ଦେଶରେ ବଢ଼ିଛି ଚିତାବାଘ ସଂଖ୍ୟା: ଟୁଇଟ୍ କରି ମୋଦି ଦେଲେ ସୂଚନା
ନୂଆଦିଲ୍ଲୀ,୨୨।୧୨: ଦେଶରେ ଚିତାବାଘଙ୍କ ସଂଖ୍ୟା ବଢ଼ିଛି। ଏନେଇ ମଙ୍ଗଳବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଟୁଇଟ୍ କରି ସୂଚନା ଦେଇଛନ୍ତି। ସରକାରଙ୍କ ବନ୍ୟ ପ୍ରାଣୀ ସଂରକ୍ଷଣ ଆଇନ ଯୋଗୁ ଏହା ସମ୍ଭବ ହୋଇପାରିଥିବା ମୋଦି କହିଛନ୍ତି। ୨୦୧୮ରେ ଭାରତରେ ଚିତାବାଘଙ୍କ ସ୍ଥିତି ସମ୍ପର୍କିତ…
ମୋଦିଙ୍କୁ ଆମେରିକାର ସର୍ବୋଚ୍ଚ ସମ୍ମାନ
ଓ୍ବାଶିଂଟନ,୨୨।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଆମେରିକାର ସର୍ବୋଚ୍ଚ ସମ୍ମାନ ପ୍ରଦାନ କରାଯାଇଛି। ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ହ୍ବାଇଟ୍ ହାଉସ୍ ଛାଡିବା ପୂର୍ବରୁ ମୋଦିଙ୍କୁ ସମ୍ମାନୀତ କରିଛନ୍ତିି। ମୋଦିଙ୍କୁ ଟ୍ରମ୍ପ୍ ‘ଲିଜନ ଅଫ୍ ମେରିଟ୍’ ସମ୍ମାନ ପ୍ରଦାନ କରିଛନ୍ତିି। ଭାରତ ଆମେରିକା ମଧ୍ୟରେ…
କ୍ୟାମେରା ସାମ୍ନାରେ କରୋନା ଟିକା ନେଲେ ଜୋ ବାଇଡେନ
ଓ୍ବାଶିଂଟନ, ୨୨।୧୨: ଆମେରିକାର ନବ ନିର୍ବାଚିତ ରାଷ୍ଟ୍ରପତି ଜୋ ବାଇଡେନ୍ କରୋନାକୁ ମାତ ଦେବା ପାଇଁ ଟିକାର ପ୍ରଥମ ଡୋଜ୍ ନେଇଛନ୍ତି। ଆମେରିକାର ଲୋକଙ୍କ ଉପରେ ଆତ୍ମବିଶ୍ୱାସ ବଢ଼ାଇବା ପାଇଁ ସୋମବାର ନିଜେ ଲାଇଭ୍ ଟିଭିରେ ଟିକା ନେଇଛନ୍ତି। ବାଇଡେନ ଟିକା…
ଖୋଲିବ ଶ୍ରୀମନ୍ଦିର: ଦର୍ଶନ ପାଇଁ ଟୋକନ, ପରିଚୟପତ୍ର ଲୋଡ଼ା
ପୁରୀ ଅଫିସ,୨୨।୧୨: ଆସନ୍ତା ୨୩ ତାରିଖରୁ ଶ୍ରୀମନ୍ଦିର ଖୋଲିବ। ପର୍ଯ୍ୟାୟ କ୍ରମେ ଦର୍ଶନ ବ୍ୟବସ୍ଥା ପାଇଁ ପୁରୀ ଜିଲା ପ୍ରଶାସନ ସୋମବାର ଏସ୍ଓପି (ଷ୍ଟାଣ୍ଡାର୍ଡ ଅପରେଟିଂ ପ୍ରୋସିଜିଓର) ଜାରି କରିଛି। ପ୍ରଥମ ୩ଦିନ କେବଳ ସେବାୟତ ପରିବାରର ସଦସ୍ୟ ମହାପ୍ରଭୁଙ୍କ ଦର୍ଶନ…
ଏଭଳି ନେତା ଯାହାଙ୍କୁ ଦେଖି ଥରୁ ଥିଲା କଂଗ୍ରେସ
ହାଇଦ୍ରାବାଦ୍,୨୨।୧୨: ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଓ୍ବାଇ. ଏସ୍. ଜଗନ ମୋହନ ରେଡ୍ଡୀ ସୋମବାର ୪୮ ବର୍ଷରେ ପାଦ ଦେଇଛନ୍ତି। ୟୁବାଜନ ଶ୍ରମିକ ରିଥୁ କଂଗ୍ରେସ ପାର୍ଟି (YSRCP)ର ମୁଖ୍ୟ ଜଗନ ମୋହନ ରେଡ୍ଡୀଙ୍କ ଜନ୍ମଦିନ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଓ ଲୋକ…
ଦୁର୍ନୀତି ହିଁ ବିକାଶର ସବୁଠାରୁ ବଡ ଶତ୍ରୁ: ନବୀନ
ଭୁବନେଶ୍ୱର,୨୧।୧୨(ବ୍ୟୁରୋ)-ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦୁର୍ନୀତି ବିରୋଧରେ କଡ଼ା ଆଭିମୁଖ୍ୟ ପୋଷଣ କରିଆସିଛନ୍ତି। ଏହାକୁ ଦଳୀୟ ଓ ପ୍ରଶାସନିକ କ୍ଷେତ୍ରରେ ଜୋର୍ଦାର କରିବାକୁ ନିଷ୍ପତ୍ତି ନେଇଛନ୍ତି। ମୁଖ୍ୟମନ୍ତ୍ରୀଙ୍କଠାରୁ ଆରମ୍ଭକରି ସମସ୍ତ ରାଜନେତା, ସରକାରୀ କର୍ମଚାରୀ ପ୍ରତିବର୍ଷ ନିଜର ସମ୍ପତ୍ତି ତାଲିକା ଦେବାକୁ ବାଧ୍ୟ।…
ଖୁସି ଖବର: ନୂଆବର୍ଷରୁ କରୋନା ଟିକାକରଣ
ନୂଆଦିଲ୍ଲୀ,୨୧ା୧୨: ଆସନ୍ତା ନୂଆବର୍ଷରୁ ଦେଶରେ କରୋନା ଟିକାକରଣ ଆରମ୍ଭ ହେବ ବୋଲି କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଡକ୍ଟର ହର୍ଷବର୍ଦ୍ଧନ କହିଛନ୍ତି। ଟିକା ଦିଆଯିବା ନେଇ ସମସ୍ତ ଯୋଜନା ହୋଇଥିବା ବେଳେ ଏଥିରେ ଅବହେଳା କରାଯିବ ନାହିଁ ବୋଲି ସ୍ବାସ୍ଥ୍ୟମନ୍ତ୍ରୀ କହିଛନ୍ତି। ଦେଶରେ ଟିକା…
କରୋନାର ଖରାପ ସମୟ ଚାଲି ଯାଇଛି, ଆସନ୍ତା ମାସରୁ ଆରମ୍ଭ ହେବ ଟିକାକରଣ: ସ୍ୱାସ୍ଥ୍ୟମନ୍ତ୍ରୀ
ନୂଆଦିଲ୍ଲୀ,୨୧ ।୧୨: ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଏବେବି ଜାରି ରହିଛି । ପ୍ରତିଦିନ ପାଖାପାଖି ୨୦ ହଜାର ନୂଆ ସଂକ୍ରମିତଙ୍କୁ ଏବେବି ଚିହ୍ନଟ କରାଯାଉଛି । ହେଲେ ଅନ୍ୟପଟେ ସରକାର ଆସନ୍ତା ବର୍ଷ ଆରମ୍ଭରୁ ଟିକାକରଣ ଆରମ୍ଭ କରିବାକୁ ପ୍ରସ୍ତୁତ…
ଇଣ୍ଡୋ-ଜାପାନ ସମ୍ବାଦ କନଫରେନ୍ସ: ମୋଦି କହିଲେ ସମ୍ବାଦ ଏମିତି ହେବା ଦରକାର ଯାହା ସକରାତ୍ମକ, ଏକତା, କରୁଣାର ଭାବନା ପ୍ରସାର କରିବ
ନୂଆଦିଲ୍ଲୀ,୨୧ ।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ସକାଳ ୯ଟା ୩୦ରେ ଭିଡିଓ କନଫରେନସିଂ ଜରିଆରେ ୬ଷ୍ଠ ଇଣ୍ଡୋ-ଜାପାନ ସମ୍ବାଦ ସମ୍ମିଳନୀକୁ ସମ୍ବୋଧନ କରିଛନ୍ତି । ସମ୍ବୋଧନ ଆରମ୍ଭରେ ମୋଦି କହିଥିଲେ ଭାରତ-ଜାପାନ ସମ୍ବାଦକୁ ନିରନ୍ତର ସମର୍ଥନ ଦେଇଥିବାରୁ ସେ ଜାପାନ…
ପୂରଣ ହେଉନି ବସ୍ଷ୍ଟାଣ୍ଡ ପ୍ରତିଶ୍ରୁତି
ଛେଣ୍ଡିପଦା,୨୧ା୧୨ (ସ୍ବ.ପ୍ର.) ଅନୁଗୋଳ ଜିଲାର ଛେଣ୍ଡିପଦା ବ୍ଲକରେ ରହିଛି କୋଇଲା ଖଣି। ଦୈନିକ ଶତାଧିକ ଟ୍ରକ୍ରେ ଏଠାରୁ କୋଇଲା ବିଭିନ୍ନ କାରଖାନାକୁ ଯାଉଛି। ଆଗାମୀ ଦିନରେ ଆହୁରି ଅଧିକ କୋଇଲା ଖଣି ଖୋଳାଯିବାର ଯୋଜନା ସରକାରଙ୍କ ନିକଟରେ ରହିଛି। ବ୍ଲକ ସଦରମହକୁମାରୁ ମାତ୍ର…
ଥରୁଛି କନ୍ଧମାଳ: ଦାରିଙ୍ଗିବାଡ଼ିରେ ୬ ଡିଗ୍ରୀ ତଳକୁ ଖସିଲା ପାରଦ
ଦାରିଙ୍ଗବାଡ଼ି,୨୧ା୧୨(ଡି.ଏନ୍.ଏ): ସମଗ୍ର କନ୍ଧମାଳ ଜିଲା ଏବେ ଶୀତରେ ଥରୁଛି। ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ିରେ ପାରଦ ଦିନକୁ ଦିନ ଖସିବାରେ ଲାଗିଛି। ସୋମବାର ସକାଳ ୮ଟା ସୁଦ୍ଧା ୬ ଡିଗ୍ରୀ ତାପମାତ୍ରା ରହିଥିବା ବ୍ଲକ କାର୍ଯ୍ୟାଳୟ ସୂତ୍ରରୁ ଜଣାପଡ଼ିଛି। ଦାରିଙ୍ଗବାଡ଼ି ସମେତ…
ଆଗକୁ ଆହୁରି ବଢିବ ଶୀତ
ଭୁବନେଶ୍ୱର,୨୦।୧୨(ବ୍ୟୁରୋ)-ରାଜ୍ୟରେ ପ୍ରବଳ ଶୀତ ଲହରୀ ଜାରି ରହିଛି। ରାତି ଅପେକ୍ଷା ସକାଳୁ ପାରଦ ସର୍ବନିମ୍ନ ସ୍ତରକୁ ଖସୁଥିବାରୁ ଅସମ୍ଭାଳ ଜାଡ଼ରେ ଥରୁଛନ୍ତି ଲୋକେ। କୁହୁଡ଼ି ସହ କୋହଲା ପବନ ଯୋଗୁ ଗାଁଠୁ ସହର ସବୁଠି ଜୀବନଯାତ୍ରା ପ୍ରଭାବିତ ହେଉଛି। କେତେକ ଜିଲାରେ…
Archives


