ଆସିଲା ଜାନୁଆରୀ ଗାଇଡ୍ଲାଇନ୍: ଖୋଲିବ ସିନେମା ହଲ୍, ଥିଏଟର
ଭୁବନେଶ୍ୱର,୩୦।୧୨(ବ୍ୟୁରୋ)-କୋଭିଡ୍-୧୯ କଟକଣା ଜାରି ହେବା ପରଠାରୁ ଦୀର୍ଘ ୧୦ ମାସ ହେବ ସିନେମା ହଲ୍, ଥିଏଟର ଆଦି ବନ୍ଦ ରହିଥିଲା। ତେବେ ୨୦୨୧ ଜାନୁୟାରୀ ପହିଲାରୁ ଏସବୁ ଖୋଲିବାକୁ ଅନୁମତି ଦିଆଯାଇଛି। ବୁଧବାର ସ୍ବତନ୍ତ୍ର ରିଲିଫ କମିଶନର(ଏସ୍ଆର୍ସି)ଙ୍କ କାର୍ଯ୍ୟାଳୟ ପକ୍ଷରୁ ଆସନ୍ତା…
ନୂଆବର୍ଷରେ ବି ଜାରି ରହିବ କଟକଣା: ରାଜ୍ୟ ସରକାରଙ୍କୁ କେନ୍ଦ୍ରର ନିର୍ଦ୍ଦେଶ
ନୂଆଦିଲ୍ଲୀ,୩୦।୧୨: ଗୋଟିଏ ଦିନ ପରେ ନୂଆବର୍ଷ। କରୋନା ମହାମାରୀରେ ନାନା ପ୍ରକାର ହଇରାଣ ହରକତ ହୋଇଥିବା ଲୋକେ ନୂଆବର୍ଷ ପାଳନ ପାଇଁ ମାନସିକସ୍ତରରେ ପ୍ରସ୍ତୁତି ଆରମ୍ଭ କରିଛନ୍ତି। ତେବେ ନୂଆବର୍ଷରେ ଗହଳି ଯେଭଳି ନ ହେବ ସେଥିପ୍ରତି ଦୃଷ୍ଟି ରଖିବା ସହିତ…
ସୀମାରେ ୫୧୦୦ ଥର ଅସ୍ତ୍ରବିରତି ଉଲ୍ଲଂଘନ କରିଛି ପାକିସ୍ତାନ: ୧୮ ବର୍ଷ ମଧ୍ୟରେ ସର୍ବାଧିକ
ଶ୍ରୀନଗର,୩୦।୧୨: ଜମ୍ମୁ-କଶ୍ମୀରର ଭାରତ ପାକିସ୍ତାନ ନିୟନ୍ତ୍ରଣ ରେଖାରେ ଉତ୍ତେଜନା ଜାରି ରହିଛି। ଭାରତରେ ଆତଙ୍କବାଦୀଙ୍କୁ ଅନୁପ୍ରବେଶ କରାଇବା ଉଦ୍ଦେଶ୍ୟରେ ପାକିସ୍ତାନ ପକ୍ଷରୁ ଲଗାତାର ଅସ୍ତ୍ରବିରତି ଉଲ୍ଲଂଘନ କରାଯାଉଛି। ଚଳିତ ୨୦୨୦ ବର୍ଷରେ ବର୍ତ୍ତମାନ ସୁଦ୍ଧା ପାକିସ୍ତାନ ୫୧୦୦ ଥର ଅସ୍ତ୍ରବିରତି ଉଲ୍ଲଂଘନ…
ଭାରତରେ ନୂଆ ଷ୍ଟ୍ରେନ୍ ଆକ୍ରାନ୍ତଙ୍କ ସଂଖ୍ୟା ୨୦ ଛୁଇଁଲା
ନୂଆଦିଲ୍ଲୀ,୩୦।୧୨: ଦେଶରେ କରୋନା ମହାମାରୀର ନୂଆ ଷ୍ଟ୍ରେନ୍ ନେଇ ଏବେ ଆତଙ୍କ ଜାରି ରହିଛି। ଦିନକୁ ଦିନ ନୂଆ ଷ୍ଟ୍ରେନ୍ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ବୁଧବାର ସୁଦ୍ଧା ସ୍ବଦେଶ ଫେରିଥିବା ବ୍ରିଟେନ୍ ଫେରନ୍ତାଙ୍କ ମଧ୍ୟରୁ ୨୦ ଜଣଙ୍କଠାରେ ନୂଆ ଷ୍ଟ୍ରେନ୍…
ସଂକ୍ରମିତଙ୍କ ହେବ ଜିନୋମ୍ ସିକ୍ୱେନ୍ସିଂ
ନୂଆଦିଲ୍ଲୀ, ୩୦।୧୨: ଡିସେମ୍ବର ୯ରୁ ୨୨ ମଧ୍ୟରେ ଭାରତ ଫେରିଥିବା ସମସ୍ତ ଅନ୍ତର୍ଜାତୀୟ ଯାତ୍ରୀ, ଯେଉଁମାନଙ୍କଠାରେ କୋଭିଡ୍ ପଜିଟିଭ୍ ଚିହ୍ନଟ ହୋଇଛି ସେମାନଙ୍କର ଜିନୋମ୍ ସିକ୍ୱେନ୍ସିଂ କରାଯିବ। ନିକଟରେ ବ୍ରିଟେନରେ କରୋନା ଭୂତାଣୁର ନୂଆ ରୂପ ଦ୍ରୁତ ସଂକ୍ରମିତ ହେଉଥିବାରୁ ଏଭଳି…
ଚାଷୀଙ୍କୁ ଲାଠିମାଡ଼
ପାଟନା, ୩୦।୧୨: କେନ୍ଦ୍ରର ନୂଆ କୃଷି ଆଇନ ପ୍ରତିବାଦରେ ବିହାରର ହଜାର ହଜାର ଚାଷୀ ରାଜଭବନ ଅମଭିମୁଖେ ଶୋଭାଯାତ୍ରାରେ ବାହାରିଥିବାବେଳେ ପୋଲିସ ସେମାନଙ୍କ ଉପରେ ଲାଠିଚାଳନା କରିବା ସହ ପାଣିମାଡ଼ କରିଛି। ଲାଠିମାଡ଼ରେ ଅନେକ ଚାଷୀ ଆହତ ହୋଇଛନ୍ତି। ଅଖିଳ ଭାରତୀୟ…
ଭାରତରେ ୮ ନୂଆ ଷ୍ଟ୍ରେନ୍
ନୂଆଦିଲ୍ଲୀ, ୩୦।୧୨: ୮ ବ୍ରିଟେନ ଫେରନ୍ତା ସଂକ୍ରମିତଙ୍କଠାରେ କରୋନାର ନୂଆ ଷ୍ଟ୍ରେନ୍ ଚିହ୍ନଟ ହୋଇଛି। ବେଙ୍ଗାଲୁରୁସ୍ଥିତ ନ୍ୟାଶନାଲ ଇନ୍ଷ୍ଟିଚ୍ୟୁଟ୍ ଅଫ୍ ମେଣ୍ଟାଲ ହେଲ୍ଥ ଆଣ୍ଡ ନ୍ୟୁରୋସାଇନ୍ସ, ହାଇଦ୍ରାବାଦର ସେଣ୍ଟର ଫର୍ ସେଲୁଲାର ଆଣ୍ଡ ମଲିକ୍ୟୁଲାର ବାୟୋଲୋଜି ଏବଂ ପୁଣେର ନ୍ୟାଶନାଲ ଇନ୍ଷ୍ଟିଚ୍ୟୁଟ…
କ୍ରୋଏସିଆରେ ଭୟଙ୍କର ଭୂମିକମ୍ପ
କ୍ରୋଏସିଆ,୨୯ା୧୨: କେନ୍ଦ୍ରୀୟ କ୍ରୋଏସିଆରେ ମଙ୍ଗଳବାର ସନ୍ଧ୍ୟାରେ ଏକ ବଡ଼ ଧରଣର ଭୂମିକମ୍ପ ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ଏହାର ତୀବ୍ରତା ୬.୫ ଥିବା ଜଣାପଡ଼ିଛି। ଏହା ଦ୍ୱାରା କେନ୍ଦ୍ରୀୟ କ୍ରୋଏସିଆରେ ଥିବା ପେଟ୍ରିଞ୍ଜା ସହରରେ ବ୍ୟାପକ କ୍ଷୟକ୍ଷତି ହୋଇଛି। ଏହି…
୬ ବ୍ରିଟେନ ଫେରନ୍ତାଙ୍କଠାରେ ନୂଆ ଷ୍ଟ୍ରେନ୍ ଚିହ୍ନଟ: ସରକାର ଦେଲେ ସୂଚନା
ନୂଆଦିଲ୍ଲୀ,୨୯।୧୨: କରୋନା ମହାମାରୀର ନୂଆ ଷ୍ଟ୍ରେନ୍ ଭାରତରେ ଆତଙ୍କ ଦେଖାଦେଇଛି। ବ୍ରିଟେନ୍ରୁ ଫେରିଥିବା ୬ ଜଣଙ୍କଠାରେ ନୂଆ ଷ୍ଟ୍ରେନ୍ ଚିହ୍ନଟ ହୋଇଥିବା ଭାରତ ସରକାରଙ୍କ ପକ୍ଷରୁ ମଙ୍ଗଳବାର ସୂଚନା ଦିଆଯାଇଛି। ସେଥିମଧ୍ୟରୁ ବେଙ୍ଗାଲୁରୁ ଲ୍ୟାବ୍ରେ ପରୀକ୍ଷା କରାଯାଇଥିବା ୩ ଜଣଙ୍କ ନମୁନା…
ନୂଆ ଷ୍ଟ୍ରେନ୍ ଆତଙ୍କ: ୫୭୦ ବ୍ରିଟେନ୍ ଫେରନ୍ତାଙ୍କ ମିଳୁନି ପତ୍ତା
ଲକ୍ଷ୍ନୌ,୨୯।୧୨: ଦେଶରେ କରୋନା ମହାମାରୀର ନୂଆ ଷ୍ଟ୍ରେନ୍ ନେଇ ଏବେ ଆତଙ୍କ ଜାରି ରହିଛି। ସ୍ବଦେଶ ଫେରୁଥିବା ବ୍ରିଟେନ୍ ଫେରନ୍ତାଙ୍କ ପାଇଁ ସ୍ବତନ୍ତ୍ର ମାର୍ଗଦର୍ଶିକା ଜାରି କରାଯାଇଛି। ଉତ୍ତରପ୍ରଦେଶରେ କରୋନା ସଂକ୍ରମଣକୁ ନେଇ ପ୍ରଶାସନର ଚିନ୍ତା ବଢ଼ିବାରେ ଲାଗିଛି। ରାଜ୍ୟକୁ ବ୍ରିଟେନ୍ରୁ…
ଭାରତର ଐତିହାସିକ ବିଜୟ
ମେଲବୋର୍ନ,୨୯।୧୨: ବକ୍ସିଂ ଡେ’ ଟେଷ୍ଟରେ କଙ୍ଗାରୁ ଟିମକୁ ଧୂଳି ଚଟାଇଛି ଭାରତୀୟ ଦଳ। ଟିମ ଇଣ୍ଡିଆ ଏହି ଐତିହାସିକ ଟେଷ୍ଟରେ ୮ ଉଇକେଟରେ ଅଷ୍ଟ୍ରେଲିଆକୁ ହରାଇ ହିସାବ ବରାବର କରିଛି। ଏହି ବିଜୟ ସହ ଚାରିମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜ ୧-୧ରେ…
୩୦ରେ କେନ୍ଦ୍ର-କୃଷକ ଆଲୋଚନା
ନୂଆଦିଲ୍ଲୀ, ୨୯।୧୨(ପି.ଟି.) : ନୂଆ କୃଷି ଆଇନକୁ ନେଇ ଚାଷୀମାନଙ୍କ ଆନ୍ଦୋଳନ ଦ୍ୱିତୀୟ ମାସରେ ପହଞ୍ଚତ୍ଥିବାବେଳେ ୩୦ ତାରିଖରେ ପରବର୍ତ୍ତୀ ପର୍ଯ୍ୟାୟ ଆଲୋଚନା ପାଇଁ କେନ୍ଦ୍ର ସରକାର ସୋମବାର ଆନ୍ଦୋଳନରତ ୪୦ ଚାଷୀ ସଂଗଠନକୁ ଆମନ୍ତ୍ରଣ କରିଛନ୍ତି। ଆଲୋଚନା ମାଧ୍ୟମରେ ସମସ୍ତ…
Archives


