ରାଜ୍ୟରେ ପୁଣି ୪୦୯ କରୋନା ପଜିଟିଭ୍ ଚିହ୍ନଟ, ୫ ମୃତ
ଭୁବନେଶ୍ୱର,୫।୧୨(ବ୍ୟୁରୋ): ରାଜ୍ୟରେ ଶନିବାର ୪୦୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ୫ଜଣଙ୍କ ମୃତ୍ୟୁ ଘଟିଛି। ଆକ୍ରାନ୍ତଙ୍କ ମଧ୍ୟରୁ ୨୩୪ କ୍ୱାରାଣ୍ଟାଇନ୍ରୁ ଚିହ୍ନଟ ହୋଇଥିବାବେଳେ ୧୭୫ ଜଣ ଲୋକାଲ କେସ୍ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍…
୧୬୦ କୋଟି କରୋନା ଟିକା କିଣିବା ପାଇଁ ଭାରତର ଯୋଜନା
ନୂଆଦିଲ୍ଲୀ,୫।୧୨: ଭାରତ ୧୬୦ କୋଟି କରୋନା ଟିକା କିଣିବା ପାଇଁ ଯୋଜନା କରିଛି। ପୃଥିବୀର ବିଭିନ୍ନ ଦେଶର ବିଶେଷଜ୍ଞମାନଙ୍କ ପକ୍ଷରୁ କରାଯାଇଥିବା ବିଶ୍ଳେଷଣ ରିପୋର୍ଟରେ ଏହା ଉଲ୍ଲେଖ କରାଯାଇଛି। ଦେଶର ୬୦ ପ୍ରତିଶତ ଲୋକଙ୍କୁ କରୋନା ଟିକା ଦିଆଯିବ। ଏହାଦ୍ୱାରା ୮୦…
ମଧ୍ୟପ୍ରାଚ୍ୟକୁ ଟପୁଛି ଆଫ୍ରିକା
ଲଣ୍ଡନ,୫ା୧୨: ସହେଲ ଅଞ୍ଚଳରେ ସ୍ଥିରତା ଆଣିବା ପାଇଁ ଜାତିସଂଘର ୧୫,୦୦୦ ବହୁରାଷ୍ଟ୍ରୀୟ ସୈନ୍ୟଙ୍କ ନେତୃତ୍ୱ ନେଉଛି ଫ୍ରାନ୍ସ। ଅପରେଶନ ନ୍ୟୁକମ୍ବେ ନାମରେ ଚାଲିଥିବା ଏହି ୩ ବର୍ଷିଆ ମିଶନରେ ବ୍ରିଟେନର ୩୦୦ ସୈନ୍ୟ ସାମିଲ ହୋଇଛନ୍ତି। ମାଲି ହେଉଛି ଅନେକ ସହେଲ…
ରାଜ୍ୟରେ ସୁସ୍ଥ ହେଲେ ୬୪୨ କରୋନା ଆକ୍ରାନ୍ତ
ଭୁବନେଶ୍ୱର,୪ା୧୨(ବ୍ୟୁରୋ)-ରାଜ୍ୟରେ ଶୁକ୍ରବାର ଆଉ ୬୪୨ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ମୟୂରଭଞ୍ଜ ଜିଲାରୁ ସର୍ବାଧିକ ୭୦ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ ସୁନ୍ଦରଗଡରୁ ୫୪, ବାଲେଶ୍ୱରରୁ ୫୩, ଖୋର୍ଦ୍ଧାରୁ ୫୦, କଟକରୁ ୪୮, ଅନୁଗାଳରୁ ୪୦, ବଲାଙ୍ଗୀରରୁ ୪୦, କଳାହାଣ୍ଡିରୁ ୩୨, ଜଗତସିଂହପୁରରୁ…
ଜାନୁଆରୀ ୧୫ରେ ପ୍ରକାଶ ପାଇବ ନୂଆ ଭୋଟର ତାଲିକା: ନାମ ଯୋଡ଼ିବା, କାଟିବା, ସଂଶୋଧନ ପାଇଁ କରନ୍ତୁ ଏଭଳି
ଭୁବନେଶ୍ୱର,୪।୧୨(ବ୍ୟୁରୋ): ୨୦୨୧ ପାଇଁ ନୂଆ ଭୋଟର ତାଲିକା ଜାନୁଆରୀ ୧୫ରେ ପ୍ରକାଶ ପାଇବ। ଏନେଇ ଶୁକ୍ରବାର ଖବରଦାତା ସମ୍ମିଳନୀରେ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ସୁଶିଲ ଲୋହାନୀ ସୂଚନା ଦେଇଛନ୍ତି। ସେ କହିଛନ୍ତି, ନାମ ସଂଶୋଧନ ଅଥବା ଯୋଡ଼ିବା ନିମନ୍ତେ ଡିସେମ୍ବର…
ଆଜି ରାଜ୍ୟରେ ୩୭୭ କରୋନା ଆକ୍ରାନ୍ତ ଚିହ୍ନଟ, ୫ ଜଣଙ୍କ ଜୀବନ ଗଲା
ଭୁବନେଶ୍ୱର,୪ା୧୨(ବ୍ୟୁରୋ): ଶୁକ୍ରବାର ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ହ୍ରାସ ପାଇଛି। ଆଜି ୩୭୭ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୨୦,୩୯୪ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା…
ଜେଲ ଗଲେ ବିଧାୟକ ପ୍ରଦୀପ ପାଣିଗ୍ରାହୀ
ଭୁବନେଶ୍ୱର, ୩ା୧୨(ବ୍ୟୁରୋ): ଗୋପାଳପୁର ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ପ୍ରଦୀପ ପାଣିଗ୍ରାହୀଙ୍କୁ ଗୁରୁବାର ସନ୍ଧ୍ୟାରେ କ୍ରାଇମ୍ବ୍ରାଞ୍ଚ ଗିରଫ କରିଛି। ସାଇବର ପୋଲିସ ଷ୍ଟେଶନ କେସ୍ ନଂ. ୨୬/୨୦୨୦(ଆଇପିସି ଦଫା ୪୧୯, ୪୨୦, ୪୬୭, ୪୬୮, ୪୬୯, ୪୭୧, ୧୨୦(ବି) ଏବଂ ଆଇଟି…
ଦିଲ୍ଲୀରୁ ଆସିଲା ଖୁସି ଖବର: ଜାନୁୟାରୀ ସୁଦ୍ଧା ଭାରତରେ ମିଳିବ କରୋନା ଟିକା
ନୂଆଦିଲ୍ଲୀ,୩।୧୨: ଭାରତରେ କରୋନା ମହାମାରୀ ଥମିବାର ନା ଧରୁନି। ଏପରିସ୍ଥଳେ ଗୁରୁବାର ଦିଲ୍ଲୀରୁ ଖୁସି ଖବର ଆସିଛି। ଜାନୁୟାରୀ ସୁଦ୍ଧା ଦେଶରେ କରୋନା ଟିକା ମିଳିବ ବୋଲି ଏମ୍ସ୍ର ନିର୍ଦ୍ଦେଶକ ଡ.ରଣଦୀପ୍ ଗୁଲେରିଆ ସୂଚନା ଦେଇଛନ୍ତି। ସମ୍ପ୍ରତି ଦେଶରେ କରୋନା ଟିକାର…
ଅଫ୍ଲାଇନ୍ରେ ହେବ ମାଟ୍ରିକ, +୨ ପରୀକ୍ଷା: ମନ୍ତ୍ରୀ
ଭୁବନେଶ୍ୱର,୩।୧୨(ବ୍ୟୁରୋ): ମାଟ୍ରିକ ଓ ଯୁକ୍ତ ଦୁଇ ପରୀକ୍ଷା ଅଫଲାଇନ୍ରେ ହେବ। ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ଗୁରୁବାର ଏ ନେଇ ସୂଚନା ଦେଇଛନ୍ତି। ଯେତେବେଳେ ବି ପରୀକ୍ଷା ହେବ ଅଫଲାଇନ୍ରେ ହିଁ ହେବ। ଅଫ୍ଲାଇନ୍ରେ ପରୀକ୍ଷା ପାଇଁ ସିବିଏସ୍ଇ…
ଦେଶ ଲଢୁଛି ୨ଟି ଲଢ଼େଇ: ନୌସେନା ମୁଖ୍ୟ
ନୂଆଦିଲ୍ଲୀ,୩।୧୨: ସମ୍ପ୍ରତି ଦେଶ ଏକା ସମୟରେ ୨ଟି ଲଢ଼େଇ ଲଢୁଛି। ଦେଶ ଭିତରେ ଗୋଟିଏ ଲଢ଼େଇ କରୋନା ମହାମାରୀ ବିରୋଧରେ ଜାରି ରହିଛି। ସେହିପରି ଭାରତ ଚାଇନା ସୀମା(ଏଲ୍ଏସି)ରେ ମଧ୍ୟ ଲଢ଼େଇ ଭଳି ସ୍ଥିତି ସୃଷ୍ଟି ହୋଇଛି। ଏଠାରେ ଚାଇନା ଜାଣିଶୁଣି…
ଅନ୍ନଦାତାଙ୍କ ରୋଷ: ଏନ୍ଏଚ୍-୯ ଅବରୋଧ, ସରକାରଙ୍କ ପାଖରେ ୩ ବିକଳ୍ପ
ନୂଆଦିଲ୍ଲୀ,୩।୧୨: କୃଷି ଆଇନ ନେଇ ଅନ୍ନଦାତାଙ୍କ ଆନ୍ଦୋଳନ ତୀବ୍ରତର ହେବାରେ ଲାଗିଛି। ପଞ୍ଜାବ ଏବଂ ହରିୟାଣାର ଚାଷୀ ଦିଲ୍ଲୀ ମୁହାଁ ହୋଇଥିବାବେଳେ ସେମାନଙ୍କୁ ଦିଲ୍ଲୀରେ ପ୍ରବେଶ ନ କରାଇବା ଲାଗି ସୀମାକୁ ସିଲ୍ କରିଦିଆଯାଇଛି। ଫଳରେ ଚାଷୀମାନେ ଏନ୍ଏଚ୍-୯ ଅବରୋଧ କରି…
ଶ୍ରୀମନ୍ଦିର ଭଳି ଲିଙ୍ଗରାଜ ମନ୍ଦିର ପାଇଁ ଆସିବ ସ୍ବତନ୍ତ୍ର ଆଇନ: ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୨।୧୨(ବ୍ୟୁରୋ)-ପୁରୀ ଶ୍ରୀମନ୍ଦିର ଆଇନ ଢାଞ୍ଚାରେ ଭୁବନେଶ୍ୱରର ଶ୍ରୀଲିଙ୍ଗରାଜ ମନ୍ଦିର ପାଇଁ ଖୁବଶୀଘ୍ର ଏକ ସ୍ବତନ୍ତ୍ର ଆଇନ ପ୍ରଣୟନ କରାଯିବ। ଓଡ଼ିଶା ହିନ୍ଦୁ ଦେବୋତ୍ତର ଆଇନ-୧୯୫୧ ଅନୁଯାୟୀ ମନ୍ଦିର ପରିଚାଳନା କରିବା ପରିବର୍ତ୍ତେ ରାଜ୍ୟ ସରକାରଙ୍କ ଏହି ନୂତନ ଆଇନ ଦ୍ୱାରା ସମସ୍ତ…
Archives


