Home Middle

୩ ଆଦିବାସୀ ଗାଁର ଦୁଃଖ ତୁଳସୀ

ବାଲେଶ୍ୱର ଅଫିସ, ୫।୭-ବାଲେଶ୍ୱର ଜିଲା ସଦର ବ୍ଲକ ଅଧୀନ ରସଲପୁର ପଞ୍ଚାୟତ ଦେଇ ପ୍ରବାହିତ ଜଳକା ନଦୀର ଶାଖା ତୁଳସୀ ନଦୀ ରସଲପୁର ପଞ୍ଚାୟତକୁ ଦୁଇଭାଗ କରିଛି। ନଦୀର ଗୋଟିଏ ପାର୍ଶ୍ୱରେ ପଞ୍ଚାୟତ କାର୍ଯ୍ୟାଳୟଠାରୁ ଆରମ୍ଭ କରି ସ୍କୁଲ, କଲେଜ, ଡାକ୍ତରଖାନା,…

ରାଫାଲ ଡିଲ୍‌ରେ ମଧ୍ୟସ୍ଥିଙ୍କ ପକେଟକୁ ଯାଇଛି ସିଂହଭାଗ, ଜେପିସି ଯାଞ୍ଚ୍‌ ଦାବି କଲା କଂଗ୍ରେସ …

ନୂଆଦିଲ୍ଲୀ,୪।୭: ଭାରତ ଏବଂ ଫ୍ରାନ୍ସ୍‌ ମଧ୍ୟରେ ହୋଇଥିବା ରାଫାଲ୍‌ ଯୁଦ୍ଧ ବିମାନ ଡିଲ୍‌ରେ ମଧ୍ୟସ୍ଥିଙ୍କ ପକେଟକୁ ସିଂହଭାଗ ଯାଇଛି। ଏନେଇ ଏବେ କଂଗ୍ରେସ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କୁ ଘେରିବା ଆରମ୍ଭ କରିଛି। କଂଗ୍ରେସ ପକ୍ଷରୁ ରାହୁଲ ଗାନ୍ଧି କହିଛନ୍ତି ଯେ,…

ବିନା ଦର୍ଶକରେ ଖୋଲିବ ଷ୍ଟାଡିୟମ୍‌-ସ୍ପୋଟର୍ସ କମ୍ପ୍ଲେକ୍ସ୍‌…

ନୂଆଦିଲ୍ଲୀ,୪।୭: ରାଜଧାନୀ ଦିଲ୍ଲୀ ଷଷ୍ଠ ପର୍ଯ୍ୟାୟ ଅନ୍‌ଲକ୍‌ ସୋମବାର ଆରମ୍ଭ ହେବ। ଅନ୍‌ଲକ୍‌ ମାର୍ଗଦର୍ଶିକା ଆଧାରରେ ଏବେ ଦିଲ୍ଲୀରେ ବିନା ଦର୍ଶକରେ ଷ୍ଟାଡିୟମ୍‌ ଏବଂ ସ୍ପୋଟର୍ସ କମ୍ପ୍ଲେକ୍ସ୍‌ ଖୋଲାଯିବ। ଅପରପକ୍ଷରେ ସିନେମା ହଲ୍‌, ମଲ୍ଟିପ୍ଲେକ୍ସ୍‌, ସୁଇମିଂ ପୁଲ୍‌ ଆଦି ପୂର୍ବପରି ବନ୍ଦ…

ଡାକ୍ତର-ସ୍ବାସ୍ଥ୍ୟକର୍ମୀଙ୍କୁ ମିଳୁ ଭାରତ ରତ୍ନ,ଦାବି କଲେ ମୁଖ୍ୟମନ୍ତ୍ରୀ…

ନୂଆଦିଲ୍ଲୀ,୪।୭: କରୋନା ଯୋଦ୍ଧା ପାଲଟିଥିବା ଡାକ୍ତର ଏବଂ ସ୍ବାସ୍ଥ୍ୟକର୍ମୀଙ୍କୁ ଭାରତ ରତ୍ନ ପ୍ରଦାନ କରିବାକୁ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ଦାବି କରିଛନ୍ତି। କରୋନା ଲଢ଼େଇରେ ପ୍ରାଣବଳୀ ଦେଇଥିବା ଡାକ୍ତର ଏବଂ ସ୍ବାସ୍ଥ୍ୟକର୍ମୀଙ୍କ ପାଇଁ ଏହା ଉଚିତ ଶ୍ରଦ୍ଧାଞ୍ଜଳି ହେବ ବୋଲି…

ମାନ୍ଦା ବେଳେ ମହଙ୍ଗା ମାଡ଼

କାମାକ୍ଷାନଗର, ୪।୭: ଦୀର୍ଘ ଦେଢ଼ବର୍ଷ ହେଲା କରୋନା କଷଣରେ ଘାଣ୍ଟି ହେଉଛନ୍ତି ସାଧାରଣ ଜନତା। ହାତରେ କାମ ନାହିଁ। ସାଇତିଥିବା ଧନ ସରିଗଲାଣି। ଏଭଳି ସମୟରେ ଗରିବ ଏବଂ ମଧ୍ୟବିତ୍ତ ପରିବାର ଉପରେ ଦରଦାମ ବୃଦ୍ଧି ବୋଝ ଉପରେ ନଳିତା ବିଡ଼ା…

ଅବତରଣ ସମୟରେ ଦୁର୍ଘଟଣା, ଜଳିଗଲା ସୈନ୍ୟ ବାହିନୀ ବିମାନ…

ମାନିଲା,୪।୭: ସୈନ୍ୟ ବାହିନୀର ଏକ ବିମାନ ଅବତରଣ ସମୟରେ ଦୁର୍ଘଟଣା ଗ୍ରସ୍ତ ହୋଇଛି। ଦକ୍ଷିଣ ଫିଲିପାଇନ୍ସ୍‌ରେ ଘଟିଥିବା ଏହି ଦୁର୍ଘଟଣାରେ ଇତିମଧ୍ୟରେ ୧୭ ଜଣ ସୈନ୍ୟଙ୍କ ମୃତଦେହ ଉଦ୍ଧାର କରାଯାଇଛି। ସେହିପରି ୪୦ ଜଣ ଆହତ ସୈନ୍ୟଙ୍କୁ ଉଦ୍ଧାର କରାଯାଇଛି। ଆହତଙ୍କୁ…

ହିନ୍ଦୁ ଦେବୀଙ୍କୁ ଅପମାନ, ଟୁଇଟର ଇଣ୍ଡିଆ ଏମ୍‌ଡ଼ି ବିରୋଧରେ ଅଭିଯୋଗ…

ନୂଆଦିଲ୍ଲୀ,୪।୭: ଟୁଇଟର ବିରୋଧରେ ଅଭିଯୋଗ ଥମିବାର ନାଁ ଧରୁନି। ଏବେ ହିନ୍ଦୁ ଦେବାଦେବୀଙ୍କ ଅପମାନ କରାଯାଇଥିବା ନେଇ ଟୁଇଟର ଇଣ୍ଡିଆ ଏମ୍‌ଡ଼ି ମନୀଷ ମାହେଶ୍ୱରୀଙ୍କ ବିରୋଧରେ ଅଭିଯୋଗ ଅଣାଯାଇଛି। ଆଇନଜୀବୀ ଆଦିତ୍ୟ ସିଂ ଏନେଇ ଅଭିଯୋଗ କରିଛନ୍ତି। ମା’ କାଳୀଙ୍କୁ ନେଇ…

ଲୋକ ସଭା ବିରୋଧୀ ଦଳ ନେତା ପଦରୁ ହଟିବେ ଅଧିର ରଞ୍ଜନ !…

ନୂଆଦିଲ୍ଲୀ,୪।୭: ଲୋକ ସଭା ବିରୋଧୀ ଦଳ ନେତା ପଦରୁ ଅଧିର ରଞ୍ଜନ ଚୌଧୁରୀ ହଟିବା ନେଇ କଂଗ୍ରେସରେ ଚର୍ଚ୍ଚା ହେଉଛି। ଏହି ପଦବୀରେ ଶଶି ଥରୁର୍‌ କିମ୍ବା ମନୀଷ ତିଓ୍ବାରୀଙ୍କୁ ନିଯୁକ୍ତ କରିବା ଲାଗି ଅଧ୍ୟକ୍ଷା ସୋନିଆ ଗାନ୍ଧୀ ଚିନ୍ତା କରୁଥିବା…

ଅକ୍ଟୋବର-ନଭେମ୍ବରରେ ଶୀର୍ଷରେ ପହଞ୍ଚିବ ତୃତୀୟ ଲହର, ମାର୍ଗଦର୍ଶିକା ପାଳନ ଅପରିହାର୍ଯ୍ୟ…

ନୂଆଦିଲ୍ଲୀ,୪।୭: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଧୀରେଧୀରେ ଥମିବାରେ ଲାଗିଛି। ଏପରିସ୍ଥଳେ ତୃତୀୟ ଲହର ନେଇ ଡିପାର୍ଟମେଣ୍ଟ୍‌ ଅଫ୍‌ ସାଇନ୍ସ୍‌ ଆଣ୍ଡ୍‌ ଟେକ୍ନୋଲୋଜି ପକ୍ଷରୁ ଚେତାବନୀ ଦିଆଯାଇଛି। ଗାଣିତିକ ମଡେଲ ଆଧାରରେ ଏନେଇ ପ୍ରକାଶିତ ଏକ ରିପୋର୍ଟରେ ଏହା…

ଦୈନିକ ସଂକ୍ରମଣରେ ଲଗାମ୍‌, ପିଜିଟିଭ୍‌ ହାର ୨.୩୪ ପ୍ରତିଶତ…

ନୂଆଦିଲ୍ଲୀ,୪।୭: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତିରେ ଧୀରେଧୀରେ ସୁଧାର ଆସୁଛି। ଦେଶରେ ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟାରେ ଲଗାମ୍‌ ଲାଗିଛି। ଲଗାତାର ୭ ଦିନ ଧରି ଦୈନିକ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୫୦ ହଜାର ତଳେ ରହିଛି। ଗତ…

‘ବାସହୀନଙ୍କୁ ସବୁ ମାଗଣା ଦେଇହେବ ନାହିଁ’

ମୁମ୍ବାଇ, ୪।୭: ବାସହୀନ ଲୋକଙ୍କୁ ସବୁକିଛି ମାଗଣାରେ ସରକାର ଯୋଗାଇ ପାରିବେ ନାହିଁ। ସେମାନଙ୍କୁ ଦେଶ ପାଇଁ କିଛି କରିବା ସହ ନିଜର ଆବଶ୍ୟକତା ପୂରଣ କରିବାର ଅଛି। ବମ୍ବେ ହାଇକୋର୍ଟ ଏକ ଜନସ୍ବାର୍ଥ ମାମଲାର ଶୁଣାଣି କରି ଏହି ଗୁରୁତ୍ୱପୂର୍ଣ୍ଣ…

‘ରାଫେଲ ଚୁକ୍ତିରେ ଦୁର୍ନୀତି ସ୍ପଷ୍ଟ’

ନୂଆଦିଲ୍ଲୀ, ୩ା୭- ଭାରତ ସହ ଫ୍ରାନ୍ସର ୫୯ ହଜାର କୋଟି ଟଙ୍କାର ରାଫେଲ ଫାଇଟର ଜେଟ୍‌ ଚୁକ୍ତିରେ ଦୁର୍ନୀତି ଓ ପକ୍ଷପାତିତା ଅଭିଯୋଗର ତଦନ୍ତ ଆରମ୍ଭ ହୋଇଛି। ଏହାର ତଦନ୍ତ ପାଇଁ ଜଣେ ଫ୍ରେଞ୍ଚ ଜଜ୍‌ଙ୍କୁ ନିଯୁକ୍ତ କରାଯାଇଛି। ଏ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?