Home Middle

କରୋନା ଲଢ଼େଇରେ ବଡ଼ ଅଭିଯାନ: ଜାନୁୟାରୀ ୨ରୁ ସମସ୍ତ ରାଜ୍ୟରେ ଟିକାକରଣ ଅଭ୍ୟାସ

ନୂଆଦିଲ୍ଲୀ,୩୧।୧୨: ଭାରତରେ କରୋନା ଟିକାକରଣ ପାଇଁ ସରକାରଙ୍କ ପକ୍ଷରୁ ଜାନୁୟାରୀ ୨ଠାରୁ ବଡ଼ ଅଭିଯାନ ଆରମ୍ଭ ହେବାକୁ ଯାଉଛି। ଏନେଇ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଗୁରୁବାର ହୋଇଥିବା ବୈଠକରେ ନିଷ୍ପତ୍ତି ଗ୍ରହଣ କରାଯାଇଛି। ପୂର୍ବରୁ ପଞ୍ଜାବ, ଆସାମ, ଗୁଜରାଟ ଏବଂ ଆନ୍ଧ୍ରପ୍ରଦେଶ…

ଟୁଇନ୍‌ ସିଟିରେ ୧୪୪ ଧାରା

ଭୁବନେଶ୍ୱର,୩୧ା୧୨(ବ୍ୟୁରୋ): ଗୁରୁବାର ରାତିରୁ ରାଜ୍ୟ ସରକାର ନାଇଟ୍‌ କଫ୍ୟୁ ଜାରି କରିଥିବାବେଳେ ଟୁଇନ୍‌ ସିଟି ଅର୍ଥାତ୍‌ କଟକ-ଭୁବନେଶ୍ୱରରେ ୧୪୪ ଧାରା ଜାରି ନେଇ ପୋଲିସ କମିଶନର ସୂଚନା ଦେଇଛନ୍ତି। ଜିରୋ ନାଇଟ୍‌ ଭିଡ଼ ଏଡ଼ାଇବାକୁ ଏପରି ନିର୍ଦ୍ଦେଶନାମା ଜାରି କରାଯାଇଛି। ଗୁରୁବାର…

ଚିନ୍ତା ବଢ଼ାଇଲା ନୂଆ ଷ୍ଟ୍ରେନ୍‌: ଦେଶରେ ଆକ୍ରାନ୍ତଙ୍କ ସଂଖ୍ୟା ୨୫ ଛୁଇଁଲା

ନୂଆଦିଲ୍ଲୀ,୩୧।୧୨: ଦେଶରେ କରୋନା ମହାମାରୀର ନୂଆ ଷ୍ଟ୍ରେନ୍‌ ଆକ୍ରାନ୍ତଙ୍କୁ ନେଇ ଏବେ ସରକାରଙ୍କ ଚିନ୍ତା ବଢ଼ିବାରେ ଲାଗିଛି। ପ୍ରତିଦିନ ନୂଆ ଷ୍ଟ୍ରେନ୍‌ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ବୁଧବାର ସୁଦ୍ଧା ସ୍ବଦେଶ ଫେରିଥିବା ବ୍ରିଟେନ୍‌ ଫେରନ୍ତାଙ୍କ ମଧ୍ୟରୁ ୨୦ ଜଣଙ୍କଠାରେ…

ଜାରି ହେଲା ନୂଆବର୍ଷ କଟକଣା: ରାତି ୧୦ରୁ ସକାଳ ୫ ପର୍ଯ୍ୟନ୍ତ ଘରୁ ବାହାରିପାରିବେ ନାହିଁ ଲୋକେ

ଭୁବନେଶ୍ୱର,୩୧।୧୨: ଆଜି ୨୦୨୦ ବର୍ଷର ଶେଷ ଦିନ। ନୂଆବର୍ଷକୁ ସ୍ବାଗତ କରିବା ପାଇଁ ଲୋକଙ୍କ ମଧ୍ୟରେ ଉତ୍ସାହ ଏବଂ ଉଦ୍ଦୀପନା ଦେଖାଦେଇଛି। ତେବେ ଏହା ଭିତରେ କରୋନାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର କଟକଣା ଜାରି କରିଛନ୍ତି। ଗୁରୁବାର ରାତି ଅର୍ଥାତ୍‌…

ଭିଆଇପିଙ୍କୁ ପୋଲିସ ସୁରକ୍ଷା: ପଶ୍ଚିମବଙ୍ଗ-ପଞ୍ଜାବ-ବିହାର ଶୀର୍ଷରେ

ନୂଆଦିଲ୍ଲୀ,୩୧।୧୨: ଦେଶରେ ଭିଆଇପିଙ୍କ ସୁରକ୍ଷା କାର୍ଯ୍ୟରେ ନିଯୁକ୍ତ ହୋଇଥିବା ପୋଲିସଙ୍କ ସମ୍ପର୍କିତ ଏକ ରିପୋର୍ଟ ପ୍ରକାଶ ପାଇଛି। ବ୍ୟୁରୋ ଅଫ୍‌ ପୋଲିସ ରିସର୍ଚ୍ଚ ଆଣ୍ଡ ଡେଭଲପ୍‌ମେଣ୍ଟ ପକ୍ଷରୁ ପ୍ରକାଶିତ ଏକ ରିପୋର୍ଟରେ ଏସମ୍ପର୍କରେ ଉଲ୍ଲେଖ କରାଯାଇଛି। ପଶ୍ଚିମବଙ୍ଗ,ପଞ୍ଜାବ ଏବଂ ବିହାରରେ ଅଧିକ…

ନୂଆବର୍ଷ ପାର୍ଟିକୁ ମନା: ୧୪୪ ଧାରା ସହିତ ନାଇଟ୍‌ କର୍ଫ୍ୟୁ ଜାରି

ନୂଆଦିଲ୍ଲୀ,୩୧।୧୨: କରୋନା ମହାମାରୀ ସଂକ୍ରମଣକୁ ଦୃଷ୍ଟିରେ ରଖି ଭାରତରେ ନୂଆବର୍ଷ ପାର୍ଟିକୁ ମନା କରାଯାଇଛି। ଏନେଇ କେନ୍ଦ୍ର ସରକାରଙ୍କ ପକ୍ଷରୁ ରାଜ୍ୟ ସରକାରଙ୍କୁ ସ୍ଥିତି ଉପରେ ତୀକ୍ଷ୍‌ଣ ଦୃଷ୍ଟି ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି। ସେହିପରି ଦେଶରେ କରୋନାର ନୂଆ ଷ୍ଟ୍ରେନ୍‌ ସଂକ୍ରମଣ…

ଗଛରେ ପିଟି ହେଲା ବୋଲେରୋ: ଚାଲିଗଲା ୪ ଜୀବନ

କେନ୍ଦୁଝର,୩୧।୧୨:(ସ୍ବ.ପ୍ର.): କେନ୍ଦୁଝର ଜିଲା ହରିଚନ୍ଦନପୁର ବ୍ଲକ ପଣ୍ଡାପଡା ଥାନା ଅନ୍ତର୍ଗତ ସୋମଗିରି ଗ୍ରାମ ନିକଟସ୍ଥ ଜଙ୍ଗଲ ରାସ୍ତାରେ ଭାରସାମ୍ୟ ହରାଇ ଗଛରେ ପିଟି ହୋଇଛି ବୋଲେରୋ। ଏଥିରେ ୪ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୪ ଜଣ ଗୁରୁତର ଆହତ ହୋଇଛନ୍ତି…

ବିଦେଶକୁ ରପ୍ତାନି ହେବ ‘ଆକାଶ’

ନୂଆଦିଲ୍ଲୀ, ୩୧।୧୨(ଆଇଏଏନ୍‌ଏସ୍‌): ଭାରତର ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ଆକାଶ ମିସାଇଲ୍‌ ସିଷ୍ଟମ୍‌ ବିଦେଶକୁ ରପ୍ତାନି ହେବ। ବୁଧବାର କେନ୍ଦ୍ର କ୍ୟାବିନେଟ ଏହି ପ୍ରସ୍ତାବକୁ ଅନୁମୋଦନ କରିଥିବା ପ୍ରତିରକ୍ଷାମନ୍ତ୍ରୀ ରାଜନାଥ ସିଂ କହିଛନ୍ତି। ୨୫ କିଲୋମିଟର ଲକ୍ଷ୍ୟଭେଦ କ୍ଷମତା ବିଶିଷ୍ଟ ଭୂପୃଷ୍ଠରୁ ଆକାଶକୁ…

ପାରାଦୀପ ବନ୍ଦର ହେବ ବିଶ୍ୱସ୍ତରୀୟ

ନୂଆଦିଲ୍ଲୀ,୩୧।୧୨: ପାରାଦୀପ ବନ୍ଦରରେ ଓ୍ବେଷ୍ଟର୍ନ ଡକ୍‌(ପୋତାଶ୍ରୟ) ପ୍ରକଳ୍ପ ସ୍ଥାପନ କରାଯିବ। ଏହି ପ୍ରକଳ୍ପ ସମେତ ବନ୍ଦର ମଧ୍ୟରେ ଆଭ୍ୟନ୍ତରୀଣ ସୁବିଧାକୁ ବଢ଼ାଇବା ନେଇ ମଧ୍ୟ ଯୋଜନା ଧାର୍ଯ୍ୟ କରାଯାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ବସିଥିବା କ୍ୟାବିନେଟ ବୈଠକରେ ଏ ସଂକ୍ରାନ୍ତ…

କୋଭିଡ୍‌ ପ୍ରଭାବ କମାଇବା ନେଇ ସରକାରଙ୍କ ଯୋଜନା: ଖର୍ଚ୍ଚ ଉପରେ ରହିପାରେ ଫୋକସ

ନୂଆଦିଲ୍ଲୀ,୩୧।୧୨: କରୋନା ମହାମାରୀ ଯୋଗୁ ବିଶ୍ୱର ପ୍ରମୁଖ ଅଭିବୃଦ୍ଧିଶୀଳ ଅର୍ଥ ବ୍ୟବସ୍ଥା ମଧ୍ୟରେ ଭାରତ ସବୁଠାରୁ ବେଶି କ୍ଷତିଗ୍ରସ୍ତ ହୋଇଛି। ଚଳିତ ଆର୍ଥତ୍କ ବର୍ଷ ପ୍ରଥମ ତ୍ରୈମାସରେ ଦେଶର ମୋଟ ଘରୋଇ ଉତ୍ପାଦ(ଜିଡିପି) -୨୩.୯% ଖସିଥିବା ବେଳେ ଦ୍ୱିତୀୟ ତ୍ରୈମାସରେ ଏହା…

ଜାନୁୟାରୀ ୭ପର୍ଯ୍ୟନ୍ତ ବ୍ରିଟେନକୁ ବିମାନ ବନ୍ଦ

ନୂଆଦିଲ୍ଲୀ,୩୧।୧୨: କୋଭିଡ୍‌-୧୯ ମହାମାରୀର ନୂଆ ଷ୍ଟ୍ରେନ୍‌ କାରଣରୁ ସରକାର ଆଗୁଆ ପଦକ୍ଷେପ ଗ୍ରହଣ କରୁଛନ୍ତି। ଆସନ୍ତା ଜାନୁୟାରୀ ୭ ତାରିଖ ପର୍ଯ୍ୟନ୍ତ ବ୍ରିଟେନକୁ ବିମାନ ସେବା ବନ୍ଦ କରିଥିବା ସୂଚନା ମିଳିଛି। ବ୍ରିଟେନରୁ ଭାରତ କିମ୍ବା ଭାରତରୁ ବ୍ରିଟେନକୁ ବିମାନ ଆଗାମୀ…

ବଜେଟ ଅର୍ଥ ଖର୍ଚ୍ଚ କରି ପ୍ରକଳ୍ପ କାମ ସାରିବାକୁ ମୁଖ୍ୟ ସଚିବଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର,୩୧।୧୨(ବ୍ୟୁରୋ): ଗତବର୍ଷ ତୁଳନାରେ ଚଳିତବର୍ଷ ନଭେମ୍ବର ଶେଷ ସୁଦ୍ଧା ମୋଟ୍‌ ରାଜସ୍ବ ସଂଗ୍ରହରେ ୪ ପ୍ରତିଶତ ବୃଦ୍ଧି ଘଟିଛି। ଅର୍ଥନୀତିର ବିଭିନ୍ନ କ୍ଷେତ୍ରରେ କୋଭିଡ୍‌ ସଙ୍କଟ ସତ୍ତ୍ବେ ରାଜସ୍ବ ସଂଗ୍ରହରେ ଅଭିବୃଦ୍ଧି ଘଟିଛି। ଲୋକସେବା ଭବନ ସମ୍ମିଳନୀ କକ୍ଷରେ ମୁଖ୍ୟ ସଚିବ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri