ଷରୁ ମିଶନ ପଶ୍ଚିମବଙ୍ଗ ଯୋଜନା ଉପରେ ଗୁରୁତ୍ୱାରୋପ କରାଯାଉଛି। ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡା ପୁଣିଥରେ ରାଜ୍ୟଗସ୍ତରେ ଆସିଛନ୍ତି। ବର୍ଦ୍ଧମାନରେ ୯ କିଲୋମିଟର ରୋଡ ଶୋ’ରେ ନଡ୍ଡା…

ମାଟି ମା’ଠାରୁ ଦୂରରେ ରହିଲେ ବି ପ୍ରବାସୀଙ୍କ ମନରେ ରହିଛି ଭାରତ ପ୍ରତି ଶ୍ରଦ୍ଧା-ସମ୍ମାନ: ମୋଦି

ନୂଆଦିଲ୍ଲୀ,୯।୧: ପ୍ରବାସୀ ଭାରତୀୟମାନେ ମାଟି ମା’ଠାରୁ ଦୂରରେ ରହିଥିଲେ ବି ସେମାନଙ୍କ ମନରେ ଦେଶ ପ୍ରତି ଶ୍ରଦ୍ଧା ଏବଂ ସମ୍ମାନ ରହିଛି। କରୋନା ମହାମାରୀ ସଙ୍କଟ ସମୟରେ ଭାରତୀୟମାନେ ପ୍ରଶଂସାଯୋଗ୍ୟ କାମ କରିଛନ୍ତି। ସେମାନେ ପାଖପଡ଼ୋଶୀଙ୍କୁ ସହାୟତା କରିବା ସହିତ ମହାନ୍‌…

ସରକାରୀ ହସ୍ପିଟାଲରେ ଅଗ୍ନିକାଣ୍ଡ: ୧୦ ନବଜାତ ଶିଶୁ ମୃତ

ଭଣ୍ଡାରା,୯।୧: ମହାରାଷ୍ଟ୍ରର ଭଣ୍ଡାରା ଜିଲାରେ ଥିବା ସରକାରୀ ହସ୍ପିଟାଲରେ ଏକ ଅଭାବନୀୟ ଘଟଣା ଘଟିଛି। ଏଠାରେ ଅଗ୍ନିକାଣ୍ଡ ଯୋଗୁ ୧୦ ନବଜାତ ଶିଶୁଙ୍କ ମୃତ୍ୟୁ ଘଟିଥିବା ସ୍ଥାନୀୟ ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ନବଜାତ କେୟାର ୟୁନିଟ୍‌ରେ ଶୁକ୍ରବାର-ଶନିବାର ରାତ୍ର ୨ଟାରେ…

ଆଇନ ପ୍ରତ୍ୟାହାରକୁ କେନ୍ଦ୍ରର ନା

ନୂଆଦିଲ୍ଲୀ, ୯।୧: କେନ୍ଦ୍ରର କୃଷି ଆଇନକୁ ବିରୋଧ କରି ଦିଲ୍ଲୀ ସୀମାରେ ଚାଷୀ ଆନ୍ଦୋଳନ ଦେଢ଼ ମାସ ହେଲା ଜାରି ରହିଥିବାବେଳେ ଶୁକ୍ରବାର ସରକାର ଓ କୃଷକ ସଂଗଠନ ମଧ୍ୟରେ ଅଷ୍ଟମ ପର୍ଯ୍ୟାୟ ଆଲୋଚନା ବିନା ନିଷ୍କର୍ଷରେ ଶେଷ ହୋଇଛି। କୃଷି…

ଟିକା ପରିବହନ ଲାଗି ଗାଇଡ୍‌ଲାଇନ

ନୂଆଦିଲ୍ଲୀ, ୯।୧(ପି.ଟି.): କୋଭିଡ୍‌ ଟିକା ପରିବହନ ଯୋଜନାରେ ଥିବା ସମସ୍ତ ବିମାନ ଅପରେଟରଙ୍କ ପାଇଁ ବିମାନ ଚଳାଚଳ ମହାନିର୍ଦ୍ଦେଶକ (ଡିଜିସିଏ) ଶୁକ୍ରବାର ଗାଇଡ୍‌ଲାଇନ ଜାରି କରିଛନ୍ତି। ଏହି ଟିକାକୁ ଡ୍ରାଏ ଆଇସ୍‌ରେ ପ୍ୟାକ୍‌ କରି ଦେଶର ବିଭିନ୍ନ ସ୍ଥାନକୁ ନେବାକୁ ହେବ।…

ଡଲ୍‌ଫିନ୍‌କୁ ପିଟି ମାରିଦେଲେ

ଲକ୍ଷ୍ନୌ, ୯ା୧: ପ୍ରକୃତିକୁ ବିପଦ ମୁହଁକୁ ଠେଲିଚାଲିଥିବା ମଣିଷ ପୁଣି ବର୍ବରତାର ସୀମା ଟପିଛି। ଜାତୀୟ ଜଳଜୀବ ମାନ୍ୟତା ପାଇଥିବା ଏକ ଗାଞ୍ଜେଟିକ୍‌ ରିଭର ଡଲଫିନକୁ ପିଟିପିଟି ହତ୍ୟା କରାଯାଇଛି। ଏଥି ସହ ଏହି ଦୃଶ୍ୟର ଭିଡିଓ କରିଛନ୍ତି ଅଭିଯୁକ୍ତ। ଉତ୍ତରପ୍ରଦେଶ…

ଦକ୍ଷିଣ ଓଡ଼ିଶାରେ ଭୂମିକମ୍ପ

ଦାରିଙ୍ଗବାଡି/ଜି.ଉଦୟଗିରି/ଭଞ୍ଜନଗର/ପାରଳାଖେମୁଣ୍ଡି,୮ା୧: କନ୍ଧମାଳ ଜିଲା ଦାରିଙ୍ଗବାଡି, ଜି. ଉଦୟଗିରି, ବାଲିଗୁଡା, ରାଇକିଆ ସମେତ ଗଞ୍ଜାମର ଭଞ୍ଜନଗର ଓ ଗଜପତି ଜିଲା ମୋହନା ବ୍ଲକର କେତେକ ଅଞ୍ଚଳରେ ଶୁକ୍ରବାର ରାତି ପ୍ରାୟ ୯ଟା ୪୫ରେ ମୃଦୁ ଭୂମିକମ୍ପ ଅନୁଭୂତ ହୋଇଛି। ଲୋକେ ଭୟଭିତ ହୋଇ…

ଖୁସି ଖବର: ବ୍ରିଟେନରେ ଦେଖାଦେଇଥିବା କରୋନା ନୂଆ ଷ୍ଟ୍ରେନ୍‌ରେ ବି କାମ କରିବ ଫାଇଜର ଟିକା

ଲଣ୍ଡନ,୮ ।୧: କରୋନା ଭ୍ୟାକ୍ସିନ ଓ ବ୍ରିଟେନରେ ଦେଖାଦେଇଥିବା କରୋନାର ନୂଆ ଷ୍ଟ୍ରେନକୁ ନେଇ ଆଶ୍ୱସ୍ତି ଦେଲାଭଳି ଏକ ଖବର ସାମ୍ନାକୁ ଆସିଛି । କରୋନା ଟିକା ପ୍ରସ୍ତୁତକାରୀ କମ୍ପାନୀ ଫାଇଜର କହିଛି ସେ ପ୍ରସ୍ତୁତ କରିଥିବା ଭ୍ୟାକ୍ସିନ ବ୍ରିଟେନ ଓ…

କରୋନା ନୂଆ ଷ୍ଟ୍ରେନ୍ ମଧ୍ୟରେ ୨୫୬ ଯାତ୍ରୀଙ୍କୁ ନେଇ ବ୍ରିଟେନରୁ ଭାରତ ପହଞ୍ଚିଲା ପ୍ରଥମ ବିମାନ

ନୂଆଦିଲ୍ଲୀ,୮ ।୧: ବ୍ରିଟେନରେ କରୋନା ମହାମାରୀର ନୂଆ ଷ୍ଟ୍ରେନ୍ ଏବେ ବ୍ୟାପିବାରେ ଲାଗିଛି । ଏହାକୁ ଦେଖି ବ୍ରିଟେନ ସରକାର ଦେଶରେ ଲକ୍‌ଡାଉନ ଜାରି କରିଛନ୍ତି । ହେଲେ ଏହାରି ଭିତରେ ଭାରତ ସରକାର ବ୍ରିଟେନ ବିମାନସେବା ଉପରେ ଲାଗିଥିବା ପ୍ରତିବନ୍ଧକକୁ…

ନୂଆପଡ଼ାରେ ବାଘ ଆତଙ୍କ

ତରବୋଡ,୭।୧: ନୂଆପଡ଼ା ଜିଲା କୋମନା ବନାଞ୍ଚଳ ଅଧୀନ ଭରୁଆମୁଣ୍ଡା ଗ୍ରାମରେ ବାଘ ଆତଙ୍କ ଦେଖାଦେଇଛି। ପ୍ରତିଦିନ ଗାଁରେ ଘୂରି ବୁଲୁଛି ବାଘ । ଗାଁର ଗାଈ, ବଳଦ, ଛେଳି, ମେଣ୍ଢା ସବୁ ଖାଇ ଦେଉଛି। ଭୟରେ ଲୋକେ ଦିନରାତି ତାଟି କବାଟ…

୨୦୫୦ ସୁଦ୍ଧା ଦେଶରେ ବରିଷ୍ଠ ନାଗରିକଙ୍କ ସଂଖ୍ୟା ୩ ଗୁଣା ହେବ

ନୂଆଦିଲ୍ଲୀ,୭।୧: ଦେଶରେ ବରିଷ୍ଠ ନାଗରିକଙ୍କ ସଂଖ୍ୟା ଆସନ୍ତା ୨୦୫୦ ସୁଦ୍ଧା ୩ ଗୁଣା ହେବ। ୨୦୧୧ ଜନଗଣନା ଅନୁସାରେ ବରିଷ୍ଠ ନାଗରିକଙ୍କ ସଂଖ୍ୟା ୧୦ କୋଟି ରହିଛି। ତେବେ ଆଉ ୩୦ ବର୍ଷ ପରେ ଏହି ସଂଖ୍ୟା ୩୧ କୋଟିରୁ ଅଧିକରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri