Home Middle

ଅଗଷ୍ଟରେ ତୃତୀୟ ଲହର,ସେପ୍ଟେମ୍ବର ଶୀର୍ଷ, ଏସ୍‌ବିଆଇ ରିପୋର୍ଟ…

ନୂଆଦିଲ୍ଲୀ,୭।୭: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଧୀରେଧୀରେ ଥମିବାରେ ଲାଗିଛି। ଏପରିସ୍ଥଳେ ତୃତୀୟ ଲହର ନେଇ ଷ୍ଟେଟ୍‌ ବ୍ୟଙ୍କ ଅପ୍‌ ଇଣ୍ଡିଆ(ଏସ୍‌ବିଆଇ) ପକ୍ଷରୁ ଚେତାବନୀ ଦିଆଯାଇଛି। ଅଗଷ୍ଟରେ ତୃତୀୟ ଲହର ଆସିବ। ସେହିପରି ସେପ୍ଟେମ୍ବର ଏହା ଶୀର୍ଷରେ ପହଞ୍ଚିବ।…

୧୧୧ ଦିନ ପରେ ସର୍ବନିମ୍ନ ଦୈନିକ ସଂକ୍ରମଣ…

ନୂଆଦିଲ୍ଲୀ,୬।୭: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତିରେ ଧୀରେଧୀରେ ସୁଧାର ଆସୁଛି। ଦେଶରେ ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟାରେ ଲଗାମ୍‌ ଲାଗିଛି। ଦୈନିକ ସଂକ୍ରମଣ ଲଗାତାର ୨ଦିନ ଧରି ୪୦ ହଜାର ତଳେ ରହିଛି। ୧୧୧ ଦିନ ପରେ ଦୈନିକ…

ଗୃହରେ ବିଶୃଙ୍ଖଳିତ ଆଚରଣ ଅକ୍ଷମଣୀୟ

ନୂଆଦିଲ୍ଲୀ, ୬।୭ (ଆଇଏଏନ୍‌ଏସ୍‌): ପାର୍ଲାମେଣ୍ଟ ଏବଂ ବିଧାନସଭା ଭିତରେ ଆଇନ ପ୍ରଣେତାଙ୍କ ବିଶୃଙ୍ଖଳିତ ଆଚରଣକୁ କ୍ଷମା କରାଯାଇପାରିବ ନାହିଁ ବୋଲି ସୋମବାର ସୁପ୍ରିମକୋର୍ଟ କହିଛନ୍ତି। ଗୃହ ମଧ୍ୟରେ ସର୍ବସାଧାରଣ ସମ୍ପତ୍ତି ନଷ୍ଟ କରିବା ଅଭିଯୋଗରେ ସେମାନଙ୍କୁ ବିଚାରର ସମ୍ମୁଖୀନ ହେବାକୁ ପଡ଼ିବ…

ଚିନିକଳ ଦୁର୍ନୀତିର ଯାଞ୍ଚ୍‌ ପାଇଁ ଶାହାଙ୍କ ଅନୁମତି ଲୋଡ଼ିଲା ଇଡ଼ି, ଗଡ଼କରୀଙ୍କ ୨ କଳ ବି ସାମିଲ୍‌…

ମୁମ୍ବାଇ,୫।୭: ମହାରାଷ୍ଟ୍ରରେ ଚିନିକଳ କିଣିବାରେ ବ୍ୟାପକ ଅର୍ଥ ହେର୍‌ଫେର୍‌ ହୋଇଥିବା ଅଭିଯୋଗ ହୋଇଛି। ପ୍ରାୟ ୨୫ ହଜାର କୋଟି ଟଙ୍କାର ଏହି ଦୁର୍ନୀତିର ଯାଞ୍ଚ୍‌ ପାଇଁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡ଼ି) ପକ୍ଷରୁ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କ ଅନୁମତି ଲୋଡ଼ାଯାଇଛି। ଚିନିକଳ ଗୁଡ଼ିକର…

ଓଡ଼ିଶାରେ କେନ୍ଦ୍ରୀୟ ଟିମ୍‌

ଭୁବନେଶ୍ୱର,୫ା୭(ବ୍ୟୁରୋ): କୋଭିଡ୍‌ ସ୍ଥିତି ଅନୁଧ୍ୟାନ ପାଇଁ ଆଜି ଓଡ଼ିଶାରେ ପହଞ୍ଚିଛନ୍ତି କେନ୍ଦ୍ରୀୟ ଟିମ୍‌। ଏହି ଟିମ୍‌ରେ କୋଲକାତାର ଜନସ୍ବାସ୍ଥ୍ୟ ବିଶେଷଜ୍ଞ ଡାକ୍ତର ଶିବାନୀ ଦତ୍ତ ଓ ଭୁବନେଶ୍ୱର ଏମ୍ସର ପ୍ରଫେସର ପ୍ରଶାନ୍ତ ମହାପାତ୍ର ରହିଛନ୍ତି। ଟିମ୍‌ ରାଜ୍ୟ ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକଙ୍କ ସହ…

କରୋନା ମାର୍ଗଦର୍ଶିକାକୁ ଫୁ, ରାଜଧାନୀର ବଜାର ପୁଣି ବନ୍ଦ…

ନୂଆଦିଲ୍ଲୀ,୫।୭: କରୋନା ମାର୍ଗଦର୍ଶିକାକୁ ପାଳନ ନ କରାଯିବାରୁ ରାଜଧାନୀ ଦିଲ୍ଲୀରେ ବଜାରକୁ ପୁଣି ବନ୍ଦ କରି ଦିଆଯାଇଛି। ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲଙ୍କ ସରକାର ପକ୍ଷରୁ ଦିଲ୍ଲୀରେ ଷଷ୍ଠ ପର୍ଯ୍ୟାୟ ଅନ୍‌ଲକ୍‌ ସୋମବାରଠାରୁ ଆରମ୍ଭ ହେବ ବୋଲି ପୂର୍ବରୁ ଘୋଷଣା କରାଯାଇଥିଲା। ତେବେ…

ମାଟ୍ରିକ୍‌ ଅଫ୍‌ଲାଇନ୍‌ ପରୀକ୍ଷା ପାଇଁ ଆଜିଠାରୁ ଅନ୍‌ଲାଇନ୍‌ ଆବେଦନ

କଟକ ଅଫିସ,୫ା୭: ଆଜିଠାରୁ ମାଟ୍ରିକ ଅଫ୍‌ଲାଇନ ପରୀକ୍ଷା ପାଇଁ ଅନ୍‌ଲାଇନ୍‌ ଆବେଦନ ଆରମ୍ଭ ହେଉଛି। ପରୀକ୍ଷାଫଳକୁ ନେଇ ଅସନ୍ତୁଷ୍ଟ ଥିବା ଛାତ୍ରୀଛାତ୍ର ଏହାର ସୁଯୋଗ ନେଇପାରିବେ। ଚଳିତ ବର୍ଷ ଫର୍ମ ପୂରଣ ଲାଗି କୌଣସି ଫି’ ଦେବାକୁ ପଡ଼ିବ ନାହିଁ ।…

ଦେଶରେ ଶିକ୍ଷୟିତ୍ରୀଙ୍କ ସଂଖ୍ୟା ଶିକ୍ଷକଙ୍କଠାରୁ ଢେର୍‌ ଅଧିକ…

ନୂଆଦିଲ୍ଲୀ,୫।୭: ଦେଶରେ ଶିକ୍ଷକଙ୍କ ତୁଳନାରେ ଢେର୍‌ ଅଧିକ ଶିକ୍ଷୟିତ୍ରୀ ରହିଛନ୍ତି। ୟୁନିଫାଏଡ୍‌ ଡିଷ୍ଟ୍ରିକ୍‌ ଥନଫରମେଶନ ଅନ୍‌ ସ୍କୁଲ୍‌ ଏଜୁକେଶନ (ୟୁ-ଡିଆଇଏସ୍‌ଇ) ଦ୍ୱାରା ପ୍ରକାଶିତ ୨୦୧୯-୨୦ ରିପୋର୍ଟରେ ଏହା ଉଲ୍ଲେଖ କରାଯାଇଛି। ଦେଶରେ ଶିକ୍ଷାକ୍ଷେତ୍ରରେ ମୋଟ ୯୬.୮ ଲକ୍ଷ ନିୟୋଜିତ ରହିଛନ୍ତି। ସେମାନଙ୍କ…

୪୦ ହଜାର ତଳେ ଦୈନିକ ସଂକ୍ରମଣ…

ନୂଆଦିଲ୍ଲୀ,୫।୭: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତିରେ ଧୀରେଧୀରେ ସୁଧାର ଆସୁଛି। ଦେଶରେ ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟାରେ ଲଗାମ୍‌ ଲାଗିଛି। ଦୈନିକ ସଂକ୍ରମଣ ୪୦ ହଜାର ତଳେ ରହିଛି। ଗତ ୨୪ ଘଣ୍ଟାରେ ଦେଶରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା…

ରାଜ୍ୟରେ ବେଲଗାମ ପେଟ୍ରୋଲ ଦର: ସବୁଠି ୧୦୦ ଟପିଛି

ଭୁବନେଶ୍ୱର,୫।୭: ଦିନକର ବିରତି ପରେ ପୁଣି ଥରେ ପେଟ୍ରୋଲ ଓ ଡିଜେଲ ଦର ବୃଦ୍ଧି ପାଇଛି। ଏହି ଦର ବୃଦ୍ଧି ଫଳରେ ସାରା ରାଜ୍ୟରେ ପେଟ୍ରୋଲ ଲିଟର ପିଛା ୧୦୦ ଟଙ୍କା ଟପିଯାଇଛି। ସେହିଭଳି କଳାହାଣ୍ଡି, କୋରାପୁଟ, ରାୟଗଡ଼ା, ନୂଆପଡ଼ା, ନବରଙ୍ଗପୁର…

ବଡ଼ ଧନୀଙ୍କ ମହାକାଶ ଦୌଡ଼

ଓ୍ବାଶିଂଟନ/ନୂଆଦିଲ୍ଲୀ,୫ା୭ : ଚନ୍ଦ୍ରରେ ପ୍ରଥମେ କିଏ ପାଦ ଥାପିଥିଲେ? ଏହି ପ୍ରଶ୍ନର ଉତ୍ତର ‘ନିଲ୍‌ ଆର୍ମଷ୍ଟ୍ରଙ୍ଗ୍‌’ ବୋଲି ସମସ୍ତେ ଜାଣନ୍ତି। କିନ୍ତୁ ଚନ୍ଦ୍ରପୃଷ୍ଠରେ ଅବତରଣ କରିଥିବା ଦ୍ୱିତୀୟ ବ୍ୟକ୍ତିଙ୍କ ନାମ ପଚରାଗଲେ ପ୍ରାୟତଃ କେହି ସ୍ମରଣ କରିପାରନ୍ତି ନାହିଁ। କାରଣ ଦ୍ୱିତୀୟରେ…

୩ ଆଦିବାସୀ ଗାଁର ଦୁଃଖ ତୁଳସୀ

ବାଲେଶ୍ୱର ଅଫିସ, ୫।୭-ବାଲେଶ୍ୱର ଜିଲା ସଦର ବ୍ଲକ ଅଧୀନ ରସଲପୁର ପଞ୍ଚାୟତ ଦେଇ ପ୍ରବାହିତ ଜଳକା ନଦୀର ଶାଖା ତୁଳସୀ ନଦୀ ରସଲପୁର ପଞ୍ଚାୟତକୁ ଦୁଇଭାଗ କରିଛି। ନଦୀର ଗୋଟିଏ ପାର୍ଶ୍ୱରେ ପଞ୍ଚାୟତ କାର୍ଯ୍ୟାଳୟଠାରୁ ଆରମ୍ଭ କରି ସ୍କୁଲ, କଲେଜ, ଡାକ୍ତରଖାନା,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?