Home Middle

ସ୍ପେସ୍‌ ଷ୍ଟେଶନ ମୁହାଁ ୩ ମହାକାଶ ଯାତ୍ରୀ…

ବେଜିଂ,୧୭।୬: ଚାଇନା ଏହାର ନୂଆ ସ୍ପେସ୍‌ ଷ୍ଟେଶନ ଅଭିମୁଖେ ୩ ଜଣ ମହାକାଶ ଯାତ୍ରୀଙ୍କୁ ଗୁରୁବାର ପୂର୍ବାହ୍ନ ୯ଟା ୨୨ରେ ପଠାଇଛି। ଶେନଝୋଉ-୧୨ ମହାକାଶ ଯାନକୁ ରକେଟ ଲୋଙ୍ଗ୍‌ ମାର୍ଚ୍ଚ-୨-ଏଫ୍‌ଓ୍ବାଇ-୧୨ ଦ୍ୱାରା ଉତ୍ତର ପଶ୍ଚିମ ଚାଇନାର ଗୋବି ମରୁଭୂମିରେ ଥିବା ଜିଓକ୍ୱାନ୍‌…

ପୁଣି ବଢ଼ିଲା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା…

ନୂଆଦିଲ୍ଲୀ,୧୭।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତିରେ ଧୀରେଧୀରେ ସୁଧାର ଆସୁଛି। ଲକ୍‌ଡାଉନ୍‌ ପ୍ରଭାବରୁ ସଂକ୍ରମଣ କମିବାରେ ଲାଗିଛି। ତେବେ ଦିନେ ନୂଆ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା କମିଲେ ପୁଣି ଏହା ବଢୁଛି। ବୁଧବାର ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୬୨…

ରାଜ୍ୟରେ ୩ହଜାରରୁ ଊର୍ଦ୍ଧ୍ୱ ଆକ୍ରାନ୍ତ ଚିହ୍ନଟ: ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୧୭।୬(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଧୀରେ ଧୀରେ ନିୟନ୍ତ୍ରଣକୁ ଆସୁଛି। ଗତ କିଛି ଦିରୁ ନୂଆ ଦୈନିକ ସଂକମ୍ରଣ ସଂଖ୍ୟା ୪ହଜାରରୁ ତଳେ ରହିଛି। ବୁଧବାର ରାଜ୍ୟରେ ୩,୫୩୫ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଗୁରୁବାର ଏହି ସଂଖ୍ୟାରେ ସାମାନ୍ୟ…

ଜୁଲାଇ ୨୫ ପର୍ଯ୍ୟନ୍ତ ମିଳିବ ନାହିଁ ମହାପ୍ରଭୁଙ୍କ ଦର୍ଶନ

ପୁରୀ,୧୬।୬: ପୁରୀ ମନ୍ଦିର ମୁଖ୍ୟ ପ୍ରଶାସକଙ୍କ ଅଧ୍ୟକ୍ଷତାରେ ବୁଧବାର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଥିଲା। କରୋନା କଟକଣା ପାଇଁ ଶ୍ରୀମନ୍ଦିରକୁ ଜୁନ ୧୭ ପର୍ଯ୍ୟନ୍ତ ବନ୍ଦ ରଖାଯାଇଥିବା ବେଳେ ଏହାର ଅବଧିକୁ ଆହୁରି ବୃଦ୍ଧି କରିବାକୁ ବୈଠକରେ ନିଷ୍ପତ୍ତି ହୋଇଥିଲା।…

ବିନା ଭକ୍ତରେ ହେବ ସ୍ନାନ ପୂର୍ଣ୍ଣିମା

ପୁରୀ,୧୬।୬: ରଥଯାତ୍ରା ଭଳି ବିନା ଭକ୍ତରେ ଅନୁଷ୍ଠିତ ହେବ ମହାପ୍ରଭୁଙ୍କ ଦେବସ୍ନାନ ପୂର୍ଣ୍ଣିମା। ବୁଧବାର ଅନୁଷ୍ଠିତ ପୁରୀ ମନ୍ଦିର ପ୍ରଶାସକ ବୈଠକରେ ଏନେଇ ନିଷ୍ପତ୍ତି ହୋଇଛି। ବୈଠକର ନିଷ୍ପତ୍ତି ଅନୁସାରେ ଜୁଲାଇ ୨୫ ତାରିଖ ପର୍ଯ୍ୟନ୍ତ ଭକ୍ତଙ୍କ ଲାଗି ଶ୍ରୀମନ୍ଦିର ବନ୍ଦ…

୬ ହାର୍ଡକୋର ମାଓବାଦୀ ମୃତ, ବିପୁଳ ପରିମାଣର ବିସ୍ଫୋରକ ସାମଗ୍ରୀ ଜବତ

ମାଲକାନଗିରି,୧୬ା୬(ଡି.ଏନ୍‌.ଏ.): ମାଲକାନଗିରି ଜିଲା ସୀମାନ୍ତ ଆନ୍ଧ୍ର ପ୍ରଦେଶ ବିଶାଖାପାଟଣା ଜିଲା କାୟାଉର ଥାନା ଅନ୍ତର୍ଗତ ମେଟା ଜଙ୍ଗଲରେ ବୁଧବାର ଭୋର୍‌ରୁ ମାଓବାଦୀ ଓ ସୁରକ୍ଷାକର୍ମୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇ ଏଥିରେ ୬ ଜଣ ହାର୍ଡକୋର ମାଓବାଦୀଙ୍କ ମୃତ୍ୟୁ ହୋଇଥିବା ସୂଚନା…

କୋଭାକ୍ସିନ୍‌ରେ ନବଜାତ ବାଛୁରୀ ସିରମ୍‌: ଗୋହତ୍ୟା ଅଭିଯୋଗ ଆଣିଲା କଂଗ୍ରେସ…

ନୂଆଦିଲ୍ଲୀ,୧୬।୬: ଭାରତ ବାୟୋଟକ୍‌ ଦ୍ୱାରା ତିଆରି ହୋଇଥିବା କୋଭାକ୍ସିନ୍‌ ଟିକାକୁ ନେଇ ବିବାଦ ସୃଷ୍ଟି ହୋଇଛି। ସୂଚନା ଅଧିକାର ଆଇନ ଅନ୍ତର୍ଗତ ପଚରା ଯାଇଥିବା ଏକ ପ୍ରଶ୍ନର ଉତ୍ତରରୁ ଜଣାପଡ଼ିଛି ଯେ, କୋଭାକ୍ସିନ୍‌ରେ ୩ରୁ ୨୦ ଦିନର ନବଜାତ ବାଛୁରୀ ସିରମ୍‌…

ସମ୍ପୂର୍ଣ୍ଣ ଉଠିଲାନି, ଆଂଶିକ କୋହଳ ହେଲା ଲକ୍‌ଡାଉନ୍‌; ଜାଣନ୍ତୁ ହେଲା କି ପରିବର୍ତ୍ତନ..

ଭୁବନେଶ୍ୱର,୧୬।୬(ବ୍ୟୁରୋ): ବର୍ତ୍ତମାନ ରାଜ୍ୟରେ କରୋନା ସଂକ୍ରମଣ ଧିରେ ଧିରେ କମିବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଲକଡାଉନ୍‌ କଟକଣାକୁ ଆଂଶିକ କୋହଳ କରାଯାଇଛି। ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ସଂକ୍ରମଣ ୫% ତଳକୁ ଆସିଛି। ଏଣୁ ଗୁରୁବାର ସକାଳ ୫ଟା ପରଠାରୁ…

ଶ୍ରୀମନ୍ଦିର ହେବ ଆଲୋକୀକରଣ

ପୁରୀ ଅଫିସ,୧୬।୬: ଶ୍ରୀମନ୍ଦିରକୁ ଆଲୋକୀକରଣ କରାଯିବ। ରଙ୍ଗବେରଙ୍ଗ ଆଲୋକରେ ଶ୍ରୀମନ୍ଦିର ଚୂଡ଼ାରୁ ତଳ ଭାଗ ପର୍ଯ୍ୟନ୍ତ ଝଲସିବ। ଏନେଇ ଭାରତୀୟ ପ୍ରତ୍ନତତ୍ତ୍ବ ବିଭାଗ (ଏଏସ୍‌ଆଇ)ର ପାଞ୍ଚଜଣିଆ ବୈଷୟିକ ଟିମ୍‌ ମଙ୍ଗଳବାର ଶ୍ରୀମନ୍ଦିର ଭିତରକୁ ଯାଇ ଆଲୋକୀକରଣ ବ୍ୟବସ୍ଥା ଅନୁଧ୍ୟାନ କରିଛନ୍ତି। ନାଟମଣ୍ଡପ,…

ମିଛ ଟିକାକରଣ ଅଭିଯାନ: ଟିକା ନେଇଥିବା ୩୯୦ ଲୋକଙ୍କଠାରେ ନାହିଁ କୌଣସି ଲକ୍ଷଣ…

ମୁମ୍ବାଇ,୧୬।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ଆତଙ୍କ ଦେଖାଦେଇଛି। ସଂକ୍ରମଣରୁ ଦୂରେଇ ରହିବା ଲାଗି ସରକାରଙ୍କ ପକ୍ଷରୁ ସାର୍ବଜନୀକ ଟିକାକରଣ ଅଭିଯାନ ଜାରି ରହିଛି। ତେବେ ଭାକ୍ସିନ୍‌ର ଡୋଜ୍‌ ନେବା ପରେ ମୁମ୍ବାଇର ୩୯୦ ଲୋକଙ୍କଠାରେ କୌଣସି ଲକ୍ଷଣ ପ୍ରକାଶ…

ଡୋଜ୍‌ ନେଲା ପରେ ବି ହେଉଛି କରୋନା: ବଢୁଛି ଚିନ୍ତା…

ଓ୍ବାଶିଂଟନ/ଲଣ୍ଡନ/ନୂଆଦିଲ୍ଲୀ,୧୬।୬: ପୃଥିବୀରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ଆତଙ୍କ ଦେଖାଦେଇଛି। ସଂକ୍ରମଣରୁ ଦୂରେଇ ରହିବା ଲାଗି ଟିକାକରଣ ଅଭିଯାନ ଜାରି ରହିଛି। ତେବେ ଭାକ୍ସିନ୍‌ର ଦୁଇ ଡୋଜ୍‌ ନେବା ପରେ ବି ଲୋକେ କରୋନାରେ ପୁଣି ଆକ୍ରାନ୍ତ ହେଉଛନ୍ତି। ତେଣୁ ସୁରକ୍ଷା…

ଟୁଇଟର୍‌କୁ ଆଉ ମିଳିବନି ଆଇନଗତ ସୁରକ୍ଷା…

ନୂଆଦିଲ୍ଲୀ,୧୬।୬: ଭାରତରେ ଏଣକି ଟୁଇଟର୍‌କୁ ଆଉ ଆଇନଗତ ସୁରକ୍ଷା ମିଳିବନି। ନୂଆ ଆଇଟି ଆଇନର ପାଳନ ନ କରିବାକୁ ଭାରତ ସରକାର ଉପଲବ୍ଧ ଆଇନଗତ ସୁରକ୍ଷା ନ ଦେବାକୁ ଘୋଷଣା କରିଛନ୍ତି। ମେ’ ୨୫ରେ କେନ୍ଦ୍ର ସରକାରଙ୍କ ପକ୍ଷରୁ ନୂଆ ଆଇନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?