ଭାରତ ବନ୍ଦ: ହକ୍ ପାଇଁ ଗର୍ଜୁଛନ୍ତି ଚାଷୀ
ନୂଆଦିଲ୍ଲୀ,୮।୧୨: ନୂଆ କୃଷି ଆଇନ ବିରୋଧରେ ବିଭିନ୍ନ ଚାଷୀ ସଂଗଠନ ଆଜି ‘ଭାରତ ବନ୍ଦ’ ଡାକରା ଦେଇଛନ୍ତି। ଏହି ଅବସରରେ ସକାଳୁ ଦେଶର ବିଭିନ୍ନ ସ୍ଥାନରେ ରାଜରାସ୍ତାକୁ ଓହ୍ଲାଇଛନ୍ତି ଲକ୍ଷ ଲକ୍ଷ ଚାଷୀ। ଟ୍ରେନ୍ ରୋକିବା ସହ ଗାଡିମଟର ଯିବା ମଧ୍ୟ…
ଆସନ୍ତାକାଲି ସବୁ ସରକାରୀ କାର୍ଯ୍ୟାଳୟ ବନ୍ଦ
ଭୁବନେଶ୍ୱର,୭।୧୨(ବ୍ୟୁରୋ)-ବିଭିନ୍ନ କୃଷକ ସଙ୍ଗଠନ ପକ୍ଷରୁ ଆସନ୍ତାକାଲି ଭାରତ ବନ୍ଦ ଡାକରା ଦିଆଯାଇଛି। ଏହାକୁ ନଜରରେ ରଖି ରାଜ୍ୟ ସରକାର ମଙ୍ଗଳବାର ସମସ୍ତ ସରକାରୀ ଅଫିସ ବନ୍ଦ ରଖିବା ପାଇଁ ନିଷ୍ପତ୍ତି ନେଇଛନ୍ତି। ବନ୍ଦ ସମୟରେ ଅନ୍ୟ ଅତ୍ୟାବଶ୍ୟକୀୟ ଜରୁରୀ ସରକାରୀ ସେବା…
ଜାନୁଆରୀ ୨କୁ ଘୁଞ୍ଚିଲା OCS ମେନ୍ ପରୀକ୍ଷା
ଭୁବନେଶ୍ୱର,୭।୧୨(ବ୍ୟୁରୋ)-ଆସନ୍ତାକାଲି ହେବାକୁ ଥିବା ଓଡିଶା ପ୍ରଶାସନିକ ସେବା (OCS) ମେନ ପରୀକ୍ଷାକୁ ଜାନୁଆରୀ ୨ ପର୍ଯ୍ୟନ୍ତ ଘୁଞ୍ଚାଇ ଦିଆଯାଇଛି। ଏ ନେଇ ଓଡିଶା ଲୋକସେବା ଆୟୋଗ (ଓପିଏସସି) ପକ୍ଷରୁ ସୋମବାର ଏକ ବିଜ୍ଞପ୍ତି ଜାରି କରାଯାଇଛି। ବିଜ୍ଞପ୍ତିରେ ଓପିଏସସି ପକ୍ଷରୁ କୁହାଯାଇଛି,…
୧୧ ଦିନ ପରେ ଆରବ ସାଗରରୁ ମିଳିଲା ନିଖୋଜ ପାଇଲଟଙ୍କ ମୃତଦେହ
ନୂଆଦିଲ୍ଲୀ,୭।୧୨-ନଭେମ୍ବର ୨୬ରେ ଦୁର୍ଘଟଣାଗ୍ରସ୍ତ ହୋଇଥିବା ଭାରତୀୟ ନୌସେନାର ଏୟାରକ୍ରାଫ୍ଟ MiG-୨୯kର ପାଇଲଟ କମାଣ୍ଡାଣ୍ଟ ନିଶାନ୍ତ ସିଂହଙ୍କ ମୃତଦେହ ସୋମବାର ଉଦ୍ଧାର କରାଯାଇଛି। ୧୧ଦିନ ସର୍ଚ୍ଚ ଅପରେଶନ ପରେ ଗୋଆ ସମୁଦ୍ର ମୁହାଣରୁ ପ୍ରାୟ ୩୦ କିମି ଦୂର ଆରବ ସାଗରରୁ ତାଙ୍କ…
ଉଗ୍ରବାଦୀ ସଂଗଠନକୁ ସହାୟତା ଯୋଗାଉଛି ଚାଇନା: କୁନ୍ମିଙ୍ଗ ସହରରୁ ଟ୍ରେନ୍ରେ ଆସୁଛି ଅସ୍ତ୍ରଶସ୍ତ୍ର
ନୂଆଦିଲ୍ଲୀ, ୭।୧୨: ଭାରତ ମ୍ୟାନ୍ମାର ସୀମାରେ ଚାଇନା ଜାଣିଶୁଣି ଉଗ୍ରବାଦୀ କାର୍ଯ୍ୟ କଳାକଳାପକୁ ପ୍ରୋତ୍ସାହିତ କରୁଛି। ଏଠାରେ ସକ୍ରିୟ ଥିବା ଉଗ୍ରବାଦୀ ସଂଗଠନକୁ ଚାଇନା ଆବଶ୍ୟକ ସହାୟତା ଯୋଗାଇଦେବା ସହିତ ସୀମାପାର ଅସ୍ତ୍ରଶସ୍ତ୍ର ଚୋରା ଚାଲାଣ କରୁଥିବା ଭାରତୀୟ ଗୋଇନ୍ଦା ବିଭାଗ…
ରାଜ୍ୟରେ ଖସୁଛି କରୋନା ଗ୍ରାଫ୍: ଆଜି ୩୬୮ ପଜିଟିଭ୍ ଚିହ୍ନଟ, ୭ ଜଣଙ୍କ ଜୀବନ ଗଲା
ଭୁବନେଶ୍ୱର,୭ା୧୨(ବ୍ୟୁରୋ): ସୋମବାର ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ହ୍ରାସ ପାଇଛି। ଆଜି ୩୬୮ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୨୧,୫୬୪ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା…
ନୂଆ ସଂସଦ ଭବନ ନିର୍ମାଣରେ ବାଧା: ସେଣ୍ଟ୍ରାଲ ଭିଷ୍ଟା ପ୍ରୋଜେକ୍ଟ କାମକୁ ଅଟକାଇଲେ ସୁପ୍ରିମ୍କୋର୍ଟ
ନୂଆଦିଲ୍ଲୀ, ୭।୧୨: ନୂଆ ସଂସଦ ଭବନ ନିର୍ମାଣରେ ଏବେ ବାଧା ସୃଷ୍ଟି ହୋଇଛି। ସୁପ୍ରିମ୍କୋର୍ଟ ପକ୍ଷରୁ ସେଣ୍ଟ୍ରାଲ ଭିଷ୍ଟା ପ୍ରୋଜେକ୍ଟ କାମ ଉପରେ ସୋମବାର ରୋକ ଲଗାଯାଇଛି। ସୁପ୍ରିମ୍କୋର୍ଟ କହିଛନ୍ତି ଯେ, ହୁଏଥ ଏଠାରେ ଶିଳାନ୍ୟାସ କରାଯିବା ସହିତ ଅନ୍ୟ ଆନୁସଙ୍ଗିକ…
ସିରମ୍ ଇନଷ୍ଟିଚ୍ୟୁଟ୍ ଡିସିଜିଆଇରେ କଲା ଆବେଦନ: ଜରୁରୀକାଳୀନ ସ୍ଥିତିରେ ଦିଆଯିବ କୋଭିଶିଲ୍ଡ
ନୂଆଦିଲ୍ଲୀ,୭।୧୨: ଭାରତରେ ଜରୁରୀକାଳୀନ ସ୍ଥିତିରେ ସିରମ୍ ଇନଷ୍ଟିଚ୍ୟୁଟ୍ ଏବଂ ଅକ୍ସଫୋର୍ଡ ବିଶ୍ୱବିଦ୍ୟାଳୟ ଏବଂ ବ୍ରିଟିଶ୍ ଡ୍ରଗ୍ ନିର୍ମାତା ଆଷ୍ଟ୍ରାଜେନିକା ପକ୍ଷରୁ ମିଳିତ ଭାବେ ପ୍ରସ୍ତୁତ ହୋଇଥିବା କରୋନା ଟିକା କୋଭିଶିଲ୍ଡର ପ୍ରୟୋଗ କରାଯିବ ଲାଗି ଡ୍ରଗ୍ କଣ୍ଟ୍ରୋଲର ଜେନେରାଲ ଅଫ୍ ଇଣ୍ଡିଆ(ଡିସିଜିଆଇ)ର…
୫ ଆତଙ୍କବାଦୀ ଗିରଫ
ନୂଆଦିଲ୍ଲୀ,୭।୧୨: ଦିଲ୍ଲୀ ପୋଲିସକୁ ବଡ ସଫଳତା ମିଳିଛି। ଦିଲ୍ଲୀ ପୋଲିସର ସ୍ବତନ୍ତ୍ର ସେଲ୍ ଶଙ୍କରପୁର ଅଞ୍ଚଳରେ ଏନକାଉଣ୍ଟର ସମୟରେ ୫ ଆତଙ୍କବାଦୀଙ୍କୁ ଗିରଫ କରାଯାଇଛି। ସମସ୍ତ ଆତଙ୍କବାଦୀ ଇସଲାମିକ ଏବଂ ଖଲିସ୍ତାନ ସଂଗଠନ ସହ ଜଡିତ। ଦୀର୍ଘ ଦିନ ହେବ ଶଙ୍କରପଚୁର…
ତ୍ରାହି ଅଚ୍ୟୁତ ଆଶ୍ରମର ମୁଖ୍ୟ ସୁର ବାବାଙ୍କ ଦେହାନ୍ତ
ଭୁବନେଶ୍ୱର,୭ା୧୨(ବ୍ୟୁରୋ): ରାଜଧାନୀ ଉପକଣ୍ଠ ଝିଇଁଣ୍ଟି ଶାସନ ତ୍ରାହି ଅଚ୍ୟୁୁତ ଆଶ୍ରମର ମୁଖ୍ୟ ସୁର ବାବା ଓରଫ ସୁରେନ୍ଦ୍ର ମିଶ୍ରଙ୍କ ରବିବାର ରାତିରେ ଦେହାନ୍ତ ହୋଇଯାଇଛି। ଦୀର୍ଘ ଦିନ ଧରି ଅସୁସ୍ଥତା ଯୋଗୁ ଭୁବନେଶ୍ୱରସ୍ଥିତ ଏକ ଘରୋଇ ହସ୍ପିଟାଲରେ ସେ ଚିକିତ୍ସିତ ହେଉଥିଲେ।…
ଜମୁନି ପ୍ରଥମାଷ୍ଟମୀ ପୋଷାକ ବେପାର
ଅନୁଗୋଳ ଅଫିସ, ୭।୧୨: ଦିନଟିଏ ପରେ ପ୍ରଥମାଷ୍ଟମୀ। ପୋଢ଼ୁଆଁ ହେବେ ଘରର ଜ୍ୟେଷ୍ଠ ସନ୍ତାନ। ମାମୁଘରୁ ଆସିଥିବା ନୂଆ ପୋଷାକ ପିନ୍ଧି ଏଣ୍ଡୁରିପିଠା ଖାଇବେ ପିଲାଏ। ଏଥିପାଇଁ ପ୍ରସ୍ତୁତି ପ୍ରାୟତଃ ଶେଷ ହେଲାଣି। ନାନା ପ୍ରକାର ସାମଗ୍ରୀ କିଣା ସରିଲାଣି। ପିଠା ପାଇଁ…
ତାମିଲନାଡୁରୁ ବ୍ରହ୍ମପୁର ସୁନା ଚାଲାଣ ଘଟଣା: ୨୩.୨୧ ଲକ୍ଷ ଟଙ୍କା ଜିଏସ୍ଟି ଆଦାୟ
ବ୍ରହ୍ମପୁର ଅଫିସ,୬ା୧୨ -ବ୍ରହ୍ମପୁର ଗୋଷାଣୀ ନୂଆଗଁା ପୋଲିସ ଶନିବାର ଅନ୍ଧପସରା ରୋଡ୍ରେ ଗାଡିମୋଟର ଯାଞ୍ଚବେଳେ ଏକ କାର୍ରୁ ୪କେଜି ସୁନା ଓ ୨୩୫ କେଜି ରୁପା ଅଳଙ୍କାର ଜବତ କରିଥିଲା। ଘଟଣାରେ ସମ୍ପୃକ୍ତ ୩ଜଣଙ୍କୁ ଅଟକ ରଖିବା ସହ କାର ଜବତ…
Archives


