ଆଜି ରାଜ୍ୟରେ ୫୧୮ କରୋନା ଆକ୍ରାନ୍ତ ଚିହ୍ନଟ, ୪ ଜଣଙ୍କ ଜୀବନଗଲା
ଭୁବନେଶ୍ୱର,୨୯ା୧୧(ବ୍ୟୁରୋ): ରବିବାର ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ହ୍ରାସ ପାଇଥିବା ବେଳେ ମୃତ୍ୟୁ ସଂଖ୍ୟା ମଧ୍ୟ ହ୍ରାସ ପାଇଛି। ତେବେ ଆଜି ୨୧ ଜିଲାରୁ ୫୧୮ ନୂଆ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେହିପରି ଆଜି ରାଜ୍ୟରୁ ୪ ଜଣଙ୍କ ମୃତ୍ୟୁ ଘଟିଛି।…
ରାତି ସାରା ମୋର୍ଟାର ଶେଲିଂ ମାଡ଼ କଲା ପାକିସ୍ତାନ
ଶ୍ରୀନଗର,୨୯।୧୧: ଜମ୍ମୁ-କଶ୍ମୀରର ଭାରତ ପାକିସ୍ତାନ ନିୟନ୍ତ୍ରଣ ରେଖାରେ ଉତ୍ତେଜନା ଥମିବାର ନା ଧରୁନି। ଶନିବାର ରାତ୍ର ୯ଟା ୫୦ରୁ ରବିବାର ଭୋର୍ ୪ଟା ୧୫ ପର୍ଯ୍ୟନ୍ତ ପାକିସ୍ତାନ ଫରଓ୍ବାର୍ଡ ପୋଷ୍ଟଗୁଡ଼ିକରୁ ଭାରତୀୟ ସୀମାକୁ ଲକ୍ଷ୍ୟକରି ଘନ ଘନ ମୋର୍ଟାର ଶେଲିଂ ମାଡ଼…
କୃଷି ଆଇନ ଚାଷୀଙ୍କୁ ଦେଇଛି ଅଧିକାର: ମୋଦି
ନୂଆଦିଲ୍ଲୀ,୨୯।୧୧: କୃଷି ଆଇନ ଚାଷୀଙ୍କ ହାତମୁଠାକୁ ଟାଣ କରିଛି। ଏହାଦ୍ୱାରା ଚାଷୀଙ୍କ ସମସ୍ୟା ଦୂର ହୋଇଛି। ଚାଷୀଙ୍କ ଅଧିକାର ବୃଦ୍ଧି ପାଇଛି। ୭୧ତମ ମନ୍ କି ବାତ୍ କାର୍ଯ୍ୟକ୍ରମରେ ଯୋଗଦେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ଏଭି କହିଛନ୍ତି। କରୋନା ସଙ୍କଟରେ…
ଥମୁନି ‘ପରୀ’ ତାତି: ବିଧାନସଭାରେ ଭାଜପା ସଦସ୍ୟଙ୍କ ହୋ-ହଲ୍ଲା, ଗୃହ ମୁଲତବୀ
ଭୁବନେଶ୍ୱର,୨୯।୧୧(ବ୍ୟୁରୋ): ବିଧାନସଭାରେ ଥମୁନି ପରୀ ତାତି। ରବିବାର ମଧ୍ୟ ଗୃହରେ ଭାଜପା ସଦସ୍ୟଙ୍କ ହୋ-ହଲ୍ଲା ଦେଖିବାକୁ ମିଳିଛି। ଏପରିକି ବାଚସ୍ପତିଙ୍କ ପୋଡିୟମ ଉପରକୁ ସଦସ୍ୟମାନେ ଚଢ଼ିବାକୁ ଉଦ୍ୟମ କରିଛନ୍ତି। ସେମାନେ ମନ୍ତ୍ରୀ ଅରୁଣ ସାହୁଙ୍କ ଇସ୍ତଫା ସହ ଘଟଣାର ସିବିଆଇ ତଦନ୍ତ…
ସୁକମାରେ ଆଇଇଡ଼ି ବିସ୍ଫୋରଣ: ଜଣେ ଯବାନ ଶହୀଦ୍, ୧୦ କମାଣ୍ଡୋ ଆହତ
ସୁକମା,୨୯।୧୧: ଛତିଶଗଡ଼ ସୁକମାରେ ମାଓବାଦୀଙ୍କ ଆଇଇଡ଼ି ବିସ୍ଫୋରଣରେ ଜଣେ ସିଆର୍ପିଏଫ୍ ଯବାନ ଶହୀଦ୍ ହୋଇଛନ୍ତି। ଏହି ଘଟଣାରେ ୧୦ କମାଣ୍ଡୋ ଆହତ ହୋଇଛନ୍ତି। ଆହତଙ୍କୁ ଉଦ୍ଧାର କରାଯାଇ ଚିକିତ୍ସା ପାଇଁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସୁକମାର ତାଡ଼ମେଟଳା ଅଞ୍ଚଳରେ ୨୦୬ ବାଟାଲିଅନ୍…
ବିଧାୟକ ପ୍ରଦୀପ ପାଣିଗ୍ରାହୀ ବିଜେଡିରୁ ବହିଷ୍କୃତ
ଭୁବନେଶ୍ୱର,୨୯।୧୧(ବ୍ୟୁରୋ): ବିଜେଡିରୁ ବହିଷ୍କୃତ ହେଲେ ଗଞ୍ଜାମ ଗୋପାଳପୁର ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ପ୍ରଦୀପ ପାଣିଗ୍ରାହୀ। ତାଙ୍କୁ ପ୍ରାଥମିକ ସଦସ୍ୟ ପଦରୁ ବହିଷ୍କୃତ କରାଯାଇଛି। ଜନ ବିରୋଧୀ କାର୍ଯ୍ୟ ପାଇଁ ବିଜେଡି ସଭାପତିଙ୍କ ନିର୍ଦ୍ଦେଶ କ୍ରମେ ତାଙ୍କୁ ବହିଷ୍କାର କରାଯାଇଛି। ତେବେ…
ହିମାଳୟରେ ଚାଇନାର ଏସ୍ସିଏସ୍ କୌଶଳ
ନୂଆଦିଲ୍ଲୀ, ୨୯।୧୧: ଦକ୍ଷିଣ ଚାଇନା ସାଗର (ଏସ୍ସିଏସ୍)କୁ ନିଜର ବୋଲି ଦାବି କରି ସେଠାରେ ଆଧିପତ୍ୟ ଜାହିର କରୁଥିବା ବେଜିଂ ଏବେ ହିମାଳୟ ଅଞ୍ଚଳରେ ଅନୁରୂପ କୌଶଳ ଆପଣାଉଥିବା ଦେଖାଯାଇଛି। ପଡୋଶୀ ଦେଶର ସାର୍ବଭୌମତ୍ୱ ଦାବିକୁ ଅଣଦେଖା କରି ଚାଇନା ଏକତରଫା…
ପରୀ ହତ୍ୟା ମାମଲା: ତଦନ୍ତ କରିବ ଏସ୍ଆଇଟି
ଭୁବନେଶ୍ୱର,୨୯ା୧୧(ବ୍ୟୁରୋ): ନୟାଗଡ଼ ଜିଲାର ୫ବର୍ଷର ଶିଶୁ କନ୍ୟା ପରୀ ହତ୍ୟା ମାମଲାର ତଦନ୍ତ ସ୍ପେଶାଲ ଇନ୍ଭେଷ୍ଟିଗେଶନ ଟିମ୍(ଏସ୍ଆଇଟି) ବା ସ୍ବତନ୍ତ୍ର ତଦନ୍ତକାରୀ ଟିମ୍ ଦ୍ୱାରା କରାଯିବ। ହାଇକୋର୍ଟଙ୍କ ତତ୍ତ୍ୱାବଧାନରେ ଏହି ତଦନ୍ତ କରାଯିବ ବୋଲି ଶନିବାର ସଂସଦୀୟ ବ୍ୟାପାର ମନ୍ତ୍ରୀ ବିକ୍ରମ…
ଟିକା ନେବା ପରେ ଚିକିତ୍ସାଳୟ ଯିବା ଦରକାର ନାହିଁ
ଭୁବନେଶ୍ୱର,୨୯ା୧୧: ସାରା ଦେଶରେ କୋଭିଡ୍-୧୯ର ଭୟ ବର୍ତ୍ତମାନ ମଧ୍ୟ ସମସ୍ତଙ୍କୁ ଚକିତ କରି ରଖିଛି। ଏହି ମହାମାରୀକୁ ରୋକିବା ପାଇଁ ଟିକାର ଆବଶ୍ୟକତା ରହିଛି। ହେଲେ ଟିକା ନେବା ପରେ ଆଉ ଚିକିତ୍ସାଳୟ ଯିବା ଠିକ୍ ନୁହେଁ। ଏହିି ଭୟାନକ ସଂକ୍ରମଣ…
ଶ୍ରଦ୍ଧାଳୁଙ୍କୁ ଶିବଗଙ୍ଗା ମନା
ଆରଡ଼ି,୨୯।୧୧(ଡି.ଏନ.ଏ.)-ଭଦ୍ରକ ଜିଲାର ଅନନ୍ୟ ଶୈବପୀଠ ବାବା ଆଖଣ୍ଡଳମଣିଙ୍କ ବିଜେସ୍ଥଳ ଆରଡ଼ିର ଶିବଗଙ୍ଗା ପୁଷ୍କରିଣୀରେ ଏବର୍ଷ କୋଭିଡ୍ କଟକଣା ପାଇଁ ଶ୍ରଦ୍ଧାଳୁମାନେ ଡଙ୍ଗା ଭସାଇପାରିବେ ନାହିଁ। ରାହାସ ପୂର୍ଣ୍ଣିମାରେ ପୀଠକୁ ଭକ୍ତମାନଙ୍କ ଆଗମନରେ ରୋକ ଲଗାଇଛି ଜିଲା ପ୍ରଶାସନ। ଏଥିସହିତ ପୀଠରେ ଥିବା…
ଡିସେମ୍ବରରେ ୭୫ ପ୍ରତିଶତ କର୍ମଚାରୀଙ୍କୁ ନେଇ ଚାଲିବ ଅଫିସ
ଭୁବନେଶ୍ୱର,୨୮ା୧୧(ବ୍ୟୁରୋ)- କୋଭିଡ୍-୧୯ ମହାମାରୀକୁ ଦୃଷ୍ଟିରେ ରଖି ଅତ୍ୟାବଶ୍ୟକ ସେବା ଯୋଗାଉଥିବା ଅଫିସଗୁଡିକୁ ବାଦ ଦେଇ ସମସ୍ତ ସରକାରୀ କାର୍ଯ୍ୟାଳୟ ୫୦ ପ୍ରତିଶତ କର୍ମଚାରୀଙ୍କୁ ନେଇ ଚାଲୁଛି। କର୍ମଚାରୀମାନେ ରୋଷ୍ଟର ଡ୍ୟୁଟି କରୁଛନ୍ତି। ତେବେ ଆସନ୍ତା ଡିସେମ୍ବର ପହିଲାରୁ କଟକ ଓ ଭୁବନେଶ୍ୱରରେ…
ରାଜ୍ୟରେ ସୁସ୍ଥ ହେଲେ ୮୦୨ କରୋନା ଆକ୍ରାନ୍ତ: ଖୋର୍ଦ୍ଧା ଜିଲାରୁ ସର୍ବାଧିକ ସୁସ୍ଥ
ଭୁବନେଶ୍ୱର,୨୮।୧୧।(ବ୍ୟୁରୋ)-ରାଜ୍ୟରେ ଶନିବାର ଆଉ ୮୦୨ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୧୦୪ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ ସୁନ୍ଦରଗଡରୁ ୮୦, କଟକରୁ ୭୦, ମୟୁରଭଞ୍ଜରୁ ୫୬, ଜଗତସିଂହପୁରରୁ ୫୧, ନୂଆପଡାରୁ ୪୯, ଅନୁଗୁଳରୁ ୪୩, କେନ୍ଦ୍ରାପଡାରୁ ୩୨, ବଲାଙ୍ଗୀରରୁ…
Archives


