ଭୁବନେଶ୍ୱରରେ ବ୍ରିଟେନ୍ ଫେରନ୍ତା
ଭୁବନେଶ୍ୱର, ୨୩।୧୨(ବ୍ୟୁରୋ)- ଭୁବନେଶ୍ୱରରେ ଜଣେ ବ୍ରିଟେନ ଫେରନ୍ତା ଚିହ୍ନଟ ହୋଇଛନ୍ତି। ଚିହ୍ନଟ ବ୍ୟକ୍ତି ଜଣକ ଗତ ସପ୍ତାହରେ ବ୍ରିଟେନ୍ରୁ ଫେରିଛନ୍ତି। ବର୍ତ୍ତମାନ ତାଙ୍କୁ ସରକାରୀ ସଙ୍ଗରୋଧ କେନ୍ଦ୍ରରେ ରଖାଯାଇଛି। ତାଙ୍କ ସଂସ୍ପର୍ଶରେ ଆସିଥିବା ବ୍ୟକ୍ତିଙ୍କୁ ଟ୍ରେସ୍ କରାଯାଉଛି। ଚିହ୍ନଟ ବ୍ୟକ୍ତିଙ୍କ ସହିତ…
ଆଇପିଏସ୍ ଅଫିସର ସ୍ତରରେ ବଡଧରଣର ଅଦଳ
ଭୁବନେଶ୍ୱର,୨୩ା୧୨(ବ୍ୟୁରୋ)-ରାଜ୍ୟ ସରକାର ଆଇପିଏସ୍ ଅଫିସର ସ୍ତରରେ ବଡ଼ ଧରଣର ଅଦଳବଦଳ କରିଛନ୍ତି। ୨୧ ଜଣ ଆଇପିଏସ୍ ଓ ଜଣେ ଓପିଏସ୍ ଅଧିକାରୀଙ୍କୁ ବଦଳି କରାଯାଇଛି । ଏ ନେଇ ବୁଧବାର ଗୃହ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ପ୍ରକାଶିତ ବିଜ୍ଞପ୍ତି…
୧୬ ଲକ୍ଷ ୭୦ ହଜାର ଲୋକଙ୍କ ଜୀବନ ନେଇଛି ପ୍ରଦୂଷଣ
ନୂଆଦିଲ୍ଲୀ,୨୩।୧୨: ପ୍ରଦୂଷଣ ଯୋଗୁ ଭାରତରେ ୨୦୧୯ରେ ୧୬ ଲକ୍ଷ ୭୦ ହଜାର ଲୋକଙ୍କ ମୃତ୍ୟୁ ଘଟିଛି। ଦେଶର ମୋଟ ମୃତ୍ୟୁ ସଂଖ୍ୟାର ଏହା ହେଉଛି ୧୮ ପ୍ରତିଶତ। ଏସମ୍ପର୍କରେ ଦ ଲାସେଣ୍ଟ୍ ପକ୍ଷରୁ ଜାରି ହୋଇଥିବା ଏକ ରିପୋର୍ଟରେ ଉଲ୍ଲେଖ କରାଯାଇଛି।…
ଅକ୍ସଫୋର୍ଡ-ଆଷ୍ଟ୍ରାଜେନିକା ଟିକାକୁ ଆସନ୍ତା ସପ୍ତାହରେ ମଞ୍ଜୁରୀ ଦେଇପାରନ୍ତି ସରକାର
ନୂଆଦିଲ୍ଲୀ,୨୩।୧୨: କରୋନା ପ୍ରତିଷେଧକ ଟିକାକୁ ସାର୍ବଜନୀକ ଭାବେ ଦେବା ପାଇଁ ଭାରତ ସରକାର ପ୍ରସ୍ତୁତି ଆରମ୍ଭ କରିଛନ୍ତି। ଆସନ୍ତା ସପ୍ତାହରେ ଅକ୍ସଫୋର୍ଡ ବିଶ୍ୱବିଦ୍ୟାଳୟ ଏବଂ ଆଷ୍ଟ୍ରାଜେନିକା ଦ୍ୱାରା ପ୍ରସ୍ତୁତ କରୋନା ଟିକାକୁ ଭାରତୀୟ କେନ୍ଦ୍ରୀୟ ଔଷଧି ମାନକ ନିୟନ୍ତ୍ରଣ ସଂଗଠନ (ସିଡ଼ିଏସ୍ସିଓ)…
ଗ୍ୟାସ୍ ଲିକ୍: ୨ ଅଫିସର ମୃତ, ୨୦ରୁ ଅଧିକ କର୍ମଚାରୀ ଅସୁସ୍ଥ
ପ୍ରୟାଗରାଜ,୨୩।୧୨: ଉତ୍ତରପ୍ରଦେଶର ପ୍ରୟାଗରାଜସ୍ଥିତ ଫୁଲପୁର ଇଫ୍କୋ କାରଖାନାରୁ ଗ୍ୟାସ୍ ଲିକ୍ ଘଟଣାରେ ୨ ଜଣ ଅଫିସରଙ୍କ ମୃତ୍ୟୁ ଘଟିଛି। ଏହି ଘଟଣାରେ ୨୦ରୁ ଅଧିକ କର୍ମଚାରୀ ଅସୁସ୍ଥ ହୋଇପଡ଼ିଛନ୍ତି। ଅସୁସ୍ଥଙ୍କୁ ଚିକିତ୍ସା ଲାଗି ହସ୍ପିଟାଲରେ ଭର୍ତ୍ତି କରାଯାଇଛି। କାରଖାନାରୁ ଏମୋନିଆ ଗ୍ୟାସ୍…
୯ ମାସ ପରେ ଖୋଲିଲା ଶ୍ରୀମନ୍ଦିର: ଶ୍ରୀଜିଉଙ୍କ ଦର୍ଶନ କଲେ ସେବାୟତ ପରିବାର
ପୁରୀ ଅଫିସ, ୨୩।୧୨: ସବୁ ପ୍ରତୀକ୍ଷାର ଅନ୍ତ ଘଟିଲା। ଦୀର୍ଘ ୯ ମାସ ପରେ ଖୋଲିଲା ଶ୍ରୀମନ୍ଦିର। ଆରମ୍ଭ ହେଲା ଭକ୍ତ-ଭଗବାନଙ୍କ ମିଳନ। ଭୋର ୪ଟା ୪୦ରେ ସିଂହଦ୍ୱାର ଫିଟାଯିବା ପରେ ଦର୍ଶନ ଆରମ୍ଭ ହୋଇଛି। ତେବେ ଆଜିଠୁ ୩ଦିନ ସେବାୟତ…
ବ୍ରିଟେନ୍ ଯାତ୍ରୀଙ୍କ ପାଇଁ ଏସ୍ଓପି ଜାରି
ନୂଆଦିଲ୍ଲୀ, ୨୩।୧୨: ଉତ୍ତରପଶ୍ଚିମ ୟୁରୋପରେ କରୋନା ଭୂତାଣୁର ଏକ ନୂଆ ରୂପ ବ୍ୟାପିବା ଫଳରେ ନିକଟରେ ବ୍ରିଟେନ ଯାତ୍ରା କରିଥିବା ଲୋକଙ୍କ ପାଇଁ କେନ୍ଦ୍ର ସରକାର ମଙ୍ଗଳବାର ଷ୍ଟାଣ୍ଡାର୍ଡ ଅପରେଟିଂ ପ୍ରୋସିଜିଓର (ଏସ୍ଓପି) ଜାରି କରିଛନ୍ତି। କୋଭିଡ୍ର ଏହି ନୂଆ ରୂପ…
ନେପାଳରେ ଅନିଶ୍ଚିତତା
କାଠମାଣ୍ଡୁ, ୨୩।୧୨: ବିବାଦୀୟ ଘଟଣାକ୍ରମରେ ନେପାଳ ପ୍ରଧାନମନ୍ତ୍ରୀ କେ.ପି. ଶର୍ମା ଓଲି ହଠାତ୍ ପାର୍ଲାମେଣ୍ଟ ଭଙ୍ଗ କରି ମଧ୍ୟବର୍ତ୍ତିକାଳୀନ ନିର୍ବାଚନ ଘୋଷଣା କରିବା ପରେ ଦେଶରେ ସାମ୍ବିଧାନିକ ସଙ୍କଟ ସୃଷ୍ଟି ହୋଇଛି। ନେପାଳ ସମ୍ବିଧାନରେ ପ୍ରଧାନମନ୍ତ୍ରୀ ଏକତରଫା ଭାବେ ପାର୍ଲାମେଣ୍ଟ ଭଙ୍ଗ…
ବ୍ରିଟେନରୁ ଫେରିଥିବା ୫ ଯାତ୍ରୀ କରୋନା ପଜିଟିଭ୍: ଦିଲ୍ଲୀରେ ଆତଙ୍କ
ନୂଆଦିଲ୍ଲୀ,୨୨।୧୨: ବ୍ରିଟେନରୁ ଭାରତ ଫେରିଥିବା ୫ ଯାତ୍ରୀଙ୍କ ନମୁନା ରିପୋର୍ଟ କରୋନା ପଜିଟିଭ୍ ଆସିଥିବା ଜଣାପଡ଼ିଛି। ବ୍ରିଟେନ୍ରୁ ନୂଆଦିଲ୍ଲୀର ବିମାନବନ୍ଦରରେ ଆସି ପହଞ୍ଚିଥିବା ୨୬୬ ଯାତ୍ରୀଙ୍କର ନମୁନା ଯାଞ୍ଚ୍ କରାଯାଇଥିଲା। ଅଧିକ ପରୀକ୍ଷା ପାଇଁ ସମ୍ପୃକ୍ତ ୫ ଜଣଙ୍କ ନମୁନାକୁ ନ୍ୟାଶନାଲ…
କରୋନାର ନୂଆ ଏନ୍ତୁଡ଼ିଶାଳ ବିଟ୍ରେନ: ୬ରୁ ଅଧିକ ଦେଶକୁ ବ୍ୟାପିଛି ସଂକ୍ରମଣ
ଲଣ୍ଡନ,୨୨।୧୨: ବ୍ରିଟେନ ଏବେ କରୋନାର ନୂଆ ଭୂତାଣୁର ଏନ୍ତୁଡ଼ିଶାଳ ପାଲଟିଛି। ବିଟ୍ରେନ୍ରୁ ଏହି ଭୂତାଣୁ ଇଟାଲୀ, ନେଦରଲାଣ୍ଡ, ଡେନମାର୍କ, ଫ୍ରାନ୍ସ୍ ଏବଂ ଅଷ୍ଟ୍ରେଲିଆ ସମେତ ଦକ୍ଷିଣ ଆଫ୍ରିକାର କେତେକ ଅଞ୍ଚଳକୁ ବ୍ୟାପିଥିବା ଅନୁମାନ କରାଯାଉଛି। ନୂଆ କରୋନା ଭୂତାଣୁ ୬ରୁ ଅଧିକ…
ଏଏମ୍ୟୁରେ କୁରାନ ସହିତ ରହିଛି ଗୀତା-ରାମାୟଣ : ମୋଦି
ଅଲୀଗଡ଼,୨୨।୧୨: ଅଲୀଗଡ଼ ମୁସଲିମ୍ ବିଶ୍ୱବିଦ୍ୟାଳୟ (ଏଏମ୍ୟୁ)ର ଶତାବ୍ଦୀ ବର୍ଷ ସମାରୋହରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଯୋଗଦେଇ ଶିକ୍ଷାର୍ଥୀଙ୍କୁ ଦେଶଗଠନ ପାଇଁ ଆଗେଇ ଆସିବାକୁ ଆହ୍ବାନ ଜଣାଇଛନ୍ତି। ଧର୍ମ, ବର୍ଣ୍ଣ ନିର୍ବିଶେଷରେ ସମସ୍ତଙ୍କର ସେବା କରିବା ଉପରେ ମୋଦି ଗୁରୁତ୍ୱାରୋପ କରିଛନ୍ତି। ଏହାଦ୍ୱାରା…
ଥରିବ ଉତ୍ତର ଭାରତ: ୪ ଦିନ ଜାରି ରହିବ ଶୀତ ଲହରୀ
ନୂଆଦିଲ୍ଲୀ,୨୨।୧୨: ରାଜଧାନୀ ଦିଲ୍ଲୀ ସମେତ ସମଗ୍ର ଉତ୍ତର ଭାରତରେ ଆଗାମୀ ୪ ଦିନ ଧରି ପ୍ରବଳ ଥଣ୍ଡା ଜାରି ରହିବାର ସମ୍ଭାବନା ରହିଛି। ଏନେଇ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଶୀତ ଲହରୀ ଯୋଗୁ ସାଧାରଣ ଜୀବନ ଯାତ୍ରା ବିପର୍ଯ୍ୟସ୍ତ…
Archives


