Home Middle

କେନ୍ଦ୍ର – ଚାଷୀ ସଂଗଠନ ବୈଠକ: ହୋଇପାରିଲାନି ସମାଧାନ

ନୂଆଦିଲ୍ଲୀ,୪।୧: କେନ୍ଦ୍ର ସରକାର ଏବଂ ଚାଷୀ ସଂଗଠନ ମଧ୍ୟରେ ସୋମବାର ବସିଥିବା ସପ୍ତମ ପର୍ଯ୍ୟାୟ ବୈଠକରୁ କୌଣସି ସମାଧାନ ମିଳିପାରି ନାହିଁ। ଚାଷୀ ସଂଗଠନ ନୂଆ କୃଷି ଆଇନ ପ୍ରତ୍ୟାହାର କରିବା ଜିଦରେ ଅଟଳ ରହିଛି। ଅନ୍ୟପକ୍ଷରେ ବୈଠକରେ ସରକରଙ୍କ ପକ୍ଷରୁ…

ଦେଶରେ ବଢୁଛି ନୂଆ କୋଭିଡ୍‌ ଷ୍ଟ୍ରେନ

ନୂଆଦିଲ୍ଲୀ,୪।୧: ଦେଶର ବିଭିନ୍ନ ସ୍ଥାନରୁ ସୋମବାର କୋଭିଡ୍‌-୧୯ ନୂତନ ଷ୍ଟ୍ରେନର ୯ଟି ମାମଲା ସାମ୍ନାକୁ ଆସିଛି। ଏହାକୁ ମିଶାଇ ଦେଶରେ ନୂତନ ଷ୍ଟ୍ରେନ ସଂକ୍ରମିତଙ୍କ ସଂଖ୍ୟା ୩୮ରେ ପହଞ୍ଚିଛି। ୩୮ଟି ମାମଲା ମଧ୍ୟରୁ ୧୦ଟି ବେଙ୍ଗାଲୁରୁରେ ଚିହ୍ନଟ ହୋଇଥିବା ବେଳେ ୩ଟି…

ନୂଆବର୍ଷରେ ଦେଶକୁ ମିଳିଛି ୨ କରୋନା ଟିକା: ମୋଦି

ନୂଆଦିଲ୍ଲୀ,୪।୧: ଏବେ ଅନ୍ତର୍ଜାତୀୟସ୍ତରରେ ଆତ୍ମନିର୍ଭର ଭାରତ ପରିଚିତି ହାସଲ କରିପାରିଛି। ନୂଆବର୍ଷରେ ଦେଶକୁ ୨ କରୋନା ଟିକା ମିଳିଛି। କୋଭିଶିଲ୍ଡ୍‌ ଏବଂ କୋଭାକ୍ସିନ୍‌ର ବ୍ୟବହାର ଏବେ ସାର୍ବଜନୀକ ଭାବେ କରାଯିବ। ଦେଶରେ ବଡ଼ ଧରଣର କରୋନା ଟିକାଦାନ କାର୍ଯ୍ୟକ୍ରମ ଆରମ୍ଭ ହେବାକୁ…

୧୦୦୦ ଟଙ୍କାରେ ମିଳିବ କୋଭିଶିଲ୍ଡ୍‌ : ସେରମ୍‌ ଇନଷ୍ଟିଚ୍ୟୁଟ୍‌

ନୂଆଦିଲ୍ଲୀ,୪।୧: ଭାରତରେ କୋଭିଶିଲ୍ଡ୍‌ ୧୦୦୦ଟଙ୍କାରେ ମିଳିବ ବୋଲି ସେରମ୍‌ ଇନଷ୍ଟିଚ୍ୟୁଟ୍‌ର ସିଇଓ ଆଦର ପୁନାଓ୍ବାଲା ସୂଚନା ଦେଇଛନ୍ତି। ମାତ୍ର ସରକାରଙ୍କ ଅନୁମତି ମିଳିଲେ ଏଭଳି କରାଯିବ। ସେରମ୍‌ ଇନଷ୍ଟିଚ୍ୟୁଟ ପକ୍ଷରୁ ପ୍ରଥମ ଏକ କୋଟି ଟିକା ୨୦୦ଟଙ୍କାର ସ୍ବତନ୍ତ୍ର ଦାମ୍‌ରେ ଯୋଗାଇ…

ସରକାରଙ୍କ ସହ ଆଜି ଆଲୋଚନା

ନୂଆଦିଲ୍ଲୀ, ୪।୧: କେନ୍ଦ୍ର ସରକାରଙ୍କ ସହ ଚାଷୀନେତାଙ୍କର ସୋମବାର ପରବର୍ତ୍ତୀ ପର୍ଯ୍ୟାୟ ଆଲୋଚନା ଅନୁଷ୍ଠିତ ହେବାକୁ ଯାଉଛି। ଏହାର ଫଳାଫଳକୁ ସମସ୍ତେ ଅପେକ୍ଷା କରି ରହିଛନ୍ତି। ସରକାରଙ୍କ ସହ ମୁଖ୍ୟତଃ ୩ କୃଷି ଆଇନ ପ୍ରତ୍ୟାହାର ଏବଂ ଫସଲର ସର୍ବନିମ୍ନ ସହାୟକ…

‘୨ ଭାକ୍ସିନ୍‌ ୧୧୦% ନିରାପଦ’

ନୂଆଦିଲ୍ଲୀ, ୪।୧: କରୋନା ମହାମାରୀରୁ ବର୍ତ୍ତିବା ଲାଗି ଟିକାକୁ ସାରା ଦେଶ ଦୀର୍ଘଦିନ ହେଲା ପ୍ରତୀକ୍ଷା କରିଥିବାବେଳେ ଏବେ ତାହାର ଅନ୍ତ ହୋଇଛି। କରୋନା ଟିକା କୋଭିଶିଲ୍ଡ ଏବଂ କୋଭାକ୍ସିନ୍‌କୁ ଜରୁରୀ ବ୍ୟବହାର ନିମନ୍ତେ ଭାରତର ଔଷଧ ମହାନିୟନ୍ତ୍ରକ ବା ଡ୍ରଗ୍ସ…

ବୈଜ୍ଞାନିକମାନେ ଦେଲେ ଆତ୍ମନିର୍ଭର ଭାରତର ପରିଚୟ: ମୋଦି

ନୂଆଦିଲ୍ଲୀ,୩।୧: ଭାରତରେ କରୋନା ମହାମାରୀ ବିରୋଧରେ ଜାରି ରହିଥିବା ଲଢ଼େଇର ଅନ୍ତିମ ପର୍ଯ୍ୟାୟ ଆସି ପହଞ୍ଚିଛି। କୋଭିଶିଲ୍ଡ ଏବଂ କୋଭାକ୍ସିନ୍‌ ଭଳି ଦୁଇଟି ଟିକାକୁ ଡ୍ରଗ୍‌ କଣ୍ଟ୍ରୋଲର ଜେନେରାଲ ଅଫ୍‌ ଇଣ୍ଡିଆ (ଡିସିଜିଆଇ) ପକ୍ଷରୁ ମଞ୍ଜୁରୀ ଦିଆଯାଇଛି। ଟିକା ପ୍ରସ୍ତୁତିରେ ଲାଗିଥିବା…

କରୋନା ଆତଙ୍କ ହେବ ଶେଷ: କୋଭିଶିଲ୍ଡ୍‌-କୋଭାକ୍ସିନ୍‌କୁ ଡିସିଜିଆଇ ଦେଲା ମଞ୍ଜୁରୀ

ନୂଆଦିଲ୍ଲୀ,୩।୧: ଭାରତରେ କରୋନା ଆତଙ୍କ ଏବେ ଶେଷ ହେବା ନେଇ ଲୋକଙ୍କ ମଧ୍ୟରେ ଆଶା ସୃଷ୍ଟି ହୋଇଛି। ଡ୍ରଗ୍‌ କଣ୍ଟ୍ରୋଲର ଜେନେରାଲ ଅଫ୍‌ ଇଣ୍ଡିଆ (ଡିସିଜିଆଇ) ପକ୍ଷରୁ ଦେଶରେ କୋଭିଶିଲ୍ଡ୍‌ ଏବଂ କୋଭାକ୍ସିନ୍‌କୁ କରୋନା ପ୍ରତିଷେଧକ ଟିକାକୁ ଜରୁରୀକାଳୀନ ସ୍ଥିତିରେ ବ୍ୟବହାର…

ଦଶମ ବୋର୍ଡ: ପ୍ରତି ବିଷୟରେ ୮୦ ମାର୍କର ହେବ ପରୀକ୍ଷା

ଭୁବନେଶ୍ୱର,୩।୧(ବ୍ୟୁରୋ): ମହାମାରୀ କରୋନା ଯୋଗୁ ଗତ ବର୍ଷ ମାର୍ଚ୍ଚରୁ ରାଜ୍ୟର ଶିକ୍ଷାନୁଷ୍ଠାନଗୁଡ଼ିକ ବନ୍ଦ ରହିଥିଲା। ଏବେ ପରିସ୍ଥିତି ନିୟନ୍ତ୍ରଣକୁ ଆସିବା ପରେ ରାଜ୍ୟ ସରକାର ସ୍କୁଲଗୁଡ଼ିକୁ ଖୋଲିବାକୁ ନିଷ୍ପତ୍ତି ନେବା ସହ ବୋର୍ଡ ପରୀକ୍ଷା ନେଇ ତାରିଖ ଘୋଷଣା କରିଛନ୍ତି। ଏହି…

କୋଭିଶିଲ୍ଡ ପରେ କୋଭାକ୍ସିନ୍‌କୁ ମଞ୍ଜୁରୀ

ନୂଆଦିଲ୍ଲୀ, ୩।୧: ଭାରତର ଔଷଧ ନିୟନ୍ତ୍ରଣ କର୍ତ୍ତୃପକ୍ଷଙ୍କ ବିଶେଷଜ୍ଞ କମିଟି ଶୁକ୍ରବାର ସେରମ୍‌ ଇନ୍‌ଷ୍ଟିଚ୍ୟୁଟ ପ୍ରସ୍ତୁତ କୋଭିଶିଲ୍ଡ ଟିକାକୁ ଅନୁମୋଦନ ଲାଗି ସୁପାରିସ କରିବା ପରେ ଶନିବାର ଭାରତ ବାୟୋଟେକ୍‌ ପ୍ରସ୍ତୁତ ‘କୋଭାକ୍ସିନ୍‌’କୁ ଜରୁରୀ ବ୍ୟବହାର ଲାଗି ସବୁଜ ସଙ୍କେତ ଦେଇଛି।…

ମହିମାଧର୍ମର ଉପାସନା କ୍ଷେତ୍ର ‘ମେରୁମଠ’: ମାନ୍ୟତା ମିଳିଛି, ବିକାଶ ନାହିଁ

ବାରିପଦା ଅଫିସ, ୩ା୧: କଳା ଓ ସଂସ୍କୃତି କ୍ଷେତ୍ରରେ ମୟୂରଭଞ୍ଜ ଜିଲା ଦେଶ ବିଦେଶରେ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଛି। ଏଠାରେ ରାଜରାଜୁଡା କାଳରୁ ଗଢି ଉଠିଥିବା ରାଜପ୍ରାସାଦ, ମଠ, ମନ୍ଦିର, ଶିକ୍ଷାନୁଷ୍ଠାନ, ଗମନାଗମନ, ଶିଳ୍ପାନୁଷ୍ଠାନ ଓ ଡାକ୍ତରଖାନା ଭଳି ଅନେକ…

୮ରୁ ଖୋଲିବ ସ୍କୁଲ, କଲେଜ

ଭୁବନେଶ୍ୱର,୨ା୧- କୋଭିଡ୍‌ କଟକଣାରେ ରାଜ୍ୟରେ ଖୋଲିବାକୁ ଯାଉଛି ସ୍କୁଲ ଓ କଲେଜ। ଆସନ୍ତା ୮ ତାରିଖରୁ କେବଳ ଦଶମ ଓ ଦ୍ୱାଦଶ ଶ୍ରେଣୀର ଛାତ୍ରୀଛାତ୍ରଙ୍କ ପାଇଁ ଶିକ୍ଷାନୁଷ୍ଠାନ ଖୋଲିବ। ମାଧ୍ୟମିକ ଶିକ୍ଷା ବୋର୍ଡ ଓ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri