Home Middle

ରାଜ୍ୟରେ ୪ହଜାରରୁ ଊର୍ଦ୍ଧ୍ୱ ଆକ୍ରାନ୍ତ ଚିହ୍ନଟ: ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୧୨।୬(ବ୍ୟୁରୋ): ଗତ ୧୦ ଦିନ ହେଲା ରାଜ୍ୟରେ କରୋନା ମିଟର ତଳମୁହାଁ ହୋଇଛି। ପ୍ରତିଦିନ ନୂଆ ଦୈନିକ ସଂକମ୍ରଣ ହ୍ରାସ ପାଉଛି। ଶୁକ୍ରବାର ରାଜ୍ୟରେ ୫ହଜାରରୁ ଉର୍ଦ୍ଧ୍ୱ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଶନିବାର ଏହି ସଂଖ୍ୟାରେ ହ୍ରାସ…

୨୩ ଯାଏ ଝୁଲିଲା ଗ୍ଲୋବାଲ ଟେଣ୍ଡର

ଭୁବନେଶ୍ୱର,୧୨ା୬(ବ୍ୟୁରୋ): କରୋନା ମହାମାରୀ ସଂକ୍ରମଣ ରୋକିବାକୁ ଟିକା ହିଁ ଏକମାତ୍ର ବିକଳ୍ପ। ତେବେ ରାଜ୍ୟରେ ଟିକାକରଣ କାର୍ଯ୍ୟକ୍ରମ ଧିମେଇ ଯାଇଛି। ଦୈନିକ ମାତ୍ର ୫୦ରୁ ୬୦ ହଜାର ବ୍ୟକ୍ତିଙ୍କୁ ଟିକାକରଣ କରାଯାଇ ପାରୁଛି। ଆବଶ୍ୟକ ଟିକା ନ ଥିବାରୁ ଏହି କାର୍ଯ୍ୟ…

କ୍ୟାଡର ମାଓବାଦୀ ନିହତ: ଖବରଦାତା ସମ୍ମିଳନୀରେ ସୂଚନା ଦେଲେ ଡିଜିପି

ବରଗଡ଼ ଅଫିସ,୧୧ା୬: ବରଗଡ଼ ଜିଲା ପଦ୍ମପୁରରେ ଜଣେ ସିନିୟର କ୍ୟାଡର ମାଓବାଦୀ ଶୁକ୍ରବାର ନିହତ ହୋଇଥିବା ଜଣାପଡ଼ିଛି। ପୋଲିସ ମାଓବାଦୀ ଗୁଳି ବିନିମୟରେ ଏହି କ୍ୟାଡର ମାଓବାଦୀଙ୍କ ନିହତ ହୋଇଥିବା ଜଣାପଡ଼ିଛି। ଭଞ୍ଜଗୁଣ୍ଡା ନିକଟ ଝାଞ୍ଜ ସଂରକ୍ଷିତ ଜଙ୍ଗଲରେ ପୋଲିସ ଏବଂ…

ଧାଓ୍ବନଙ୍କୁ ନେତୃତ୍ୱ: ଭାରତୀୟ ଦଳରେ ୬ ନୂଆ ମୁହଁ

ମୁମ୍ବାଇ,୧୦।୬: ଜୁଲାଇରେ ଶ୍ରୀଲଙ୍କା ବିପକ୍ଷ ୩ ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ଓ ଟି୨୦ ସିରିଜ୍‌ ଲାଗି ଗୁରୁବାର ଭାରତୀୟ ଦଳ ଘୋଷିତ ହୋଇଯାଇଛି। ବରିଷ୍ଠ ଓପନର ଶିଖର ଧାଓ୍ବନଙ୍କୁ ଦଳର ନେତୃତ୍ୱ ଭାର ଦିଆଯାଇଥିବା ବେଳେ ଉପଅଧିନାୟକ ଭାବେ ତାଙ୍କୁ ସହଯୋଗ…

ଛେଚିବ ୩ ଦିନ

ଭୁବନେଶ୍ୱର,୧୦ା୬(ବ୍ୟୁରୋ): ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଗୁରୁବାର ଓଡ଼ିଶାକୁ ପ୍ରବେଶ କରିଛି। ଦକ୍ଷିଣ ଓଡ଼ିଶାର ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, କଳାହାଣ୍ଡି, ନୂଆପଡ଼ା, ଗଜପତି, ଗଞ୍ଜାମ, ଜିଲାକୁ ମୌସୁମୀ ସମ୍ପୂର୍ଣ୍ଣ ଏବଂ ବରଗଡ଼, ସୋନପୁର, ବୌଦ୍ଧ, କନ୍ଧମାଳ, ନୟାଗଡ଼, ଖୋର୍ଦ୍ଧା ଏବଂ…

‘ୟାସ୍‌’ ପ୍ରଭାବିତ ଚାଷୀଙ୍କ ପାଇଁ ପ୍ୟାକେଜ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୦ା୬(ବ୍ୟୁରୋ): ରାଜ୍ୟରେ ବାତ୍ୟା ‘ୟାସ୍‌’ ଅନେକ କ୍ଷତି ଘଟାଇଥିଲା। ଏହି ବାତ୍ୟାରେ ୩୩ ପ୍ରତିଶତ ବା ଅଧିକ କ୍ଷତି ହୋଇଥିବା ଆକଳନ କରାଯାଇଥିଲା। ତେବେ ଗୁରୁବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଚାଷୀଙ୍କ ପାଇଁ ସହାୟତା ପ୍ୟାକେଜ୍‌ ଘୋଷଣା କରିଛନ୍ତି। ଅଣଜଳସେଚିତ ଅଞ୍ଚଳରେ…

ପୁରୀ ବ୍ୟତୀତ ଆଉ କେଉଁଠି ହେବନି ରଥଯାତ୍ରା

ଭୁବନେଶ୍ୱର,୧୦ା୬(ବ୍ୟୁରୋ): ଚଳିତବର୍ଷ ରଥଯାତ୍ରା ଉପରେ ରାଜ୍ୟ ସରକାର କଟକଣା ଲାଗୁ କରିଛନ୍ତି। ପୁରୀ ବ୍ୟତୀତ ରାଜ୍ୟର ଅନ୍ୟ କୌଣସି ସ୍ଥାନରେ ରଥଯାତ୍ରା ହୋଇପାରିବ ନାହିଁ। ଏନେଇ ସ୍ବତନ୍ତ୍ର ରିଲିଫ କମିଶନର (ଏସ୍‌ଆର୍‌ସି) ପ୍ରଦୀପ କୁମାର ଜେନା ଗୁରୁବାର ସୂଚନା ଦେଇଛନ୍ତି। ଗତବର୍ଷ…

୫ ବର୍ଷରୁ କମ୍‌ ବୟସ୍କ ଛୋଟପିଲା ମାସ୍କ୍‌ ପିନ୍ଧିବା ନୁହେଁ ଜରୁରୀ: ଡିଜିଏଚଏସ୍‌…

ନୂଆଦିଲ୍ଲୀ,୧୦।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ଆତଙ୍କ ଦେଖାଦେଇଛି। ସଂକ୍ରମଣରୁ ସୁରକ୍ଷା ଲାଗି ସାର୍ବଜନୀକ ଟିକାକରଣ ଜାରି ରହିଛି। ଏପରିସ୍ଥଳେ କେନ୍ଦ୍ର ସରକାରଙ୍କ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅଧିନରେ କାର୍ଯ୍ୟ କରୁଥିବା ସ୍ବାସ୍ଥ୍ୟ ସେବା ମହାନିର୍ଦ୍ଦେଶାଳୟ(ଡିଜିଏଚଏସ୍‌) ପକ୍ଷରୁ କରୋନା ଲକ୍ଷଣ ପ୍ରକାଶ ପାଇଥିବା…

ଓଡ଼ିଶା ଛୁଇଁଲା ମୌସୁମୀ

ଭୁବନେଶ୍ୱର,୧୦।୬(ବ୍ୟୁରୋ): ଓଡ଼ିଶା ଛୁଇଁଲା ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ। ମୌସୁମୀ ଛୁଇଁବା ନେଇ ଭୁବନେଶ୍ୱର ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଆଗାମୀ ୪୮ଘଣ୍ଟା ମଧ୍ୟରେ ସାରା ରାଜ୍ୟରେ ଛୁଇଁବ ମୌସୁମୀ। ଏଥିପାଇଁ ସ୍ଥିତି ଅନୁକୂଳ ରହିଥିବା ବେଳେ ଗୁରୁବାରଠାରୁ ବର୍ଷା…

କରୋନା ଆକ୍ରାନ୍ତ ଛୋଟପିଲାଙ୍କ ପାଇଁ ମାର୍ଗଦର୍ଶିକା ଜାରି: ରେମଡେସିଭିର ବ୍ୟବହାର ମନା…

ନୂଆଦିଲ୍ଲୀ,୧୦।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ଆତଙ୍କ ଦେଖାଦେଇଛି। ସଂକ୍ରମଣରୁ ସୁରକ୍ଷା ଲାଗି ସାର୍ବଜନୀକ ଟିକାକରଣ ଜାରି ରହିଛି। ଏପରିସ୍ଥଳେ କେନ୍ଦ୍ର ସରକାରଙ୍କ ପକ୍ଷରୁ କରୋନା ଆକ୍ରାନ୍ତ ଶିଶୁଙ୍କ ପାଇଁ ମାର୍ଗଦର୍ଶିକା ପ୍ରକାଶ ପାଇଛି। ଛୋଟପିଲାଙ୍କ କ୍ଷେତ୍ରରେ ରେମଡେସିଭିର ବ୍ୟବହାର ମନା…

ଗଦାଗଦା ମୃତଦେହକୁ ନେଇ ରାଜନୀତି: ତାଲିକାରୁ ୩,୯୫୧ ମୃତକଙ୍କ ପତ୍ତା ମିଳୁନି…

ପାଟନା,୧୦।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ଆତଙ୍କ ଦେଖାଦେଇଛି। ବିହାରରେ ସରକାର ମୃତକଙ୍କ ସଂଖ୍ୟା ଲୁଚାଉଥିବା ଅଭିଯୋଗ ହୋଇଛି। ରାଜ୍ୟରେ କରୋନା ମହାମାରୀ ଯୋଗୁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟୁଥିବାବେଳେ ଶାସକ ଏବଂ ବିରୋଧୀ ଗଦାଗଦା ମୃତଦେହକୁ ନେଇ ରାଜନୀତି ଆରମ୍ଭ କରିଛନ୍ତି।…

ଟିମ୍‌ ଇଣ୍ଡିଆର ୩ ବ୍ୟାଟ୍ସ୍‌ମ୍ୟାନ୍‌ ଆଇସିସିର ଟପ୍‌ ୧୦ରେ…

ନୂଆଦିଲ୍ଲୀ,୧୦।୬: ଆଇସିସି ବିଶ୍ୱ ଟେଷ୍ଟ ଚମ୍ପିୟନଶିପ୍‌ରେ ଭାରତ ନ୍ୟୁଜିଲାଣ୍ଡ୍‌ ମ୍ୟାଚ୍‌ ପୂର୍ବରୁ ଟିମ୍‌ ଇଣ୍ଡିଆ ପାଇଁ ଖୁସି ଖବର ଆସିଛି। ଆଇସିସି ପକ୍ଷରୁ ଟେଷ୍ଟ୍‌ ର଼୍ୟାଙ୍କିଙ୍ଗ୍‌ ଜାରି କରାଯାଇଛି। ଏହି ତାଲିକାରେ ଟପ୍‌ ୧୦ ବ୍ୟାଟ୍ସ୍‌ ମ୍ୟାନ୍‌ଙ୍କ ମଧ୍ୟରେ ଟିମ୍‌ ଇଣ୍ଡିଆର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?