ସମ୍ବଲପୁରରେ ଆଇଆଇଏମ୍ ସ୍ଥାୟୀ କ୍ୟାମ୍ପସର ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ: କହିଲେ ‘ହେବ ଶିକ୍ଷାର ହବ୍’
ସମ୍ବଲପୁର,୨।୧ (ବ୍ୟୁରୋ)- ବୁର୍ଲା ନିକଟ ବସନ୍ତପୁରରେ ସମ୍ବଲପୁର ଆଇଆଇଏମ୍ର ସ୍ଥାୟୀ କ୍ୟାମ୍ପସ ନିର୍ମାଣର ଶିଳାନ୍ୟାସ ଉତ୍ସବ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭର୍ଚୁଆଲ ଭାବେ ଯୋଗଦେଇ ଶିଳାନ୍ୟାସ କରିଥିଲେ। ପ୍ରଧାନମନ୍ତ୍ରୀ ପ୍ରଥମେ ପ୍ରଭୁ ଶ୍ରୀ ଜଗନ୍ନାଥ…
ସରକାରଙ୍କ ବଡ଼ ଘୋଷଣା: ସମସ୍ତଙ୍କୁ ମାଗଣାରେ ଦିଆଯିବ କରୋନା ଟିକା
ନୂଆଦିଲ୍ଲୀ,୨।୧: ଭାରତରେ କରୋନା ଟିକାକରଣ ନେଇ ପ୍ରସ୍ତୁତି ଜାରି ରହିଛି। ଶନିବାରଠାରୁ ଦେଶବ୍ୟାପୀ ଡ୍ରାଏ ରନ୍ ଆରମ୍ଭ ହୋଇଛି। ତେବେ ସରକାରଙ୍କ ପକ୍ଷରୁ କରୋନା ଟିକାଦାନ ନେଇ ବଡ଼ ଘୋଷଣା କରାଯାଇଛି। ଦେଶରେ ସମସ୍ତଙ୍କୁ ମାଗଣା କରୋନା ଟିକା ଦିଆଯିବ ବୋଲି…
୩୩ ଦେଶରେ ନୂଆ ଷ୍ଟ୍ରେନ୍ ଆତଙ୍କ
ନୂଆଦିଲ୍ଲୀ,୨।୧: ବ୍ରିଟେନ୍ରୁ ଆରମ୍ଭ ହୋଇଥିବା କରୋନା ମହାମାରୀର ନୂଆ ଷ୍ଟ୍ରେନ୍ ଏବେ ପୃଥିବୀର ୩୩ଟି ଦେଶରେ ପହଞ୍ଚିଛି। କେତେକ ଦେଶରେ କରୋନା ଟିକାକରଣ ଆରମ୍ଭ ହୋଇଥିବାବେଳେ ନୂଆ ଷ୍ଟ୍ରେନ୍ ଯୋଗୁ ଲୋକେ ଆତଙ୍କିତ ହୋଇପଡ଼ିଛନ୍ତି। ସୁରକ୍ଷାକୁ ଦୃଷ୍ଟିରେ ରଖି ଇତିମଧ୍ୟରେ ୪୦ରୁ…
ମାଡ଼ି ଆସୁଛି ବିପଦ: ୬୩ କୋଟିରୁ ଅଧିକଙ୍କୁ ମିଳିବନି ପିଇବା ପାଣି
ମାଦ୍ରିଦ୍,୨।୧: ଜଳବାୟୁ ପରିବର୍ତ୍ତନ, ଦ୍ରୁତ ଶିଳ୍ପାୟନ ଏବଂ ଜଙ୍ଗଲ ନଷ୍ଟ ହେବାର କୁପ୍ରଭାବ ପୃଥିବୀ ଉପରେ ପଡ଼ିବାକୁ ଯାଉଛି। ଆଉ ୨୦ ବର୍ଷ ପରେ ୨୦୪୦ ବେଳକୁ ପୃଥିବୀରେ ଜଳସଙ୍କଟ ଉତ୍କଟ ହେବାର ଆଶଙ୍କା ରହିଛି। ଏହାଯୋଗୁ ପୃଥିବୀର ଏକପଞ୍ଚମାଂଶ ଅର୍ଥାତ୍…
ଟିକାଦାନ ପୂର୍ବରୁ ଅଭ୍ୟାସ: ୧୧୬ ଜିଲାରେ ମକ୍ ଡ୍ରିଲ୍ ଆରମ୍ଭ
ନୂଆଦିଲ୍ଲୀ,୨।୧: ଭାରତରେ କରୋନା ଟିକାକରଣ ପୂର୍ବରୁ ସମସ୍ତ ବ୍ୟବସ୍ଥାର ତଦାରଖ ପାଇଁ ସରକାରଙ୍କ ପକ୍ଷରୁ ଦେଶବ୍ୟାପୀ ଶନିବାରଠାରୁ ଟିକାକରଣ ଅଭ୍ୟାସ (ମକ୍ ଡ୍ରିଲ୍) ଆରମ୍ଭ କରାଯାଇଛି। ପୂର୍ବରୁ ପଞ୍ଜାବ, ଆସାମ, ଗୁଜରାଟ ଏବଂ ଆନ୍ଧ୍ରପ୍ରଦେଶ ଆଦି ୪ ରାଜ୍ୟରେ ୪୮ ଘଣ୍ଟିଆ…
ପ୍ରଦୂଷଣ ଯୋଗୁ ୨.୬ ଲକ୍ଷ କୋଟି କ୍ଷତି
ମୁମ୍ବାଇ, ୨।୧: ପ୍ରଦୂଷଣ କବଳରେ ପୂରା ବିଶ୍ୱ। ଦିନକୁ ଦିନ ଏହାର ମାତ୍ରାଧିକ ବୃଦ୍ଧି ଜୀବନ ଧାରଣର ମାନ କମାଇଛି। ବିଭିନ୍ନ ଦେଶ ପକ୍ଷରୁ ନିଆଯାଉଥିବା ପଦକ୍ଷେପ ଯଥେଷ୍ଟ ହେଉ ନ ଥିବାରୁ ଏହାର ସାମ୍ନା କରିବା ଏବେ ବଡ଼ ଆହ୍ବାନ।…
ୟୁଏନ୍ଏସ୍ସି ଅସ୍ଥାୟୀ ସଦସ୍ୟ ହେଲା ଭାରତ
ଜାତିସଂଘ, ୨।୧(ଆଇଏଏନ୍ଏସ୍): ସ୍ଥାୟୀ ସଦସ୍ୟତା ଦାବି କରିଆସୁଥିବା ଭାରତ ଶୁକ୍ରବାର ଜାତିସଂଘ ସୁରକ୍ଷା ପରିଷଦ (ୟୁଏନ୍ଏସ୍ସି)ର ଅସ୍ଥାୟୀ ସଦସ୍ୟ ହୋଇଛି। ଏବେ ସଦସ୍ୟ ଭାବେ ଭାରତ ଏହାର ‘ବସୁଧୈବ କୁଟୁମ୍ବକମ୍’ ବା ସାରା ବିଶ୍ୱ ଏକ ପରିବାର ନୀତିକୁ ପ୍ରସାର କରିପାରିବା…
ନୂଆ ବର୍ଷରେ ମିଳିଲା ଖୁସି ଖବର: ଅକ୍ସଫୋର୍ଡ ଭ୍ୟାକ୍ସିନକୁ ଜରୁରୀକାଳିନ ମଞ୍ଜୁରୀ
ନୂଆଦିଲ୍ଲୀ,୧।୧- ନୂଆ ବର୍ଷରେ ଦେଶବାସୀଙ୍କୁ ମିଳିଛି ଖୁସି ଖବର। ଅକ୍ସଫୋର୍ଡ-ଆଷ୍ଟ୍ରାଜେନିକା ଦ୍ବାରା ପ୍ରସ୍ତୁତ ଭ୍ୟାକ୍ସିନ କୋଭିସିଲ୍ଡକୁ ମିଳିଛି ଜରୁରୀକାଳୀନ ବ୍ୟବହାର ଅନୁମତି। ସରକାରଙ୍କ ପକ୍ଷରୁ ନିଯୁକ୍ତ ବିଶେଷଜ୍ଞଙ୍କ ପ୍ୟାନେଲ ଶୁକ୍ରବାର ଏହି ଭ୍ୟାକ୍ସିନକୁ ଜରୁରୀକାଳିନ ଅନୁମତି ଦେଇଥିବାବେଳେ ଡ୍ରଗ୍ସ କଣ୍ଟ୍ରୋଲର ଜେନେରାଲ…
ରାଜ୍ୟବାସୀଙ୍କୁ ନବ ବର୍ଷର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୧।୧(ବ୍ୟୁରୋ): ପବିତ୍ର ଇଂରାଜୀ ନବବର୍ଷ ଅବସରରେ ଶୁକ୍ରବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ନବ ବର୍ଷର ଶୁଭେଚ୍ଛା ଜଣାଇନ୍ତି। ଟୁଇଟ୍ ଯୋଗେ ମୁଖ୍ୟମନ୍ତ୍ରୀ ଏହି ବାର୍ତ୍ତା ଦେଇଛନ୍ତି। ମୁଖ୍ୟମନ୍ତ୍ରୀ ବର୍ଷ ୨୦୨୧ରେ କରୋନା ସଙ୍କଟ ଦୂର ହେବା ସହ ରାଜ୍ୟର ଦ୍ରୁତ…
କର୍ଫ୍ୟୁ ଭିତରେ ନୂଆବର୍ଷକୁ ସ୍ୱାଗତ
ଭୁବନେଶ୍ୱର,୧।୧(ବ୍ୟୁରୋ):ନା ଥିଲା ଚିକ୍ମିକ୍ ଲାଇଟ୍ ନା ଶୁଭୁଥିଲା କୋଳାହାଳ। ମଧ୍ୟରାତିର ସବୁ ଉତ୍କଣ୍ଠା, ଉତ୍ସାହରେ ରୋକ ଲଗାଇଥିଲା କରୋନା କଟକଣା। ରଙ୍ଗହୀନ ହୋଇଯାଇଥିଲା ଜିରୋନାଇଟ୍। କଟକ ଓ ଭୁବନେଶ୍ୱରରେ ୭ ଘଣ୍ଟିଆ କର୍ଫୁ ସତେ ଯେମିତି ସତର୍କ କରାଉଥିଲା। ନିର୍ଜନତା ଭିତରେ…
ବିଶ୍ୱସ୍ତରୀୟ ହେବ ଏସ୍ସିବି ମେଡିକାଲ କଲେଜ
ଭୁବନେଶ୍ୱର,୩୧ା୧୨(ବ୍ୟୁରୋ)-କଟକସ୍ଥିତ ଶ୍ରୀରାମ ଚନ୍ଦ୍ର ଭଞ୍ଜ ମେଡିକାଲ କଲେଜ ଓ ହସ୍ପିଟାଲର ହେବ ନବକଳେବର। ୩୫୦୦ କୋଟି ଟଙ୍କା ବ୍ୟୟରେ ଏହାକୁ ଏକ ଅତ୍ୟାଧୁନିକ ବିଶ୍ୱସ୍ତରୀୟ ଚିକିତ୍ସା ପ୍ରତିଷ୍ଠାନରେ ପରିଣତ କରାଯିବ। ଗୁରୁବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏକ ଉଚ୍ଚସ୍ତରୀୟ ବୈଠକରେ ଏହି…
ମେ’ ୪ରୁ ସିବିଏସ୍ଇ ବୋର୍ଡ ପରୀକ୍ଷା
ନୂଆଦିଲ୍ଲୀ,୩୧।୧୨-ମେ’ ୪ରୁ ଆରମ୍ଭ ହେବ ସିବିଏସ୍ଇ ବୋର୍ଡ ପରୀକ୍ଷା। ଏ ନେଇ ଗୁରୁବାର କେନ୍ଦ୍ର ଶିକ୍ଷାମନ୍ତ୍ରୀ ରମେଶ ପୋଖରିଆଲ ନିଶଙ୍କ ଘୋଷଣା କରିଛନ୍ତି। ମାର୍ଚ୍ଚ୧ରୁ ପ୍ରାକ୍ଟିକାଲ ପରୀକ୍ଷା ଆରମ୍ଭ ହେବ। ଜୁଲାଇ ୧୫ ସୁଦ୍ଧା ରେଜଲ୍ଟ ପ୍ରକାଶ ପାଇବ। ସେହିପରି ଜୁନ…
Archives


