Home Middle

ସାବଧାନ ! ସ୍ମାର୍ଟଫୋନ୍‌ରୁ ଶୀଘ୍ର ଡିଲିଟ୍‌ କରନ୍ତୁ ଏସବୁ ଆପ୍‌…

ଓ୍ବାଶିଂଟନ/ ନୂଆଦିଲ୍ଲୀ,୧୯।୬: ଗୁଗଲକୁ ପୁଣି ଥରେ ଜୋକର ଭାଇରସ୍‌ ଫେରିଛି। ଏହା ମୁଖ୍ୟତଃ ୮ଟି ଆଣ୍ଡ୍ରଏଡ୍‌ ଆପ୍‌କୁ ଟାର୍ଗେଟ୍‌ କରିଛି। ଏସବୁ ଆପ୍‌କୁ ଶୀଘ୍ର ନିଜ ନିଜ ସ୍ମାର୍ଟଫୋନ୍‌ରୁ ଡିଲିଟ୍‌ କରିବାକୁ କୁଇକ୍‌ ହିଲ୍‌ ସିକ୍ୟୁରିଟି ଲାବ୍‌ ପକ୍ଷରୁ ସତର୍କ ସୂଚନା…

ଡ୍ରାଗନର ନୂଆ ଷଡ଼ଯନ୍ତ୍ର: ଭାରତରେ ସାଇବର ଆକ୍ରମଣ ପାଇଁ ବ୍ଲୁପ୍ରିଣ୍ଟ୍‌…

ନୂଆଦିଲ୍ଲୀ,୧୯।୬: କରୋନା ମହାମାରୀ ଭୂତାଣୁ ଯୋଗୁ ପୃଥିବୀରେ ଆତଙ୍କ ସୃଷ୍ଟି କରିଥିବା ଚାଇନା ଏବେ ଭାରତରେ ନୂଆ ସଙ୍କଟ ସୃଷ୍ଟି କରିବା ଲାଗି ଷଡ଼ଯନ୍ତ୍ର ରଚିଛି। ଭାରତର ଟେଲିକମ୍‌ ସେକ୍ଟର, ସରକାରୀ କ୍ଷେତ୍ର, ପ୍ରତିରକ୍ଷା ସମେତ ଅନ୍ୟ ଗୁରୁତ୍ୱପୂର୍ଣ୍ଣ ସେକ୍ଟର ଉପରେ…

ବିପଦ ଉପରେ ପୁଣି ନୂଆ ବିପଦ: ୬ରୁ ୮ସପ୍ତାହ ମଧ୍ୟରେ ତୃତୀୟ ଲହର…

ନୂଆଦିଲ୍ଲୀ,୧୯।୬: ଦେଶରେ କରୋନା ମହାମାରୀର ଦ୍ୱିତୀୟ ଲହର ଶେଷ ନ ହେଉଣୁ ପୁଣି ନୂଆ ବିପଦ ମାଡ଼ି ଆସୁଥିବା ନେଇ ଏମ୍ସ୍‌ ପକ୍ଷରୁ ସୂଚନା ଦିଆଯାଇଛି। ଆଉ ୬ରୁ ୮ ସପ୍ତାହ ମଧ୍ୟରେ ଦେଶରେ କରୋନା ମହାମାରୀର ତୃତୀୟ ଲହର ଦେଖାଯିବ…

ନୂଆ ଆକ୍ରାନ୍ତ-ମୃତକଙ୍କ ସଂଖ୍ୟା କମିଲା…

ନୂଆଦିଲ୍ଲୀ,୧୯।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତିରେ ଧୀରେଧୀରେ ସୁଧାର ଆସୁଛି। ଲକ୍‌ଡାଉନ୍‌ ପ୍ରଭାବରୁ ସଂକ୍ରମଣ କମିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦେଶରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୬୦ ହଜାର ୭୫୩ ରେ ପହଞ୍ଚିଛି। ସେହିପରି ଏହି ସମୟ ମଧ୍ୟରେ…

ଅକ୍ଟୋବରରେ ତୃତୀୟ ଲହର

ବେଙ୍ଗାଲୁରୁ, ୧୯।୬: ଭାରତରେ କରୋନା ଭୂତାଣୁ ସଂକ୍ରମଣର ତୃତୀୟ ଲହର ଅକ୍ଟୋବର ସୁଦ୍ଧା ଆସିପାରେ ବୋଲି ବିଶେଷଜ୍ଞମାନେ ମତ ଦେଇଛନ୍ତି। ଯଦିଓ ବର୍ତ୍ତମାନର ସଂକ୍ରମଣଠାରୁ ତୃତୀୟ ଲହରକୁ ଅଧିକ ଭଲ ଭାବରେ ନିୟନ୍ତ୍ରଣ କରାଯାଇପାରିବ, ତେବେ ମହାମାରୀ ଅନୂ୍ୟନ ଆଉ ବର୍ଷେ…

ରାଜ୍ୟରେ ୩ହଜାରରୁ ଊର୍ଦ୍ଧ୍ୱ ଆକ୍ରାନ୍ତ ଚିହ୍ନଟ: ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୧୯।୬(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଧୀରେ ଧୀରେ ନିୟନ୍ତ୍ରଣକୁ ଆସୁଛି। ଗତ କିଛି ଦିରୁ ନୂଆ ଦୈନିକ ସଂକମ୍ରଣ ସଂଖ୍ୟା ୪ହଜାରରୁ ତଳେ ରହିଛି। ଶୁକ୍ରବାର ରାଜ୍ୟରେ ୩,୮୦୬ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଶନିବାର ଏହି ସଂଖ୍ୟାରେ ସାମାନ୍ୟ…

ଜୀବନ ଯୁଦ୍ଧରେ ହାରିଲେ ଫ୍ଲାଇଂ ଶିଖ୍‌ ମିଲ୍‌ଖା

ଚଣ୍ଡିଗଡ଼,୧୯।୬: ଭାରତର ମହାନ ଧାବକ ମିଲଖା ସିଂହଙ୍କ ପରଲୋକ। ଦୌଡ଼ ପ୍ରତିଯୋଗୀତାରେ କେବେ ହାର ମାନି ନ ଥିବା ମିଲ୍‌ଖା ଆଜି କିନ୍ତୁ ଜୀବନ ଯୁଦ୍ଧରେ ହାରିଯାଇଛନ୍ତି। ୯୧ ବର୍ଷ ବୟସରେ ତାଙ୍କର ଦେହାନ୍ତ ଘଟିଛି। ୧୯୫୮ କମନୱେଲଥ୍‌ ଗେମ୍ସର ଚାମ୍ପିଅନ…

ପରଲୋକରେ ଭିଜିଲାନ୍ସ ନିର୍ଦ୍ଦେଶକ

ଭୁବନେଶ୍ୱର,୧୯।୬(ବ୍ୟୁରୋ): ବରିଷ୍ଠ ଆଇପିଏସ୍‌ ଅଫିସର ତଥା ଭିଜିଲାନ୍ସ ନିର୍ଦ୍ଦେଶକ ଦେବାଶିଷ ପାଣିଗ୍ରାହୀଙ୍କ ପରଲୋକ ଘଟିଛି। କୋଲକାତାର ଏକ ଘରୋଇ ସୁପର ସ୍ପେଶାଲିଟି ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ଶୁକ୍ରବାର ତାଙ୍କର ଦେହାନ୍ତ ହୋଇଥିବା ସୂଚନା ମିଳିଛି। ମୃତ୍ୟୁ ବେଳକୁ ତାଙ୍କୁ ୫୬ବର୍ଷ ହୋଇଥିଲା।…

ଝାଡ଼ଖଣ୍ଡରେ ଚିହ୍ନଟ ଭାରିଆଣ୍ଟ ଅଧିକ ବିପଜ୍ଜନକ

ରାଞ୍ଚି,୧୮।୬: ଝାଡ଼ଖଣ୍ଡରେ କରୋନା ଭୂତାଣୁର ଡେଲ୍ଟା ପ୍ଲସ୍‌ ଭାରିଆଣ୍ଟ ଚିହ୍ନଟ ହୋଇଛି। ଫଳରେ ଏହି ରାଜ୍ୟରେ ଖୁବ୍‌ଶୀଘ୍ର ସଂକ୍ରମଣର ତୃତୀୟ ଲହର ଆସିବା ସମ୍ଭାବନା ବୃଦ୍ଧି ପାଇଛି। ଝାଡ଼ଖଣ୍ଡରୁ କୋଭିଡ୍‌-୧୯ ପରୀକ୍ଷା ବେଳେ ସଂଗୃହୀତ ନମୁନା ଜିନୋମ ସିକ୍ୱେନ୍ସିଂ ପାଇଁ ଭୁବନେଶ୍ୱରର…

ପଦାର୍ପଣରେ ଲେଡି ସେହ୍ବାଗଙ୍କ ରେକର୍ଡ

ବ୍ରିଷ୍ଟଲ,୧୮ା୬: ଲେଡି ସେହ୍ବାଗ ଭାବେ ମହିଳା କ୍ରିକେଟରେ ଜଣାଶୁଣା ଟିମ୍‌ ଇଣ୍ଡିଆର ଓପନର ଶେଫାଳି ବର୍ମା ପଦାର୍ପଣ ଟେଷ୍ଟରେ ଇତିହାସ ରଚିଛନ୍ତି। ୧୭ ବର୍ଷୀୟା ବ୍ୟାଟ୍ସଓମେନ କ୍ୟାରିୟରର ପ୍ରଥମ ଟେଷ୍ଟ ମ୍ୟାଚ୍‌ର ଉଭୟ ପାଳିରେ ଖେଳିଛନ୍ତି ଅର୍ଦ୍ଧଶତକୀୟ ଇନିଂସ। ବିଶ୍ୱର ଚତୁର୍ଥ…

ମନ ଭାଙ୍ଗିଦେଲା ବର୍ଷା

ସାଉଥାମ୍ପଟନ,୧୮ା୬: ମନ ଭାଙ୍ଗିଦେଲା ବର୍ଷା। ଲଗାଣ ବର୍ଷ କାରଣରୁ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ (ଡବ୍ଲ୍ୟୁଟିସି) ଫାଇନାଲ ମ୍ୟାଚ୍‌ର ପ୍ରଥମ ଦିନ ଖେଳ ସମ୍ଭବ ହୋଇପାରିନାହିଁ। ଏପରି କି ବିନା ଟସ୍‌ରେ ଅଫିସିଆଲଙ୍କୁ ଷ୍ଟମ୍ପ୍ସ ଘୋଷଣା କରିବାକୁ ପଡ଼ିଛି। ମ୍ୟାଚ୍‌ ଲାଗି ଗୁରୁବାର…

ଆହୁରି ୨୪ ଘଣ୍ଟା ପ୍ରବଳ ବର୍ଷା

ଭୁବନେଶ୍ବର,୧୮।୬: ରାଜ୍ୟର ୧୦ରୁ ଊର୍ଦ୍ଧ୍ୱ ଜିଲାରେ ଆସନ୍ତା ୨୪ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଶୁକ୍ରବାର ସତର୍କ ସୂଚନା ଜାରି କରାଯାଇଛି। ଏହି ଜିଲାଗୁଡିକ ହେଲା ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?