Home Middle

୩ ଲକ୍ଷ ୯୦ ହଜାରରୁ ଅଧିକଙ୍କ ଘଟିଲାଣି ମୃତ୍ୟୁ, ଦୈନିକ ସଂକ୍ରମଣ ପୁଣି ଟପିଲା ୫୦ ହଜାର…

ନୂଆଦିଲ୍ଲୀ,୨୩।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତିରେ ଧୀରେଧୀରେ ସୁଧାର ଆସୁଛି। ଦେଶରେ ଦୈନିକ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ମଙ୍ଗଳବାର ଏହା ୫୦ ହଜାରରୁ କମ୍‌ ରହିଥିଲା। ତେବେ ବୁଧବାର ପୁଣି ବଢ଼ିଛି। ସେହପରି…

୨୬ ଯାଏ ପ୍ରବଳ ବର୍ଷା

ଭୁବନେଶ୍ୱର, ୨୩।୬(ବ୍ୟୁରୋ):ଆସନ୍ତା ୨୬ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବ। ଏଥିପାଇଁ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ବିଭିନ୍ନ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରିଛି। ଏନେଇ ସ୍ବତନ୍ତ୍ର ରିଲିଫ କମିଶନର (ଏସ୍‌ଆର୍‌ସି) ସମସ୍ତ ଜିଲାପାଳଙ୍କୁ ଚିଠି ଲେଖି…

ନିର୍ଣ୍ଣାୟକ ଦିନରେ ଫାଇନାଲ; ଫଳାଫଳ ସମ୍ଭାବନା କମ୍‌

ସାଉଥାମ୍ପଟନ,୨୨।୬: ଚଳିତ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ (ଡବ୍ଲ୍ୟୁଟିସି) ଫାଇନାଲ ମ୍ୟାଚ୍‌ ନିର୍ଣ୍ଣାୟକ ଦିନରେ ପ୍ରବେଶ କରିଛି। କିନ୍ତୁ ମ୍ୟାଚ୍‌ର ଫଳାଫଳ ତଥା ବିଜେତା ମିଳିବାର ସମ୍ଭାବନା ଖୁବ୍‌ କମ୍‌। କେବଳ ବ୍ୟାଟିଂ ବିପର୍ଯ୍ୟୟ ହିଁ ଫଳାଫଳ ଦେଇପାରିବ। ୫ମ ଦିନ ଶେଷ…

୨୪୯ ରନ୍‌ରେ ଅଟକିଲା ନ୍ୟୁଜିଲାଣ୍ଡ

ସାଉଥାମ୍ପଟନ,୨୨।୬: ଚଳିତ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ (ଡବ୍ଲ୍ୟୁଟିସି) ଫାଇନାଲର ପ୍ରଥମ ଇନିଂସରେ ନ୍ୟୁଜିଲାଣ୍ଡ ୩୨ ରନ୍‌ର ଅଗ୍ରଣୀ ହାସଲ କରିଛି। ଏହା ପଛରେ ହାତ ଥିଲା ନ୍ୟୁଜିଲାଣ୍ଡ ଅଧିନାୟକ କେନ ଓ୍ବିଲିୟମସନଙ୍କ। ପୂରା ଇନିଂସରେ ଖୁଣ୍ଟ ଭଳି ଖେଳୁଥିବା ଓ୍ବିଲିୟମସନ ଅର୍ଦ୍ଧଶତକ…

ବିପଦ ଆଣିଲା ନୂଆ ଭାରିଆଣ୍ଟ୍‌, ପୁଣି ଦିଆଯିବ ଭାକ୍ସିନ୍‌ ଡୋଜ୍‌…

ମସ୍କୋ,୨୨।୬: ପୃଥିବୀରେ କରୋନା ମହାମାରୀ ସଂକ୍ରମଣ ଆତଙ୍କ ସୃଷ୍ଟି କରିଛି। କରୋନା ଭୂତାଣୁର ମ୍ୟୁଟେଶନ ଯୋଗୁ ନୂଆନୂଆ ଭାରିଆଣ୍ଟ୍‌ ସୃଷ୍ଟି ହେଉଛି। ନୂଆ ଭାରିଆଣ୍ଟ୍‌ ଯୋଗୁ ବିପଦ ବଢ଼ିବାରେ ଲାଗିଛି। ରୁଷିଆରେ ଦେଖାଦେଇଥିବା ନୂଆ ଭାରିଆଣ୍ଟ୍‌ରୁ ଦୂରେଇ ରହିବା ପାଇଁ ପୁଣି…

ମାଡ଼ି ଆସୁଛି ନୂଆ ବିପଦ, ଡେଲ୍ଟା ପ୍ଲସ୍‌ ଭାରିଆଣ୍ଟ୍‌ ଭାକ୍ସିନ୍‌କୁ ପ୍ରଭାବହୀନ କରିବା ଆଶଙ୍କା…

ନୂଆଦିଲ୍ଲୀ,୨୨।୬: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଯୋଗୁ ସଙ୍କଟ ସୃଷ୍ଟି ହୋଇଛି। ଡେଲ୍ଟା ଭାରିଆଣ୍ଟ୍‌ ଯୋଗୁ ଦେଶରେ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ବଢ଼ିଛି। ଅପରପକ୍ଷରେ ନୂଆ ଡେଲ୍ଡା ପ୍ଲସ୍‌ ଭାରିଆଣ୍ଟ୍‌କୁ ନେଇ ଏବେ ସରକାରଙ୍କ ଚିନ୍ତା ବଢ଼ିବାରେ…

ଭାକ୍ସିନ୍‌ ନେଲେ ହ୍ରାସ ପାଉଛି ପ୍ରଜନନ କ୍ଷମତା, ସ୍ବାସ୍ଥ୍ୟ ମନ୍ତ୍ରଣାଳୟ କଲା ଖଣ୍ଡନ…

ନୂଆଦିଲ୍ଲୀ,୨୨।୬: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଯୋଗୁ ସଙ୍କଟ ସୃଷ୍ଟି ହୋଇଛି। ଏପରିସ୍ଥଳେ ସଂକ୍ରମଣରୁ ଦୂରେଇ ରହିବା ଲାଗି ସରକାରଙ୍କ ପକ୍ଷରୁ ସାର୍ବଜନୀକ ଟିକାକରଣ ଅଭିଯାନ ଜାରି ରହିଛି। ତେବେ ସୋସିଆଲ ମିଡ଼ିଆରେ କରୋନା ଭାକ୍ସିନ୍‌ ନେଇ ନାନା…

ନୂଆ ଆକ୍ରାନ୍ତ ସଂଖ୍ୟା ୫୦ ହଜାରରୁ କମ୍‌…

ନୂଆଦିଲ୍ଲୀ,୨୨।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତିରେ ଧୀରେଧୀରେ ସୁଧାର ଆସୁଛି। ଲକ୍‌ଡାଉନ୍‌ ପ୍ରଭାବରୁ ସଂକ୍ରମଣ କମିବାରେ ଲାଗିଛି। ଦେଶରେ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ୫୦ ହଜାରରୁ କମ୍‌ ରହିଛି। ୯୧ ଦିନ ପରେ ସମାନ ସ୍ଥିତି ରହିଛି। ଏହା ପୂର୍ବରୁ…

୨୩ରୁ ପୁରୀରେ ୧୪୪

ପୁରୀ ଅଫିସ,୨୧।୬: ସ୍ନାନଯାତ୍ରା ପାଇଁ ପୁରୀ ସହରରେ ପ୍ରଶାସନ ପକ୍ଷରୁ ୧୪୪ ଧାରା ଜାରି କରାଯାଇଛି। କରୋନା ମହାମାରୀକୁ ଦୃଷ୍ଟିରେ ରଖି ଜନସମାଗମ ରୋକିବା ଉଦ୍ଦେଶ୍ୟରେ ପ୍ରଶାସନ ପକ୍ଷରୁ ଏହି କଟକଣା ଜାରି ହୋଇଛି। ଆସନ୍ତା ୨୩ ତାରିଖ ରାତ୍ର ୧୦ଟାରୁ…

ଆଶଙ୍କା ବଢାଇଲା ବର୍ଷା

ସାଉଥାମ୍ପଟନ,୨୧।୬: ସ୍ଥାନୀୟ ରୋଜ ଓଭାଲ ଗ୍ରାଉଣ୍ଡରେ ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଚାଲିଥିବା ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ (ଡବ୍ଲ୍ୟୁଟିସି) ଫାଇନାଲ ମ୍ୟାଚ୍‌ରେ ବର୍ଷା ଖଳନାୟକ ସାଜିଛି। ପ୍ରଥମ ଦିବସ ଭଳି ଚତୁର୍ଥ ଦିବସର ଖେଳ ମଧ୍ୟ ବର୍ଷା ଯୋଗୁ ସମ୍ପୂର୍ଣ୍ଣ ଭାବେ…

ଅମରନାଥ ଯାତ୍ରା ବନ୍ଦ

ନୂଆଦିଲ୍ଲୀ,୨୧।୬: ଜମ୍ମୁ-କଶ୍ମୀର ପ୍ରଶାସନ କରୋନା ସଂକ୍ରମଣ ସ୍ଥିତି ଅନୁଧ୍ୟାନ କରି ଚଳିତ ବର୍ଷ ଅମରନାଥ ଯାତ୍ରାକୁ ସ୍ଥଗିତ କରିଛନ୍ତି। ଜମ୍ମୁ-କଶ୍ମୀର ଉପରାଜ୍ୟପାଳ ମନୋଜ ସିହ୍ନା ସୋମବାର ଏହି ସୂଚନା ଦେଇଛନ୍ତି। ଉପରାଜ୍ୟପାଳ ସିହ୍ନା କହିଛନ୍ତି, କରୋନା ମହାମାରୀ ସମୟରେ ଲୋକଙ୍କ ଜୀବନକୁ…

୧୮ ହଜାର କିଲୋଗ୍ରାମ୍‌ର ବିରାଟ ବୋମା ପରୀକ୍ଷା କଲା ଆମେରିକା, ସମୁଦ୍ରରେ ସୃଷ୍ଟି ହେଲା ଭୂକମ୍ପ…

ଓ୍ବାଶିଂଟନ,୨୧।୬: ଚାଇନା ନିଜର ସାମୁଦ୍ରିକ ଶକ୍ତି ବୃଦ୍ଧି କରିବାରେ ଲାଗିଛି। ଏପରିସ୍ଥଳେ ଆମେରିକା ନିଜର ଶକ୍ତି ପ୍ରଦର୍ଶନ କରିବା ସହିତ ସମୁଦ୍ରରେ ୧୮ ହଜାର କିଲୋଗ୍ରାମ୍‌ର ବିରାଟ ବୋମା ପରୀକ୍ଷା କରିଛି। ଆମେରିକା ନୌସେନାର ଏୟାର କ୍ରାଫ୍ଟ କ୍ୟାରିଅର ଗେର୍ଲାଡ ଫୋର୍ଡ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?