ମେଲବୋର୍ନ ଟେଷ୍ଟରେ ଅଧିନାୟକ ରାହାଣେଙ୍କ ଦମ୍ଦାର ବ୍ୟାଟିଂ: ଅଷ୍ଟ୍ରେଲିଆଠାରୁ ୮୨ ରନ୍ ଆଗରେ ଭାରତ
ମେଲବୋର୍ନ,୨୭।୧୨: ଭାରତ-ଅଷ୍ଟ୍ରେଲିଆ ମଧ୍ୟରେ ବକ୍ସିଂ ଡେ୍ ଟେଷ୍ଟର ଦ୍ୱିତୀୟ ମ୍ୟାଚ୍ ଜାରି ରହିଛି। ରବିବାର ମ୍ୟାଚ୍ର ଦ୍ୱିତୀୟ ଦିନରେ ଭାରତୀୟ ଦଳ ପ୍ରଥମ ପାଳିରେ ୯୧.୩ ଓଭର ଖେଳି ୨୭୭ ରନ୍ କରିନେଇଛି। ଅଧିନାୟକ ଅଜିଙ୍କ୍ୟ ରାହାଣେ ୧୦୪ ଏବଂ ରବିନ୍ଦ୍ର…
ରାଜଧାନୀରେ ପ୍ରବଳ ଥଣ୍ଡା: ୨୮ ବର୍ଷରେ ରେକର୍ଡ ଭାଙ୍ଗିଲା ଶୀତ
ନୂଆଦିଲ୍ଲୀ,୨୭।୧୨: ରାଜଧାନୀ ଦିଲ୍ଲୀରେ ଥଣ୍ଡାର ପ୍ରକୋପ ଜାରି ରହିଛି। ଗତ ୨୮ ବର୍ଷ ମଧ୍ୟରେ ଡିସେମ୍ବରରେ ହୋଇଥିବା ଶୀତ ରେକର୍ଡ ଭାଙ୍ଗିଛି। ୧୯୯୨ ପରେ ଡିସେମ୍ବରରେ ଦିଲ୍ଲୀରେ ଏବେ ଦ୍ୱିତୀୟ ଥର ପାଇଁ ପ୍ରବଳ ଥଣ୍ଡା ଡିସେମ୍ବରରେ ଅନୁଭୁତ ହେଉଛି। ଇତିମଧ୍ୟରେ…
ବର୍ଷର ଶେଷ ମନ୍ କି ବାତ୍ କାର୍ଯ୍ୟକ୍ରମ: ବିଦାୟୀ ବର୍ଷ ବହୁ କିଛି ଦେଖାଇଛି-ଶିଖାଇଛି
ନୂଆଦିଲ୍ଲୀ,୨୭।୧୨: ବିଦାୟ ନେବାକୁ ଯାଉଛି ୨୦୨୦ ବର୍ଷ। ବିଦାୟୀ ବର୍ଷ ବହୁ କିଛି ଦେଖାଇଛି ଏବଂ ଶିଖାଇଛି। କରୋନା ସଂକ୍ରମଣରୁ ଦୂରେଇ ରହିବା ପାଇଁ ଘୋଷଣା କରାଯାଇଥିବା ଲକ୍ଡାଉନ୍ ସମୟରେ ଦେଶବାସୀ ଏକଜୁଟ ହୋଇ ମହାମାରୀ ବିରୋଧରେ ଲଢ଼େଇ କରିଛନ୍ତି ବୋଲି…
୯ ମାସ ଅପେକ୍ଷାର ଅନ୍ତ: ଆଜିଠୁ ଖୋଲିଲା ଶ୍ରୀଲିଙ୍ଗରାଜ ମନ୍ଦିର
ଭୁବନେଶ୍ୱର(ବ୍ୟୁରୋ)/ପୁରୁଣା ଭୁବନେଶ୍ୱର(ଡି.ଏନ୍.ଏ.), ୨୭ା୧୨: ପୁରୀ ଶ୍ରୀମନ୍ଦିର ପରେ ରବିବାରଠାରୁ ଭକ୍ତଙ୍କ ପାଇଁ ଖୋଲିଛି ଶ୍ରୀଲିଙ୍ଗରାଜ ମନ୍ଦିର। ଏଥିପାଇଁ ଏକାମ୍ରକ୍ଷେତ୍ର ପୂରା ପ୍ରସ୍ତୁତ ରହିଥିବାବେଳେ ଦୀର୍ଘମାସ ପରେ ପ୍ରଭୁଙ୍କ ଦର୍ଶନ ପାଇଁ ଉତ୍କଣ୍ଠାରେ ଶ୍ରଦ୍ଧାଳୁ। ଶନିବାର ଅପରାହ୍ନରେ ଅଗ୍ନିଶମ ବିଭାଗ ପକ୍ଷରୁ ଲିଙ୍ଗରାଜ…
‘ନବୀନଙ୍କ ଜୀବନଶୈଳୀକୁ ଅନୁସରଣ କର’
ଭୁବନେଶ୍ୱର,୨୭ା୧୨(ବ୍ୟୁରୋ): ବିଜୁ ଜନତା ଦଳର ୨୪ତମ ପ୍ରତିଷ୍ଠା ଦିବସ ରାଜ୍ୟ କାର୍ଯ୍ୟାଳୟରେ ଭୁବନେଶ୍ୱର ଜିଲା ସଭାପତି ତଥା ବିଧାୟକ ସୁଶାନ୍ତ ରାଉତଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ବିଜେଡି ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ବିଜୁବାବୁଙ୍କ ଆଦର୍ଶରେ ଅନୁପ୍ରାଣିତ…
ବିଦ୍ୟୁତ୍ ଖୁଣ୍ଟରେ ବିପଦସଙ୍କୁଳ ଯାତ୍ରା
ବଇଣ୍ଡା, ୨୬।୧୨(ଡି.ଏନ୍.ଏ.) ପୋଲଟିଏ ପାଇଁ ଅନେକ ଦାବି, ଆନ୍ଦୋଳନ, ପ୍ରତିବାଦ। ଏହାପରେ ସରକାର ଶୁଣିଲେ ଗୁହାରି। ମଞ୍ଜୁର ହେଲା ଅନୁଦାନ। ଆରମ୍ଭ ହେଲା କାମ। ଇତିମଧ୍ୟରେ ୪ବର୍ଷ ବିତିଗଲାଣି। ହେଲେ ସପୋର୍ଟିଂ ପିଲାରରେ ସୀମିତ ରହିଯାଇଛି କାର୍ଯ୍ୟ। ପ୍ରଶାସନିକ ଅବହେଳା ପାଇଁ ହଜାର…
ଜଗା ଦର୍ଶନ କଲେ ପୁରୀବାସୀ: ଶୃଙ୍ଖଳିତ ଦର୍ଶନ, ଭାବବିହ୍ବଳ ପରିବେଶ
ପୁରୀ ଅଫିସ,୨୭ା୧୨: ଶ୍ରୀମନ୍ଦିର ଖୋଲିବାର ୩ଦିନ ପରେ ଶନିବାର ସ୍ଥାନୀୟ ଲୋକେ ଦର୍ଶନ କରିବାର ସୁଯୋଗ ପାଇଛନ୍ତି। ପ୍ରଥମ ଦିନରେ ୩ଟି ପର୍ଯ୍ୟାୟରେ ପୁରୀବାସୀ ଶ୍ରୀଜଗନ୍ନାଥଙ୍କ ଦର୍ଶନ କରିଛନ୍ତି। ସକାଳ ବେଳା ୬ ଓ ୯ ନମ୍ବର, ଅପରାହ୍ନରେ ୧୨ ଓ…
ଚିନ୍ତା ବଢ଼ାଇଲା ନୂଆ ରୂପ
ନୂଆଦିଲ୍ଲୀ/ଥିରୁଭାନନ୍ତପୁରମ୍/ ଜୟପୁର, ୨୭।୧୨ : ବ୍ରିଟେନରେ କରୋନାର ନୂଆ ରୂପ ଦ୍ରୁତ ସଂକ୍ରମିତ ହେଉଥିବାରୁ ସାରା ବିଶ୍ୱ ପାଇଁ ଏହା ଚିନ୍ତାର କାରଣ ହୋଇଥିବାବେଳେ ଭାରତ ସମେତ ବିଭିନ୍ନ ଦେଶ ସେଠାକୁ ବିମାନ ଚଳାଚଳ ବନ୍ଦ କରିଛନ୍ତି। ତେବେ ଏହି କଟକଣା…
ସୋଲା ଚାଷୀଙ୍କୁ ମିଳୁନି ପ୍ରୋତ୍ସାହନ
କେନ୍ଦୁଝର, ୨୭।୧୨(ସ୍ବ.ପ୍ର.)-ଉଭୟ ରାଜ୍ୟ ଓ କେନ୍ଦ୍ର ସରକାର ଚାଷ ଓ ଚାଷୀ ମାନଙ୍କ ବିକାଶ କଥା କହୁଛନ୍ତି । କିନ୍ତୁ କେନ୍ଦୁଝର ଜିଲାରେ ଧାନ ସହିତ ଲାଭଜନକ ସୋଲା ଚାଷ କରି ବହୁ ବର୍ଷ ଧରି ଜୀବନଜୀବିକା ବିତାଉଥିବା ହଜାର ହଜାର…
୩୧ରେ ଘୋଷଣା ହେବ ସିବିଏସ୍ଇ ବୋର୍ଡ ପରୀକ୍ଷାର ତାରିଖ
ନୂଆଦିଲ୍ଲୀ,୨୬।୧୨-ସିବିଏସଇ ପରୀକ୍ଷା ତାରିଖକୁ ନେଇ ଶନିବାର ଆସିଛି ଏକ ବଡ ଖବର। ଡିସେମ୍ବର ୩୧ ସନ୍ଧ୍ୟା ୬ଟାରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ରମେଶ ପୋଖରିୟାଲ ନିଶଙ୍କ ୨୦୧୧ ସିବିଏସଇ ବୋର୍ଡ ପରୀକ୍ଷା ନେଇ ତାରିଖ ଘୋଷଣା କରିବେ। ଏ ନେଇ କେନ୍ଦ୍ର ଶିକ୍ଷାମନ୍ତ୍ରୀ…
ସରକାରଙ୍କ ସହ ଆଲୋଚନା ପାଇଁ ରାଜି ହେଲେ କୃଷକ, ୨୯ରେ ବୈଠକ
ନୂଆଦିଲ୍ଲୀ, ୨୬।୧୨- ନୂଆ ଚାଷୀ ଆଇନକୁ ବିରୋଧ କରୁଥିବା ବିଭିନ୍ନ କୃଷକ ସଂଗଠନ ଶନିବାର ସରକାରଙ୍କ ସହ ଆଲୋଚନା ପାଇଁ ରାଜି ହୋଇଛନ୍ତି। ଆସନ୍ତା ୨୯ ତାରିଖରେ ପରବର୍ତ୍ତୀ ଆଲୋଚନା ଲାଗି ପ୍ରସ୍ତାବ ଦେଇଥିବା କୃଷକ ନେତା ରାକେଶ ଟିକେଟ୍ କହିଛନ୍ତି।…
୧୦ ବର୍ଷ ମଧ୍ୟରେ ଭାରତ ହେବ ପୃଥିବୀର ତୃତୀୟ ବୃହତ ଅର୍ଥବ୍ୟବସ୍ଥା
ନୂଆଦିଲ୍ଲୀ,୨୬।୧୨: ଆସନ୍ତା ୧୦ ବର୍ଷ ମଧ୍ୟରେ ଭାରତ ପୃଥିବୀର ତୃତୀୟ ବୃହତ ଅର୍ଥବ୍ୟବସ୍ଥା ଭାବେ ଉଭା ହେବ। ରିସର୍ଚ୍ଚ ସଂସ୍ଥା ଥିଙ୍କ୍ ଟାଙ୍କ୍ ପକ୍ଷରୁ ହୋଇଥିବା ଏକ ସର୍ଭେ ରିପୋର୍ଟରେ ଏନେଇ ଉଲ୍ଲେଖ କରାଯାଇଛି। ୨୦୩୦ ବେଳକୁ ଭାରତ ଏହି ସ୍ଥାନ…
Archives


