Home Middle

ପରୀ ହତ୍ୟା ମାମଲାରେ ଜଣେ ଗିରଫ

ଭୁବନେଶ୍ୱର,୨୦।୧୨(ବ୍ୟୁରୋ)-ନୟାଗଡ ପରୀ ହତ୍ୟା ମାମଲାରେ ଏସ୍‌ଆଇଟି ରବିବାର ଜଣଙ୍କୁ ଗିରଫ କରିଛି। ଯଦୁପୁର ଗାଁରୁ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି। ଆସନ୍ତାକାଲି ଅଭିଯୁକ୍ତକୁ ସ୍ବତନ୍ତ୍ର ପକ୍ସୋ କୋର୍ଟରେ ହାଜର କରାଯିବ । ଅଭିଯୁକ୍ତ ବିରୋଧରେ ୩୭୬-A, ୩୭୬-AB, ୩୬୪, ୩୦୨, ୨୦୧ ଧାରାରେ…

ରାଜ୍ୟରେ ଆଜି ୩୭୨ କରୋନା ପଜିଟିଭ୍‌ ଚିହ୍ନଟ, ଆଉ ୪ ଜଣଙ୍କ ଜୀବନ ଗଲା

ଭୁବନେଶ୍ୱର,୨୦ା୧୨(ବ୍ୟୁରୋ): ରବିବାର ରାଜ୍ୟରେ ୩୭୨ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୩୨,୬,୨୩୩ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୨୧୪ ଜଣ ଚିହ୍ନଟ…

ସ୍ଲିପରସେଲ୍‌ ନେଟ୍‌ଓ୍ବାର୍କ ବୃଦ୍ଧି ପାଇଁ ଷଡ଼ଯନ୍ତ୍ର

ନୂଆଦିଲ୍ଲୀ,୨୦।୧୨: ବିହାରରେ ଆତଙ୍କବାଦୀଙ୍କ ପକ୍ଷରୁ ସ୍ଲିପରସେଲ୍‌ ନେଟ୍‌ଓ୍ବାର୍କ ବୃଦ୍ଧି ପାଇଁ ଷଡ଼ଯନ୍ତ୍ର ରଚାଯାଇଛି। ରାଜ୍ୟର ସୀମାବର୍ତ୍ତୀ ଅଞ୍ଚଳରେ ଏଭଳି କାର୍ଯ୍ୟ ଜାରି ରହିଛି। ପଶ୍ଚିମବଙ୍ଗର ସିଲିଗୁଡ଼ି ତଥା ନେପାଳ ଏବଂ ବାଂଲାଦେଶରେ ବସି ଆତଙ୍କବାଦୀ ମୁଖିଆମାନେ ରାଜ୍ୟର ପୂର୍ଣ୍ଣିଆ,କଟିହାର, କିଶନଗଞ୍ଜ,ମଧୁବନି, ସମସ୍ତିପୁର…

ଭାଙ୍ଗୁଛି ତୃଣମୂଳ ଗଡ଼: ବଢୁଛି ଦିଦିଙ୍କ ଚିନ୍ତା

କୋଲକାତା,୨୦।୧୨: ପଶ୍ଚିମବଙ୍ଗରେ ଭାଜପା ପକ୍ଷରୁ ରାଜ୍ୟ ଜୟ ଯୋଜନା ଜାରି ରହିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ସ୍ବରାଷ୍ଟ ମନ୍ତ୍ରୀ ଅମିତ ଶାହାଙ୍କ ମାଷ୍ଟର ପ୍ଲାନ୍‌ ଆଗରେ ଶାସକ ତୃଣମୂଳର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏକୁଟିଆ ପଡ଼ିଗଲା ଭଳି ମନେ ହେଉଛି।…

ବଢୁଛି ଥଣ୍ଡା: ଏଲ୍‌ଓସି ହେଉଛି ଚଳଚଞ୍ଚଳ

ଶ୍ରୀନଗର,୨୦।୧୨: ଧୀରେଧୀରେ ଥଣ୍ଡା ବଢ଼ିବାରେ ଲାଗିଛି। ତେବେ ଜମ୍ମୁ-କଶ୍ମୀରର ଭାରତ ପାକିସ୍ତାନ ନିୟନ୍ତ୍ରଣ ରେଖାରେ ଉଭୟପକ୍ଷ ସକ୍ରିୟ ରହିବା ସହିତ ସ୍ଥାନୀୟ କ୍ଷେତ୍ର ଚଳଚଞ୍ଚଳ ହେବାରେ ଲାଗିଛି। ଭାରତରେ ଆତଙ୍କବାଦୀ ଅନୁପ୍ରବେଶ କରାଇବା ପାଇଁ ପାକିସ୍ତାନ ପକ୍ଷରୁ ଏଠାରେ ଲଗାତାର ଅସ୍ତ୍ର…

୪ ହଜାର ଟଙ୍କାର ବାଲିକୁ ୫୦ ହଜାର

ଜଗତ୍‌ସିଂହପୁର ଅଫିସ୍‌, ୨୦ା୧୨: ଜଗତ୍‌ସିଂହପୁର ଜିଲାରେ ବାଲି ସଇରାତ ହାତେଇବା ପାଇଁ ପ୍ରତିଯୋଗିତା ଆରମ୍ଭ ହୋଇଯାଇଛି। ସଦ୍ୟ କେତୋଟି ସଇରାତ ନିଲାମ ଫଳାଫଳରୁ ଏହା ସ୍ପଷ୍ଟ ହୋଇଛି। ବଡ଼ କଥା ହେଲା ଗତବର୍ଷ ଯେଉଁ ସଇରାତରୁ ବାଲି ଉଠାଇବା ପାଇଁ ଘନମିଟର…

ହଠାତ୍‌ ଗୁରୁଦ୍ୱାରା ପହଞ୍ଚିଲେ ମୋଦି: ଗୁରୁ ତେଗ୍‌ ବାହାଦୂରଙ୍କୁ ଦେଲେ ଶ୍ରଦ୍ଧାଞ୍ଜଳି

ନୂଆଦିଲ୍ଲୀ,୨୦।୧୨: ଦେଶବ୍ୟାପୀ ଅନ୍ନଦାତାଙ୍କ ଆନ୍ଦୋଳନ ଜାରି ରହିଛି। ଆନ୍ଦୋଳନରେ ପଞ୍ଜାବ ଏବଂ ହରିୟାଣାର ଚାଷୀ ସଂଗଠନ ଗୁଡ଼ିକ କୃଷି ଆଇନ ହଟାଇବା ନେଇ ଦାବି ଜାରି ରଖିଛନ୍ତି। ଏପରିସ୍ଥଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ସକାଳେ ରକାବଗଞ୍ଜ ସ୍ଥିତ ଗୁରୁଦ୍ୱାରାରେ ହଠାତ୍‌…

ସ୍ପାମ୍‌ କଲ୍‌ରେ ଭାରତର ସ୍ଥାନ ନବମ

ଭୁବନେଶ୍ୱର,୨୦।୧୨: ଚଳିତ ବର୍ଷ ବିଶ୍ୱବ୍ୟାପୀ ରାଷ୍ଟ୍ରଗୁଡିକ ସ୍ପାମ୍‌ କଲ୍‌ ଦ୍ୱାରା ବେଶ୍‌ ପ୍ରଭାବିତ ହୋଇଥିବା ଜଣାପଡିଛି। ଏହି ବିଷୟରେ ପ୍ରସ୍ତୁତ କରାଯାଇଥିବା ଏକ ତାଲିକାରେ ୨୦ଟି ପ୍ରମୁଖ ଦେଶକୁ ଅନ୍ତର୍ଭୁକ୍ତ କରାଯାଇଥିବା ବେଳେ ଭାରତ ଏଥିରେ ୯ମ ସ୍ଥାନକୁ ଖସିଆସିଥିବା ସୂଚନା ମିଳିଛି।…

କେନ୍ଦ୍ରୀୟ ସଂସ୍ଥାକୁ ଦିଆଯାଉ ପରୀ ହତ୍ୟାକାଣ୍ଡର ତଦନ୍ତ ଭାର

ନୟାଗଡ଼ ଅଫିସ,୧୯ା୧୨ : ନୟାଗଡ଼ ସଦର ଥାନା ଅନ୍ତର୍ଗତ ଯଦୁପୁରର ଶିଶୁକନ୍ୟା ପରୀ ହତ୍ୟାକାଣ୍ଡର ତଦନ୍ତରେ ତ୍ରୁଟି ଥିବା ଦର୍ଶାଇ ଅସନ୍ତୋଷ ବ୍ୟକ୍ତ କରିଛନ୍ତି ଜାତୀୟ ଶିଶୁ ଅଧିକାର ସୁରକ୍ଷା ଆୟୋଗ(ଏନ୍‌ସିପିସିଆର) । ମାମଲାକୁ ଅଧିକ ଗୁରୁତ୍ୱ ଦେବା ଓ କେନ୍ଦ୍ରୀୟ…

ବସ୍‌କୁ ଅଧ କିଲୋମିଟର ଘୋଷାଡି ନେଲା ଟ୍ରେନ :୧୨ ମୃତ , ୬ ଗୁରୁତର

ଢାକା,୧୯।୧୨-ବାଂଲାଦେଶରେ ଶନିବାର ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏକ ଟ୍ରେନ ଯାତ୍ରୀବାହୀ ବସ୍‌କୁ ଧକ୍କା ଦେବାରୁ ୧୨ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ୬ ଜଣ ଗୁରୁତର ହୋଇଛନ୍ତି। ଜୟପୁରହାଟ ଜିଲା ପୁରାଣପୋଇଲ ରେଳ କ୍ରସିଂରେ ଏହି ଘଟଣା ଘଟିଛି। ଗୁରୁତରଙ୍କୁ ଉଦ୍ଧାର କରାଯାଇ…

ବୋକୋ ହାରାମ ଆତଙ୍କବାଦୀଙ୍କ ନିର୍ଯାତନା: ଦିନରେ ୨ ଥର ମାଡ଼,ଥରେ ଖାଦ୍ୟ

ଆବୁଜା,୧୯।୧୨: ନାଇଜେରିଆର ସେକେଣ୍ଡାରୀ ସ୍କୁଲରୁ ବୋକୋ ହାରାମ ଆତଙ୍କବାଦୀଙ୍କ ଦ୍ୱାରା ଅପହୃତ ହୋଇଥିବା ୩୪୪ ଶିକ୍ଷାର୍ଥୀ ଏବେ ଘରକୁ ଫେରିଛନ୍ତି। ଆତଙ୍କବାଦୀମାନେ ସେମାନଙ୍କୁ ଦେଇଥିବା ନିର୍ଯାତନ ସମ୍ପର୍କରେ ଅପହୃତ ଶିକ୍ଷାର୍ଥୀମାନେ ପ୍ରକାଶ କରିଛନ୍ତିି। ସେମାନଙ୍କ ଦିନରେ ୨ ଥର ପିଟା ଯିବା…

ଟିକାକରଣ ପାଇଁ ଆବଶ୍ୟକ ୮୦ ହଜାର କୋଟି: ସିରମ୍‌ ଇନଷ୍ଟିଚ୍ୟୁଟ୍‌

ନୂଆଦିଲ୍ଲୀ,୧୯।୧୨: ଭାରତରେ ଟିକାକରଣ ପାଇଁ ଆସନ୍ତା ବର୍ଷ ସୁଦ୍ଧା ୮୦ ହଜାର କୋଟି ଟଙ୍କା ଆବଶ୍ୟକ। ଏନେଇ ସିରମ୍‌ ଇନଷ୍ଟିଚ୍ୟୁଟ୍‌ ଅଫ୍‌ ଇଣ୍ଡିଆ ପକ୍ଷରୁ କୁହାଯାଇଛି। ପ୍ରଥମ ପର୍ଯ୍ୟାୟରେ ୩୦ କୋଟି ଲୋକଙ୍କୁ ଟିକାକରଣ କରାଯିବ ବୋଲି ସରକାରଙ୍କ ଯୋଜନା କରାଯାଇଛି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri