Home Middle

ଅଗଷ୍ଟ ୧୫ ପୂର୍ବରୁ ବଡ଼ ଆକ୍ରମଣ ପାଇଁ ଯୋଜନା କରିଥିଲେ ଆତଙ୍କବାଦୀ

ଲକ୍ଷ୍ନୌ,୧୧।୭: ଉତ୍ତରପ୍ରଦେଶର ଲକ୍ଷ୍ନୌରେ ଦୁଇ ସନ୍ଦିଗ୍ଧ ଆତଙ୍କବାଦୀଙ୍କୁ ଏଟିଏସ ଗିରଫ କରିଛି। ଗିରଫ ଦୁଇ ଜଣଙ୍କ ଲିଙ୍କ ଆତଙ୍କବାଦୀ ସଙ୍ଗଠନ ଅଲକାଏଦା ଅନସାର୍‌ ଗଜବନ୍‌-ଉଲ୍‌-ହିନ୍ଦ୍‌ ସହ ଜଡିତ ରହିଥିବା ନେଇ କୁହାଯାଉଛି। ଲକ୍ଷ୍ନୌର କାକୋରୀ ଅଞ୍ଚଳରୁ ଏହି ଦୁଇଜଣଙ୍କୁ ଗିରଫ କରାଯାଇଛି।…

ସରକାରଙ୍କ ଆଗରେ ନଇଁଲା ଟୁଇଟର୍‌

ନୂଆଦିଲ୍ଲୀ,୧୧।୭: ଭାରତ ସରକାର ଏବଂ ମାଇକ୍ରୋବ୍ଲଗିଂ ସାଇଟ ଟୁଇଟର ମଧ୍ୟରେ ଚାଲିଥିବା ବିବାଦ ଶେଷ ହେବାପରି ଲାଗୁଛି। ଶେଷରେ ଟୁଇଟର ଭାରତର ନୂତନ ଆଇଟି ନିୟମକୁ ଗ୍ରହଣ କରିଛି। ବିଶେଷ କଥା ହେଉଛି ନୂତନ ଆଇଟି ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ଚେତାବନୀ…

ସରକାରୀ ବାବୁ ଆତଙ୍କବାଦୀଙ୍କ ଏଜେଣ୍ଟ୍‌, ୧୧ ନିଲମ୍ବିତ…

ଶ୍ରୀନଗର,୧୧।୭: ସରକାରୀ ବାବୁ ଆତଙ୍କବାଦୀଙ୍କ ଏଜେଣ୍ଟ ସାଜି ଗୁପ୍ତ ତଥ୍ୟ ଯୋଗାଇବା ଘଟଣାରେ ଜମ୍ମୁ-କଶ୍ମୀରରେ ତନାଘନା ଆରମ୍ଭ ହୋଇଛି। ଏହି ମାମଲାରେ ୧୧ ଜଣ ଅଧିକାରୀଙ୍କୁ ନିଲମ୍ବିତ କରାଯାଇଛି। ସରକାରୀ ଚାକିରି କରି ସେମାନେ ଆତଙ୍କବାଦୀଙ୍କ ପାଇଁ ଆବଶ୍ୟକ ପାଣ୍ଠି ସଂଗ୍ରହ…

୨ ଅଲ୍‌ କାଏଦା ସନ୍ଦିଗ୍ଧ ଗିରଫ, ପ୍ରେସର କୁକର ବୋମା ଜବତ…

ଲକ୍ଷ୍ନୌ,୧୧।୭: ଉତ୍ତରପ୍ରଦେଶର ଲକ୍ଷ୍ନୌରୁ ଆତଙ୍କବାଦୀ ସଂଗଠନର ୨ ସନ୍ଦିଗ୍ଧଙ୍କୁ ଗିରଫ କରାଯାଇଛି। ସ୍ଥାନୀୟ କାକୋରି ଅଞ୍ଚଳରୁ ସନ୍ଦିଗ୍ଧମାନଙ୍କୁ ଏଟିଏସ୍‌ ଟିମ୍‌ ଗିରଫ କରିଛି। ସେମାନଙ୍କଠାରୁ ପ୍ରେସର କୁକର ବୋମା ସହିତ ଅନ୍ୟ ଅସ୍ତ୍ରଶସ୍ତ୍ର ଜବତ ହୋଇଛି। ସେମାନେ କୌଣସି ବଡ଼ ଧରଣର…

ଯୋଗୀ ଜାରି କଲେ ଜନ ସଂଖ୍ୟା ୨୦୨୧-୩୦ ନୀତି…

ଲକ୍ଷ୍ନୌ,୧୧।୭: ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ବିଶ୍ୱ ଜନସଂଖ୍ୟା ଦିବସ ଅବସରରେ ରାଜ୍ୟରେ ଜନ ସଂଖ୍ୟା ୨୦୨୧-୩୦ ନୀତି ଜାରି କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ବାସ ଭବନରେ ଆୟୋଜିତ ଏକ ଉତ୍ସବରେ ଏହା ଜାରି ହୋଇଛି। ପ୍ରତି ସ୍କୁଲରେ ହେଲଥ୍‌ କ୍ଲବ୍‌ ସ୍ଥାପନା…

ଲୋକଙ୍କ ପାଇଁ କାମ କରୁଥିବା ବ୍ୟକ୍ତିଙ୍କୁ ପଦ୍ମ ସମ୍ମାନ ଲାଗି ମୋଦିଙ୍କ ଆହ୍ବାନ…

ନୂଆଦିଲ୍ଲୀ,୧୧।୭: ତୃଣମୂଳସ୍ତରରେ ଲୋକଙ୍କ ପାଇଁ ନିସ୍ବାର୍ଥପର ଭାବେ କାର୍ଯ୍ୟ କରୁଥିବା ବ୍ୟକ୍ତିଙ୍କୁ ପିପୁଲସ୍‌ ପଦ୍ମ ସମ୍ମାନ ପ୍ରଦାନ ଲାଗି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶବାସୀଙ୍କୁ ଆହ୍ବାନ ଜଣାଇଛନ୍ତି। ରବିବାର ଟୁଇଟ୍‌ କରି ପ୍ରଧାନମନ୍ତ୍ରୀ ଏଭଳି କହିଛନ୍ତି। ସେବା କରୁଥିବା ଲୋକ ଚିହ୍ନଟ…

ଟୁଇଟର୍‌ ଭାରତରେ ନିଯୁକ୍ତ କଲା ଅଭିଯୋଗ ଅଧିକାରୀ, ଦାୟିତ୍ୱରେ ବିନୟ ପ୍ରକାଶ…

ନୂଆଦିଲ୍ଲୀ,୧୧।୭: ଦିଲ୍ଲୀ ହାଇକୋର୍ଟଙ୍କ ତାଗିଦ୍‌ ପରେ ଟୁଇଟର ଏବେ ବାଟକୁ ଆସିଛି। ଭାରତରେ ଆବାସିକ ଅଭିଯୋଗ ଅଧିକାରୀ ଭାବେ ବିନୟ ପ୍ରକାଶଙ୍କୁ ନିଯୁକ୍ତ କରାଯିବା ନେଇ ଟୁଇଟର ପକ୍ଷରୁ ଘୋଷଣା କରାଯାଇଛି। ସେ ଟୁଇଟର ବିରୋଧରେ କରାଯାଇଥିବା ବିଭିନ୍ନ ଅଭିଯୋଗ ତଦାରଖ…

ହୀରାକୁଦରୁ ଛଡ଼ାଗଲା ପ୍ରଥମ ବନ୍ୟାଜଳ

ସମ୍ବଲପୁର ଅଫିସ,୧୧ା୭: ହୀରାକୁଦ ଉପରମୁଣ୍ଡରେ ବର୍ଷା ଯୋଗୁ ଜଳଭଣ୍ଡାରକୁ ଜଳର ପ୍ରବେଶ ମାତ୍ରା ବୃଦ୍ଧି ପାଇଛି । ଜଳଭଣ୍ଡାରରେ ଜଳସ୍ତର ନିୟନ୍ତ୍ରଣରେ ରଖିବା ପାଇଁ ରବିବାର ପୂର୍ବାହ୍ନରେ ଚଳିତ ବର୍ଷର ପ୍ରଥମ ବନ୍ୟାଜଳ ନିଷ୍କାସନ କରାଯାଇଛି ବୋଲି ହୀରାକୁଦ ଜଳଭଣ୍ଡାର କର୍ତ୍ତୃପକ୍ଷ…

ତାଲିବାନ୍‌ ହେଉଛି ଉଗ୍ର, ୫୦ ଭାରତୀୟ ଅଧିକାରୀଙ୍କୁ ଆଫଗାନିସ୍ତାନ ଛାଡ଼ିବାକୁ ପରାମର୍ଶ…

କାବୁଲ,୧୧।୭: ଆଫଗାନିସ୍ତାନର କାନ୍ଧାହାର ସ୍ଥିତ ଦୂତାବାସ କାର୍ଯ୍ୟାଳୟରେ କାର୍ଯ୍ୟ କରୁଥିବା ୫୦ ଜଣ ଭାରତୀୟ ଅଧିକାରୀଙ୍କୁ ସ୍ବଦେଶ ଫେରିବାକୁ ପରାମର୍ଶ ଦିଆଯାଇଛି। ଆଫଗାନିସ୍ତାନରେ ତାଲିବାନ୍‌ ଆତଙ୍କବାଦୀ ସଂଗଠନ ସକ୍ରିୟ ହେବା ସହିତ ଉଗ୍ର ହେବାରେ ଲାଗିଥିବାରୁ ଭାରତ ସରକାରଙ୍କ ପକ୍ଷରୁ ସୁରକ୍ଷା…

ଦୈନିକ ସଂକ୍ରମଣ-ମୃତ୍ୟୁ ସଂଖ୍ୟାରେ ଲଗାମ୍‌…

ନୂଆଦିଲ୍ଲୀ,୧୧।୭: ଦେଶରେ କରୋନା ସଂକ୍ରମଣରେ ଧୀରେଧୀରେ ସୁଧାର ଆସିଲେ ମଧ୍ୟ ସ୍ଥିତି ସଙ୍କଟ ଜନକ ରହିଛି। ଦେଶରେ ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଦ୍ୱିତୀୟ ଲହର ପ୍ରକୋପ ଥମିବାରେ ଲାଗିଛି। ଦୈନିକ ସଂକ୍ରମଣ ଏବଂ…

ଦକ୍ଷିଣ କଶ୍ମୀରରେ ଏନ୍‌ଆଇଏ ଚଢ଼ାଉ, ୫ ସନ୍ଦିଗ୍ଧ ଗିରଫ…

ଶ୍ରୀନଗର,୧୧।୭: ଆତଙ୍କବାଦୀଙ୍କୁ ପାଣ୍ଠି ଯୋଗାଣ ଅଭିଯୋଗ ମିଳିବା ପରେ ଏନ୍‌ଆଇଏ, ଟିମ୍‌, ର ଏବଂ ଆଇବି ଟିମ୍‌ ପକ୍ଷରୁ ଦକ୍ଷିଣ କଶ୍ମୀରର ଅନନ୍ତନାଗରେ ଚଢ଼ାଉ କରାଯାଇଛି। ଆତଙ୍କବାଦୀ ସଂଗଠନ ଆଇଏସ୍‌ଆଇଏସ୍‌ ସହିତ ସମ୍ପର୍କରେ ଥିବା ଅଭିଯୋଗ ଆଧାରରେ ୫ ଜଣ ସନ୍ଦିଗ୍ଧଙ୍କୁ…

କାନ୍ଦୁଛି ୟୁପି ପୋଲିସ

ଲକ୍ଷ୍ନୌ,୧୦।୭: “ଭାଜପା କର୍ମୀ ଟେକା, ପଥର ମାଡ଼ କରୁୁଛନ୍ତି। ଏପରି କି ମୋତେ ଚାପୁଡ଼ା ମାରିଲେ। ସାଥିରେ ଆଣିଥିଲେ ବୋମା। ସେମାନଙ୍କ ମଧ୍ୟରେ ଭାଜପା ବିଧାୟକ ଓ ଜିଲା ମୁଖ୍ୟ ଅଛନ୍ତି” । ଫୋନ ଯୋଗେ ଏଭଳି କହି ବରିଷ୍ଠ ଅଧିକାରୀଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?