Home Middle

ମୋଦିଙ୍କୁ କମଲ ହାସନଙ୍କ ପ୍ରଶ୍ନ: ଅଧା ଜନସଂଖ୍ୟା ଭୋକିଲା ଥିବାବେଳେ ନୂଆ ସଂସଦ ଭବନ ପାଇଁ ଖର୍ଚ୍ଚ କରାଯିବା କେତେ ଦୂର ଯୁକ୍ତିଯୁକ୍ତ

ଚେନ୍ନାଇ,୧୩।୧୨: ନୂଆ ସଂସଦ ଭବନ ନିର୍ମାଣ ନେଇ ଦକ୍ଷିଣ ଫିଲ୍ମ ଅଭିନେତା କମଲ ହାସନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପ୍ରଶ୍ନ କରିଛନ୍ତି। ସେ କହିଛନ୍ତି ଯେ, କରୋନା ମହାମାରୀ ସଙ୍କଟ ସମୟରେ ଦେଶର ଅଧା ଜନସଂଖ୍ୟା ଭୋକିଲା ଥିବାବେଳେ ନୂଆ ସଂସଦ…

ପଶ୍ଚିମବଙ୍ଗ ବିଜୟ ଲକ୍ଷ୍ୟ: ରାଜନୈତିକ ଦଳ ମଧ୍ୟରେ ରକ୍ତାକ୍ତ ସଂଘର୍ଷ ଜାରି

କୋଲକାତା,୧୩।୧୨: ପଶ୍ଚିମବଙ୍ଗ ରାଜନୀତିରେ ଗତ ୫୦ ବର୍ଷ ଧରି ରାଜନୈତିକ ହିଂସା ଜଡ଼ିତ ହୋଇ ରହିଛି। ଏହି ଧାରା ଏବେ ମଧ୍ୟ ଜାରି ରହିଛି। ଏହାଦ୍ୱାରା ରାଜ୍ୟର ସାଧାରଣ ଲୋକଙ୍କର ଅଧିକ କ୍ଷତି ହେଉଛି। ଗତ ଗୁରୁବାର ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ…

ରାଜସ୍ଥାନ ଅନ୍ନଦାତା ଦିଲ୍ଲୀ ମୁହାଁ: ମୁକାବିଲା ପାଇଁ ହରିୟାଣା ସୀମାରେ ବଜ୍ର ବାହନ-୩ କମ୍ପାନୀ ଫୋର୍ସ

ନୂଆଦିଲ୍ଲୀ,୧୩।୧୨: କୃଷି ଆଇନ ନେଇ ଅନ୍ନଦାତାଙ୍କ ଆନ୍ଦୋଳନ ୧୮ ଦିନରେ ପହଞ୍ଚିଛି। ଇତିମଧ୍ୟରେ ରାଜସ୍ଥାନର ଚାଷୀ ସଂଗଠନ ଜୟପୁରରୁ ଦିଲ୍ଲୀ ହୋଇଛନ୍ତି। ସେମାନଙ୍କୁ ଅଟକାଇବା ପାଇଁ ହରିୟାଣା ସୀମାରେ ବଜ୍ର ବାହନ ସହିତ ୩ କମ୍ପାନୀ ଫୋର୍ସଙ୍କୁ ମୁତୟନ କରାଯାଇଛି। ଦେଶର…

ସେନା ବାହିନୀଙ୍କୁ ୧୫ ଦିନ ଯୁଦ୍ଧ ପାଇଁ ଅସ୍ତ୍ରଶସ୍ତ୍ର ମହଜୁଦ୍‌ ରଖିବାକୁ ପରାମର୍ଶ

ନୂଆଦିଲ୍ଲୀ,୧୩।୧୨: ଏଲ୍‌ଏସିରେ ଭାରତ ଚାଇନା ମଧ୍ୟରେ ଲଗାତାର ଉତ୍ତେଜନା ବଢ଼ିବାରେ ଲାଗିଛି। ସେହିପରି ଏଲ୍‌ଓସିରେ ମଧ୍ୟ ପାକିସ୍ତାନ ସହିତ ସ୍ଥିତି ସମ୍ବେଦନଶୀଳ ରହିଛି। ଏହାକୁ ଦୃଷ୍ଟିରେ ରଖି ସରକାରଙ୍କ ପକ୍ଷରୁ ସେନା ବାହିନୀଙ୍କୁ ୧୫ ଦିନ ଯୁଦ୍ଧ ପାଇଁ ଆବଶ୍ୟକ ଅସ୍ତ୍ରଶସ୍ତ୍ର…

ଭାଙ୍ଗିଲା ବହୁବର୍ଷର ପରମ୍ପରା: ଏଥର ହେବନି ବରଗଡ଼ ଧନୁଯାତ୍ରା

ବରଗଡ଼ ଅଫିସ,୧୩।୧୨: ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ପାଇଁ ଜିଲାର ଏକ ସ୍ବତନ୍ତ୍ର ପରିଚୟ ରହିଛି। ଆସନ୍ତା ୨୦୨୧ ମସିହା ଜାନୁଆରୀ ୧୮ତାରିଖରୁ ୭୨ତମ ବରଗଡ଼ ଧନୁଯାତ୍ରା ମହୋତ୍ସବ ହେବାକୁ ଥିଲା। ତେବେ ମହାମାରୀ କରୋନା(କୋଭିଡ-୧୯) ସଂକ୍ରମଣ ତଥା…

ପୁଣି ୩୯୩ କରୋନା ଆକ୍ରାନ୍ତ ଚିହ୍ନଟ, ଅନୁଗୋଳରୁ ସର୍ବାଧିକ; ଆଖି ବୁଜିଲେ ୫

ଭୁବନେଶ୍ୱର,୧୩।୧୨(ବ୍ୟୁରୋ): ଧିରେ ଧିରେ କମିବାରେ ଲାଗିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୩୯୩ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୨୨୮ କ୍ୱାରାଣ୍ଟାଇନ୍‌ ମାମଲା ଥିବା ବେଳେ ୧୬୫ ଲୋକାଲ କେସ୍‌…

ଭାରତରେ ମହିଳା ଆତ୍ମଘାତୀ ଆକ୍ରମଣ ପାଇଁ ରୋହିଙ୍ଗ୍ୟା ଜେହାଦୀ ସଂଗଠନର ଷଡ଼ଯନ୍ତ୍ର: ୨ ଲକ୍ଷ ଡଲାର ପାଣ୍ଠି ଯୋଗାଣ

ନୂଆଦିଲ୍ଲୀ,୧୩।୧୨: ଭାରତରେ ମହିଳା ଆତ୍ମଘାତୀ ଆକ୍ରମଣ ପାଇଁ ରୋହିଙ୍ଗ୍ୟା ଜେହାଦୀ ସଂଗଠନ ପକ୍ଷରୁ ଷଡ଼ଯନ୍ତ୍ର ରଚାଯାଇଛି। ଏନେଇ ଭାରତୀୟ ଗୋଇନ୍ଦା ବିଭାଗ ପକ୍ଷରୁ ଏକ ସତର୍କତା ମୂଳକ ରିପୋର୍ଟ ଜାରି କରାଯାଇଛି। ରୋହିଙ୍ଗ୍ୟା ଜେହାଦୀ ସଂଗଠନକୁ ମାଲେସିଆରେ ବାସ କରୁଥିବା ଇସଲାମିକ୍‌…

ଉଜୁଡ଼ିବ ହାତୀ କରିଡର ବେଲଡୁଙ୍ଗୁରି

ସମ୍ବଲପୁର,୧୩ା୧୨(ବ୍ୟୁରୋ): ସମ୍ବଲପୁର ବନଖଣ୍ଡ ପଡିଆବାହାଲ ରେଞ୍ଜ ଅଞ୍ଚଳରେ ଇଡ୍‌କୋ ପକ୍ଷରୁ ୫୦୦ ଏକର ଜମି ଅଧିଗ୍ରହଣ ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଛି। ଏହି ଜମିରେ ଏକ କମ୍ପାନୀ ସୋଲାର ପ୍ରକଳ୍ପ କରିବାକୁ ଯୋଜନା କରିଥିବା ଜଣାପଡିଛି। ଏହା ଦ୍ୱାରା ହାତୀ କରିଡର୍‌…

ଅନ୍ନଦାତାଙ୍କ ଆନ୍ଦୋଳନରେ ଖଲିସ୍ତାନୀ ପତାକା ପ୍ରଦର୍ଶନ ପାଇଁ ଷଡ଼ଯନ୍ତ୍ର: ଗୋଇନ୍ଦା ରିପୋର୍ଟ

ନୂଆଦିଲ୍ଲୀ,୧୩।୧୨: କୃଷି ଆଇନକୁ ନେଇ ଦେଶରେ ଅନ୍ନଦାତାଙ୍କ ଆନ୍ଦୋଳନ ଜାରି ରହିଛି। ଇତିମଧ୍ୟରେ ଆନ୍ଦୋଳନ ୧୮ ଦିନରେ ପହଞ୍ଚିଛି। ଉଗ୍ରବାଦୀ ସଂଗଠନ ଶିଖ୍‌ ଫର୍‌ ଜଷ୍ଟିସ୍‌ ପକ୍ଷରୁ ଆନ୍ଦୋଳନ ସମୟରେ ଖଲିସ୍ତାନୀ ପତାକା ପ୍ରଦର୍ଶନ ପାଇଁ ଷଡ଼ଯନ୍ତ୍ର ରଚାଯାଇଛି। ଏନେଇ ଗୋଇନ୍ଦା…

ଚିତ୍ରକୋଣ୍ଡାରେ ଫୁଟିଲା ଗୁଳି: ଟଳିଲେ ୨ ମାଓବାଦୀ

ମାଲକାନଗିରି/ଚିତ୍ରକୋଣ୍ଡା,୧୩।୧୨(ଡି.ଏନ୍‌.ଏ):ପୁଣି ମାଲକାନଗିରି ଜିଲା ଚିତ୍ରକୋଣ୍ଡା ସ୍ବାଭିମାନ ଅଞ୍ଚଳରେ ଫୁଟିଲା ଗୁଳି। ସିଙ୍ଗାରାମଠାରେ ସୁରକ୍ଷାକର୍ମୀ ଓ ମାଓବାଦୀଙ୍କ ମଧ୍ୟରେ ଗୁଳିବିନିମୟ ଘଟି ରବିବାର ଦୁଇ ମାଓବାଦୀଙ୍କ ମୃତ୍ୟୁ ଘଟିଛି। ମୃତ ଦୁଇ ମାଓବାଦୀଙ୍କ ମଧ୍ୟରୁ ଜଣେ ଦୁର୍ଦ୍ଦାନ୍ତ ତଥା ଏରିଆ କମିଟି ମେମ୍ବର…

ଆର୍ଥିକ ସ୍ଥିତିରେ ସୁଧାର ଆସୁଛି: ମୋଦି

ନୂଆଦିଲ୍ଲୀ: ଭାରତୀୟ ଅର୍ଥ ବ୍ୟବସ୍ଥାରେ ଏବେ ସୁଧାର ପରିଲକ୍ଷିତ ହେଉଛି। ଦେଶରେ ବିଭିନ୍ନ କ୍ଷେତ୍ର ଉତ୍ସାହଜନକ ସ୍ଥିତିକୁ ଫେରୁଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର କହିଛନ୍ତି। ଫେଡେରେଶନ ଅଫ୍‌ ଇଣ୍ଡିଆନ ଚାମ୍ବର୍ସ ଅଫ୍‌ କମର୍ସ ଆଣ୍ଡ ଇଣ୍ଡଷ୍ଟ୍ରି(ଫିକି) ୯୩ତମ ଭର୍ଚୁଆଲ ବାର୍ଷିକ…

ସଂସଦ ଭବନ ଆକ୍ରମଣକୁ ପୂରିଲା ୧୯ ବର୍ଷ; ମାଷ୍ଟରମାଇଣ୍ଡ ଆଝାର ପାକିସ୍ତାନରେ

ନୂଆଦିଲ୍ଲୀ,୧୩।୧୨: ସଂସଦ ଭବନ ଉପରେ ହୋଇଥିବା ଆତଙ୍କବାଦୀ ଆକ୍ରମଣକୁ ରବିବାର ୧୯ ବର୍ଷ ପୂରିଛି । ୨୦୦୧ ଡିସେମ୍ବର ୧୩ ପୂର୍ବାହ୍ନ ୧୧ଟା ୨୮ରେ ୫ ଜୈଶ୍‌-ଇ-ମହମ୍ମଦ ଏବଂ ଲଶ୍କର-ଇ-ତୋଏବା ଆତଙ୍କବାଦୀ ପାର୍ଲାମେଣ୍ଟ ପରିସରରେ ଦୀର୍ଘ ୪୫ ମିନିଟ୍‌ ଧରି ଆକ୍ରମଣ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri