Home Middle

ଆଜି ମାଟ୍ରିକ ପରୀକ୍ଷାଫଳ

କଟକ ଅଫିସ,୨୫।୬: ଚଳିତବର୍ଷର ମାଟ୍ରିକ ପରୀକ୍ଷା ଫଳ ଶୁକ୍ରବାର ପ୍ରକାଶ ପାଇବ। ଏନେଇ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଗୁରୁବାର ପ୍ରେସ୍‌ ବିବୃତି ମାଧ୍ୟମରେ ସୂଚନା ଦିଆଯାଇଛି। ଅପରାହ୍ନ ୪ଟା ବେଳେ କଟକସ୍ଥିତ ବୋର୍ଡ କାର୍ଯ୍ୟାଳୟରେ ପରୀକ୍ଷା ଫଳ ପ୍ରକାଶ ପାଇବ।…

ଆହୁରି ୩ ଦିନ ବର୍ଷା

ଭୁବନେଶ୍ବର,୨୪।୬: ରାଜ୍ୟରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ରହିଛି। ଏହାର ପ୍ରଭାବରେ ଆସନ୍ତା ୨୭ ତାରିଖ ପର୍ଯ୍ୟନ୍ତ ରାଜ୍ୟର ଅଧିକାଂଶ ସ୍ଥାନରେ ପ୍ରବଳ ବର୍ଷା ହେବ। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଗୁରୁବାର ସତର୍କ ସୂଚନା ଜାରି…

ଦୁଗ୍ଧ ଚାଷୀଙ୍କୁ ମିଳିବ ୬୦୦୦ ଟଙ୍କା

ଭୁବନେଶ୍ୱର,୨୪।୬: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓମ୍‌ଫେଡ୍‌ ଦୁଗ୍ଧ ଚାଷୀଙ୍କ ପାଇଁ ଗୁରୁବାର କୋଭିଡ୍‌ ସହାୟତା ଘୋଷଣା କରିଛନ୍ତି । ଦୁଗ୍ଧ ଚାଷୀଙ୍କୁ ଗୋଖାଦ୍ୟ ବାବଦକୁ ସର୍ବାଧିକ ୬୦୦୦ ଟଙ୍କା ପର୍ଯ୍ୟନ୍ତ ସହାୟତା ଯୋଗାଇ ଦେବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ଏନେଇ…

‘ନିର୍ଭୟ’ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ

ବାଲେଶ୍ୱର ଅଫିସ,୨୪ା୬: ବାଲେଶ୍ୱରସ୍ଥିତ ଚାନ୍ଦିପୁର କ୍ଷେପଣାସ୍ତ୍ର ପରୀକ୍ଷା କେନ୍ଦ୍ରର ୩ ନଂ ଲଞ୍ଚ୍‌ ପ୍ୟାଡ୍‌ରୁ ଗୁରୁବାର ପୂର୍ବାହ୍ନ ୧୦ଟା ୪୩ ମିନିଟ୍‌ରେ ଦୂରଗାମୀ ସବ୍‌ସୋନିକ କ୍ରୁଜ ମିସାଇଲ ‘ନିର୍ଭୟ’ର ସଫଳ ପରୀକ୍ଷଣ ହୋଇଛି। ନିର୍ଭୟର ଲକ୍ଷ୍ୟଭେଦ କ୍ଷମତା ୧୫୦୦ କିଲୋମିଟର। ଏହା…

ଫାଇଜର-ମର୍ଡେନା ଭାକ୍ସିନ୍‌କୁ ନେଇ ଆତଙ୍କ, ଯୁବବର୍ଗଙ୍କଠାରେ ସୃଷ୍ଟି ହେଉଛି ହାର୍ଟ ସମସ୍ୟା …

ଓ୍ବାଶିଂଟନ,୨୪।୬: କରୋନା ମହାମାରୀ ସଂକ୍ରମଣ ଯୋଗୁ ପୃଥିବୀରେ ସଙ୍କଟ ଜନକ ସ୍ଥିତି ସୃଷ୍ଟି ହୋଇଛି। ସଂକ୍ରମଣରୁ ଦୂରେଇ ରହିବା ଲାଗି ବିଭିନ୍ନ ଦେଶରେ ସାର୍ବଜନୀକ ଭାକ୍ସିନ୍‌ ପ୍ରଦାନ ଅଭିଯାନ ଜାରି ରହିଛି। ତେବେ ଦିଆଯାଉଥିବା ଭାକ୍ସିନ୍‌ ଯୋଗୁ ଯୁବବର୍ଗଙ୍କଠାରେ ହାର୍ଟ ସମ୍ପର୍କିତ…

ଗଜ ବେଶରେ ଦର୍ଶନ ଦେଲେ ଚତୁର୍ଦ୍ଧାମୂର୍ତ୍ତି

ପୁରୀ ଅଫିସ,୨୪ା୬: ପବିତ୍ର ସ୍ନାନପୂର୍ଣ୍ଣିମାରେ ଶ୍ରୀଜିଉଙ୍କୁ ଗଜ ବେଶରେ ଦେଖିବାକୁ ମିଳିଛି। ଜ୍ୟେଷ୍ଠ ପୂର୍ଣ୍ଣିମାର ଅବସରରେ ମହାପ୍ରଭୁ ଗଜବେଶ ବା ହାତୀବେଶରେ ସଜ୍ଜିତ ହୋଇଛନ୍ତି। ସ୍ନାନବେଦୀରେ ୧୦୮ ଗରା ସୁବାସିତ ଜଳରେ ସ୍ନାନ କରିବା ପରେ ଚତୁର୍ଦ୍ଧାମୂର୍ତ୍ତି ଏହି ବେଶରେ ଭକ୍ତଙ୍କୁ…

ଜୁଲାଇ ୩୧ ସୁଦ୍ଧା ଦ୍ୱାଦଶ ପରୀକ୍ଷା ଫଳ ପ୍ରକାଶ କରିବାକୁ ନିର୍ଦ୍ଦେଶ…

ନୂଆଦିଲ୍ଲୀ,୨୪।୬: କରୋନା ମହାମାରୀ ସଂକ୍ରମଣ ଯୋଗୁ ଦେଶର ୨୧ ରାଜ୍ୟରେ ଦ୍ୱାଦଶ ବୋର୍ଡ ପରୀକ୍ଷାକୁ ରଦ୍ଦ କରାଯାଇଛି। ତେବେ ୬ ରାଜ୍ୟରେ ଦ୍ୱାଦଶ ବୋର୍ଡ ପରୀକ୍ଷା କରାଯାଇଛି। ପରୀକ୍ଷାକୁ ବାତିଲ କରିଥିବା ସମସ୍ତ ରାଜ୍ୟର ଦ୍ୱାଦଶ ବୋର୍ଡ ୧୦ ଦିନ ମଧ୍ୟରେ…

ସମସ୍ତ ରାଜ୍ୟ ବୋର୍ଡରେ ସମାନ ମୂଲ୍ୟାଙ୍କନ ପଦ୍ଧତି ନୁହେଁ ସମ୍ଭବ, କହିଲେ ସୁପ୍ରିମ୍‌କୋର୍ଟ…

ନୂଆଦିଲ୍ଲୀ,୨୪।୬: କରୋନା ମହାମାରୀ ସଂକ୍ରମଣ ଯୋଗୁ ଦେଶର ୨୧ ରାଜ୍ୟରେ ଦ୍ୱାଦଶ ବୋର୍ଡ ପରୀକ୍ଷାକୁ ରଦ୍ଦ କରି ଦିଆଯାଇଛି। ଏନେଇ ସିବିଏସ୍‌ଇ ବୋର୍ଡ ପକ୍ଷରୁ ଆଗତ କରାଯାଇଥିବା ମୂଲ୍ୟାଙ୍କନ ସୂତ୍ରକୁ ସୁପ୍ରିମ୍‌କୋର୍ଟ ସ୍ବୀକୃତି ଦେଇ ସାରିଛନ୍ତି। ତେବେ ସମସ୍ତ ରାଜ୍ୟର ଦ୍ୱାଦଶ…

ଡେଲ୍ଟା ପ୍ଲସ୍‌ ଭାରିଆଣ୍ଟ୍‌ ନେଲା ପ୍ରଥମ ଜୀବନ…

ନୂଆଦିଲ୍ଲୀ,୨୪।୬: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଶେଷ ନ ହେଉଣୁ ପୁଣି ନୂଆ ବିପଦ ସମ୍ପର୍କରେ ବିଶେଷଜ୍ଞ ସୂଚନା ଦେଇଛନ୍ତି। ଡେଲ୍ଟା ଭାରିଆଣ୍ଟ୍‌ର ନୂଆ ରୂପ ଡେଲ୍ଟା ପ୍ଲସ୍‌ ଭାରିଆଣ୍ଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ଦେଶରେ ବଢ଼ିବାରେ ଲାଗିଛି। ନୂଆ…

ଆସନ୍ତାକାଲି ମାଟ୍ରିକ ରେଜଲ୍ଟ

ଭୁବନେଶ୍ୱର,୨୪।୬(ବ୍ୟୁରୋ): ଦଶମ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ପାଇଁ ଏକ ଖୁସିଖବର। ଆସନ୍ତାକାଲି ଅର୍ଥାତ୍‌ ଶୁକ୍ରବାର ପ୍ରକାଶ ପାଇବ ମାଟ୍ରିକ ପରୀକ୍ଷା ଫଳାଫଳ। ଷ୍ଟେଟ ଓପନ ସ୍କୁଲ ଓ ମଧ୍ୟମା ପରୀକ୍ଷାଫଳ ବି ପ୍ରକାଶ ପାଇବ। କଟକ ବିଏସ୍‌ଇ ମୁଖ୍ୟାଳୟରେ ଅପରାହ୍ନ ୪ଟାରେ ପ୍ରକାଶ…

ସ୍ନାନବେଦୀରେ ମହାବାହୁଙ୍କ ମହାସ୍ନାନ

ଭୁବନେଶ୍ୱର,୨୪।୬(ବ୍ୟୁରୋ): ପବିତ୍ର ଦେବସ୍ନାନ ପୂର୍ଣ୍ଣିମାରେ ଶ୍ରୀକ୍ଷେତ୍ରରେ ଅନୁଷ୍ଠିତ ହୋଇଛି ମହାପ୍ରଭୁଙ୍କ ସ୍ନାନଯାତ୍ରା। ଧାଡ଼ି ପହଣ୍ଡିରେ ଆସି ସ୍ନାନବେଦୀରେ ମହାସ୍ନାନ କରିଛନ୍ତି ଚତୁର୍ଦ୍ଧାମୂର୍ତ୍ତି। ୧୦୭ ସୁବାସିତ ଗରା ଜଳରେ ମହାବାହୁଙ୍କୁ ସ୍ନାନ କରାଇଛନ୍ତି ସେବାୟତ। ବଡ଼ ଠାକୁର ବଳଭଦ୍ରଙ୍କୁ ୩୩ ଗରା, ଦେବୀ…

ଦୈନିକ ସଂକ୍ରମଣ ପୁଣି ଟପିଲା ୫୦ ହଜାର…

ନୂଆଦିଲ୍ଲୀ,୨୪।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତିରେ ଧୀରେଧୀରେ ସୁଧାର ଆସୁଛି। ଦେଶରେ ଦୈନିକ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଗତ ୨୪ ଘଣ୍ଟାରେ ଦେଶରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇ ୫୪ ହଜାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?