Home Middle

ଜାନୁଆରୀ ୩୧ ପର୍ଯ୍ୟନ୍ତ ବଢିଲା କୋଭିଡ ଗାଇଡ୍‌ଲାଇନ୍‌

ନୂଆଦିଲ୍ଲୀ,୨୮।୧୨-ମହାମାରୀ କରୋନାକୁ ନଜରରେ ରଖି କେନ୍ଦ୍ର ସରକାର ପୂର୍ବରୁ ଲାଗୁ କରିଥିବା ଗାଇଡ୍‌ଲାଇନକୁ ୨୦୨୧ ଜାନୁଆରୀ ୩୧ ପର୍ଯ୍ୟନ୍ତ ବଳବତ୍ତର ରଖିଛନ୍ତି। ବ୍ରିଟେନରେ କରୋନାର ନୂଆ ଷ୍ଟ୍ରେନ ଚିହ୍ନଟ ପରେ କେନ୍ଦ୍ର ସରକାର ଏହି ପଦକ୍ଷେପ ନେଇଛନ୍ତି। ଗାଇଡ ଲାଇନ ପାଳନ…

ସରକାରୀ ସ୍କୁଲରେ ପାଠ ପଢିଲେ ମିଳିବ ଉଚ୍ଚଶିକ୍ଷା ପାଇଁ ସଂରକ୍ଷଣ

ଭୁବନେଶ୍ୱର,୨୮।୧୨(ବୁରୋ)-ସରକାରୀ ସ୍କୁଲରେ ଏଣିକି ପାଠ ପଢ଼ିଲେ ମିଳିବ ଉଚ୍ଚଶିକ୍ଷା ପାଇଁ ସଂରକ୍ଷଣ। ସୋମବାର ରାଜ୍ୟ ସରକାର ଏଭଳି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। ଡାକ୍ତରୀ ଓ ଇଂଜିନିୟରିଂ ଶିକ୍ଷା ପାଇଁ ରହିବ ସଂରକ୍ଷଣ ବ୍ୟବସ୍ଥା ରହିବ। ଏ ନେଇ ରାଜ୍ୟ କ୍ୟାବିନେଟରେ ସଂରକ୍ଷଣ…

୨୦୨୫ ସୁଦ୍ଧା ୨୫ ସହରରେ ମେଟ୍ରୋ ଟ୍ରେନ୍‌: ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୨୮ା୧୨- ଆଗାମୀ ୨୦୨୫ ସୁଦ୍ଧା ଦେଶର ମେଟ୍ରୋ ଟ୍ରେନ ସେବା ୨୫ଟି ସହର ଛୁଇଁବ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଛନ୍ତି। ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ଉଦ୍ୟମ ଯୋଗୁ ଦେଶରେ ପ୍ରଥମ ମେଟ୍ରୋ ସେବା ସମ୍ଭବ ହୋଇପାରି ଥିଲା।…

କଂଗ୍ରେସ ରାଲିରେ ଅଘଟଣ: ଅସୁସ୍ଥ ହୋଇପଡ଼ିଲେ ବରିଷ୍ଠ ନେତା ନରସିଂହ ମିଶ୍ର

ଭୁବନେଶ୍ୱର,୨୮।୧୨(ବ୨୍ୟୁରୋ): କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର ଅସୁସ୍ଥ। ଗୁରୁତର ଅବସ୍ଥାରେ ତାଙ୍କୁ ସୋମବାର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ପୂର୍ବାହ୍ନରେ ସିବିଆଇ ଅଫିସ ସମ୍ମୁଖରେ କଂଗ୍ରେସ ପ୍ରତିଷ୍ଠା ଦିବସ ଉପଲକ୍ଷେ ଅନୁଷ୍ଠିତ ରାଲିରେ ଉଦ୍‌ବୋଧନ ଦେଇ ସାରିବା…

ଆଜି ରାଜ୍ୟରୁ ୨୩୪ ପଜିଟିଭ୍‌ ଚିହ୍ନଟ, ଆଖି ବୁଜିଲେ ୩ ଆକ୍ରାନ୍ତ

ଭୁବନେଶ୍ୱର,୨୮ା୧୨(ବ୍ୟୁରୋ): ସୋମବାର ରାଜ୍ୟରେ ୨୩୪ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୨୮,୭୩୮ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୧୩୬ ଜଣ ଚିହ୍ନଟ…

ଟିକାକରଣ: ପୃଥିବୀରେ ବୃଦ୍ଧି ପାଇବ ଆର୍ଥିକ-ସାମାଜିକ ପାର୍ଥକ୍ୟ

ନୂଆଦିଲ୍ଲୀ/ଓ୍ବାଶିଂଟନ,୨୮।୧୨: କରୋନା ମହାମାରୀ ସଂକ୍ରମଣ ଲଢ଼େଇରେ ରୋକ ଲଗାଇବା ପାଇଁ ଏବେ ଟିକାକରଣ କାର୍ଯ୍ୟ ଉପରେ ଜୋର୍‌ ଦିଆଯାଉଛି। ଇତିମଧ୍ୟରେ କେତେକ ଦେଶରେ ସାର୍ବଜନୀକ ଟିକାକରଣ ଆରମ୍ଭ ମଧ୍ୟ ହୋଇସାରିଛି। ତେବେ ଧନୀ ଦେଶଗୁଡ଼ିକ ପାଖରେ ସହଜରେ ଟିକା ଉପଲବ୍ଧ ହେଉଥିବା…

ଶୋପିଆନ୍‌ ଫେକ୍‌ ଏନ୍‌କାଉଣ୍ଟର: ଶ୍ରମିକଙ୍କ ମୃତଦେହ ପାଖରେ ବନ୍ଧୁକ ରଖିଥିଲେ ସେନା କ୍ୟାପଟେନ୍‌

ଶ୍ରୀନଗର,୨୮।୧୨: ଜମ୍ମୁ-କଶ୍ମୀରର ଶୋପିଆନ୍‌ରେ ହୋଇଥିବା ଫେକ୍‌ ଏନ୍‌କାଉଣ୍ଟର ପର୍ଦ୍ଦାଫାଶ୍‌ ହୋଇଛି। କଶ୍ମୀର ଜୋନ୍‌ ପୋଲିସ ଅନୁସାରେ ୩ ଜଣ ଶ୍ରମିକଙ୍କୁ ହତ୍ୟା କରାଯିବା ପରେ ସେମାନଙ୍କୁ ଆତଙ୍କବାଦୀ ପ୍ରମାଣିତ କରିବା ଲାଗି ଅଭିଯୁକ୍ତ ସେନା କ୍ୟାପଟେନ୍‌ ମୃତଦେହ ପାଖରେ ବନ୍ଧୁକ ସମେତ…

ଦେଶର ହିତ ପାଇଁ କଂଗ୍ରେସ ସଂକଳ୍ପବଦ୍ଧ: ରାହୁଲ

ନୂଆଦିଲ୍ଲୀ,୨୮।୧୨: ଦେଶର ହିତ ପାଇଁ କଂଗ୍ରେସ ସବୁବେଳେ ପ୍ରତିଶ୍ରୁତିବଦ୍ଧ। ଏନେଇ ଦଳ ନିରନ୍ତର ପ୍ରୟାସ ଜାରି ରଖିବା ସହିତ ସଜାଗ ରହିଛି ବୋଲି କଂଗ୍ରେସର ପ୍ରତିଷ୍ଠା ଦିବସ ଅବସରରେ ସୋମବାର ରାହୁଲ ଗାନ୍ଧୀ କହିଛନ୍ତି। ଟୁଇଟ୍‌ କରି ରାହୁଲ କହିଛନ୍ତି ଯେ,…

୪ ରାଜ୍ୟରେ କରୋନା ଟିକାଦାନ ଅଭ୍ୟାସ ପ୍ରକିୟା

ନୂଆଦିଲ୍ଲୀ,୨୮।୧୨: ଦେଶରେ ସାର୍ବଜନୀକ ଭାବେ କରୋନା ଟିକା ଦେବା ଲାଗି ଭାରତ ସରକାର ପ୍ରସ୍ତୁତି ଆରମ୍ଭ କରିଛନ୍ତି। ଏହି ମର୍ମରେ ସୋମବାର ପଞ୍ଜାବ, ଆନ୍ଧ୍ରପ୍ରଦେଶ, ଆସାମ ଏବଂ ଗୁଜରାଟରେ ଅଭ୍ୟାସ ପ୍ରକିୟା (ମକ୍‌ ଡ୍ରିଲ୍‌) ଆରମ୍ଭ କରାଯିବ। ଏହାପରେ ଦେଶରେ ଟିକାଦାନ…

ଆଜି ବର୍ଷର ଶେଷ ରାଜ୍ୟ କ୍ୟାବିନେଟ୍‌

ଭୁବନେଶ୍ୱର,୨୮ା୧୨(ବ୍ୟୁରୋ): ରାଜ୍ୟ ସରକାରଙ୍କ ଗୁରୁତ୍ୱପୂର୍ଣ୍ଣ କ୍ୟାବିନେଟ୍‌ ବୈଠକ ସୋମବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବ। ସନ୍ଧ୍ୟା ୫ଟା ୩୦ ମିନିଟ୍‌ରେ ହେବାକୁ ଥିବା ଏହି କ୍ୟାବିନେଟ୍‌ ବୈଠକରେ ୭ଟି ପ୍ରସ୍ତାବ ଆସିବାକୁ ଥିବାବେଳେ ମୁଖ୍ୟମନ୍ତ୍ରୀ ଭର୍ଚୁଆଲରେ ଯୋଗଦେବେ। ମନ୍ତ୍ରୀମାନେ…

ନୂଆ ଷ୍ଟ୍ରେନ୍‌ରୁ ଲକ୍‌ଡାଉନ ଚର୍ଚ୍ଚା

ଭୁବନେଶ୍ୱର,୨୮।୧୨(ବ୍ୟୁରୋ): କରୋନା ସଂକ୍ରମଣ ହ୍ରାସ ପାଇବାବେଳକୁ ପୁଣି ଚିନ୍ତା ବଢ଼ାଇଲାଣି ବ୍ରିଟେନରେ ସୃଷ୍ଟି ହୋଇଥିବା କରୋନାର ନୂଆ ଷ୍ଟ୍ରେନ୍‌। ଏହାକୁ ମୁକାବିଲା କରିବା ପାଇଁ ଭାରତ ସରକାର ତତ୍ପର ହୋଇ ଉଠିଥିବାବେଳେ ଓଡ଼ିଶାକୁ ଆସୁଥିବା ବ୍ରିଟେନ ଫେରନ୍ତାଙ୍କ ଉପରେ କଡ଼ା ନଜର…

ବଦଳୁନି ଶିଶୁ କନ୍ୟାଙ୍କ ଭାଗ୍ୟ: ‘ବେଟି ବଚାଓ ବେଟି ପଢ଼ାଓ’ ଦିଶାହୀନ

ଭୁବନେଶ୍ୱର,୨୮।୧୨(ବ୍ୟୁରୋ): କନ୍ୟା ଭ୍ରୂଣ ହତ୍ୟା ରୋକିବା ଏବଂ ଝିଅମାନଙ୍କୁ ଶିକ୍ଷିତ କରିବା ପାଇଁ କେନ୍ଦ୍ର ସରକାରଙ୍କ ‘ବେଟି ବଚାଓ ବେଟି ପଢ଼ାଓ’ ଅଭିଯାନ କାର୍ଯ୍ୟକାରୀ ହେଉଛି। ସେହିଭଳି ଓଡ଼ିଶା ସରକାରଙ୍କ ପକ୍ଷରୁ ‘ବିଜୁ କନ୍ୟା ରତ୍ନ ଯୋଜନା’ ମଧ୍ୟ ଚାଲୁ ରହିଛି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri