Home Middle

ଆଡିଲେଡ୍‌ ଟେଷ୍ଟରେ ବିରାଟବାହିନୀର ଶୋଚନୀୟ ପରାଜୟ

ଆଡିଲେଡ୍‌,୧୯।୧୨: ଅଷ୍ଟ୍ରେଲିଆ ବିପକ୍ଷ ପ୍ରଥମ ଦିବାରାତ୍ର ଟେଷ୍ଟରେ ଶୋଚନୀୟ ପରାଜୟ ହାସଲ କରିଛି ଭାରତୀୟ ଦଳ। ଶନିବାର ମ୍ୟାଚ୍‌ର ତୃତୀୟ ଦିନରେ ମାତ୍ର ୯୦ ମିନିଟ୍‌ ମଧ୍ୟରେ ଖେଳାଳିମାନେ ଆଉଟ୍‌ ହୋଇ ଫେରିଥିଲେ। ମାତ୍ର ୩୬ ରନ୍‌ରେ ଭାରତ ଦ୍ୱିତୀୟ ଇନିଂସ…

ଆଡିଲେଡ୍‌ ଟେଷ୍ଟରେ ଭାରତର ଲଜ୍ଜାଜନକ ରେକର୍ଡ: ୩୬/୯ ଦ୍ୱିତୀୟ ଇନିଂସ ଘୋଷଣା

ଆଡିଲେଡ୍‌,୧୯।୧୨: ଅଷ୍ଟ୍ରେଲିଆ ବିପକ୍ଷରେ ଏଠାରେ ଚାଲିଥିବା ପ୍ରଥମ ତଥା ଦିବାରାତ୍ର ଟେଷ୍ଟ ମ୍ୟାଚ୍‌ର ଦ୍ୱିତୀୟ ଇନିଂସରେ ଭାରତ ଖରାପ ପ୍ରଦର୍ଶନ କରିଛି। ଶନିବାର ମ୍ୟାଚ୍‌ର ତୃତୀୟ ଦିନରେ ବ୍ୟାଟିଂ କରିବାକୁ ଆସିଥିବା ଭାରତୀୟ ଦଳ ମାତ୍ର ୩୬ ରନ୍‌ରେ ୯ ଉଇକେଟ…

ବିକାଶ ପାଇଁ ନୂତନ ରାସ୍ତା ପ୍ରସ୍ତୁତ କରୁଛି ଭାରତ: ମୋଦି

ନୂଆଦିଲ୍ଲୀ,୧୯।୧୨: ଦେଶର ସାମୁହିକ ବିକାଶ ପାଇଁ ଭାରତ ଯୋଜନାବଦ୍ଧ ଭାବେ ଉଦ୍ୟମ ଅବ୍ୟାହତ ରଖିଛି। ବିକାଶ ଧାରା ଜାରି ରଖିବା ଲାଗି ଭାରତ ନୂତନ ରାସ୍ତା ପ୍ରସ୍ତୁତ କରିଛି। ଆସୋଚାମର ସ୍ଥାପନା ସପ୍ତାହ ଉପଲକ୍ଷେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଭିଡ଼ିଓ କନଫରେନ୍ସିଂ…

ପରୀ ହତ୍ୟା ଘଟଣା: ଯଦୁପୁରର ୩ ଜଣଙ୍କୁ ଉଠାଇ ନେଲା ପୋଲିସ

ନୟାଗଡ଼ ଅଫିସ,୧୯।୧୨: ନୟାଗଡ଼ ସଦର ଥାନା ଅଧୀନ ଯଦୁପୁରର ଶିଶୁକନ୍ୟା ପରୀ ହତ୍ୟା ଘଟଣାରେ ଯଦୁପୁର ଗାଁର ୩ଜଣଙ୍କୁ ଉଠାଇ ନେଇଛି ଏସ୍‌ଆଇଟି। ଯଦୁପୁର ଗାଁର ସରୋଜ ସେଠୀ, ତାଙ୍କ ମା’ ଓ ବଡଭଉଣୀ ପ୍ରମୁଖ ୩ଜଣଙ୍କୁ ଏସ୍‌ଆଇଟି ପଚରାଉଚରା ଜାରି…

ଚାଇନାର ଦାଦାଗିରି: କାରାକୋରମ ପର୍ଯ୍ୟନ୍ତ ନିର୍ମାଣ କରୁଛି ସଡ଼କ

ଲଦାଖ,୧୯।୧୨: ପୂର୍ବ ଲଦାଖର ଏଲ୍‌ଏସିରେ ଭାରତ ଚାଇନା ମଧ୍ୟରେ ସ୍ଥିତି ଉତ୍ତେଜନାପୂର୍ଣ୍ଣ ରହିଛି। ଚାଇନା ଜାଣିଶୁଣି ଏଠାରେ ଲଗାତାର ଭିନ୍ନ ଭିନ୍ନ ପଦକ୍ଷେପ ଗ୍ରହଣ କରୁଛି। ଏହାକୁ ନେଇ ଭାରତ ଚିନ୍ତା ବଢ଼ିବାରେ ଲାଗିଛି। ଉପଗ୍ରହ ଦ୍ୱାରା ଉତ୍ତୋଳନ କରାଯାଇଥିବା ଚିତ୍ରରୁ…

ଥରୁଛି ଉତ୍ତର ଭାରତ

ନୂଆଦିଲ୍ଲୀ,୧୯ା୧୨: ସମଗ୍ର ଉତ୍ତର ଭାରତକୁ ଥରାଇ ଦେଇଛି ଶୀତ। ହିମାଳୟର ଥଣ୍ଡା ପବନ ରାଜସ୍ଥାନର ମାଉଣ୍ଟ ଆବୁରେ ତାପମାତ୍ରାକୁ ନିମ୍ନଗାମୀ କରିବାରେ ଲାଗିଛି। ଆରାବଳୀ ପର୍ବତମାଳାର ଏହି ହିଲ୍‌ ଷ୍ଟେଶନରେ ଶୁକ୍ରବାର ତାପମାତ୍ରା ବିଯୁକ୍ତ ୧ ଡିଗ୍ରୀ ସେଲସିୟସ୍‌ ରେକର୍ଡ କରାଯାଇଛି।…

ଓଡିଶାବାସୀ ଆମର ବସ୍‌: ନବୀନ

ଭୁବନେଶ୍ୱର,୧୮ା୧୨(ବ୍ୟୁରୋ)-ନିର୍ବାଚନ ଜିତିବା, କ୍ଷମତା ହାତେଇବା ଓ କେନ୍ଦ୍ରରେ ସରକାର ଗଢିବା ଜାତୀୟ ଦଳର ମୁଖ୍ୟ ଲକ୍ଷ୍ୟ । ଜାତୀୟ ନେତୃତ୍ୱକୁ ଖୁସି କରି ମନ୍ତ୍ରୀ କିମ୍ବା କିଛି ବଡ ପଦବୀ ହାସଲ କରିବା ଜାତୀୟ ଦଳର ରାଜ୍ୟ ନେତୃତ୍ୱଙ୍କର ମୁଖ୍ୟ ଲକ୍ଷ୍ୟ।…

ବଢିବ ଶୀତ

ଭୁବନେଶ୍ୱର,୧୮।୧୨-ଆଗାମୀ ଦୁଇରୁ ତିନି ଦିନ ମଧ୍ୟରେ ରାଜ୍ୟରେ ବଢିବ ଶୀତ। ରାତିରେ ତାପମାତ୍ରା ୩ରୁ ୫ ଡିଗ୍ରୀ ପର୍ଯ୍ୟନ୍ତ ଖସିବ। ଫଳରେ ସାରା ରାଜ୍ୟରେ ଶୀତର ପ୍ରକୋପ ବଢିବା ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରିଛି।…

ଗ୍ୟାଙ୍ଗଷ୍ଟର ରାଜା ଆଚାର୍ଯ୍ୟ ନାଁରେ ଲାଗୁ ହେଲା ଏନ୍‌ଏସଏ

ଭୁବନେଶ୍ୱର,୧୮।୧୨-ଗ୍ୟାଙ୍ଗଷ୍ଟର ସନ୍ଦିପ ଓରଫ୍‌ ରାଜା ଆଚାର୍ଯ୍ୟଙ୍କ ନାଁରେ ଜାତୀୟ ନିରାପତ୍ତା ଆଇନ୍‌ (ଏନ୍‌ଏସ୍‌ଏ) ଲାଗୁ ହୋଇଛି। ଦାଦାବଟି ଆଦାୟ ଓ ସର୍ବସାଧାରଣରେ ଆତଙ୍କ ସୃଷ୍ଟି ପାଇଁ କମିଶନରେଟ ପୋଲିସ ଏହି ପଦକ୍ଷେପ ନେଇଛି। ଏନ୍‌ଏସ୍‌ଏ ଲାଗୁ କରିବାକୁ କମିଶନରେଟ ପୋଲିସ ପକ୍ଷରୁ…

ଆଡିଲେଡ୍‌ ଦିବାରାତ୍ର ଟେଷ୍ଟ: ପ୍ରଥମ ଇନିଂସରେ ଭାରତ ଅଗ୍ରଣୀ

ଆଡିଲେଡ୍‌, ୧୮।୧୨- ଏଠାରେ ଅଷ୍ଟ୍ରେଲିଆ ବିପକ୍ଷରେ ଚାଲିଥିବା ପ୍ରଥମ ତଥା ଦିବାରାତ୍ର ଟେଷ୍ଟ ମ୍ୟାଚ୍‌ର ପ୍ରଥମ ଇନିଂସରେ ଭାରତୀୟ ଦଳ ୫୩ ରନ୍‌ର ଅଗ୍ରଣୀ ହାସଲ କରିଛି। ଦ୍ୱିତୀୟ ଦିନରେ ଦେଖିବାକୁ ମିଳିଥିଲା କେବଳ ବୋଲରଙ୍କ ରାଜୁତି । ପ୍ରଥମ ଦିନ…

ମୁଣ୍ଡ ନୁଆଇଁ, ହାତଯୋଡି କୃଷକଙ୍କ ସହ କଥା ହେବାକୁ ପ୍ରସ୍ତୁତ ସରକାର: ମୋଦି

ନୂଆଦିଲ୍ଲୀ,୧୮ ।୧୨: କେନ୍ଦ୍ର ସରକାରଙ୍କ କୃଷି ଆଇନକୁ ନେଇ ଲଗାତାର ୨୩ ଦିନ ହେବ କୃଷକଙ୍କ ଆନ୍ଦୋଳନ ଜାରି ରହିଛି । ଇତିମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭିଡିଓ କନଫରେନସିଂ ଜରିଆରେ ଶୁକ୍ରବାର ମଧ୍ୟପ୍ରଦେଶର କୃଷକମାନଙ୍କ ସହ କଥା ହୋଇଛନ୍ତି ।…

ରାଜ୍ୟରେ ଆଜି ୩୫୮ ପଜିଟିଭ୍‌ ଚିହ୍ନଟ, ୪ ଜଣଙ୍କ ଜୀବନ ଗଲା

ଭୁବନେଶ୍ୱର,୧୮ା୧୨(ବ୍ୟୁରୋ): ଶୁକ୍ରବାର ରାଜ୍ୟରେ ୩୫୮ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୨,୫,୫୦୫ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୨୦୮ ଜଣ ଚିହ୍ନଟ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri