Home Middle

ଭୁବନେଶ୍ୱରରୁ ଆଜି ୪୩ ପଜିଟିଭ ଚିହ୍ନଟ: ସେଥିରୁ ଲୋକାଲ କେସ୍‌ ୩୪

ଭୁବନେଶ୍ୱର,୨୮ ା୧୧(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ଆଜି ଆଉ୪୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନରୁ ୯ ଜଣ ଚିହ୍ନଟ ହୋଇଥିବାବେଳେ ଲୋକାଲ କଣ୍ଟାକ୍ଟ କେସ ୩୪ ରହିଛି। ସେହିପରି ଆଜି ଭୁବନେଶ୍ୱରରୁ ୪୬ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ…

କରୋନା ଭ୍ୟାକ୍ସିନକୁ ନେଇ ସମୀକ୍ଷା କଲେ ମୋଦି

ଅହମଦାବାଦ,୨୮ ।୧୧: କରୋନା ଭାଇରସ ପାଇଁ ଦେଶରେ ପ୍ରସ୍ତୁତ ହେଉଥିବା ଭ୍ୟାକ୍ସିନ ବା ଟିକା ସମ୍ପର୍କରେ ସମୀକ୍ଷା କରିବା ଲାଗି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ଦେଶର ୩ଟି ପ୍ରୟୋଗଶାଳା ଗସ୍ତ କରିଛନ୍ତି । ପ୍ରଥମେ ମୋଦି ଅହମଦାବାଦ ପହଞ୍ଚିଛନ୍ତି ।…

ଚାଇନାର ମିଥ୍ୟା ପ୍ରଚାର: ଭାରତ ଯୋଗୁ ବ୍ୟାପିଛି କରୋନା

ବେଜିଂ,୨୮।୧୧: ଚାଇନା ଏବେ ଭାରତ ବିରୋଧରେ ମିଥ୍ୟା ପ୍ରଚାର ଆରମ୍ଭ କରିଛି। ଉହାନ ସହର କରୋନାର ଏନ୍ତୁଡ଼ିଶାଳ ପାଲଟିଥିବାବେଳେ ଚାଇନା ଭାରତରୁ କରୋନାର ସଂକ୍ରମଣ ପୃଥିବୀରେ ବ୍ୟାପି ଥିବା ଭ୍ରମାତ୍ମକ ଖବର ପ୍ରସାର କରୁଛି। ଚାଇନାର ବୈଜ୍ଞାନିକ କହିଛନ୍ତି ଯେ, ଭାରତରେ…

କଳା ଆଇନ ଫେରାଇ ନିଅ

ନୂଆଦିଲ୍ଲୀ,୨୮ା୧୧: କେନ୍ଦ୍ର ସରକାରଙ୍କ ଚାଷୀମାରଣ ନୀତି ସମ୍ବଳିତ ୩ ବିବାଦୀୟ କୃଷି ଆଇନକୁ ପ୍ରତ୍ୟାହାର ପାଇଁ ଦାବି ଜୋର୍‌ ଧରିଛି। କୃଷକମାନେ ଏହି ‘କଳା ଆଇନ’ ଫେରାଇନେବା ପାଇଁ କେନ୍ଦ୍ର ନିକଟରେ ଅଡ଼ିବସିଛନ୍ତି। ଇତିମଧ୍ୟରେ କେନ୍ଦ୍ର କୃଷିମନ୍ତ୍ରୀ ନରେନ୍ଦ୍ର ସିଂ ତୋମାର…

ପୁଅ ଆକାଶଙ୍କ ସହ ଜେଲଗଲେ ଅଭୟକାନ୍ତ

ଭୁବନେଶ୍ୱର,୨୭।୧୧(ବ୍ୟୁରୋ): ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବରିଷ୍ଠ ଆଇଏଫ୍‌ଏସ୍‌ ଅଧିକାରୀ ତଥା ରାଜ୍ୟର ଅତିରିକ୍ତ ପିସିସିଏଫ୍‌ ଅଭୟକାନ୍ତ ପାଠକ ଓ ପୁଅ ଆକାଶଙ୍କୁ ଶେଷରେ ଶୁକ୍ରବାର ଭିଜିଲାନ୍ସ ଗିରଫ କରିଛି। ପରେ ଉଭୟଙ୍କୁ ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟରେ ହାଜର କରାଯାଇଥିଲା।…

ମଇଁଷି ପଲ ଉପରେ ଚଢିଗଲା ଟ୍ରେନ : ୩୧ ମଇଁଷି ମୃତ

ଢେଙ୍କାନାଳ ଅଫିସ, ୨୭।୧୧-ଢେଙ୍କାନାଳ ସଦର ଥାନା ଗୋବିନ୍ଦପୁର ଫାଣ୍ଡି ଅନ୍ତର୍ଗତ ଯୋରନ୍ଦା ରୋଡ୍‌ ରେଳଷ୍ଟେଶନ ନିକଟରେ ଶୁକ୍ରବାର ଅପରାହ୍ନ ୩ଟା ୧୧ରେ ଛାତିଥରା ଦୁର୍ଘଟଣା ଘଟିଛି। ଭୁବନେଶ୍ୱର-ରାଉରକେଲା ଇଣ୍ଟରସିଟି ଧକ୍କାରେ ୩୧ ମଇଁଷିଙ୍କ ମୃତ୍ୟୁ ଘଟିଛି। ମଇଁଷି ମୃତଦେହ ରେଳଧାରଣା ଉପରେ…

ଡିସେମ୍ବର ୧ରୁ ଖୋଲିବ ରାଜ୍ୟର ସମସ୍ତ ମେଡିକାଲ କଲେଜ

ଭୁବନେଶ୍ୱର,୨୭ ା୧୧(ବ୍ୟୁରୋ)-ଡିସେମ୍ବର ୧ରୁ ଖୋଲିବ ରାଜ୍ୟର ସମସ୍ତ ମେଡିକାଲ କଲେଜ। ମେଡିକାଲ କଲେଜର ଛାତ୍ରଛାତ୍ରୀଙ୍କ ପାଠପଢା ପାଇଁ କଲେଜ ଖୋଲିବ। ଏ ନେଇ ଶୁକ୍ରବାର ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଘୋଷଣା କରାଯାଇଛି। କରୋନା ଗାଇଡଲାଇନ ମାନିବା…

ରାଜ୍ୟରେ ସୁସ୍ଥ ହେଲେ ୯୦୮ କରୋନା ଆକ୍ରାନ୍ତ: ଖୋର୍ଦ୍ଧା ଜିଲାରୁ ସର୍ବାଧିକ ସୁସ୍ଥ

ଭୁବନେଶ୍ୱର,୨୭ ା୧୧(ବ୍ୟୁରୋ)-ରାଜ୍ୟରେ ଶୁକ୍ରବାର ଆଉ ୯୦୮ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୮୩ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ ଅନୁଗୋଳରୁ ୬୫, କଟକରୁ ୬୩, ମୟୂରଭଞ୍ଜରୁ ୫୬, ସୁନ୍ଦରଗଡରୁ ୫୪, ଝାରସୁଗୁଡାରୁ ୫୧, କେନ୍ଦୁଝରରୁ ୫୧, ବାଲେଶ୍ୱରରୁ ୪୯,…

ପରୀ ହତ୍ୟା ମାମଲାର ହେବ ଏସ୍‌ଆଇଟି ତଦନ୍ତ ନିର୍ଦ୍ଦେଶ

ଭୁବନେଶ୍ୱର, ୨୭।୧୧(ବ୍ୟୁରୋ): ନୟାଗଡ଼ ପରୀ ହତ୍ୟା ମାମଲାରେ ମନ୍ତ୍ରୀ ଅରୁଣ ସାହୁଙ୍କ ଇସ୍ତଫା ଦାବିରେ ବିଧାନସଭାରେ ବିରୋଧୀଙ୍କ ହଟ୍ଟଗୋଳ ମଧ୍ୟରେ ଏସ୍‌ଆଇଟି ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଭିଡିଓ କନଫରେନ୍ସିଂ ମାଧ୍ୟମରେ ସେ ଏହି ଘୋଷଣା କହିଛନ୍ତି। ମୁଖ୍ୟମନ୍ତ୍ରୀ…

ରାଜ୍ୟରେ ପୁଣି ୫୯୪ କରୋନା ପଜିଟିଭ୍‌ ଚିହ୍ନଟ, ୧୪ ମୃତ

ଭୁବନେଶ୍ୱର,୨୭।୧୧(ବ୍ୟୁରୋ): ରାଜ୍ୟରେ ପୁଣି ୫୪୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ୧୪ଜଣଙ୍କ ମୃତ୍ୟୁ ଘଟିଛି। ଆକ୍ରାନ୍ତଙ୍କ ମଧ୍ୟରୁ ୩୪୩ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୨୫୧ ଜଣ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌…

ଆରୋଗ୍ୟ ହେଲେ ୭୩୭ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୨୬ ା୧୧(ବ୍ୟୁରୋ): ରାଜ୍ୟରେ ଗୁରୁବାର ଆଉ ୭୩୭ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୭୩ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ ସୁନ୍ଦରଗଡରୁ ୭୦, ମୟୂରଭଞ୍ଜରୁ ୫୩, ଅନୁଗୋଳରୁ ୪୪, ଜଗତସିଂହପୁରରୁ ୪୦, କଟକରୁ ୩୯, ନବରଙ୍ଗପୁରରୁ ୩୭, ନୂଆପଡାରୁ…

ପୁରୀରେ ଜାରି ହେଲା ୧୪୪ ଧାରା: ପତିତପାବନ ଦର୍ଶନ ବନ୍ଦ

ପୁରୀ ଅଫିସ, ୨୬।୧୧: ମହାପ୍ରଭୁଙ୍କ ନାଗାର୍ଜୁନ ବେଶ ଲାଗି ପୁରୀରେ ୧୪୪ ଧାରା ଜାରି କରାଯାଇଛି। ଗୁରୁବାର ରାତି ୨ଟାରୁ ବେଶ ଓଲାଗି ପର୍ଯ୍ୟନ୍ତ ଏହା ଜାରି ରହିବ। ମରିଚକୋଟ ଛକରୁ ସିଂହଦ୍ୱାର ଓ ମନ୍ଦିର ଚତୁଃପାର୍ଶ୍ୱରେ ଏହି ଧାରା ଲାଗୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri