Home Middle

ଶକ୍ତିଶାଳୀ ପାସପୋର୍ଟ ତାଲିକାରେ ପଛରେ ପଡ଼ିଲା ଭାରତ, ଆଗରେ ଚାଇନା…

ନୂଆଦିଲ୍ଳୀ,୭।୭: ପୃଥିବୀର ୧୯୩ ଦେଶକୂ ନେଇ ପ୍ରସ୍ତୁତ କରାଯାଇଥିବା ଶକ୍ତିଶାଳୀ ପାସପୋର୍ଟ ତାଲିକାରେ ଭାରତ ପଛରେ ପଡ଼ିଯାଇଛି। ୨୦୨୧ ହେନଲି ପାସପୋର୍ଟ ଇଣ୍ଡେକ୍ସ୍‌ ର଼୍ୟାଙ୍କିଙ୍ଗ୍‌ରେ ଗତ ବର୍ଷ ତୁଳନାରେ ଭାରତର ପ୍ରଦର୍ଶନ ଖରାପ ରହିଛି। ଭାରତ ଏହି ତାଲିକାରେ ୬ ସ୍ଥାନ…

ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରରେ ହିଜ୍‌ବୁଲ୍‌ କମାଣ୍ଡରଙ୍କ ମୁଣ୍ଡ ଗଡ଼ିଲା…

ଶ୍ରୀନଗର,୭।୭: ଜମ୍ମୁ-କଶ୍ମୀରରେ ଆତଙ୍କବାଦ ବିରୋଧୀ ଅପରେଶନ୍‌ରେ ମିଳିତ ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା ମିଳିଛି। ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରରେ ଆତଙ୍କବାଦୀ ସଂଗଠନ ହିଜ୍‌ବୁଲ୍‌ ମୁଜାହିଦ୍ଦିନ୍‌ର ଶୀର୍ଷ କମାଣ୍ଡର ମେହରାଜୁଦ୍ଦିନ୍‌ ହାଲଓ୍ବାଇଙ୍କ ମୃତ୍ୟୁ ଘଟିଛି। ହାଣ୍ଡଓ୍ବାରାରେ କିଛି ଆତଙ୍କବାଦୀ ଲୁଛିଥିବା ଖବର ମିଳିବା ପରେ ପୋଲିସ,…

ସୁସ୍ଥ ହେବା ହାର ୯୭.୧୮ ପ୍ରତିଶତ ଛୁଇଁଲା…

ନୂଆଦିଲ୍ଲୀ,୭।୭: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତିରେ ଧୀରେଧୀରେ ସୁଧାର ଆସୁଛି। ଦେଶରେ ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛିରେ ଲଗାମ୍‌ ଲାଗିଛି। ଦୈନିକ ସଂକ୍ରମଣ ଲଗାତାର ୨ଦିନ ଧରି ୪୦ ହଜାର ତଳେ ରହିବା…

ଚାଲିଗଲେ ଟ୍ରାଜେଡି କିଙ୍ଗ୍‌

ବଲିଉଡର ଭେଟେରାନ ଅଭିନେତା ଦିଲୀପ କୁମାରଙ୍କ ବୁଧବାର ସକାଳୁ ଦେହାନ୍ତ ହୋଇଛି। ସେ ଗତ କିଛି ଦିନ ହେବ ସ୍ବାସ୍ଥ୍ୟଗତ ସମସ୍ୟାର ସମ୍ମୁଖୀନ ହୋଇଥିଲେ। ୯୮ ବର୍ଷ ବୟସରେ ସେ ଦୁନିଆକୁ ସବୁଦିନ ପାଇଁ ବିଦାୟ ନେଇଛନ୍ତି। କିଛି ଦିନ ପୂର୍ବରୁ…

ଧୋନୀ @ ୪୦

ନୂଆଦିଲ୍ଲୀ,୭।୭- ଭାରତୀୟ କ୍ରିକେଟକୁ ସବୁ ଫର୍ମାଟରେ ନଂ୧ରେ ପହଞ୍ଚାଇଥିବା ମହାନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ବୁଧବାର ୪୦ ବର୍ଷରେ ପାଦ ଦେଇଛନ୍ତି। ୨୦୦୭ ଆଇସିସି ଦିନିକିଆ ବିଶ୍ୱକପ୍‌ ବିଫଳତାକୁ ଭୁଲି ତାଙ୍କ ନେତୃତ୍ୱରେ ପ୍ରଥମ ଟି୨୦ ବିଶ୍ୱକପ୍‌ରେ ଇତିହାସ ରଚିଥିଲା…

କେନ୍ଦ୍ର ମନ୍ତ୍ରିମଣ୍ଡଳରେ ସ୍ଥାନ ପାଇବେ ଯୁବ, ଶିକ୍ଷିତ

ନୂଆଦିଲ୍ଲୀ,୬।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କ ଦ୍ୱିତୀୟ ପାଳିରେ ପ୍ରଥମ ଥର ପାଇଁ ମନ୍ତ୍ରିମଣ୍ଡଳରେ ବଡ଼ ଧରଣ ପରିବର୍ତ୍ତନ କରିବାକୁ ଯାଉଛନ୍ତି। ଆସନ୍ତା ବୁଧବାର ସନ୍ଧ୍ୟା ୬ଟାରେ ଏହାର ଘୋଷଣା କରାଯିବ। ଆଉ ଏହା ଭାରତ ଇତିହାସର ସବୁଠୁ ଯୁବ ମନ୍ତ୍ରିମଣ୍ଡଳ…

ରଥଯାତ୍ରାରେ ଗଜପତି ମହାରାଜା କରିବେ ଛେରାପହଁରା

ପୁରୀ ଅଫିସ,୬।୭: କରୋନା କଟକଣା ମଧ୍ୟରେ ସମ୍ପନ୍ନ ହେବ ବିଶ୍ୱପ୍ରସିଦ୍ଧ ପୁରୀ ରଥଯାତ୍ରା। ତେବେ ଏଥିରେ ଗଜପତି ମହାରାଜା ଦିବ୍ୟସିଂହ ଦେବ ଛେରାପହଁରା କରିବା ନେଇ ନାନାଦି କଳ୍ପନାଜଳ୍ପନା କରାଯାଉଥିଲା। ମଙ୍ଗଳବାର ଏଥିରେ ପୂର୍ଣ୍ଣଚ୍ଛେଦ ପଡ଼ିଛି। ଚଳିତବର୍ଷ ରଥଯାତ୍ରାରେ ଗଜପତି ଛେରାପହଁରା…

ବିପଦ ଆସୁଛି ମାଡ଼ି, ବୁଡ଼ିଯିବ ଉପକୂଳ ସହର…

ବେଜିଂ,୬।୭: ଜଳବାୟୁ ପରିବର୍ତ୍ତନ ଯୋଗୁ ବିଶ୍ୱତାପନ ବୃଦ୍ଧି ପାଇବାରେ ଲାଗିଛି। ଏହାଯୋଗୁ ମେରୁ ଅଞ୍ଚଳରେ ବରଫ ପାହାଡ଼ ତରଳିବାରେ ଲାଗିଛି। ଏହାର ପ୍ରଭାବରେ ସମୁଦ୍ର ଜଳସ୍ତର ୧୯୫୧ ତୁଳନାରେ ଯଥେଷ୍ଟ ବୃଦ୍ଧି ପାଇଛି। ଏହିଧାରା ଜାରି ରହିଲେ ୨୦୫୦ ବେଳକୁ ବହୁ…

କେବଳ ପୁରୀରେ ହେବ ରଥଯାତ୍ରା, ସୁପ୍ରିମ୍‌କୋର୍ଟଙ୍କ ନିର୍ଦ୍ଦେଶ…

ନୂଆଦିଲ୍ଲୀ,୬।୭: ଚଳିତ ବର୍ଷ କେବଳ ପୁରୀରେ ହିଁ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ରଥଯାତ୍ରା ଅନୁଷ୍ଠିତ ହେବ। ଓଡ଼ିଶାର ଅନ୍ୟ କୌଣସି ସ୍ଥାନରେ ରଥଯାତ୍ରା ହେବନାହି ବୋଲି ସୁପ୍ରିମ୍‌କୋର୍ଟଙ୍କ ପକ୍ଷରୁ ନିର୍ଦ୍ଦେଶ ଜାରି ହୋଇଛି। ସର୍ବୋଚ୍ଚ ନ୍ୟାୟାଳୟ ରାଜ୍ୟ ସରକାରଙ୍କ ନିଷ୍ପତ୍ତିକୁ କାଏମ୍‌…

ଟୁଇଟରକୁ ହାଇକୋର୍ଟଙ୍କ ଭର୍ସନା…

ନୂଆଦିଲ୍ଲୀ,୬।୭: ଟୁଇଟର ଏବଂ ସରକାରଙ୍କ ମଧ୍ୟରେ ବିବାଦ ଥମିବାର ନାଁ ଧରୁନି। ଏପରିସ୍ଥଳେ ଆବାସିକ ଅଭିଯୋଗ ଅଧିକାରୀ ନିଯୁକ୍ତ ନ କରିଥିବାରୁ ଦିଲ୍ଲୀ ହାଇକୋର୍ଟ ଟୁଇଟରକୁ ଭର୍ସନା କରିଛନ୍ତି। ଜୁନ୍‌ ୨୧ରେ ଆବାସିକ ଅଭିଯୋଗ ଅଧିକାରୀଙ୍କ କାର୍ଯ୍ୟକାଳ ଶେଷ ହେବାପରେ ସେହି…

ସମଲିଙ୍ଗୀ ବିବାହ ନେଇ କେନ୍ଦ୍ରକୁ ହାଇକୋର୍ଟଙ୍କ ନୋଟିସ୍‌ ଜାରି …

ନୂଆଦିଲ୍ଲୀ,୬।୭: ସମଲିଙ୍ଗୀ ବିବାହକୁ ନେଇ କେନ୍ଦ୍ର ସରକାରଙ୍କୁ ଦିଲ୍ଲୀ ହାଇକୋର୍ଟ ପକ୍ଷରୁ ନୋଟିସ୍‌ ଜାରି କରାଯାଇଛି। କେନ୍ଦ୍ର ସରକାର ସମଲିଙ୍ଗୀ ବିବାହ ନେଇ କହିଥିଲେ ଯେ, ଦେଶର ଆଇନ ବ୍ୟବସ୍ଥା ଏବଂ ସାମାଜିକ ବୈବାହିକ ପରମ୍ପରାକୁ ଦୃଷ୍ଟିରେ ରଖି ଏହାକୁ ମାନ୍ୟତା…

ମୋଦିଙ୍କ କ୍ୟାବିନେଟ୍‌ ସମ୍ପ୍ରସାରଣ, ଏସବୁ ନେତାଙ୍କୁ ଫୋନ୍‌…

ନୂଆଦିଲ୍ଲୀ,୬।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ କ୍ୟାବିନେଟ୍‌ ସମ୍ପ୍ରସାରଣ ନେଇ ନାନା ଚର୍ଚ୍ଚା ଜାରି ରହିଛି। କ୍ୟାବିନେଟ୍‌ରେ କେଉଁମାନଙ୍କୁ ସ୍ଥାନ ମିଳିବାର ସମ୍ଭାବନା ରହିଛି ସେ ନେଇ କଳ୍ପନା ଜଳ୍ପନା ଜାରି ରହିଛି। ତେବେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡାଙ୍କ କାର୍ଯ୍ୟାଳୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?